-+91-9937148622 |

prerana_bgr@rediffmail.com |

  Saturday 8th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ସମାରୋହ-୨୦୨୬ ଅବସରରେ ସଂସ୍କୃତ ପ୍ରତିଯୋଗିତା    (08-Aug-2026)       ||      ପ୍ଲାଷ୍ଟିକ୍‌ମୁକ୍ତ ପରିସର ଓ ବର୍ଜ୍ୟବସ୍ତୁ ପରିଚାଳନାରେ କଡ଼ା ଅନୁପାଳନ ନିର୍ଦ୍ଦେଶ   (08-Aug-2026)       ||      ଟ୍ରାଫିକ ନିୟନ୍ତ୍ରଣ ପାଇଁ ବିଧାୟକ ପାଣ୍ଠିରୁ ବ୍ୟାରିକେଡ୍‌: ଆଗକୁ ସହରରେ ସିସି ଟିଭି ବ୍ୟବସ୍ଥା   (08-Aug-2026)       ||      ଡ଼. ସୁରେନ୍ଦ୍ର ମେହେରଙ୍କୁ ଜୀବନବ୍ୟାପି ସାଧନା ପୁରସ୍କାର   (08-Aug-2026)       ||      ସଂକୀର୍ତ୍ତନ ପ୍ରେମୀ ସୁରେନ୍ଦ୍ର କୁମାର ସାହୁ ଙ୍କ ପରଲୋକ   (08-Aug-2026)       ||      ସରକାରଙ୍କ ତୃଟିପୂର୍ଣ୍ଣ ଚାଷିପଞ୍ଜିକରଣ ନୀତି.. ପ୍ରଭାବିତ ହେବ ବଲାଙ୍ଗୀର ଜିଲ୍ଲାର ୫୦ହଜାର ହେକ୍ଟର ଚାଷଜମି,ବାଦପଡିବେ କ୍ଷୁଦ୍ର ଓ ନାମମାତ୍ର ଚାଷୀ   (08-Aug-2026)       ||      *ମଦ ନିଶାରେ ଅମାନୁଷିକ ବ୍ୟବହାର, ଠେଙ୍ଗାରେ ପିଟି ପିଟି ମାରିଦେଲେ ସମ୍ପର୍କୀୟ ଭାଈକୁ*   (08-Aug-2026)       ||      ରେଭେନ୍ଶା ଅଧ୍ୟାପକ ମାନଙ୍କପ୍ରତି ଅସଦା ଚରଣ ପ୍ରତିବାଦରେ କୁଳପତିଙ୍କୁ ସ୍ମାରକପତ୍ର   (08-Aug-2026)       ||      କଟକରେ ଝାଡ଼ାବାନ୍ତିର କୌଣସି ଗୋଷ୍ଠୀ ସଂକ୍ରମଣ ନାହିଁ   (08-Aug-2026)       ||      ବରଗଡ ଲୋକସଭା କ୍ଷେତ୍ରର ବିଭିନ୍ନ ରାଜମାର୍ଗର ତ୍ବରାନ୍ବିତ କାର୍ଯ୍ୟ,କେତେକ ଫ୍ଲାଇ ଓଭର ଓ ନୂତନ ରାଜମାର୍ଗ ର ଟେଣ୍ଡର ପ୍ରକ୍ରିୟା ଜାରି କରିବା ପାଇଁ କେନ୍ଦ୍ରମନ୍ତ୍ରୀ ଶ୍ରୀ ନିତିନ ଗଡକରୀଙ୍କୁ ସାକ୍ଷାତ କଲେ ବରଗଡ ଲୋକସଭା ସାଂସଦ   (08-Aug-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲର ଉଦ୍‌ଘାଟନି ଉତ୍ସବ   (08-Aug-2026)       ||      ଛତିଶଗଡ଼ର ମାନ୍ୟବର ରାଜ୍ୟପାଳ ଶ୍ରୀ ରାମେନ ଡେକାଙ୍କ ସମ୍ବଲପୁର ଗସ୍ତ: ମା’ ସମଲେଶ୍ୱରୀ ମନ୍ଦିର , ହୁମା ମନ୍ଦିର ଓ ଲକ୍ଷ୍ମୀନାଥ ବେଜବରୁଆଙ୍କ ସାଧନା ଗୃହ ପରିଦର୍ଶନ କରିଲେ ରାଜ୍ୟପାଳ    (08-Aug-2026)       ||      ଧର୍ମପରାୟଣା ମହିଳା କ୍ଷିତିସୂତା ମିଶ୍ରଙ୍କ ପରଲୋକ;ଶୋକରେ ଯୋଗୀସର୍ଡ଼ା ଗ୍ରାମ    (07-Aug-2026)       ||      ହାତୀ ଆକ୍ରମଣରେ ଘର ସମ୍ପୂର୍ଣ୍ଣ ଧ୍ୱଂସ; ଆହତ ଆଦିବାସୀ ପରିବାରକୁ ୨୦ ଲକ୍ଷ କ୍ଷତିପୂରଣ ଦାବି କଲେ ପୂର୍ବତନ ସାଂସଦ ନିରଞ୍ଜନ ବିଶି   (07-Aug-2026)       ||      ଶିକ୍ଷକଙ୍କ ନ୍ୟାୟସଙ୍ଗତ ଦାବୀ ପାଇଁ ଏକାଠି ହେଲା ଓଷ୍ଟା;ଜିଲ୍ଲାପାଳ ଓ ଜିଲ୍ଲା ଶିକ୍ଷାଧିକାରୀଙ୍କୁ ସ୍ମାରକ ପତ୍ର    (07-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ପେନାଲଟିକ ସୁଟ ଜରିଆରେ ପାଦେରୀପଡା ଓ ସୁଣ୍ଡରୁମିଲା ଦଳ ବିଜୟୀ    (07-Aug-2026)       ||      "ଇନୋଭେସନ୍ ଓ ଷ୍ଟାର୍ଟଅପ୍ ପ୍ରତିଯୋଗିତା–୨୦୨୬"   (07-Aug-2026)       ||      ବର୍ଷାରେ ଭାଙ୍ଗିଲା ଘର ଅଳ୍ପେକ ବର୍ତିଲେ ବୃଦ୍ଧ ଦମ୍ପତି   (07-Aug-2026)       ||      ବନ୍ୟାକ୍ଷୟକ୍ଷତିର ଆକଳନ,ଚାଷୀଙ୍କୁ ସଠିକ ଦରରେ ସାରଯୋଗାଣ ନେଇ ପ୍ରଶାସନକୁ କାଳିକେଶଙ୍କ ନିର୍ଦ୍ଦେଶ   (07-Aug-2026)       ||      ବଜରଙ୍ଗୀ ସଂଘ ପକ୍ଷରୁ ଗୋଖାଦ୍ୟ ବଣ୍ଟନ   (07-Aug-2026)       ||     

HOME   ଜିଲ୍ଲା

ଡ଼. ସୁରେନ୍ଦ୍ର ମେହେରଙ୍କୁ ଜୀବନବ୍ୟାପି ସାଧନା ପୁରସ୍କାର

08-Aug-2026



ବରପାଲି (ସୁଦାମ ଦୀପ)  ଅନ୍ତର୍ଜାତୀୟ ଖ୍ୟାତି ସମ୍ପର୍ଣ୍ଣ ବାନ୍ଧ ଓ ବୟନ ଶିଳ୍ପୀ ବରପାଲିର ଡ଼. ସୁରେନ୍ଦ୍ର ମେହେର ଙ୍କୁ  ଦ୍ୱାଦଶତମ ଜାତୀୟ ହସ୍ତତନ୍ତ ଦିବସ ପାଳନ ଅବସରରେ, ଭୁବନେଶ୍ୱର ଠାରେ ଓଡିଶା ସରକାରଙ୍କ ତରଫରୁ ମାନ୍ୟବର ରାଜ୍ୟପାଳ, ଜୀବନବ୍ୟାପୀ ସାଧନା ପୁରସ୍କାରରେ ସମ୍ମାନିତ କରିଛନ୍ତି। ଡ଼. ମେହେର ଦୀର୍ଘ ୩୭ ବର୍ଷ ପୂର୍ବରୁ ୧୯୮୯ ମସିହାରେ ତତ୍କାଳୀନ ଓଡ଼ିଶାର ମୁଖ୍ୟମନ୍ତ୍ରୀ, ମାନ୍ୟବର ବିଜୁ ପଟ୍ଟନାୟକ ଙ୍କ ଠାରୁ ରାଜ୍ୟ ସ୍ତରୀୟ ପୁରସ୍କାର ପାଇ ଥିଲେ। ପରେ ପରେ ଜାତୀୟ ପୁରସ୍କାର, ତିନି ଥର ୟୁନେସ୍କୋ ପୁରସ୍କାର, ୱାର୍ଲଡ କ୍ରାଫ୍ଟ କାଉନସିଲ ପୁରସ୍କାର, ଇଣ୍ଡିଆ ବୁକ ଅଫ ରେକର୍ଡ, ଓଡିଶା ସିଟିଜେନ ଆୱାର୍ଡ ଇତ୍ୟାଦି ଅନେକ ପୁରସ୍କାର ପାଇ ସମ୍ବଲପୁରୀ ବାନ୍ଧ କଳା ଜଗତକୁ ସନବୃଦ୍ଧ କରିପାରିଛନ୍ତି। ସମ୍ବଲପୁର ବିଶ୍ୱବିଦ୍ୟାଳୟ ତାଙ୍କୁ ସମ୍ମାନୀୟ ଡି. ଲିଟ ଉପାଧି ରେ ସମ୍ମାନିତ କରିଛନ୍ତି।ସେ ହେଉଛନ୍ତି, ବାନ୍ଧ କଳା ଜଗତର ପ୍ରବାଦ ପୁରୁଷ, ଶିଳ୍ପଗୁରୁ, ପଦ୍ମଶ୍ରୀ କୁଞ୍ଜ ବିହାରୀ ମେହେରଙ୍କ ସୁପୁତ୍ର। ଡ଼. ମେହେର ଏହି ବାନ୍ଧ କଳାର ଜୀବନ୍ତ ପ୍ରଦର୍ଶନ ପାଇଁ ଭାରତ ସରକାରଙ୍କ ତରଫରୁ, ଦୁବାଇ, ଯୁକ୍ତ ରାଷ୍ଟ୍ର ଆମେରିକା, ହୋଲଣ୍ଡ, ଅଷ୍ଟ୍ରିଆ, ଲଣ୍ଡନ, ଇସ୍ରାଏଲ ଇତ୍ୟାଦି ଦେଶ ଗୁଡିକରେ ଅନୁଷ୍ଠିତ ଭାରତ ଉତ୍ସବରେ ଯୋଗଦାନ କରି ଅଜସ୍ର ସମ୍ମାନ ପାଇଛନ୍ତି। ଆଜିର ଏହି କୃତକାର୍ଯ୍ୟରେ, ବୁଣାକାର ଜଗତରେ ଆନନ୍ଦର ଲହରୀ ଖେଳି ଯାଇଛି। ଭିଭିନ୍ନ ଅନୁଷ୍ଠାନ ତରଫରୁ ତାଙ୍କର ଏହି ସଫଳତାରେ ହାର୍ଦ୍ଧିକ ଅଭିନନ୍ଦନ ଜଣାଇଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ସମାରୋହ-୨୦୨୬ ଅବସରରେ ସଂସ୍କୃତ ପ୍ରତିଯୋଗିତା   08-Aug-2026
  ଜିଲ୍ଲା  
ପ୍ଲାଷ୍ଟିକ୍‌ମୁକ୍ତ ପରିସର ଓ ବର୍ଜ୍ୟବସ୍ତୁ ପରିଚାଳନାରେ କଡ଼ା ଅନୁପାଳନ ନିର୍ଦ୍ଦେଶ   08-Aug-2026
  ଜିଲ୍ଲା  
ଟ୍ରାଫିକ ନିୟନ୍ତ୍ରଣ ପାଇଁ ବିଧାୟକ ପାଣ୍ଠିରୁ ବ୍ୟାରିକେଡ୍‌: ଆଗକୁ ସହରରେ ସିସି ଟିଭି ବ୍ୟବସ୍ଥା   08-Aug-2026
  ଜିଲ୍ଲା  
ଡ଼. ସୁରେନ୍ଦ୍ର ମେହେରଙ୍କୁ ଜୀବନବ୍ୟାପି ସାଧନା ପୁରସ୍କାର   08-Aug-2026
  ଜିଲ୍ଲା  
ସଂକୀର୍ତ୍ତନ ପ୍ରେମୀ ସୁରେନ୍ଦ୍ର କୁମାର ସାହୁ ଙ୍କ ପରଲୋକ   08-Aug-2026
  ରାଜ୍ୟ  
ସରକାରଙ୍କ ତୃଟିପୂର୍ଣ୍ଣ ଚାଷିପଞ୍ଜିକରଣ ନୀତି.. ପ୍ରଭାବିତ ହେବ ବଲାଙ୍ଗୀର ଜିଲ୍ଲାର ୫୦ହଜାର ହେକ୍ଟର ଚାଷଜମି,ବାଦପଡିବେ କ୍ଷୁଦ୍ର ଓ ନାମମାତ୍ର ଚାଷୀ   08-Aug-2026
  ଜିଲ୍ଲା  
*ମଦ ନିଶାରେ ଅମାନୁଷିକ ବ୍ୟବହାର, ଠେଙ୍ଗାରେ ପିଟି ପିଟି ମାରିଦେଲେ ସମ୍ପର୍କୀୟ ଭାଈକୁ*   08-Aug-2026
  ଜିଲ୍ଲା  
ରେଭେନ୍ଶା ଅଧ୍ୟାପକ ମାନଙ୍କପ୍ରତି ଅସଦା ଚରଣ ପ୍ରତିବାଦରେ କୁଳପତିଙ୍କୁ ସ୍ମାରକପତ୍ର   08-Aug-2026
କଟକରେ ଝାଡ଼ାବାନ୍ତିର କୌଣସି ଗୋଷ୍ଠୀ ସଂକ୍ରମଣ ନାହିଁ   08-Aug-2026
  ଜିଲ୍ଲା  
ବରଗଡ ଲୋକସଭା କ୍ଷେତ୍ରର ବିଭିନ୍ନ ରାଜମାର୍ଗର ତ୍ବରାନ୍ବିତ କାର୍ଯ୍ୟ,କେତେକ ଫ୍ଲାଇ ଓଭର ଓ ନୂତନ ରାଜମାର୍ଗ ର ଟେଣ୍ଡର ପ୍ରକ୍ରିୟା ଜାରି କରିବା ପାଇଁ କେନ୍ଦ୍ରମନ୍ତ୍ରୀ ଶ୍ରୀ ନିତିନ ଗଡକରୀଙ୍କୁ ସାକ୍ଷାତ କଲେ ବରଗଡ ଲୋକସଭା ସାଂସଦ   08-Aug-2026
  ଜିଲ୍ଲା  
ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲର ଉଦ୍‌ଘାଟନି ଉତ୍ସବ   08-Aug-2026
  ଜିଲ୍ଲା  
ଛତିଶଗଡ଼ର ମାନ୍ୟବର ରାଜ୍ୟପାଳ ଶ୍ରୀ ରାମେନ ଡେକାଙ୍କ ସମ୍ବଲପୁର ଗସ୍ତ: ମା’ ସମଲେଶ୍ୱରୀ ମନ୍ଦିର , ହୁମା ମନ୍ଦିର ଓ ଲକ୍ଷ୍ମୀନାଥ ବେଜବରୁଆଙ୍କ ସାଧନା ଗୃହ ପରିଦର୍ଶନ କରିଲେ ରାଜ୍ୟପାଳ   08-Aug-2026

You Might Also Like