-+91-9937148622 |

prerana_bgr@rediffmail.com |

  Monday 10th August 2026 |

| | | |

R.N.I. Regd No. ODIODI/2010/46693

Breaking News

ସୁବର୍ଣ୍ଣପୁର ରେ ସଂରକ୍ଷଣ ବିରୋଧି ଆନ୍ଦୋଳନ ର ଜରୁରୀ ବୈଠକ   (10-Aug-2026)       ||      *ପଞ୍ଜୀକରଣ ପ୍ରକ୍ରିୟା ରେ ଜଟିଳତା ର ପ୍ରତିବାଦ କରି ସୁବର୍ଣ୍ଣପୁର ରେ ଚାଷୀ ଙ୍କ ଆନ୍ଦୋଳନ ଧମକ*-   (10-Aug-2026)       ||      ହଳ ଚାଷ ପାଇଁ ବଳଦ ନେଇ ଯାଉଥୁଲେ, ବାଟରେ ଚାଲିଗଲା ଜୀବନ ବିଜୁ ଏକ୍ସପ୍ରେସ୍ ୱେରେ ୧୦୮ ଆମ୍ବୁଲାନ୍ସ ଧକା ରେ ଚାଷୀ ମୃତ   (10-Aug-2026)       ||      ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା   (10-Aug-2026)       ||      ନାରୀ ସଶକ୍ତିକରଣର ପ୍ରତୀକ ହେଉଛନ୍ତି ସରଳା ଦେବୀ : ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ    (10-Aug-2026)       ||      ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (09-Aug-2026)       ||      ​ଜାତି ଭୁଲିଲା ନାହିଁ ନିଷ୍ଠୁର ପରିବାର; ମୁକ ନାୟକର ଅନ୍ତିମ ଯାତ୍ରାରେ ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ ସାଜିଲା ସାହାରା   (09-Aug-2026)       ||      ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (09-Aug-2026)       ||      ଗଙ୍ଗାଧରଙ୍କ କାଳଜୟୀ ସୃଷ୍ଟିରାଜି ଆମ ଓଡ଼ିଆ ଅସ୍ମିତା ଓ ଜାତୀୟ ଚେତନାର ପ୍ରତୀକ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ    (09-Aug-2026)       ||      ଏନ୍.ଇ.ଇ. ଟି ଏବଂ ଜେ.ଇ.ଇ ରେ ସଫଳତାପ୍ରାପ୍ତ ଛାତ୍ରଛାତ୍ରୀ ଙ୍କୁ ସମ୍ବର୍ଦ୍ଧନା♦️ଲକ୍ଷ୍ୟପ୍ରାପ୍ତି ପାଇଁ  ମାନସିକ ପରିଶ୍ରମ ଓ ଲଗାତାର ଉଦ୍ୟମ ଜରୁରୀ   (09-Aug-2026)       ||      ଲୋଇସିଂହା ବ୍ଲକ ବିଜେପି ପକ୍ଷରୁ ହରଘର ଘରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଠିତ   (09-Aug-2026)       ||      ବରପାଲି ସାମ୍ବାଦିକ ସଂଘ ପକ୍ଷରୁ କର୍କଟ ରୋଗର ନିରୁପଣ ପରୀକ୍ଷା ଓ ମାଗଣା ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ   (09-Aug-2026)       ||      କ୍ଷତ୍ରିୟ ଧାକଡ ସମାଜ ଜିଲ୍ଲା କାର୍ଯ୍ୟକାରିଣୀ ପାପଡାହାଣ୍ଡି ରେ ଅନୁଷ୍ଠିତ   (09-Aug-2026)       ||      ବିଶ୍ୱ ଆଦିବାସୀ ଦିବସ ରେ ସୁବର୍ଣ୍ଣପୁରକୁ ସ୍ୱତନ୍ତ୍ର ଉନ୍ନୟନ ପରିଷଦରେ ସାମିଲ ପାଇଁ ଦାବି   (09-Aug-2026)       ||      ଲୀଳାନାଟକ କଳାକାର ଅବିନ୍ଦ୍ର ସେଠଙ୍କ ପରଲୋକ     (09-Aug-2026)       ||      ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି ର ସାଧାରଣ ବୈଠକ    (09-Aug-2026)       ||      କ୍ଲଷ୍ଟରସ୍ତରୀୟ ସେବା ନିବୃତ୍ତ ସମ୍ମାନ ଅନୁଷ୍ଠିତ    (09-Aug-2026)       ||      ବ୍ୟକ୍ତିଗତ ସ୍ୱାର୍ଥକୁ ପାଶୋରି ଯୁବବର୍ଗ ଦେଶର ପ୍ରଗତି ରଥର ବାହକ ହେଲେ ଆମେ ବିକଶିତ ଭାରତ ଗଠନ କରିପାରିବା    (09-Aug-2026)       ||      ଅତାବିରା ବ୍ଲକ୍ ଓଷ୍ଟାର ବାର୍ଷିକ ସମ୍ମିଳନୀ ଅନୁଷ୍ଠିତ    (09-Aug-2026)       ||      ପଲ୍ଲୀ ଆଲୋକ ପାଠାଗାର ଦ୍ୱାରା ବିଶ୍ୱ ସ୍ତନ୍ୟପାନ ସପ୍ତାହ–୨୦୨୬ ପାଳିତ   (09-Aug-2026)       ||     

HOME   ଜିଲ୍ଲା

ସୁବର୍ଣ୍ଣପୁର ରେ ସଂରକ୍ଷଣ ବିରୋଧି ଆନ୍ଦୋଳନ ର ଜରୁରୀ ବୈଠକ

10-Aug-2026



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ)  ବର୍ତ୍ତମାନ ଦେଶରେ ସଂରକ୍ଷଣ ବିରୋଧୀ ଆନ୍ଦୋଳନ ତେଜିବାରେ ଲାଗି ଥିବା ସମୟରେ ସୋନପୁର ଠାରେ ମଧ୍ୟ୍ୟ ଏହାର ପ୍ରଭାବ ଦେଖିବାକୁ ମିଳିଛି l ଆଜି ସୁବର୍ଣ୍ଣପୁର ଜିଲ୍ଲା ଚିତ୍ରଗୁପ୍ତ କଲ୍ୟାଣ ସମିତି ପରିସରରେ ସମିତି ସଭାପତି ପ୍ରକାଶ ଚନ୍ଦ୍ର ଵେବର୍ତ୍ତାଙ୍କ ଅଧ୍ୟକ୍ଷତା ରେ ଏକ ଜରୁରୀ ବୈଠକ ଅନୁଷ୍ଠିତ ହୋଇଥିଲା l ଏହି ବୈଠକ ରେ ସମିତି ର ଉପଦେଷ୍ଟା ଜ୍ୟୋତି ରଞ୍ଜନ ବହିଦାର, ସମ୍ପାଦକ ଦେବ କିଶୋର ଦାନୀ, କୋଷାଧକ୍ଷ ଜ୍ୟୋତି ରଞ୍ଜନ ପଟ୍ଟନାୟକ ଉପସ୍ଥିତ ରହି ଭାରତ ବର୍ଷ ରେ ଚାଲିଥିବା ସଂରକ୍ଷଣ ବ୍ୟବସ୍ଥା ଦ୍ୱାରା ଏବେ ସାଧାରଣ ବର୍ଗ ଲୋକ ନିଜ ଦକ୍ଷତା ଥାଇ ମଧ୍ୟ ପାଠ ପଢ଼ିବା, ଚାକିରୀ, ପଦୋନ୍ନତି, ସରକାରୀ ସାହାଯ୍ୟ ସହିତ ଅନେକ କ୍ଷେତ୍ରରେ ବଂଚିତ ହେଉଥିବା ମତବ୍ୟକ୍ତ କରିଥିଲେ l ଏହା ସହିତ ଆଇନଜୀବୀ ତାପସ ମହାନ୍ତି, ଯୁବ ସଂଗଠକ ନିଶାନ୍ତ କୁମାର ମହାନ୍ତି, ଅବକାଶ ବିଦ୍ୟାଧର, ପ୍ରଭାତ କିଶୋର ଦାନୀ ଓ ବରିଷ୍ଠ ସଭ୍ୟ ହରି ଶଙ୍କର ପଟ୍ଟନାୟକ, ପ୍ରଦୀପ ବିଦ୍ୟାଧର, ଅମୁଲ୍ୟ ବିଦ୍ୟାଧର ପ୍ରମୁଖ ଯୋଗ ଦେଇ ଏହି ସଂରକ୍ଷଣ ବ୍ୟବସ୍ଥା ହଟାଓ ଅଭିଯାନ କୁ ଯୋରଦାର କରିବାକୁ ଆହ୍ୱାନ ଦେଇଥିଲେ l ଏହି ଅଭିଯାନ କୁ ପ୍ରଥମେ ପଶ୍ଚିମ ଓଡିଶା ର ସମସ୍ତ ଜିଲ୍ଲାର କରଣ ସମାଜ କୁ ସାମିଲ କରାଯାଇ ଆଗାମୀ ଦିନରେ ଏହି ଅଭିଯାନ କୁ ବ୍ୟାପକ କରାଯିବାକୁ ଉକ୍ତ ବୈଠକ ରେ ସ୍ଥିର କରାଯାଇଛି l ଏହି ଅଭିଯାନ କୁ କରଣ ସମାଜ ର ଅନେକ ସଭ୍ୟ ସ୍ୱାଗତ କରିଥିଲେ l ଶେଷରେ ସମାଜର ବରିଷ୍ଠ ସଭ୍ୟ ଜ୍ୟୋତି ରଞ୍ଜନ ପଟ୍ଟନାୟକ ଧନ୍ୟବାଦ ଅର୍ପଣ କରିଥିଲେ lପ୍ରକାଶ ଚନ୍ଦ୍ର ଵେବର୍ତ୍ତା ସଭାପତି, ଚିତ୍ରଗୁପ୍ତ କଲ୍ୟାଣ ସମିତି ସୁବର୍ଣ୍ଣପୁର ଜିଲ୍ଲା


News Comment




Photo in News

Advertisment
Lastest News
  ଜିଲ୍ଲା  
ସୁବର୍ଣ୍ଣପୁର ରେ ସଂରକ୍ଷଣ ବିରୋଧି ଆନ୍ଦୋଳନ ର ଜରୁରୀ ବୈଠକ   10-Aug-2026
  ଜିଲ୍ଲା  
*ପଞ୍ଜୀକରଣ ପ୍ରକ୍ରିୟା ରେ ଜଟିଳତା ର ପ୍ରତିବାଦ କରି ସୁବର୍ଣ୍ଣପୁର ରେ ଚାଷୀ ଙ୍କ ଆନ୍ଦୋଳନ ଧମକ*-   10-Aug-2026
  ଜିଲ୍ଲା  
ହଳ ଚାଷ ପାଇଁ ବଳଦ ନେଇ ଯାଉଥୁଲେ, ବାଟରେ ଚାଲିଗଲା ଜୀବନ ବିଜୁ ଏକ୍ସପ୍ରେସ୍ ୱେରେ ୧୦୮ ଆମ୍ବୁଲାନ୍ସ ଧକା ରେ ଚାଷୀ ମୃତ   10-Aug-2026
  ଜିଲ୍ଲା  
ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା   10-Aug-2026
  ଜିଲ୍ଲା  
ନାରୀ ସଶକ୍ତିକରଣର ପ୍ରତୀକ ହେଉଛନ୍ତି ସରଳା ଦେବୀ : ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ   10-Aug-2026
  ଜିଲ୍ଲା  
ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ   09-Aug-2026
  ଜିଲ୍ଲା  
​ଜାତି ଭୁଲିଲା ନାହିଁ ନିଷ୍ଠୁର ପରିବାର; ମୁକ ନାୟକର ଅନ୍ତିମ ଯାତ୍ରାରେ ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ ସାଜିଲା ସାହାରା   09-Aug-2026
  ଜିଲ୍ଲା  
ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ   09-Aug-2026
  ଜିଲ୍ଲା  
ଗଙ୍ଗାଧରଙ୍କ କାଳଜୟୀ ସୃଷ୍ଟିରାଜି ଆମ ଓଡ଼ିଆ ଅସ୍ମିତା ଓ ଜାତୀୟ ଚେତନାର ପ୍ରତୀକ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ   09-Aug-2026
  ଜିଲ୍ଲା  
ଏନ୍.ଇ.ଇ. ଟି ଏବଂ ଜେ.ଇ.ଇ ରେ ସଫଳତାପ୍ରାପ୍ତ ଛାତ୍ରଛାତ୍ରୀ ଙ୍କୁ ସମ୍ବର୍ଦ୍ଧନା♦️ଲକ୍ଷ୍ୟପ୍ରାପ୍ତି ପାଇଁ  ମାନସିକ ପରିଶ୍ରମ ଓ ଲଗାତାର ଉଦ୍ୟମ ଜରୁରୀ   09-Aug-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ବିଜେପି ପକ୍ଷରୁ ହରଘର ଘରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଠିତ   09-Aug-2026
  ଜିଲ୍ଲା  
ବରପାଲି ସାମ୍ବାଦିକ ସଂଘ ପକ୍ଷରୁ କର୍କଟ ରୋଗର ନିରୁପଣ ପରୀକ୍ଷା ଓ ମାଗଣା ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ   09-Aug-2026

You Might Also Like