-+91-9937148622 |

prerana_bgr@rediffmail.com |

  Saturday 8th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ସମାରୋହ-୨୦୨୬ ଅବସରରେ ସଂସ୍କୃତ ପ୍ରତିଯୋଗିତା    (08-Aug-2026)       ||      ପ୍ଲାଷ୍ଟିକ୍‌ମୁକ୍ତ ପରିସର ଓ ବର୍ଜ୍ୟବସ୍ତୁ ପରିଚାଳନାରେ କଡ଼ା ଅନୁପାଳନ ନିର୍ଦ୍ଦେଶ   (08-Aug-2026)       ||      ଟ୍ରାଫିକ ନିୟନ୍ତ୍ରଣ ପାଇଁ ବିଧାୟକ ପାଣ୍ଠିରୁ ବ୍ୟାରିକେଡ୍‌: ଆଗକୁ ସହରରେ ସିସି ଟିଭି ବ୍ୟବସ୍ଥା   (08-Aug-2026)       ||      ଡ଼. ସୁରେନ୍ଦ୍ର ମେହେରଙ୍କୁ ଜୀବନବ୍ୟାପି ସାଧନା ପୁରସ୍କାର   (08-Aug-2026)       ||      ସଂକୀର୍ତ୍ତନ ପ୍ରେମୀ ସୁରେନ୍ଦ୍ର କୁମାର ସାହୁ ଙ୍କ ପରଲୋକ   (08-Aug-2026)       ||      ସରକାରଙ୍କ ତୃଟିପୂର୍ଣ୍ଣ ଚାଷିପଞ୍ଜିକରଣ ନୀତି.. ପ୍ରଭାବିତ ହେବ ବଲାଙ୍ଗୀର ଜିଲ୍ଲାର ୫୦ହଜାର ହେକ୍ଟର ଚାଷଜମି,ବାଦପଡିବେ କ୍ଷୁଦ୍ର ଓ ନାମମାତ୍ର ଚାଷୀ   (08-Aug-2026)       ||      *ମଦ ନିଶାରେ ଅମାନୁଷିକ ବ୍ୟବହାର, ଠେଙ୍ଗାରେ ପିଟି ପିଟି ମାରିଦେଲେ ସମ୍ପର୍କୀୟ ଭାଈକୁ*   (08-Aug-2026)       ||      ରେଭେନ୍ଶା ଅଧ୍ୟାପକ ମାନଙ୍କପ୍ରତି ଅସଦା ଚରଣ ପ୍ରତିବାଦରେ କୁଳପତିଙ୍କୁ ସ୍ମାରକପତ୍ର   (08-Aug-2026)       ||      କଟକରେ ଝାଡ଼ାବାନ୍ତିର କୌଣସି ଗୋଷ୍ଠୀ ସଂକ୍ରମଣ ନାହିଁ   (08-Aug-2026)       ||      ବରଗଡ ଲୋକସଭା କ୍ଷେତ୍ରର ବିଭିନ୍ନ ରାଜମାର୍ଗର ତ୍ବରାନ୍ବିତ କାର୍ଯ୍ୟ,କେତେକ ଫ୍ଲାଇ ଓଭର ଓ ନୂତନ ରାଜମାର୍ଗ ର ଟେଣ୍ଡର ପ୍ରକ୍ରିୟା ଜାରି କରିବା ପାଇଁ କେନ୍ଦ୍ରମନ୍ତ୍ରୀ ଶ୍ରୀ ନିତିନ ଗଡକରୀଙ୍କୁ ସାକ୍ଷାତ କଲେ ବରଗଡ ଲୋକସଭା ସାଂସଦ   (08-Aug-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲର ଉଦ୍‌ଘାଟନି ଉତ୍ସବ   (08-Aug-2026)       ||      ଛତିଶଗଡ଼ର ମାନ୍ୟବର ରାଜ୍ୟପାଳ ଶ୍ରୀ ରାମେନ ଡେକାଙ୍କ ସମ୍ବଲପୁର ଗସ୍ତ: ମା’ ସମଲେଶ୍ୱରୀ ମନ୍ଦିର , ହୁମା ମନ୍ଦିର ଓ ଲକ୍ଷ୍ମୀନାଥ ବେଜବରୁଆଙ୍କ ସାଧନା ଗୃହ ପରିଦର୍ଶନ କରିଲେ ରାଜ୍ୟପାଳ    (08-Aug-2026)       ||      ଧର୍ମପରାୟଣା ମହିଳା କ୍ଷିତିସୂତା ମିଶ୍ରଙ୍କ ପରଲୋକ;ଶୋକରେ ଯୋଗୀସର୍ଡ଼ା ଗ୍ରାମ    (07-Aug-2026)       ||      ହାତୀ ଆକ୍ରମଣରେ ଘର ସମ୍ପୂର୍ଣ୍ଣ ଧ୍ୱଂସ; ଆହତ ଆଦିବାସୀ ପରିବାରକୁ ୨୦ ଲକ୍ଷ କ୍ଷତିପୂରଣ ଦାବି କଲେ ପୂର୍ବତନ ସାଂସଦ ନିରଞ୍ଜନ ବିଶି   (07-Aug-2026)       ||      ଶିକ୍ଷକଙ୍କ ନ୍ୟାୟସଙ୍ଗତ ଦାବୀ ପାଇଁ ଏକାଠି ହେଲା ଓଷ୍ଟା;ଜିଲ୍ଲାପାଳ ଓ ଜିଲ୍ଲା ଶିକ୍ଷାଧିକାରୀଙ୍କୁ ସ୍ମାରକ ପତ୍ର    (07-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ପେନାଲଟିକ ସୁଟ ଜରିଆରେ ପାଦେରୀପଡା ଓ ସୁଣ୍ଡରୁମିଲା ଦଳ ବିଜୟୀ    (07-Aug-2026)       ||      "ଇନୋଭେସନ୍ ଓ ଷ୍ଟାର୍ଟଅପ୍ ପ୍ରତିଯୋଗିତା–୨୦୨୬"   (07-Aug-2026)       ||      ବର୍ଷାରେ ଭାଙ୍ଗିଲା ଘର ଅଳ୍ପେକ ବର୍ତିଲେ ବୃଦ୍ଧ ଦମ୍ପତି   (07-Aug-2026)       ||      ବନ୍ୟାକ୍ଷୟକ୍ଷତିର ଆକଳନ,ଚାଷୀଙ୍କୁ ସଠିକ ଦରରେ ସାରଯୋଗାଣ ନେଇ ପ୍ରଶାସନକୁ କାଳିକେଶଙ୍କ ନିର୍ଦ୍ଦେଶ   (07-Aug-2026)       ||      ବଜରଙ୍ଗୀ ସଂଘ ପକ୍ଷରୁ ଗୋଖାଦ୍ୟ ବଣ୍ଟନ   (07-Aug-2026)       ||     

HOME   ଜିଲ୍ଲା

ଟ୍ରାଫିକ ନିୟନ୍ତ୍ରଣ ପାଇଁ ବିଧାୟକ ପାଣ୍ଠିରୁ ବ୍ୟାରିକେଡ୍‌: ଆଗକୁ ସହରରେ ସିସି ଟିଭି ବ୍ୟବସ୍ଥା

08-Aug-2026



ବଲାଙ୍ଗିର(ପ୍ରେରଣା ଖବର): ବଲାଙ୍ଗିର ସହରରେ ବଢୁଥିବା ଟ୍ରାଫିକ ସମସ୍ୟା ନିୟନ୍ତ୍ରଣ ଓ ଜନସୁରକ୍ଷାକୁ ସୁଦୃଢ଼ କରିବା ଦିଗରେ ବିଧାୟକ କଳିକେଶ ନାରାୟଣ ସିଂହଦେଓଙ୍କ ପଦକ୍ଷେପ। ବିଧାୟକ ପାଣ୍ଠିରୁ ବଲାଙ୍ଗିର ପୋଲିସ ପ୍ରଶାସନକୁ ବିଭିନ୍ନ ଛକରେ ଟ୍ରାଫିକ ନିୟନ୍ତ୍ରଣ ପାଇଁ ବ୍ୟାରିକେଡ୍ ଯୋଗାଇ ଦିଆଯାଇଛି। ଶନିବାର ବଲାଙ୍ଗିର ଆଦର୍ଶ ଥାନା ପରିସରରେ ଏହି ଟ୍ରାଫିକ ବ୍ୟାରିକେଡ୍‌ର ଶୁଭ ଉଦ୍‌ଘାଟନ କରିଥିଲେ ବିଧାୟକ ଶ୍ରୀ ସିଂହଦେଓ।

ବିଧାୟକଙ୍କ ଏହି ପଦକ୍ଷେପର ଲକ୍ଷ୍ୟ ସହରର ବ୍ୟସ୍ତବହୁଳ ଛକଗୁଡ଼ିକରେ ଟ୍ରାଫିକ ଚଳାଚଳକୁ ନିୟମିତ କରିବା ସହ ଦୁର୍ଘଟଣା ଓ ଯାତାୟାତଜନିତ ସମସ୍ୟାକୁ ହ୍ରାସ କରିବା। ଏହି ଅବସରରେ ବଲାଙ୍ଗିର ପୌରାଧ୍ୟକ୍ଷା ଲିକା ସାହୁ, ଆରକ୍ଷୀ ଅଧିକ୍ଷକ ଅଭିଲାଶ ଜି, ଟାଉନ ଥାନା ଅଧିକାରୀ ଅବନୀ ସାହୁ, ଟ୍ରାଫିକ ଇନ୍ସପେକ୍ଟରଙ୍କ ସମେତ ବିଭିନ୍ନ ୱାର୍ଡର କାଉନସିଲରମାନେ ଉପସ୍ଥିତ ଥିଲେ।

ଅନ୍ୟପକ୍ଷରେ, ସହରର ବିଭିନ୍ନ ପଡ଼ା ଓ ପ୍ରମୁଖ ସ୍ଥାନରେ ଟ୍ରାଫିକ ନିୟନ୍ତ୍ରଣ ଏବଂ ଅପରାଧ ନିରୋଧ ସହ ଜନସୁରକ୍ଷା ପାଇଁ CCTV କ୍ୟାମେରା ସ୍ଥାପନ କରିବାକୁ ପୋଲିସ ପ୍ରଶାସନ ପକ୍ଷରୁ ବିଧାୟକଙ୍କୁ ଅନୁରୋଧ କରାଯାଇଥିଲା। ଏହା ଉପରେ ବିଧାୟକ ଶ୍ରୀ ସିଂହଦେଓ ଆବଶ୍ୟକ ସହଯୋଗ ଯୋଗାଇଦେବାକୁ ପ୍ରତିଶ୍ରୁତି ଦେଇଥିଲେ।

ବଲାଙ୍ଗିର ସହରର ଟ୍ରାଫିକ ବ୍ୟବସ୍ଥାକୁ ଅଧିକ ସୁବ୍ୟବସ୍ଥିତ, ନିରାପଦ ଓ ଆଧୁନିକ କରିବା ସହ ନାଗରିକଙ୍କ ସୁରକ୍ଷାକୁ ସର୍ବାଧିକ ପ୍ରାଥମିକତା ଦେଇ ଆଗାମୀ ଦିନରେ ମଧ୍ୟ ଆବଶ୍ୟକ ପଦକ୍ଷେପ ଜାରି ରହିବ ବୋଲି ବିଧାୟକ କହିଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ସମାରୋହ-୨୦୨୬ ଅବସରରେ ସଂସ୍କୃତ ପ୍ରତିଯୋଗିତା   08-Aug-2026
  ଜିଲ୍ଲା  
ପ୍ଲାଷ୍ଟିକ୍‌ମୁକ୍ତ ପରିସର ଓ ବର୍ଜ୍ୟବସ୍ତୁ ପରିଚାଳନାରେ କଡ଼ା ଅନୁପାଳନ ନିର୍ଦ୍ଦେଶ   08-Aug-2026
  ଜିଲ୍ଲା  
ଟ୍ରାଫିକ ନିୟନ୍ତ୍ରଣ ପାଇଁ ବିଧାୟକ ପାଣ୍ଠିରୁ ବ୍ୟାରିକେଡ୍‌: ଆଗକୁ ସହରରେ ସିସି ଟିଭି ବ୍ୟବସ୍ଥା   08-Aug-2026
  ଜିଲ୍ଲା  
ଡ଼. ସୁରେନ୍ଦ୍ର ମେହେରଙ୍କୁ ଜୀବନବ୍ୟାପି ସାଧନା ପୁରସ୍କାର   08-Aug-2026
  ଜିଲ୍ଲା  
ସଂକୀର୍ତ୍ତନ ପ୍ରେମୀ ସୁରେନ୍ଦ୍ର କୁମାର ସାହୁ ଙ୍କ ପରଲୋକ   08-Aug-2026
  ରାଜ୍ୟ  
ସରକାରଙ୍କ ତୃଟିପୂର୍ଣ୍ଣ ଚାଷିପଞ୍ଜିକରଣ ନୀତି.. ପ୍ରଭାବିତ ହେବ ବଲାଙ୍ଗୀର ଜିଲ୍ଲାର ୫୦ହଜାର ହେକ୍ଟର ଚାଷଜମି,ବାଦପଡିବେ କ୍ଷୁଦ୍ର ଓ ନାମମାତ୍ର ଚାଷୀ   08-Aug-2026
  ଜିଲ୍ଲା  
*ମଦ ନିଶାରେ ଅମାନୁଷିକ ବ୍ୟବହାର, ଠେଙ୍ଗାରେ ପିଟି ପିଟି ମାରିଦେଲେ ସମ୍ପର୍କୀୟ ଭାଈକୁ*   08-Aug-2026
  ଜିଲ୍ଲା  
ରେଭେନ୍ଶା ଅଧ୍ୟାପକ ମାନଙ୍କପ୍ରତି ଅସଦା ଚରଣ ପ୍ରତିବାଦରେ କୁଳପତିଙ୍କୁ ସ୍ମାରକପତ୍ର   08-Aug-2026
କଟକରେ ଝାଡ଼ାବାନ୍ତିର କୌଣସି ଗୋଷ୍ଠୀ ସଂକ୍ରମଣ ନାହିଁ   08-Aug-2026
  ଜିଲ୍ଲା  
ବରଗଡ ଲୋକସଭା କ୍ଷେତ୍ରର ବିଭିନ୍ନ ରାଜମାର୍ଗର ତ୍ବରାନ୍ବିତ କାର୍ଯ୍ୟ,କେତେକ ଫ୍ଲାଇ ଓଭର ଓ ନୂତନ ରାଜମାର୍ଗ ର ଟେଣ୍ଡର ପ୍ରକ୍ରିୟା ଜାରି କରିବା ପାଇଁ କେନ୍ଦ୍ରମନ୍ତ୍ରୀ ଶ୍ରୀ ନିତିନ ଗଡକରୀଙ୍କୁ ସାକ୍ଷାତ କଲେ ବରଗଡ ଲୋକସଭା ସାଂସଦ   08-Aug-2026
  ଜିଲ୍ଲା  
ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲର ଉଦ୍‌ଘାଟନି ଉତ୍ସବ   08-Aug-2026
  ଜିଲ୍ଲା  
ଛତିଶଗଡ଼ର ମାନ୍ୟବର ରାଜ୍ୟପାଳ ଶ୍ରୀ ରାମେନ ଡେକାଙ୍କ ସମ୍ବଲପୁର ଗସ୍ତ: ମା’ ସମଲେଶ୍ୱରୀ ମନ୍ଦିର , ହୁମା ମନ୍ଦିର ଓ ଲକ୍ଷ୍ମୀନାଥ ବେଜବରୁଆଙ୍କ ସାଧନା ଗୃହ ପରିଦର୍ଶନ କରିଲେ ରାଜ୍ୟପାଳ   08-Aug-2026

You Might Also Like