-+91-9937148622 |

prerana_bgr@rediffmail.com |

  Tuesday 11th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   (11-Aug-2026)       ||      ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   (11-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   (11-Aug-2026)       ||      ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (11-Aug-2026)       ||      ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   (11-Aug-2026)       ||      ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା    (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   (10-Aug-2026)       ||      ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି    (10-Aug-2026)       ||      କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   (10-Aug-2026)       ||      ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   (10-Aug-2026)       ||      *ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   (10-Aug-2026)       ||      ତ୍ରିରଙ୍ଗା ମୟ ବିନିକା ସହର(ଶୋଭାଯାତ୍ରାରେ କମ୍ପିଲା ଦେଶାତ୍ମକବୋଧକ ସ୍ଲୋଗାନ)   (10-Aug-2026)       ||      *କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   (10-Aug-2026)       ||      ବିନିକା ବ୍ଲକରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର (୬୩ଟିରୁ ୧୨ସମାଧାନ)   (10-Aug-2026)       ||      ସ୍ୱାଧୀନତା ଦିବସ ଅବସରରେ ବଲାଙ୍ଗୀର ଜିଲ୍ଲାରେ ‘ହର ଘର ତ୍ରିରଙ୍ଗା’ ଓ ‘ବନ୍ଦେ ମାତରମ୍’ ଅଭିଯାନକୁ ବ୍ୟାପକ କରିବା ପାଇଁ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ    (10-Aug-2026)       ||      ନଦୀ କୂଳରୁ ମହିଳାଙ୍କ ମୃତ ଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ   (10-Aug-2026)       ||      ସୁବର୍ଣ୍ଣପୁର ରେ ସଂରକ୍ଷଣ ବିରୋଧି ଆନ୍ଦୋଳନ ର ଜରୁରୀ ବୈଠକ   (10-Aug-2026)       ||      *ପଞ୍ଜୀକରଣ ପ୍ରକ୍ରିୟା ରେ ଜଟିଳତା ର ପ୍ରତିବାଦ କରି ସୁବର୍ଣ୍ଣପୁର ରେ ଚାଷୀ ଙ୍କ ଆନ୍ଦୋଳନ ଧମକ*-   (10-Aug-2026)       ||      ହଳ ଚାଷ ପାଇଁ ବଳଦ ନେଇ ଯାଉଥୁଲେ, ବାଟରେ ଚାଲିଗଲା ଜୀବନ ବିଜୁ ଏକ୍ସପ୍ରେସ୍ ୱେରେ ୧୦୮ ଆମ୍ବୁଲାନ୍ସ ଧକା ରେ ଚାଷୀ ମୃତ   (10-Aug-2026)       ||     

HOME   ଜିଲ୍ଲା

ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ

11-Aug-2026



ଲୋଇସିଂହା, (ବିନୋଦ ଦୀପ) ଲୋଇସିଂହା ଓ ଆଗଲପୁର ବ୍ଲକ ଆଦିବାସୀ କଲ୍ୟାଣ ସଂଘର ମିଳିତ ଆୟୋଜନରେ ସ୍ଥାନୀୟ ଆଦିବାସୀ ଭବନଠାରେ ବିଶ୍ୱ ଆଦିବାସୀ ଦିବସ ପାଳିତ ହୋଇଛି l ଏହି ଅବସରରେ ପାରମ୍ପରିକ ବେଶଭୂଷା, ଲୋକନୃତ୍ୟ, ବାଦ୍ୟଯନ୍ତ୍ର ଓ ପାରମ୍ପରିକ ଅସ୍ତ୍ରଶସ୍ତ୍ର ପ୍ରଦର୍ଶନ ସହ ଏକ ବିରାଟ ଶୋଭାଯାତ୍ରାର ଚାରିଛକ ରୁ ଆଦିବାସୀ ଭବନ ଆସିଥିଲା l ଆଦିବାସୀ ଭବନରେ ଆୟୋଜିତ ସଭାରେ ଲୋଇସିଂହା ସଂଘ ସଭାପତି ଦଶରଥ ଛତ୍ରିଆ ଓ ଆଗଲପୁର ଆଦିବାସୀ କଲ୍ୟାଣ ସଂଘ ସଭାପତି ଭୁବନେଶ୍ୱର ଧରୁଆ ଉପସ୍ଥିତ ଥିଲେ l ଏଥିରେ ମୁଖ୍ୟ ଅତିଥି ଭାବରେ ଲୋଇସିଂହା ଜମିଦାର କୁମାରୀ ଅର୍ଚ୍ଚନା ସିଂ ରାୟ , ମୁଖ୍ୟବକ୍ତା ଲୋଇସିଂହା ବିଡ଼ିଓ ଅକ୍ଷୟପାଣି ଉଡ୍ଡୁ ଯୋଗଦେଇ ଆଦିବାସୀ ସମାଜର ଐତିହ୍ୟ, ସଂସ୍କୃତି, ପରମ୍ପରା, ଅଧିକାର ଓ ଶିକ୍ଷାର ଗୁରୁତ୍ୱ ଉପରେ ଆଲୋକପାତ କରିଥିଲେ l ସମ୍ମାନିତ ଅତିଥି ଭାବେ ବଲାଙ୍ଗିର ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ ସଭାପତି ଶ୍ୟାମ ସୁନ୍ଦର ଭୋଇ, ଲୋଇସିଂହା ବିଇଓ ନାରାୟଣ ଭୋଇ, ଗୋଣ୍ଡ ମହାସଭା ବଲାଙ୍ଗିର ସମ୍ପାଦକ ରାମଚନ୍ଦ୍ର ଧରୁଆ, ସାଂସଦ ଙ୍କ ଲୋଇସିଂହା ପ୍ରତିନିଧି ବାଳକୃଷ୍ଣ ଧରୁଆ, ଲୋଇସିଂହା ବାଳିକା ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ସଦାନନ୍ଦ ଭୋଇ ଏବଂ ବଲାଙ୍ଗିର ଏସ୍‌ଡିସି ଚେୟାରମ୍ୟାନ୍‌ ବଲ୍ଲଭ ଧରୁଆ ଯୋଗଦେଇ ଆଦିବାସୀ ସମାଜର ଏକତା, ପାରମ୍ପରିକ ସଂସ୍କୃତି ଓ ଐତିହ୍ୟର ସୁରକ୍ଷା, ଯୁବପିଢ଼ିର ଶିକ୍ଷା ଏବଂ ସାମାଜିକ ବିକାଶ ଉପରେ ଗୁରୁତ୍ୱାରୋପ କରିଥିଲେ l ମଞ୍ଚ ପରିଚାଳନା ରେ ସତ୍ୟ ଦଳପତି ଦାୟିତ୍ଵ ନିର୍ବାହ କରିଥିବା ବେଳେ ଲୋଇସିଂହା ଆଦିବାସୀ ସଂଘ ସମ୍ପାଦକ ଗୋପାଳ ପ୍ରଧାନ ଧନ୍ୟବାଦ ଅର୍ପଣ କରିଥିଲେ।କାର୍ଯ୍ୟକ୍ରମ ପରିଚାଳନାରେ ରୁକ୍ମଣ ଧରୁଆ, ଲଲିତମୋହନ ପୁଟା, ଗୋବିନ୍ଦ ଭୋଇ, ଅଶ୍ଵିନି ରାଏ, ବୀରକିଶୋର ବାଗ, ଗୋବର୍ଦ୍ଧନ ଧରୁଆ, ମାଧବ ଭୋଇ, ଚନ୍ଦ୍ରଶେଖର କୁଅଁର, ଗୋବିନ୍ଦ ପୁଟା, ପ୍ରଶାନ୍ତ କହେଣ୍ଡା, ସଂକୀର୍ତ୍ତନ ସରତର , ପୂର୍ଣ୍ଣଚନ୍ଦ୍ର ଭୋଇ, ବସୁଦେବ ରାଏ, ସାନ ମାଝୀ ଙ୍କ ସମେତ ସଂଘର ସମସ୍ତ କର୍ମକର୍ତ୍ତା ଓ ସଦସ୍ୟମାନେ ସହଯୋଗ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   11-Aug-2026
  ଜିଲ୍ଲା  
ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   11-Aug-2026
  ଜିଲ୍ଲା  
ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   11-Aug-2026
  ଜିଲ୍ଲା  
ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   11-Aug-2026
  ଜିଲ୍ଲା  
ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   11-Aug-2026
  ଜିଲ୍ଲା  
ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   11-Aug-2026
  ଜିଲ୍ଲା  
ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା   11-Aug-2026
  ଜିଲ୍ଲା  
ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   10-Aug-2026
  ଜିଲ୍ଲା  
ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି   10-Aug-2026
  ଜିଲ୍ଲା  
କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   10-Aug-2026
  ରାଜ୍ୟ  
ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   10-Aug-2026
  ଜିଲ୍ଲା  
*ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   10-Aug-2026

You Might Also Like