-+91-9937148622 |

prerana_bgr@rediffmail.com |

  Monday 10th August 2026 |

| | | |

R.N.I. Regd No. ODIODI/2010/46693

Breaking News

*ପଞ୍ଜୀକରଣ ପ୍ରକ୍ରିୟା ରେ ଜଟିଳତା ର ପ୍ରତିବାଦ କରି ସୁବର୍ଣ୍ଣପୁର ରେ ଚାଷୀ ଙ୍କ ଆନ୍ଦୋଳନ ଧମକ*-   (10-Aug-2026)       ||      ହଳ ଚାଷ ପାଇଁ ବଳଦ ନେଇ ଯାଉଥୁଲେ, ବାଟରେ ଚାଲିଗଲା ଜୀବନ ବିଜୁ ଏକ୍ସପ୍ରେସ୍ ୱେରେ ୧୦୮ ଆମ୍ବୁଲାନ୍ସ ଧକା ରେ ଚାଷୀ ମୃତ   (10-Aug-2026)       ||      ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା   (10-Aug-2026)       ||      ନାରୀ ସଶକ୍ତିକରଣର ପ୍ରତୀକ ହେଉଛନ୍ତି ସରଳା ଦେବୀ : ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ    (10-Aug-2026)       ||      ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (09-Aug-2026)       ||      ​ଜାତି ଭୁଲିଲା ନାହିଁ ନିଷ୍ଠୁର ପରିବାର; ମୁକ ନାୟକର ଅନ୍ତିମ ଯାତ୍ରାରେ ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ ସାଜିଲା ସାହାରା   (09-Aug-2026)       ||      ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (09-Aug-2026)       ||      ଗଙ୍ଗାଧରଙ୍କ କାଳଜୟୀ ସୃଷ୍ଟିରାଜି ଆମ ଓଡ଼ିଆ ଅସ୍ମିତା ଓ ଜାତୀୟ ଚେତନାର ପ୍ରତୀକ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ    (09-Aug-2026)       ||      ଏନ୍.ଇ.ଇ. ଟି ଏବଂ ଜେ.ଇ.ଇ ରେ ସଫଳତାପ୍ରାପ୍ତ ଛାତ୍ରଛାତ୍ରୀ ଙ୍କୁ ସମ୍ବର୍ଦ୍ଧନା♦️ଲକ୍ଷ୍ୟପ୍ରାପ୍ତି ପାଇଁ  ମାନସିକ ପରିଶ୍ରମ ଓ ଲଗାତାର ଉଦ୍ୟମ ଜରୁରୀ   (09-Aug-2026)       ||      ଲୋଇସିଂହା ବ୍ଲକ ବିଜେପି ପକ୍ଷରୁ ହରଘର ଘରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଠିତ   (09-Aug-2026)       ||      ବରପାଲି ସାମ୍ବାଦିକ ସଂଘ ପକ୍ଷରୁ କର୍କଟ ରୋଗର ନିରୁପଣ ପରୀକ୍ଷା ଓ ମାଗଣା ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ   (09-Aug-2026)       ||      କ୍ଷତ୍ରିୟ ଧାକଡ ସମାଜ ଜିଲ୍ଲା କାର୍ଯ୍ୟକାରିଣୀ ପାପଡାହାଣ୍ଡି ରେ ଅନୁଷ୍ଠିତ   (09-Aug-2026)       ||      ବିଶ୍ୱ ଆଦିବାସୀ ଦିବସ ରେ ସୁବର୍ଣ୍ଣପୁରକୁ ସ୍ୱତନ୍ତ୍ର ଉନ୍ନୟନ ପରିଷଦରେ ସାମିଲ ପାଇଁ ଦାବି   (09-Aug-2026)       ||      ଲୀଳାନାଟକ କଳାକାର ଅବିନ୍ଦ୍ର ସେଠଙ୍କ ପରଲୋକ     (09-Aug-2026)       ||      ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି ର ସାଧାରଣ ବୈଠକ    (09-Aug-2026)       ||      କ୍ଲଷ୍ଟରସ୍ତରୀୟ ସେବା ନିବୃତ୍ତ ସମ୍ମାନ ଅନୁଷ୍ଠିତ    (09-Aug-2026)       ||      ବ୍ୟକ୍ତିଗତ ସ୍ୱାର୍ଥକୁ ପାଶୋରି ଯୁବବର୍ଗ ଦେଶର ପ୍ରଗତି ରଥର ବାହକ ହେଲେ ଆମେ ବିକଶିତ ଭାରତ ଗଠନ କରିପାରିବା    (09-Aug-2026)       ||      ଅତାବିରା ବ୍ଲକ୍ ଓଷ୍ଟାର ବାର୍ଷିକ ସମ୍ମିଳନୀ ଅନୁଷ୍ଠିତ    (09-Aug-2026)       ||      ପଲ୍ଲୀ ଆଲୋକ ପାଠାଗାର ଦ୍ୱାରା ବିଶ୍ୱ ସ୍ତନ୍ୟପାନ ସପ୍ତାହ–୨୦୨୬ ପାଳିତ   (09-Aug-2026)       ||      ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ସମାରୋହ-୨୦୨୬ ଅବସରରେ ସଂସ୍କୃତ ପ୍ରତିଯୋଗିତା    (08-Aug-2026)       ||     

HOME   ଜିଲ୍ଲା

*ପଞ୍ଜୀକରଣ ପ୍ରକ୍ରିୟା ରେ ଜଟିଳତା ର ପ୍ରତିବାଦ କରି ସୁବର୍ଣ୍ଣପୁର ରେ ଚାଷୀ ଙ୍କ ଆନ୍ଦୋଳନ ଧମକ*-

10-Aug-2026



ସୋନପୁର (ମନୋରଞ୍ଜନ ତ୍ରିପାଠୀ )
 ଓଡ଼ିଶାର ଭାତହାଣ୍ଡି ଭାବେ ପରିଚିତ ପଶ୍ଚିମ ଓଡ଼ିଶାର ପ୍ରମୁଖ ଜିଲ୍ଲା ମାନ ଙ୍କ ମଧ୍ୟରେ ସୁବର୍ଣ୍ଣପୁର ଜିଲ୍ଲା ଧାନ ଉତ୍ପାଦନରେ ଏକ ଅଗ୍ରଣୀ ଜିଲ୍ଲା।ଚାଷୀଙ୍କ ଆୟ ବୃଦ୍ଧି ଓ ଧାନର ଉଚିତ ମୂଲ୍ୟ ପାଇଁ ସରକାର ଏମ୍‌ଏସ୍‌ପି ବ୍ୟତୀତ ଅତିରିକ୍ତ ୮୦୦ ଟଙ୍କା ସହାୟତା ଦେବାର ପ୍ରତିଶ୍ରୁତି ଦେଇଥିଲେ। କିନ୍ତୁ ଏବେ ଧାନ ବିକ୍ରି ପାଇଁ ଚାଷୀ ପଞ୍ଜିକରଣ ପ୍ରକ୍ରିୟାରେ ନୂଆ ନୂଆ ଜଟିଳତା ଚାଷୀଙ୍କ ଚିନ୍ତା ବଢ଼ାଇ ଦେଇଛି। ଏଗ୍ରିଷ୍ଟାକ୍ ଫାର୍ମର୍ ଆଇଡି, ଭାଗଚାଷୀଙ୍କ କ୍ଷେତ୍ରରେ ଜମି ମାଲିକଙ୍କ ଉପସ୍ଥିତି ଭଳି ବିଭିନ୍ନ ପ୍ରକ୍ରିୟା ଚାଷୀଙ୍କ ପାଇଁ ସମସ୍ୟା ସୃଷ୍ଟି କରୁଥିବା ଅଭିଯୋଗ ହେଉଛି। ଏହା ଫଳରେ ଧାନ ବିକ୍ରି ପାଇଁ ପଞ୍ଜିକରଣ କରିବାରେ ଚାଷୀଙ୍କୁ ନାନା ହଇରାଣ ହରକତ ହେବାକୁ ପଡ଼ୁଛି।ସେପଟେ ଚଳିତ ବର୍ଷ ଅଗଷ୍ଟ ୬ ତାରିଖରୁ ପଞ୍ଜିକରଣ ଆରମ୍ଭ ହୋଇ ଅଗଷ୍ଟ ୩୧ ଯାଏଁ ଚାଲିବାକୁ ଥିବାରୁ ଏତେ କମ୍ ସମୟ ମଧ୍ୟରେ ସମସ୍ତ ଚାଷୀଙ୍କ ପଞ୍ଜିକରଣ ସମ୍ପୂର୍ଣ୍ଣ ହେବ କି ନାହିଁ, ତାକୁ ନେଇ ଚାଷୀଙ୍କ ମଧ୍ୟରେ ଆଶଙ୍କା ପ୍ରକାଶ ପାଇଛି।ବର୍ତ୍ତମାନ ଚାଷୀଙ୍କ ପାଇଁ ଚାଷ କାର୍ଯ୍ୟ ସହ ପଞ୍ଜିକରଣ ମଧ୍ୟ ଜରୁରୀ। ଏଭଳି ସମୟରେ ପଞ୍ଜିକରଣ ପ୍ରକ୍ରିୟାରେ ଜଟିଳତା ଏବଂ ସମୟର ଅଭାବ ଚାଷୀଙ୍କ ସମସ୍ୟାକୁ ଆହୁରି ବଢ଼ାଇ ଦେଇଛି।ଅନ୍ୟପଟେ ସୁବର୍ଣ୍ଣପୁର ଜିଲ୍ଲାରେ ବର୍ତ୍ତମାନ ହାଇଟେକ୍ ସର୍ଭେ କାର୍ଯ୍ୟ ଚାଲିଥିବାରୁ ଅନେକ ଚାଷୀ ତହସିଲ୍‌ରୁ ନିଜ ନାମରେ ଜମି ପଟ୍ଟା କରିବାରେ ମଧ୍ୟ ସମସ୍ୟାର ସମ୍ମୁଖୀନ ହେଉଥିବା ଅଭିଯୋଗ ହେଉଛି।ତେଣୁ ପୂର୍ବଭଳି ସହଜ ଓ ସରଳ ପ୍ରକ୍ରିୟାରେ ସମସ୍ତ ଯୋଗ୍ୟ ଚାଷୀଙ୍କୁ ଧାନ ବିକ୍ରି ପାଇଁ ପଞ୍ଜିକରଣର ସୁଯୋଗ ଦେବା ସହ ପଞ୍ଜିକରଣ ଅବଧିକୁ ଅତିକମ୍‌ରେ ଆଉ ଏକ ମାସ ବୃଦ୍ଧି କରିବାକୁ ଦାବି ହୋଇଛି।ସମସ୍ୟାର ତୁରନ୍ତ ସମାଧାନ ନହେଲେ ଆଗାମୀ ଦିନରେ ବ୍ୟାପକ ଚାଷୀ ଆନ୍ଦୋଳନ ହୋଇପାରେ। ଏପରିକି ଆଗାମୀ ପଞ୍ଚାୟତ ନିର୍ବାଚନରେ ଏହାର ଜବାବ ଦେବାକୁ ଚାଷୀକୁଳ ବାଧ୍ୟ ହେବେ ବୋଲି ଚେତାବନୀ ଦେଇଛି ସୁବର୍ଣ୍ଣପୁର ଜିଲ୍ଲା ଚାଷୀ ସଂଗଠନ ଏକ ସାମ୍ବାଦିକ ସମ୍ମିଳନୀ ମାଧ୍ୟମରେ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ପଞ୍ଜୀକରଣ ପ୍ରକ୍ରିୟା ରେ ଜଟିଳତା ର ପ୍ରତିବାଦ କରି ସୁବର୍ଣ୍ଣପୁର ରେ ଚାଷୀ ଙ୍କ ଆନ୍ଦୋଳନ ଧମକ*-   10-Aug-2026
  ଜିଲ୍ଲା  
ହଳ ଚାଷ ପାଇଁ ବଳଦ ନେଇ ଯାଉଥୁଲେ, ବାଟରେ ଚାଲିଗଲା ଜୀବନ ବିଜୁ ଏକ୍ସପ୍ରେସ୍ ୱେରେ ୧୦୮ ଆମ୍ବୁଲାନ୍ସ ଧକା ରେ ଚାଷୀ ମୃତ   10-Aug-2026
  ଜିଲ୍ଲା  
ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା   10-Aug-2026
  ଜିଲ୍ଲା  
ନାରୀ ସଶକ୍ତିକରଣର ପ୍ରତୀକ ହେଉଛନ୍ତି ସରଳା ଦେବୀ : ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ   10-Aug-2026
  ଜିଲ୍ଲା  
ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ   09-Aug-2026
  ଜିଲ୍ଲା  
​ଜାତି ଭୁଲିଲା ନାହିଁ ନିଷ୍ଠୁର ପରିବାର; ମୁକ ନାୟକର ଅନ୍ତିମ ଯାତ୍ରାରେ ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ ସାଜିଲା ସାହାରା   09-Aug-2026
  ଜିଲ୍ଲା  
ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ   09-Aug-2026
  ଜିଲ୍ଲା  
ଗଙ୍ଗାଧରଙ୍କ କାଳଜୟୀ ସୃଷ୍ଟିରାଜି ଆମ ଓଡ଼ିଆ ଅସ୍ମିତା ଓ ଜାତୀୟ ଚେତନାର ପ୍ରତୀକ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ   09-Aug-2026
  ଜିଲ୍ଲା  
ଏନ୍.ଇ.ଇ. ଟି ଏବଂ ଜେ.ଇ.ଇ ରେ ସଫଳତାପ୍ରାପ୍ତ ଛାତ୍ରଛାତ୍ରୀ ଙ୍କୁ ସମ୍ବର୍ଦ୍ଧନା♦️ଲକ୍ଷ୍ୟପ୍ରାପ୍ତି ପାଇଁ  ମାନସିକ ପରିଶ୍ରମ ଓ ଲଗାତାର ଉଦ୍ୟମ ଜରୁରୀ   09-Aug-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ବିଜେପି ପକ୍ଷରୁ ହରଘର ଘରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଠିତ   09-Aug-2026
  ଜିଲ୍ଲା  
ବରପାଲି ସାମ୍ବାଦିକ ସଂଘ ପକ୍ଷରୁ କର୍କଟ ରୋଗର ନିରୁପଣ ପରୀକ୍ଷା ଓ ମାଗଣା ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ   09-Aug-2026
  ଜିଲ୍ଲା  
କ୍ଷତ୍ରିୟ ଧାକଡ ସମାଜ ଜିଲ୍ଲା କାର୍ଯ୍ୟକାରିଣୀ ପାପଡାହାଣ୍ଡି ରେ ଅନୁଷ୍ଠିତ   09-Aug-2026

You Might Also Like