-+91-9937148622 |

prerana_bgr@rediffmail.com |

  Wednesday 12th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଜିଲ୍ଲା ଶିଶୁ ସୁରକ୍ଷା କର୍ମୀଙ୍କୁ ମାନସିକ ସ୍ଵାସ୍ଥ୍ୟ ପ୍ରଶିକ୍ଷଣ।   (12-Aug-2026)       ||      ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   (12-Aug-2026)       ||      ଲୋକାର୍ପିତ ହେଲା ୪ଟି ଇଭି ମଶା ନିବାରଣ ଗାଡ଼ି ଓ ଆନିମାଲ୍ସ ରେସ୍କ୍ୟୁ ଭେହିକିଲ୍    (12-Aug-2026)       ||      ଆରଏମସି ତରଫରୁ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ    (12-Aug-2026)       ||      ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ସ୍ୱେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ   (12-Aug-2026)       ||      ଚତୁର୍ଥ ଦିନରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍ କାର୍ଯ୍ୟକ୍ରମ   (12-Aug-2026)       ||      ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   (12-Aug-2026)       ||      ଇନୋଭେସନ ଓ ଷ୍ଟାର୍ଟଅପ ଓଡ଼ିଶା କାର୍ଯ୍ୟକ୍ରମ ଉଦଯାପିତ   (12-Aug-2026)       ||      ସ୍ୱର୍ଗତ ବଳରାମ ବାଗ ଙ୍କ ଅମର ଆତ୍ମାର ସତ୍ ଗତି ପାଇଁ ଶୋକସଭା ଅନୁଷ୍ଠିତ   (12-Aug-2026)       ||      ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   (11-Aug-2026)       ||      ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   (11-Aug-2026)       ||      ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା    (11-Aug-2026)       ||      ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ    (11-Aug-2026)       ||      ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   (11-Aug-2026)       ||      ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   (11-Aug-2026)       ||      ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   (11-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   (11-Aug-2026)       ||      ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (11-Aug-2026)       ||      ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   (11-Aug-2026)       ||      ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   (11-Aug-2026)       ||     

HOME   ଜିଲ୍ଲା

ଲୋକାର୍ପିତ ହେଲା ୪ଟି ଇଭି ମଶା ନିବାରଣ ଗାଡ଼ି ଓ ଆନିମାଲ୍ସ ରେସ୍କ୍ୟୁ ଭେହିକିଲ୍ 

12-Aug-2026



ବଲାଙ୍ଗୀର, ୧୨ ଅଗଷ୍ଟ: ବଲାଙ୍ଗୀର ସହରବାସୀଙ୍କ ଦୀର୍ଘଦିନର ଆବଶ୍ୟକତାକୁ ଦୃଷ୍ଟିରେ ରଖି ବଲାଙ୍ଗୀର ପୌର ପରିଷଦ ପକ୍ଷରୁ ଆଜି ଏକ ନୂଆ ପଦକ୍ଷେପ ଗ୍ରହଣ କରାଯାଇଛି। ସ୍ଥାନୀୟ ପୌର ପରିଷଦ କାର୍ଯ୍ୟାଳୟ ପରିସରରେ ଦିନ ୧୨ଟା ୩୦ ମିନିଟ୍ ସମୟରେ ୪ଟି ଇଭି ମଶା ନିବାରଣ ଗାଡ଼ି ଓ ଗୋଟିଏ ଆନିମାଲ୍ସ ରେସ୍କ୍ୟୁ ଭେହିକିଲ୍ ଲୋକାର୍ପିତ ହୋଇଛି।

ନଗରପାଳ  ଲିକା ସାହୁ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଏହି ଗାଡ଼ି ଗୁଡ଼ିକର ଶୁଭ ଉଦ୍ଘାଟନ କରିଥିଲେ।
ଏହି ଅବସରରେ ନଗରପାଳ କହିଥିଲେ ଯେ, ସହରବାସୀଙ୍କ ଦୀର୍ଘଦିନର ଆବଶ୍ୟକତା ଓ ସମସ୍ୟାକୁ ଅନୁଭବ କରି ପୌର ପରିଷଦ ପକ୍ଷରୁ ଏହି ପଦକ୍ଷେପ ନିଆଯାଇଛି। ବିଶେଷକରି ସହରରେ ବଢ଼ୁଥିବା ମଶାଙ୍କ ପ୍ରାଦୁର୍ଭାବକୁ ନିୟନ୍ତ୍ରଣ କରିବା ସହ ବୁଲା ଗାଈ ଓ ଅନ୍ୟାନ୍ୟ ପଶୁଙ୍କ ସମସ୍ୟାର ସୁଚାରୁ ସମାଧାନ ପାଇଁ ଏହି ଯାନ ଗୁଡ଼ିକ ଗୁରୁତ୍ୱପୂର୍ଣ୍ଣ ଭୂମିକା ନେବ।

ଇଭି ମଶା ନିବାରଣ ଗାଡ଼ି ମାଧ୍ୟମରେ ସହରର ବିଭିନ୍ନ ଅଞ୍ଚଳରେ ନିୟମିତ ଭାବେ ମଶା ନିୟନ୍ତ୍ରଣ କାର୍ଯ୍ୟ କରାଯିବ। ସେହିପରି ଆନିମାଲ୍ସ ରେସ୍କ୍ୟୁ ଭେହିକିଲ୍ ମାଧ୍ୟମରେ ରାସ୍ତାରେ ବୁଲୁଥିବା ପଶୁଙ୍କୁ ଉଦ୍ଧାର, ସ୍ଥାନାନ୍ତରଣ ଓ ଆବଶ୍ୟକ ସେବା ଯୋଗାଇବାରେ ପୌର ପରିଷଦକୁ ସହାୟତା ମିଳିବ।
ଏହି ଲୋକାର୍ପଣ କାର୍ଯ୍ୟକ୍ରମରେ ଉପ ନଗରପାଳଙ୍କ ସମେତ ପୌର ପରିଷଦର ସମସ୍ତ ସଦସ୍ୟ ଓ ସଦସ୍ୟା ଉପସ୍ଥିତ ଥିଲେ। ଏହା ସହିତ ସହରର ସମାଜସେବୀ ଗୌର ପୁରୋହିତ, ମୁନ୍ନା ଖାଁଙ୍କ ସମେତ ବହୁ ବୁଦ୍ଧିଜୀବୀ ଓ ସହରର ବିଶିଷ୍ଟ ବ୍ୟକ୍ତି ବିଶେଷ ଓ  ନିର୍ବାହୀ ଅଧିକାରୀ ସହିତ ପୌର ପରିଷଦ ସମସ୍ତ କର୍ମାଚାରୀ ଉପସ୍ଥିତ ରହି ଏହି ପଦକ୍ଷେପକୁ ସ୍ୱାଗତ କରିଥିଲେ ।

ସହରର ସ୍ୱଚ୍ଛତା, ସ୍ୱାସ୍ଥ୍ୟ ଓ ପଶୁ ନିୟନ୍ତ୍ରଣ ବ୍ୟବସ୍ଥାକୁ ଆହୁରି ସୁଦୃଢ଼ କରିବା ଦିଗରେ ବଲାଙ୍ଗୀର ପୌର ପରିଷଦର ଏହି ପଦକ୍ଷେପ ଏକ ଉଲ୍ଲେଖନୀୟ ପ୍ରୟାସ ବୋଲି ସାଧାରଣରେ ମତ ପ୍ରକାଶ ପାଇଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଜିଲ୍ଲା ଶିଶୁ ସୁରକ୍ଷା କର୍ମୀଙ୍କୁ ମାନସିକ ସ୍ଵାସ୍ଥ୍ୟ ପ୍ରଶିକ୍ଷଣ।   12-Aug-2026
  ଜିଲ୍ଲା  
ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   12-Aug-2026
  ଜିଲ୍ଲା  
ଲୋକାର୍ପିତ ହେଲା ୪ଟି ଇଭି ମଶା ନିବାରଣ ଗାଡ଼ି ଓ ଆନିମାଲ୍ସ ରେସ୍କ୍ୟୁ ଭେହିକିଲ୍    12-Aug-2026
  ଜିଲ୍ଲା  
ଆରଏମସି ତରଫରୁ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ସ୍ୱେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଚତୁର୍ଥ ଦିନରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍ କାର୍ଯ୍ୟକ୍ରମ   12-Aug-2026
  ଜିଲ୍ଲା  
ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   12-Aug-2026
  ଜିଲ୍ଲା  
ଇନୋଭେସନ ଓ ଷ୍ଟାର୍ଟଅପ ଓଡ଼ିଶା କାର୍ଯ୍ୟକ୍ରମ ଉଦଯାପିତ   12-Aug-2026
  ଜିଲ୍ଲା  
ସ୍ୱର୍ଗତ ବଳରାମ ବାଗ ଙ୍କ ଅମର ଆତ୍ମାର ସତ୍ ଗତି ପାଇଁ ଶୋକସଭା ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   11-Aug-2026
  ଜିଲ୍ଲା  
ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   11-Aug-2026
  ଜିଲ୍ଲା  
ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା   11-Aug-2026

You Might Also Like