-+91-9937148622 |

prerana_bgr@rediffmail.com |

  Sunday 9th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଲୀଳାନାଟକ କଳାକାର ଅବିନ୍ଦ୍ର ସେଠଙ୍କ ପରଲୋକ     (09-Aug-2026)       ||      ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି ର ସାଧାରଣ ବୈଠକ    (09-Aug-2026)       ||      କ୍ଲଷ୍ଟରସ୍ତରୀୟ ସେବା ନିବୃତ୍ତ ସମ୍ମାନ ଅନୁଷ୍ଠିତ    (09-Aug-2026)       ||      ବ୍ୟକ୍ତିଗତ ସ୍ୱାର୍ଥକୁ ପାଶୋରି ଯୁବବର୍ଗ ଦେଶର ପ୍ରଗତି ରଥର ବାହକ ହେଲେ ଆମେ ବିକଶିତ ଭାରତ ଗଠନ କରିପାରିବା    (09-Aug-2026)       ||      ଅତାବିରା ବ୍ଲକ୍ ଓଷ୍ଟାର ବାର୍ଷିକ ସମ୍ମିଳନୀ ଅନୁଷ୍ଠିତ    (09-Aug-2026)       ||      ପଲ୍ଲୀ ଆଲୋକ ପାଠାଗାର ଦ୍ୱାରା ବିଶ୍ୱ ସ୍ତନ୍ୟପାନ ସପ୍ତାହ–୨୦୨୬ ପାଳିତ   (09-Aug-2026)       ||      ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ସମାରୋହ-୨୦୨୬ ଅବସରରେ ସଂସ୍କୃତ ପ୍ରତିଯୋଗିତା    (08-Aug-2026)       ||      ପ୍ଲାଷ୍ଟିକ୍‌ମୁକ୍ତ ପରିସର ଓ ବର୍ଜ୍ୟବସ୍ତୁ ପରିଚାଳନାରେ କଡ଼ା ଅନୁପାଳନ ନିର୍ଦ୍ଦେଶ   (08-Aug-2026)       ||      ଟ୍ରାଫିକ ନିୟନ୍ତ୍ରଣ ପାଇଁ ବିଧାୟକ ପାଣ୍ଠିରୁ ବ୍ୟାରିକେଡ୍‌: ଆଗକୁ ସହରରେ ସିସି ଟିଭି ବ୍ୟବସ୍ଥା   (08-Aug-2026)       ||      ଡ଼. ସୁରେନ୍ଦ୍ର ମେହେରଙ୍କୁ ଜୀବନବ୍ୟାପି ସାଧନା ପୁରସ୍କାର   (08-Aug-2026)       ||      ସଂକୀର୍ତ୍ତନ ପ୍ରେମୀ ସୁରେନ୍ଦ୍ର କୁମାର ସାହୁ ଙ୍କ ପରଲୋକ   (08-Aug-2026)       ||      ସରକାରଙ୍କ ତୃଟିପୂର୍ଣ୍ଣ ଚାଷିପଞ୍ଜିକରଣ ନୀତି.. ପ୍ରଭାବିତ ହେବ ବଲାଙ୍ଗୀର ଜିଲ୍ଲାର ୫୦ହଜାର ହେକ୍ଟର ଚାଷଜମି,ବାଦପଡିବେ କ୍ଷୁଦ୍ର ଓ ନାମମାତ୍ର ଚାଷୀ   (08-Aug-2026)       ||      *ମଦ ନିଶାରେ ଅମାନୁଷିକ ବ୍ୟବହାର, ଠେଙ୍ଗାରେ ପିଟି ପିଟି ମାରିଦେଲେ ସମ୍ପର୍କୀୟ ଭାଈକୁ*   (08-Aug-2026)       ||      ରେଭେନ୍ଶା ଅଧ୍ୟାପକ ମାନଙ୍କପ୍ରତି ଅସଦା ଚରଣ ପ୍ରତିବାଦରେ କୁଳପତିଙ୍କୁ ସ୍ମାରକପତ୍ର   (08-Aug-2026)       ||      କଟକରେ ଝାଡ଼ାବାନ୍ତିର କୌଣସି ଗୋଷ୍ଠୀ ସଂକ୍ରମଣ ନାହିଁ   (08-Aug-2026)       ||      ବରଗଡ ଲୋକସଭା କ୍ଷେତ୍ରର ବିଭିନ୍ନ ରାଜମାର୍ଗର ତ୍ବରାନ୍ବିତ କାର୍ଯ୍ୟ,କେତେକ ଫ୍ଲାଇ ଓଭର ଓ ନୂତନ ରାଜମାର୍ଗ ର ଟେଣ୍ଡର ପ୍ରକ୍ରିୟା ଜାରି କରିବା ପାଇଁ କେନ୍ଦ୍ରମନ୍ତ୍ରୀ ଶ୍ରୀ ନିତିନ ଗଡକରୀଙ୍କୁ ସାକ୍ଷାତ କଲେ ବରଗଡ ଲୋକସଭା ସାଂସଦ   (08-Aug-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲର ଉଦ୍‌ଘାଟନି ଉତ୍ସବ   (08-Aug-2026)       ||      ଛତିଶଗଡ଼ର ମାନ୍ୟବର ରାଜ୍ୟପାଳ ଶ୍ରୀ ରାମେନ ଡେକାଙ୍କ ସମ୍ବଲପୁର ଗସ୍ତ: ମା’ ସମଲେଶ୍ୱରୀ ମନ୍ଦିର , ହୁମା ମନ୍ଦିର ଓ ଲକ୍ଷ୍ମୀନାଥ ବେଜବରୁଆଙ୍କ ସାଧନା ଗୃହ ପରିଦର୍ଶନ କରିଲେ ରାଜ୍ୟପାଳ    (08-Aug-2026)       ||      ଧର୍ମପରାୟଣା ମହିଳା କ୍ଷିତିସୂତା ମିଶ୍ରଙ୍କ ପରଲୋକ;ଶୋକରେ ଯୋଗୀସର୍ଡ଼ା ଗ୍ରାମ    (07-Aug-2026)       ||      ହାତୀ ଆକ୍ରମଣରେ ଘର ସମ୍ପୂର୍ଣ୍ଣ ଧ୍ୱଂସ; ଆହତ ଆଦିବାସୀ ପରିବାରକୁ ୨୦ ଲକ୍ଷ କ୍ଷତିପୂରଣ ଦାବି କଲେ ପୂର୍ବତନ ସାଂସଦ ନିରଞ୍ଜନ ବିଶି   (07-Aug-2026)       ||     

HOME   ଜିଲ୍ଲା

ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି ର ସାଧାରଣ ବୈଠକ

09-Aug-2026



ବଲାଙ୍ଗୀର(ପ୍ରେରଣା ଖବର): ସ୍ଥାନୀୟ ଜେ ଏସ୍ ଏମ୍ କଲେଜ ର ସମ୍ମିଳନୀ କଷ ଠାରେ ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି ର ଏକ ସାଧାରଣ ବୈଠକ ଅନୁଷ୍ଠିତ ହୋଇଯାଇଛି l ବଲାଙ୍ଗୀର ର ବୁଦ୍ଧିଜୀବୀ ମାନଙ୍କୁ ନେଇ ସଂଗଠନକୁ ମଜବୁତ୍ କରି ବିଭିନ୍ନ ବିକାଶମୂଳକ କାର୍ଯ୍ୟ କରିବା ପାଇଁ ପ୍ରଶାସନ ଓ ସରକାରଙ୍କ ଉପରେ ଚାପ ପ୍ରୟୋଗ କରିବା ପ୍ରସ୍ତାବ ଗ୍ରହଣ କରାଯାଇଛି l ଆବାହକ ଇଂ. ବେଲାରସିଂ ଭୋଇଙ୍କ ସଭାପତିତ୍ୱରେ 

ସଂଯୋଜକ ମନୋରଞ୍ଜନ ସାହୁ ପୂର୍ଵ ବିବରଣୀ ପାଠ କରି ଗୃହରେ ବିଭିନ୍ନ ପ୍ରସ୍ତାବ ଆଗତ କରିଥିଲେ l ବରିଷ୍ଠ ସଭ୍ୟ ମନୋରଞ୍ଜନ ମିଶ୍ର ସୋସାଇଟିର ନୂଆ ନିୟମ ଅନୁସାରେ ସମ୍ବିଧାନ ପ୍ରସ୍ତୁତି କରିବା ଉପରେ ଧାରଣା ଦେଇ ଥିଲେ l ଅନ୍ୟାନ୍ୟ ମାନଙ୍କ ମଧ୍ୟରୁ ଗୋପଭୂଷଣ ନାଥ, ମନୋରଞ୍ଜନ ପୁରୋହିତ, ଗୋବିନ୍ଦ ମିଶ୍ର, ବିମଲ ଚୋପଦାର, ପ୍ରସନ୍ନ ମିଶ୍ର, 

ଦିବାକର ହୋତା, ପୀତବାସ ପଣ୍ଡା, ସି ଏ ଶ୍ରୀକାନ୍ତ ଶର୍ମା, ଜ୍ଞାନରଞ୍ଜନ ପଟନାୟକ, ହରେକୃଷ୍ଣ ପଟେଇ, ବିଶ୍ୱନାଥ ତ୍ରିପାଠୀ, ସୁବୋଧ ନାଗ, ରବି ନାରାୟଣ ସାହୁ, ଲିଲି ପଟେଲ, ସନ୍ତୋଷୀ ମେହେର, ସଚଲା ମେହେର, ସଂଜଳୀ ଶତପଥି, ନରେନ୍ଦ୍ର ମିଶ୍ର, ଦୁର୍ବାଦଳ ମହାକୁର, ତରଣୀ ସେନ ପଟେଇ, ସୁବାଷ ଶତପଥି, ପୂର୍ଣ୍ଣଚନ୍ଦ୍ର ବିଶ୍ୱାଳ, ସରୋଜ ମେସ୍ୱା ପ୍ରମୁଖ ଆଲୋଚନାରେ ଅଂଶଗ୍ରହଣ କରିଥିଲେ। ଶେଷରେ ରବିଶଙ୍କର ମିଶ୍ର ଧନ୍ୟବାଦ ଅର୍ପଣ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଲୀଳାନାଟକ କଳାକାର ଅବିନ୍ଦ୍ର ସେଠଙ୍କ ପରଲୋକ     09-Aug-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି ର ସାଧାରଣ ବୈଠକ   09-Aug-2026
  ଜିଲ୍ଲା  
କ୍ଲଷ୍ଟରସ୍ତରୀୟ ସେବା ନିବୃତ୍ତ ସମ୍ମାନ ଅନୁଷ୍ଠିତ   09-Aug-2026
  ଜିଲ୍ଲା  
ବ୍ୟକ୍ତିଗତ ସ୍ୱାର୍ଥକୁ ପାଶୋରି ଯୁବବର୍ଗ ଦେଶର ପ୍ରଗତି ରଥର ବାହକ ହେଲେ ଆମେ ବିକଶିତ ଭାରତ ଗଠନ କରିପାରିବା    09-Aug-2026
  ରାଜ୍ୟ  
ଅତାବିରା ବ୍ଲକ୍ ଓଷ୍ଟାର ବାର୍ଷିକ ସମ୍ମିଳନୀ ଅନୁଷ୍ଠିତ   09-Aug-2026
  ଜିଲ୍ଲା  
ପଲ୍ଲୀ ଆଲୋକ ପାଠାଗାର ଦ୍ୱାରା ବିଶ୍ୱ ସ୍ତନ୍ୟପାନ ସପ୍ତାହ–୨୦୨୬ ପାଳିତ   09-Aug-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ସମାରୋହ-୨୦୨୬ ଅବସରରେ ସଂସ୍କୃତ ପ୍ରତିଯୋଗିତା   08-Aug-2026
  ଜିଲ୍ଲା  
ପ୍ଲାଷ୍ଟିକ୍‌ମୁକ୍ତ ପରିସର ଓ ବର୍ଜ୍ୟବସ୍ତୁ ପରିଚାଳନାରେ କଡ଼ା ଅନୁପାଳନ ନିର୍ଦ୍ଦେଶ   08-Aug-2026
  ଜିଲ୍ଲା  
ଟ୍ରାଫିକ ନିୟନ୍ତ୍ରଣ ପାଇଁ ବିଧାୟକ ପାଣ୍ଠିରୁ ବ୍ୟାରିକେଡ୍‌: ଆଗକୁ ସହରରେ ସିସି ଟିଭି ବ୍ୟବସ୍ଥା   08-Aug-2026
  ଜିଲ୍ଲା  
ଡ଼. ସୁରେନ୍ଦ୍ର ମେହେରଙ୍କୁ ଜୀବନବ୍ୟାପି ସାଧନା ପୁରସ୍କାର   08-Aug-2026
  ଜିଲ୍ଲା  
ସଂକୀର୍ତ୍ତନ ପ୍ରେମୀ ସୁରେନ୍ଦ୍ର କୁମାର ସାହୁ ଙ୍କ ପରଲୋକ   08-Aug-2026
  ରାଜ୍ୟ  
ସରକାରଙ୍କ ତୃଟିପୂର୍ଣ୍ଣ ଚାଷିପଞ୍ଜିକରଣ ନୀତି.. ପ୍ରଭାବିତ ହେବ ବଲାଙ୍ଗୀର ଜିଲ୍ଲାର ୫୦ହଜାର ହେକ୍ଟର ଚାଷଜମି,ବାଦପଡିବେ କ୍ଷୁଦ୍ର ଓ ନାମମାତ୍ର ଚାଷୀ   08-Aug-2026

You Might Also Like