-+91-9937148622 |

prerana_bgr@rediffmail.com |

  Sunday 9th August 2026 |

| | | |

R.N.I. Regd No. ODIODI/2010/46693

Breaking News

ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (09-Aug-2026)       ||      ଗଙ୍ଗାଧରଙ୍କ କାଳଜୟୀ ସୃଷ୍ଟିରାଜି ଆମ ଓଡ଼ିଆ ଅସ୍ମିତା ଓ ଜାତୀୟ ଚେତନାର ପ୍ରତୀକ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ    (09-Aug-2026)       ||      ଏନ୍.ଇ.ଇ. ଟି ଏବଂ ଜେ.ଇ.ଇ ରେ ସଫଳତାପ୍ରାପ୍ତ ଛାତ୍ରଛାତ୍ରୀ ଙ୍କୁ ସମ୍ବର୍ଦ୍ଧନା♦️ଲକ୍ଷ୍ୟପ୍ରାପ୍ତି ପାଇଁ  ମାନସିକ ପରିଶ୍ରମ ଓ ଲଗାତାର ଉଦ୍ୟମ ଜରୁରୀ   (09-Aug-2026)       ||      ଲୋଇସିଂହା ବ୍ଲକ ବିଜେପି ପକ୍ଷରୁ ହରଘର ଘରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଠିତ   (09-Aug-2026)       ||      ବରପାଲି ସାମ୍ବାଦିକ ସଂଘ ପକ୍ଷରୁ କର୍କଟ ରୋଗର ନିରୁପଣ ପରୀକ୍ଷା ଓ ମାଗଣା ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ   (09-Aug-2026)       ||      କ୍ଷତ୍ରିୟ ଧାକଡ ସମାଜ ଜିଲ୍ଲା କାର୍ଯ୍ୟକାରିଣୀ ପାପଡାହାଣ୍ଡି ରେ ଅନୁଷ୍ଠିତ   (09-Aug-2026)       ||      ବିଶ୍ୱ ଆଦିବାସୀ ଦିବସ ରେ ସୁବର୍ଣ୍ଣପୁରକୁ ସ୍ୱତନ୍ତ୍ର ଉନ୍ନୟନ ପରିଷଦରେ ସାମିଲ ପାଇଁ ଦାବି   (09-Aug-2026)       ||      ଲୀଳାନାଟକ କଳାକାର ଅବିନ୍ଦ୍ର ସେଠଙ୍କ ପରଲୋକ     (09-Aug-2026)       ||      ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି ର ସାଧାରଣ ବୈଠକ    (09-Aug-2026)       ||      କ୍ଲଷ୍ଟରସ୍ତରୀୟ ସେବା ନିବୃତ୍ତ ସମ୍ମାନ ଅନୁଷ୍ଠିତ    (09-Aug-2026)       ||      ବ୍ୟକ୍ତିଗତ ସ୍ୱାର୍ଥକୁ ପାଶୋରି ଯୁବବର୍ଗ ଦେଶର ପ୍ରଗତି ରଥର ବାହକ ହେଲେ ଆମେ ବିକଶିତ ଭାରତ ଗଠନ କରିପାରିବା    (09-Aug-2026)       ||      ଅତାବିରା ବ୍ଲକ୍ ଓଷ୍ଟାର ବାର୍ଷିକ ସମ୍ମିଳନୀ ଅନୁଷ୍ଠିତ    (09-Aug-2026)       ||      ପଲ୍ଲୀ ଆଲୋକ ପାଠାଗାର ଦ୍ୱାରା ବିଶ୍ୱ ସ୍ତନ୍ୟପାନ ସପ୍ତାହ–୨୦୨୬ ପାଳିତ   (09-Aug-2026)       ||      ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ସମାରୋହ-୨୦୨୬ ଅବସରରେ ସଂସ୍କୃତ ପ୍ରତିଯୋଗିତା    (08-Aug-2026)       ||      ପ୍ଲାଷ୍ଟିକ୍‌ମୁକ୍ତ ପରିସର ଓ ବର୍ଜ୍ୟବସ୍ତୁ ପରିଚାଳନାରେ କଡ଼ା ଅନୁପାଳନ ନିର୍ଦ୍ଦେଶ   (08-Aug-2026)       ||      ଟ୍ରାଫିକ ନିୟନ୍ତ୍ରଣ ପାଇଁ ବିଧାୟକ ପାଣ୍ଠିରୁ ବ୍ୟାରିକେଡ୍‌: ଆଗକୁ ସହରରେ ସିସି ଟିଭି ବ୍ୟବସ୍ଥା   (08-Aug-2026)       ||      ଡ଼. ସୁରେନ୍ଦ୍ର ମେହେରଙ୍କୁ ଜୀବନବ୍ୟାପି ସାଧନା ପୁରସ୍କାର   (08-Aug-2026)       ||      ସଂକୀର୍ତ୍ତନ ପ୍ରେମୀ ସୁରେନ୍ଦ୍ର କୁମାର ସାହୁ ଙ୍କ ପରଲୋକ   (08-Aug-2026)       ||      ସରକାରଙ୍କ ତୃଟିପୂର୍ଣ୍ଣ ଚାଷିପଞ୍ଜିକରଣ ନୀତି.. ପ୍ରଭାବିତ ହେବ ବଲାଙ୍ଗୀର ଜିଲ୍ଲାର ୫୦ହଜାର ହେକ୍ଟର ଚାଷଜମି,ବାଦପଡିବେ କ୍ଷୁଦ୍ର ଓ ନାମମାତ୍ର ଚାଷୀ   (08-Aug-2026)       ||      *ମଦ ନିଶାରେ ଅମାନୁଷିକ ବ୍ୟବହାର, ଠେଙ୍ଗାରେ ପିଟି ପିଟି ମାରିଦେଲେ ସମ୍ପର୍କୀୟ ଭାଈକୁ*   (08-Aug-2026)       ||     

HOME   ଜିଲ୍ଲା

ଗଙ୍ଗାଧରଙ୍କ କାଳଜୟୀ ସୃଷ୍ଟିରାଜି ଆମ ଓଡ଼ିଆ ଅସ୍ମିତା ଓ ଜାତୀୟ ଚେତନାର ପ୍ରତୀକ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

09-Aug-2026



ଭୁବନେଶ୍ୱର(ମୁରଲୀଧର ମିଶ୍ର): ଆଜି ସ୍ଵଭାବ କବି ଗଙ୍ଗାଧର ମେହେରଙ୍କ ଜୟନ୍ତୀ ଅବସରରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଗଙ୍ଗାଧର ମେହେରଙ୍କ ପ୍ରତିମୂର୍ତ୍ତିରେ ଶ୍ରଦ୍ଧା ସୁମନ ଅର୍ପଣ କରିଛନ୍ତି। ଓଡ଼ିଶା ବିଧାନସଭା ପାର୍ଶ୍ୱରେ ଥିବା ସ୍ଵଭାବ କବି ଗଙ୍ଗାଧର ମେହେରଙ୍କ ପ୍ରତିମୂର୍ତ୍ତିରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶ୍ରଦ୍ଧା ସୁମନ ଅର୍ପଣ କରିବା ସହ ସ୍ଵଭାବ କବିଙ୍କ ପ୍ରତି ଭକ୍ତିପୂତ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି।

ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କହିଛନ୍ତି ଯେ, "ଓଡ଼ିଆ ସାହିତ୍ୟ ଜଗତର ଅମର ସାଧକ ସ୍ୱଭାବ କବି ଗଙ୍ଗାଧର ମେହରଙ୍କ ପବିତ୍ର ଜୟନ୍ତୀ ଅବସରରେ ତାଙ୍କ ପ୍ରତି ମୁଁ ଗଭୀର ଶ୍ରଦ୍ଧାଞ୍ଜଳି ଅର୍ପଣ କରୁଛି। ସ୍ୱଭାବ କବି ଗଙ୍ଗାଧର ମେହରଙ୍କ ଦ୍ୱାରା ରଚିତ 'ତପସ୍ୱିନୀ', 'ଇନ୍ଦୁମତୀ' ଆଦି କବିତା ଓଡ଼ିଆ ସାହିତ୍ୟ ଜଗତକୁ ଋଦ୍ଧିମନ୍ତ କରିଛନ୍ତି। ଗଙ୍ଗାଧରଙ୍କ କାଳଜୟୀ ସୃଷ୍ଟିରାଜି ଆମ ଓଡ଼ିଆ ଅସ୍ମିତା ଓ ଜାତୀୟ ଚେତନାର ପ୍ରତୀକ। ତାଙ୍କର ପ୍ରକୃତିପ୍ରେମୀ ଓ ମାନବବାଦୀ ସାହିତ୍ୟ ଆଜି ବି ପ୍ରତ୍ୟେକ ଓଡ଼ିଆଙ୍କ ହୃଦୟକୁ ସ୍ପର୍ଶ କରେ। ସ୍ଵଭାବ କବିଙ୍କ ସାହିତ୍ୟ କୃତି ଭବିଷ୍ୟତ ପିଢ଼ି ଓ ଯୁବ ବର୍ଗଙ୍କ ପାଇଁ ମାର୍ଗଦର୍ଶକ", ବୋଲି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କହିଛନ୍ତି।

ଆଜି ସ୍ଵଭାବ କବିଙ୍କ ଜୟନ୍ତୀ ଅବସରରେ ମୁଖ୍ୟମନ୍ତ୍ରୀଙ୍କ ସମେତ ବାଚସ୍ପତି ଶ୍ରୀମତୀ ସୁରମା ପାଢ଼ୀ, ଉପମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହ ଦେଓ, ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡ଼ା, ଏକାମ୍ର ବିଧାୟକ ଶ୍ରୀ ବାବୁ ସିଂ, ସରକାରୀ ଦଳର ମୁଖ୍ୟ ସଚେତକ ସରୋଜ କୁମାର ପ୍ରଧାନ, ଓଡ଼ିଶା ବିଧାନସଭାର ସଚିବ ସତ୍ୟବ୍ରତ ରାଉତ, ସଂସ୍କୃତି ବିଭାଗର ଶାସନ ସଚିବ ଡ଼. ବିଜୟ କେତନ ଉପାଧ୍ୟାୟ, ଉପ ନିର୍ଦ୍ଦେଶକ ଶ୍ରୀମତୀ ଦେବଯାନୀ ଭୂୟାଁ, ବୁଦ୍ଧିଜୀବୀ, ସମାଜସେବୀ ପ୍ରମୁଖ ଉପସ୍ଥିତ ସ୍ଵଭାବ କବି ଗଙ୍ଗାଧର ମେହେରଙ୍କ ସ୍ମୃତିଚାରଣ କରିଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ   09-Aug-2026
  ଜିଲ୍ଲା  
ଗଙ୍ଗାଧରଙ୍କ କାଳଜୟୀ ସୃଷ୍ଟିରାଜି ଆମ ଓଡ଼ିଆ ଅସ୍ମିତା ଓ ଜାତୀୟ ଚେତନାର ପ୍ରତୀକ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ   09-Aug-2026
  ଜିଲ୍ଲା  
ଏନ୍.ଇ.ଇ. ଟି ଏବଂ ଜେ.ଇ.ଇ ରେ ସଫଳତାପ୍ରାପ୍ତ ଛାତ୍ରଛାତ୍ରୀ ଙ୍କୁ ସମ୍ବର୍ଦ୍ଧନା♦️ଲକ୍ଷ୍ୟପ୍ରାପ୍ତି ପାଇଁ  ମାନସିକ ପରିଶ୍ରମ ଓ ଲଗାତାର ଉଦ୍ୟମ ଜରୁରୀ   09-Aug-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ବିଜେପି ପକ୍ଷରୁ ହରଘର ଘରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଠିତ   09-Aug-2026
  ଜିଲ୍ଲା  
ବରପାଲି ସାମ୍ବାଦିକ ସଂଘ ପକ୍ଷରୁ କର୍କଟ ରୋଗର ନିରୁପଣ ପରୀକ୍ଷା ଓ ମାଗଣା ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ   09-Aug-2026
  ଜିଲ୍ଲା  
କ୍ଷତ୍ରିୟ ଧାକଡ ସମାଜ ଜିଲ୍ଲା କାର୍ଯ୍ୟକାରିଣୀ ପାପଡାହାଣ୍ଡି ରେ ଅନୁଷ୍ଠିତ   09-Aug-2026
  ଜିଲ୍ଲା  
ବିଶ୍ୱ ଆଦିବାସୀ ଦିବସ ରେ ସୁବର୍ଣ୍ଣପୁରକୁ ସ୍ୱତନ୍ତ୍ର ଉନ୍ନୟନ ପରିଷଦରେ ସାମିଲ ପାଇଁ ଦାବି   09-Aug-2026
  ଜିଲ୍ଲା  
ଲୀଳାନାଟକ କଳାକାର ଅବିନ୍ଦ୍ର ସେଠଙ୍କ ପରଲୋକ     09-Aug-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି ର ସାଧାରଣ ବୈଠକ   09-Aug-2026
  ଜିଲ୍ଲା  
କ୍ଲଷ୍ଟରସ୍ତରୀୟ ସେବା ନିବୃତ୍ତ ସମ୍ମାନ ଅନୁଷ୍ଠିତ   09-Aug-2026
  ଜିଲ୍ଲା  
ବ୍ୟକ୍ତିଗତ ସ୍ୱାର୍ଥକୁ ପାଶୋରି ଯୁବବର୍ଗ ଦେଶର ପ୍ରଗତି ରଥର ବାହକ ହେଲେ ଆମେ ବିକଶିତ ଭାରତ ଗଠନ କରିପାରିବା    09-Aug-2026
  ରାଜ୍ୟ  
ଅତାବିରା ବ୍ଲକ୍ ଓଷ୍ଟାର ବାର୍ଷିକ ସମ୍ମିଳନୀ ଅନୁଷ୍ଠିତ   09-Aug-2026

You Might Also Like