-+91-9937148622 |

prerana_bgr@rediffmail.com |

  Monday 10th August 2026 |

| | | |

R.N.I. Regd No. ODIODI/2010/46693

Breaking News

ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (09-Aug-2026)       ||      ​ଜାତି ଭୁଲିଲା ନାହିଁ ନିଷ୍ଠୁର ପରିବାର; ମୁକ ନାୟକର ଅନ୍ତିମ ଯାତ୍ରାରେ ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ ସାଜିଲା ସାହାରା   (09-Aug-2026)       ||      ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (09-Aug-2026)       ||      ଗଙ୍ଗାଧରଙ୍କ କାଳଜୟୀ ସୃଷ୍ଟିରାଜି ଆମ ଓଡ଼ିଆ ଅସ୍ମିତା ଓ ଜାତୀୟ ଚେତନାର ପ୍ରତୀକ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ    (09-Aug-2026)       ||      ଏନ୍.ଇ.ଇ. ଟି ଏବଂ ଜେ.ଇ.ଇ ରେ ସଫଳତାପ୍ରାପ୍ତ ଛାତ୍ରଛାତ୍ରୀ ଙ୍କୁ ସମ୍ବର୍ଦ୍ଧନା♦️ଲକ୍ଷ୍ୟପ୍ରାପ୍ତି ପାଇଁ  ମାନସିକ ପରିଶ୍ରମ ଓ ଲଗାତାର ଉଦ୍ୟମ ଜରୁରୀ   (09-Aug-2026)       ||      ଲୋଇସିଂହା ବ୍ଲକ ବିଜେପି ପକ୍ଷରୁ ହରଘର ଘରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଠିତ   (09-Aug-2026)       ||      ବରପାଲି ସାମ୍ବାଦିକ ସଂଘ ପକ୍ଷରୁ କର୍କଟ ରୋଗର ନିରୁପଣ ପରୀକ୍ଷା ଓ ମାଗଣା ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ   (09-Aug-2026)       ||      କ୍ଷତ୍ରିୟ ଧାକଡ ସମାଜ ଜିଲ୍ଲା କାର୍ଯ୍ୟକାରିଣୀ ପାପଡାହାଣ୍ଡି ରେ ଅନୁଷ୍ଠିତ   (09-Aug-2026)       ||      ବିଶ୍ୱ ଆଦିବାସୀ ଦିବସ ରେ ସୁବର୍ଣ୍ଣପୁରକୁ ସ୍ୱତନ୍ତ୍ର ଉନ୍ନୟନ ପରିଷଦରେ ସାମିଲ ପାଇଁ ଦାବି   (09-Aug-2026)       ||      ଲୀଳାନାଟକ କଳାକାର ଅବିନ୍ଦ୍ର ସେଠଙ୍କ ପରଲୋକ     (09-Aug-2026)       ||      ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି ର ସାଧାରଣ ବୈଠକ    (09-Aug-2026)       ||      କ୍ଲଷ୍ଟରସ୍ତରୀୟ ସେବା ନିବୃତ୍ତ ସମ୍ମାନ ଅନୁଷ୍ଠିତ    (09-Aug-2026)       ||      ବ୍ୟକ୍ତିଗତ ସ୍ୱାର୍ଥକୁ ପାଶୋରି ଯୁବବର୍ଗ ଦେଶର ପ୍ରଗତି ରଥର ବାହକ ହେଲେ ଆମେ ବିକଶିତ ଭାରତ ଗଠନ କରିପାରିବା    (09-Aug-2026)       ||      ଅତାବିରା ବ୍ଲକ୍ ଓଷ୍ଟାର ବାର୍ଷିକ ସମ୍ମିଳନୀ ଅନୁଷ୍ଠିତ    (09-Aug-2026)       ||      ପଲ୍ଲୀ ଆଲୋକ ପାଠାଗାର ଦ୍ୱାରା ବିଶ୍ୱ ସ୍ତନ୍ୟପାନ ସପ୍ତାହ–୨୦୨୬ ପାଳିତ   (09-Aug-2026)       ||      ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ସମାରୋହ-୨୦୨୬ ଅବସରରେ ସଂସ୍କୃତ ପ୍ରତିଯୋଗିତା    (08-Aug-2026)       ||      ପ୍ଲାଷ୍ଟିକ୍‌ମୁକ୍ତ ପରିସର ଓ ବର୍ଜ୍ୟବସ୍ତୁ ପରିଚାଳନାରେ କଡ଼ା ଅନୁପାଳନ ନିର୍ଦ୍ଦେଶ   (08-Aug-2026)       ||      ଟ୍ରାଫିକ ନିୟନ୍ତ୍ରଣ ପାଇଁ ବିଧାୟକ ପାଣ୍ଠିରୁ ବ୍ୟାରିକେଡ୍‌: ଆଗକୁ ସହରରେ ସିସି ଟିଭି ବ୍ୟବସ୍ଥା   (08-Aug-2026)       ||      ଡ଼. ସୁରେନ୍ଦ୍ର ମେହେରଙ୍କୁ ଜୀବନବ୍ୟାପି ସାଧନା ପୁରସ୍କାର   (08-Aug-2026)       ||      ସଂକୀର୍ତ୍ତନ ପ୍ରେମୀ ସୁରେନ୍ଦ୍ର କୁମାର ସାହୁ ଙ୍କ ପରଲୋକ   (08-Aug-2026)       ||     

HOME   ଜିଲ୍ଲା

ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ

09-Aug-2026



ପୁଇଁତଲା, (ପ୍ରେରଣା ଖବର) ଆଜି ଅଗଷ୍ଟ କ୍ରାନ୍ତି ଦିବସ ଅବସରରେ ସ୍ୱାଧୀନତା ସଂଗ୍ରାମର ସେହି ଅମର ଗାଥା ଏବଂ ବୀର ଶହୀଦଙ୍କ ତ୍ୟାଗ ଓ ବଳିଦାନକୁ ସମ୍ମାନ ଜଣାଇ ଯଶସ୍ବୀ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଜୀଙ୍କ ଆହ୍ୱାନ କ୍ରମେ 'ହର୍ ଘର୍ ତ୍ରିରଙ୍ଗା' ଅଭିଯାନର ଶୁଭାରମ୍ଭ ଦେଶର କୋଣ-ଅନୁକୋଣରେ ଏକ ଅଭୂତପୂର୍ବ ଗଣ-ଉତ୍ସାହ ସୃଷ୍ଟି କରିଛି l ଏହି କ୍ରମରେ ପୁଇଁତଲା ବ୍ଲକରେ ଆରମ୍ଭ ହୋଇଥିବା ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରରେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଡ଼ ମୁକେଶ ମହାଲିଙ୍ଗ ଯୋଗ ଦେଇଥିଲେ l ଏହି ଶୋଭାଯାତ୍ରା ମହାନ ସ୍ୱାଧୀନତା ସଂଗ୍ରାମୀ ଶହୀଦ ଧରମ ସିଂ ମାନ୍ଧତା ଙ୍କ ସ୍ମୃତିପୀଠ ଐତିହ ଗ୍ରାମ ଆଟଗାଁରୁ ଆରମ୍ଭ ହୋଇଥିଲା l ଶହୀଦ ଧରମ ସିଂ ମାନ୍ଧତା ଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ ପରେ ବାଇକ ରେଲି ମହାଦେବପାଳି ଶିବମନ୍ଦିର ଛକ, ଦଶପୁର ହାଟପଦା, ତେଣ୍ଡିପାଲି, ଛତାପିପିଲ, କୁରେଭନା, ମେହେରମୁଣ୍ଡା, ରଣ୍ଡା, ସାତମାଇଲ ଛକ, ଅଙ୍କରିଆପଦର, ଜାମଗାଁରେ ଶେଷ ହୋଇଥିଲା l ଜାତୀୟ ପତାକାକୁ ଉଚ୍ଚ ସ୍ଥାନରେ ରଖିବା ଆମ ସମସ୍ତଙ୍କର ଦାୟୀତ୍ୱ l ତ୍ରିରଙ୍ଗା ମାଧ୍ୟମରେ ଜାତୀୟତାବାଦ, ରାଷ୍ଟ୍ରବାଦ ପ୍ରଚାର କରିବା ସହ ଦେଶପ୍ରେମ ଜାଗ୍ରତ କରିବା ଏହି ଶୋଭାଯାତ୍ରର ମୂଳ ଉଦ୍ଦେଶ୍ୟ ବୋଲି ମନ୍ତ୍ରୀ ଡ଼. ମହାଳିଙ୍ଗ ଉଦବୋଧନ ଦେବାସହ ଆସନ୍ତୁ ସମସ୍ତେ ମିଶି ଆସନ୍ତା ଅଗଷ୍ଟ ୧୩ ରୁ ୧୫ ତାରିଖ ପର୍ଯ୍ୟନ୍ତ ନିଜ ନିଜ ଘରେ ଓ ଅନୁଷ୍ଠାନରେ ଗୌରବମୟ ତ୍ରିରଙ୍ଗା ପତାକା ଉଡ଼ାଇ 'ହର ଘର ତ୍ରିରଙ୍ଗା' ଅଭିଯାନକୁ ଏକ ଐତିହାସିକ ଗଣ-ଉତ୍ସବରେ ପରିଣତ କରିବା ପାଇଁ ସମସ୍ତ ଙ୍କୁ ଆହ୍ୱାନ କରିଥିଲେ l  ଉକ୍ତ କାର୍ଯ୍ୟକ୍ରମ ରେ ବିଧାୟକ ଙ୍କ ପୁଇଁତଲା ପ୍ରତିନିଧି ଅଜିତ ପଣ୍ଡା, ବ୍ଲକ ଯୁବ ସଭାପତି ସୁଜିତ କୁମାର ବେହେରା, ଯୁବନେତା କୈଳାସ ଗହୀର, ମଣ୍ଡଳ ସଭାପତି ଲକ୍ଷ୍ମଣ ପାତ୍ର ଙ୍କ ସମେତ ବହୁ ସଂଖ୍ୟାରେ ବିଜେପି କାର୍ଯ୍ୟକର୍ତ୍ତା ସାମିଲ ଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ   09-Aug-2026
  ଜିଲ୍ଲା  
​ଜାତି ଭୁଲିଲା ନାହିଁ ନିଷ୍ଠୁର ପରିବାର; ମୁକ ନାୟକର ଅନ୍ତିମ ଯାତ୍ରାରେ ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ ସାଜିଲା ସାହାରା   09-Aug-2026
  ଜିଲ୍ଲା  
ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ   09-Aug-2026
  ଜିଲ୍ଲା  
ଗଙ୍ଗାଧରଙ୍କ କାଳଜୟୀ ସୃଷ୍ଟିରାଜି ଆମ ଓଡ଼ିଆ ଅସ୍ମିତା ଓ ଜାତୀୟ ଚେତନାର ପ୍ରତୀକ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ   09-Aug-2026
  ଜିଲ୍ଲା  
ଏନ୍.ଇ.ଇ. ଟି ଏବଂ ଜେ.ଇ.ଇ ରେ ସଫଳତାପ୍ରାପ୍ତ ଛାତ୍ରଛାତ୍ରୀ ଙ୍କୁ ସମ୍ବର୍ଦ୍ଧନା♦️ଲକ୍ଷ୍ୟପ୍ରାପ୍ତି ପାଇଁ  ମାନସିକ ପରିଶ୍ରମ ଓ ଲଗାତାର ଉଦ୍ୟମ ଜରୁରୀ   09-Aug-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ବିଜେପି ପକ୍ଷରୁ ହରଘର ଘରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଠିତ   09-Aug-2026
  ଜିଲ୍ଲା  
ବରପାଲି ସାମ୍ବାଦିକ ସଂଘ ପକ୍ଷରୁ କର୍କଟ ରୋଗର ନିରୁପଣ ପରୀକ୍ଷା ଓ ମାଗଣା ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ   09-Aug-2026
  ଜିଲ୍ଲା  
କ୍ଷତ୍ରିୟ ଧାକଡ ସମାଜ ଜିଲ୍ଲା କାର୍ଯ୍ୟକାରିଣୀ ପାପଡାହାଣ୍ଡି ରେ ଅନୁଷ୍ଠିତ   09-Aug-2026
  ଜିଲ୍ଲା  
ବିଶ୍ୱ ଆଦିବାସୀ ଦିବସ ରେ ସୁବର୍ଣ୍ଣପୁରକୁ ସ୍ୱତନ୍ତ୍ର ଉନ୍ନୟନ ପରିଷଦରେ ସାମିଲ ପାଇଁ ଦାବି   09-Aug-2026
  ଜିଲ୍ଲା  
ଲୀଳାନାଟକ କଳାକାର ଅବିନ୍ଦ୍ର ସେଠଙ୍କ ପରଲୋକ     09-Aug-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି ର ସାଧାରଣ ବୈଠକ   09-Aug-2026
  ଜିଲ୍ଲା  
କ୍ଲଷ୍ଟରସ୍ତରୀୟ ସେବା ନିବୃତ୍ତ ସମ୍ମାନ ଅନୁଷ୍ଠିତ   09-Aug-2026

You Might Also Like