-+91-9937148622 |

prerana_bgr@rediffmail.com |

  Monday 10th August 2026 |

| | | |

R.N.I. Regd No. ODIODI/2010/46693

Breaking News

*ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   (10-Aug-2026)       ||      ତ୍ରିରଙ୍ଗା ମୟ ବିନିକା ସହର(ଶୋଭାଯାତ୍ରାରେ କମ୍ପିଲା ଦେଶାତ୍ମକବୋଧକ ସ୍ଲୋଗାନ)   (10-Aug-2026)       ||      *କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   (10-Aug-2026)       ||      ବିନିକା ବ୍ଲକରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର (୬୩ଟିରୁ ୧୨ସମାଧାନ)   (10-Aug-2026)       ||      ସ୍ୱାଧୀନତା ଦିବସ ଅବସରରେ ବଲାଙ୍ଗୀର ଜିଲ୍ଲାରେ ‘ହର ଘର ତ୍ରିରଙ୍ଗା’ ଓ ‘ବନ୍ଦେ ମାତରମ୍’ ଅଭିଯାନକୁ ବ୍ୟାପକ କରିବା ପାଇଁ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ    (10-Aug-2026)       ||      ନଦୀ କୂଳରୁ ମହିଳାଙ୍କ ମୃତ ଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ   (10-Aug-2026)       ||      ସୁବର୍ଣ୍ଣପୁର ରେ ସଂରକ୍ଷଣ ବିରୋଧି ଆନ୍ଦୋଳନ ର ଜରୁରୀ ବୈଠକ   (10-Aug-2026)       ||      *ପଞ୍ଜୀକରଣ ପ୍ରକ୍ରିୟା ରେ ଜଟିଳତା ର ପ୍ରତିବାଦ କରି ସୁବର୍ଣ୍ଣପୁର ରେ ଚାଷୀ ଙ୍କ ଆନ୍ଦୋଳନ ଧମକ*-   (10-Aug-2026)       ||      ହଳ ଚାଷ ପାଇଁ ବଳଦ ନେଇ ଯାଉଥୁଲେ, ବାଟରେ ଚାଲିଗଲା ଜୀବନ ବିଜୁ ଏକ୍ସପ୍ରେସ୍ ୱେରେ ୧୦୮ ଆମ୍ବୁଲାନ୍ସ ଧକା ରେ ଚାଷୀ ମୃତ   (10-Aug-2026)       ||      ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା   (10-Aug-2026)       ||      ନାରୀ ସଶକ୍ତିକରଣର ପ୍ରତୀକ ହେଉଛନ୍ତି ସରଳା ଦେବୀ : ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ    (10-Aug-2026)       ||      ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (09-Aug-2026)       ||      ​ଜାତି ଭୁଲିଲା ନାହିଁ ନିଷ୍ଠୁର ପରିବାର; ମୁକ ନାୟକର ଅନ୍ତିମ ଯାତ୍ରାରେ ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ ସାଜିଲା ସାହାରା   (09-Aug-2026)       ||      ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (09-Aug-2026)       ||      ଗଙ୍ଗାଧରଙ୍କ କାଳଜୟୀ ସୃଷ୍ଟିରାଜି ଆମ ଓଡ଼ିଆ ଅସ୍ମିତା ଓ ଜାତୀୟ ଚେତନାର ପ୍ରତୀକ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ    (09-Aug-2026)       ||      ଏନ୍.ଇ.ଇ. ଟି ଏବଂ ଜେ.ଇ.ଇ ରେ ସଫଳତାପ୍ରାପ୍ତ ଛାତ୍ରଛାତ୍ରୀ ଙ୍କୁ ସମ୍ବର୍ଦ୍ଧନା♦️ଲକ୍ଷ୍ୟପ୍ରାପ୍ତି ପାଇଁ  ମାନସିକ ପରିଶ୍ରମ ଓ ଲଗାତାର ଉଦ୍ୟମ ଜରୁରୀ   (09-Aug-2026)       ||      ଲୋଇସିଂହା ବ୍ଲକ ବିଜେପି ପକ୍ଷରୁ ହରଘର ଘରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଠିତ   (09-Aug-2026)       ||      ବରପାଲି ସାମ୍ବାଦିକ ସଂଘ ପକ୍ଷରୁ କର୍କଟ ରୋଗର ନିରୁପଣ ପରୀକ୍ଷା ଓ ମାଗଣା ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ   (09-Aug-2026)       ||      କ୍ଷତ୍ରିୟ ଧାକଡ ସମାଜ ଜିଲ୍ଲା କାର୍ଯ୍ୟକାରିଣୀ ପାପଡାହାଣ୍ଡି ରେ ଅନୁଷ୍ଠିତ   (09-Aug-2026)       ||      ବିଶ୍ୱ ଆଦିବାସୀ ଦିବସ ରେ ସୁବର୍ଣ୍ଣପୁରକୁ ସ୍ୱତନ୍ତ୍ର ଉନ୍ନୟନ ପରିଷଦରେ ସାମିଲ ପାଇଁ ଦାବି   (09-Aug-2026)       ||     

HOME   ଜିଲ୍ଲା

ତ୍ରିରଙ୍ଗା ମୟ ବିନିକା ସହର(ଶୋଭାଯାତ୍ରାରେ କମ୍ପିଲା ଦେଶାତ୍ମକବୋଧକ ସ୍ଲୋଗାନ)

10-Aug-2026



ବିନିକା(ହିମାଂଶୁ ଶେଖର ପୁଟେଲ)ଆସନ୍ତା ଶନିବାର ଦିନ ସାରା ଦେଶରେ ପାଳନ ହେବ ୮୦ତମ ସ୍ବାଧିନତା ଦିବସ  ।ଏହି ପରିପ୍ରେକ୍ଷୀରେ ଜାତୀୟ ପତାକାକୁ ଘରେ ଘରେ ସମ୍ମାନ ଦେବାପାଇଁ ଆଜି ବିନିକା ସହରରେ ଜିଲ୍ଲା ପ୍ରଶାସନ ପକ୍ଷରୁ ଜିଲ୍ଲାସ୍ତରୀୟ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ ହୋଇଥିଲା। ସ୍ଥାନୀୟ ପାପକ୍ଷୟ ଗେଟ ଠାରୁ ସିଦ୍ଧାର୍ଥ ଡିଗ୍ରୀ କଲେଜ ଗରୁଡ଼ କ୍ୟାମ୍ପସକୁ ଏହି ଶୋଭାଯାତ୍ରା ପହଞ୍ଚି ସେଠାରେ ସମ୍ପନ୍ନ ହୋଇଥିଲା ।ଏହି ବିଶାଳ ଶୋଭାଯାତ୍ରାରେ ବୀରମହାରାଜପୁର ବିଧାୟକ ଇଂ ରଘୁନାଥ ଜଗଦଲା,ସୁବର୍ଣ୍ଣପୁର ଜିଲ୍ଲାପାଳ ଡ଼ ନୃପରାଜ ସାହୁ,ଜିଲ୍ଲା ପୋଲିସ ଆରକ୍ଷୀ ଅଧିକ୍ଷକ ନାରାୟଣ ନାୟକଙ୍କ ସମେତ ଜିଲ୍ଲା ସ୍ତରୀୟ,ବ୍ଲକ ସ୍ତରୀୟ ଅଧିକାରୀ ଏବଂ ବିଭିନ୍ନ ଶିକ୍ଷାନୁଷ୍ଠାନର ହଜାର ହଜାର ଛାତ୍ରଛାତ୍ରୀ ସାମିଲ ହୋଇଥିଲେ ।ଶୋଭାଯାତ୍ରା ବେଳେ ଛାତ୍ରଛାତ୍ରୀ ମାନେ ହାତରେ ତ୍ରିରଙ୍ଗା ପତାକା ଧରି ସହର ପରିକ୍ରମା କରି ଲୋକଙ୍କୁ ସଚେତନତାର ବାର୍ତ୍ତା ପ୍ରଦାନ କରିଥିଲେ।ଛାତ୍ରଛାତ୍ରୀଙ୍କ ଦେଶାତ୍ମବୋଧକ ସ୍ଲୋଗାନ ସହ ତ୍ରିରଙ୍ଗା ମୟରେ ସହର ଝଲସି ଉଠିଥିଲା।ଅନୁଷ୍ଟିତ ଏହି ଶୋଭାଯାତ୍ରାରେ ବିଭିନ୍ନ ଶିକ୍ଷାନୁଷ୍ଠାନର ଶିକ୍ଷକ/ଶିକ୍ଷୟତ୍ରୀ,ସାମାଜିକ ଅନୁଷ୍ଠାନ କର୍ମକର୍ତ୍ତା,ସ୍ୱୟଂ ସହାୟକ ଗୋଷ୍ଠୀ ସଦସ୍ୟା,ଜନସାଧାରଣ ସାମିଲ ହୋଇ ଜାତୀୟ ପତାକାକୁ ସମ୍ମାନ ଜଣାଇଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   10-Aug-2026
  ଜିଲ୍ଲା  
ତ୍ରିରଙ୍ଗା ମୟ ବିନିକା ସହର(ଶୋଭାଯାତ୍ରାରେ କମ୍ପିଲା ଦେଶାତ୍ମକବୋଧକ ସ୍ଲୋଗାନ)   10-Aug-2026
  ଜିଲ୍ଲା  
*କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   10-Aug-2026
  ଜିଲ୍ଲା  
ବିନିକା ବ୍ଲକରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର (୬୩ଟିରୁ ୧୨ସମାଧାନ)   10-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସ ଅବସରରେ ବଲାଙ୍ଗୀର ଜିଲ୍ଲାରେ ‘ହର ଘର ତ୍ରିରଙ୍ଗା’ ଓ ‘ବନ୍ଦେ ମାତରମ୍’ ଅଭିଯାନକୁ ବ୍ୟାପକ କରିବା ପାଇଁ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ   10-Aug-2026
  ଜିଲ୍ଲା  
ନଦୀ କୂଳରୁ ମହିଳାଙ୍କ ମୃତ ଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ   10-Aug-2026
  ଜିଲ୍ଲା  
ସୁବର୍ଣ୍ଣପୁର ରେ ସଂରକ୍ଷଣ ବିରୋଧି ଆନ୍ଦୋଳନ ର ଜରୁରୀ ବୈଠକ   10-Aug-2026
  ଜିଲ୍ଲା  
*ପଞ୍ଜୀକରଣ ପ୍ରକ୍ରିୟା ରେ ଜଟିଳତା ର ପ୍ରତିବାଦ କରି ସୁବର୍ଣ୍ଣପୁର ରେ ଚାଷୀ ଙ୍କ ଆନ୍ଦୋଳନ ଧମକ*-   10-Aug-2026
  ଜିଲ୍ଲା  
ହଳ ଚାଷ ପାଇଁ ବଳଦ ନେଇ ଯାଉଥୁଲେ, ବାଟରେ ଚାଲିଗଲା ଜୀବନ ବିଜୁ ଏକ୍ସପ୍ରେସ୍ ୱେରେ ୧୦୮ ଆମ୍ବୁଲାନ୍ସ ଧକା ରେ ଚାଷୀ ମୃତ   10-Aug-2026
  ଜିଲ୍ଲା  
ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା   10-Aug-2026
  ଜିଲ୍ଲା  
ନାରୀ ସଶକ୍ତିକରଣର ପ୍ରତୀକ ହେଉଛନ୍ତି ସରଳା ଦେବୀ : ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ   10-Aug-2026
  ଜିଲ୍ଲା  
ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ   09-Aug-2026

You Might Also Like