-+91-9937148622 |

prerana_bgr@rediffmail.com |

  Wednesday 12th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଜିଲ୍ଲା ଶିଶୁ ସୁରକ୍ଷା କର୍ମୀଙ୍କୁ ମାନସିକ ସ୍ଵାସ୍ଥ୍ୟ ପ୍ରଶିକ୍ଷଣ।   (12-Aug-2026)       ||      ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   (12-Aug-2026)       ||      ଲୋକାର୍ପିତ ହେଲା ୪ଟି ଇଭି ମଶା ନିବାରଣ ଗାଡ଼ି ଓ ଆନିମାଲ୍ସ ରେସ୍କ୍ୟୁ ଭେହିକିଲ୍    (12-Aug-2026)       ||      ଆରଏମସି ତରଫରୁ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ    (12-Aug-2026)       ||      ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ସ୍ୱେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ   (12-Aug-2026)       ||      ଚତୁର୍ଥ ଦିନରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍ କାର୍ଯ୍ୟକ୍ରମ   (12-Aug-2026)       ||      ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   (12-Aug-2026)       ||      ଇନୋଭେସନ ଓ ଷ୍ଟାର୍ଟଅପ ଓଡ଼ିଶା କାର୍ଯ୍ୟକ୍ରମ ଉଦଯାପିତ   (12-Aug-2026)       ||      ସ୍ୱର୍ଗତ ବଳରାମ ବାଗ ଙ୍କ ଅମର ଆତ୍ମାର ସତ୍ ଗତି ପାଇଁ ଶୋକସଭା ଅନୁଷ୍ଠିତ   (12-Aug-2026)       ||      ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   (11-Aug-2026)       ||      ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   (11-Aug-2026)       ||      ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା    (11-Aug-2026)       ||      ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ    (11-Aug-2026)       ||      ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   (11-Aug-2026)       ||      ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   (11-Aug-2026)       ||      ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   (11-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   (11-Aug-2026)       ||      ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (11-Aug-2026)       ||      ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   (11-Aug-2026)       ||      ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   (11-Aug-2026)       ||     

HOME   ଜିଲ୍ଲା

ଜିଲ୍ଲା ଶିଶୁ ସୁରକ୍ଷା କର୍ମୀଙ୍କୁ ମାନସିକ ସ୍ଵାସ୍ଥ୍ୟ ପ୍ରଶିକ୍ଷଣ।

12-Aug-2026



ସୁନ୍ଦରଗଡ- ସୁନ୍ଦରଗଡ ଜିଲ୍ଲାର ଜିଲ୍ଲା ପଞ୍ଚାୟତ ସମ୍ବଳ କେନ୍ଦ୍ର ସୁନ୍ଦରଗଡ ଠାରେ ଅରୁଣା ଓ ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ  ତରଫରୁ ଜିଲ୍ଲା ଶିଶୁ ସୁରକ୍ଷା କର୍ମୀମାନଙ୍କୁ ମାନସିକ ସ୍ଵାସ୍ଥ୍ୟ ଓ ମନୋ ସାମାଜିକ ଦକ୍ଷତା ବିକାଶ ପ୍ରଶିକ୍ଷଣ ଅନୁଷ୍ଟିତ ହୋଇଯାଇଛି। ସୁନ୍ଦର ଗଡ ଜିଲ୍ଲା ର ଶିଶୁ ଯତ୍ନ ଅନୁଷ୍ଠାନ ,ଶିଶୁ ହେଲ୍ପ ଡେସ୍କ,ଶିଶୁ ସୁରକ୍ଷା ୟୁନିଟ ର କର୍ମୀ,ପ୍ରତିନିଧି ମାନେ ଉପସ୍ଥିତ ଥିଲେ।ଏହି ତାଲିମ କାର୍ଯକ୍ରମରେ ସି ଆର୍ ଏସ୍ ର  ମନୋରଞ୍ଜନ ଦାସ,ଜିଲ୍ଲା ମୁଖ୍ୟ ଚିକିତ୍ସାଳୟର ମାନସିକ ସ୍ୱାସ୍ଥ୍ୟ ଓ ମନୋ ସାମାଜିକ ଅଧିକାରି  ପ୍ରିୟଦର୍ଶିନୀ ଆଚାର୍ଯ୍ୟ ଯୋଗଦାନ କରି ଜିଲ୍ଲାରେ ମାନସିକ ସ୍ୱାସ୍ଥ୍ୟ କାର୍ଯକ୍ରମ ସମ୍ପର୍କରେ ଜଣାଇ ଥିଲେ।ତାଲିମ ପ୍ରାରମ୍ଭରେ ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ଶ୍ରୀଯୁକ୍ତ ଶ୍ରିବନ୍ତ ଜେନା ଅତିଥି ଓ ଅଂଶଗ୍ରହଣକାରି ମାନଙ୍କୁ ସ୍ୱାଗତ ଜଣାଇ ତାଲିମ କୁ ସଫଳ କରିବାକୁ ଆହ୍ବାନ ଦେଇଥିଲେ।ଏହି ତାଲିମ କାର୍ଯକ୍ରମ କୁ ଅରୁଣା ର ଜିଲ୍ଲା ପରାମର୍ଶଦାତା ଆକାଶ ପାତ୍ର ସଂଯୋଜନା କରିଥିଲେ।ତାଲିମ ଦାତ୍ରୀ  ଭାବେ ଅମନ୍ ଫାଉଣ୍ଡେସନ ର ସୌମ୍ୟା ଏସ ମହାପାତ୍ର ତାଲିମ ପ୍ରଦାନ କରିଥିଲେ।ମାନସିକ ସ୍ଵାସ୍ଥ୍ୟ ଓ ମନୋ ସାମାଜିକ ସହାୟତା,ମାନସିକ ଆଘାତର ପ୍ରଭାବ,ମାନସିକ ସ୍ଵାସ୍ଥ୍ୟ ଓ ମନୋ ସାମାଜିକ ପ୍ରାଥମିକ ଚିକିତ୍ସା,ସଙ୍କଟ ଗ୍ରସ୍ତ ଶିଶୁ ମାନଙ୍କ ପାଇଁ ସମ୍ବେଦନଶୀଳ ବ୍ୟବହାର, କାଉନସେଲିଂ ପ୍ରକ୍ରିୟା ସମ୍ପର୍କରେ ପୁଙ୍ଖାନା ପୁଙ୍ଖ ଭାବରେ ତାଲିମ ପ୍ରଦାନ କରିଥିଲେ। ଚାଇଲ୍ଡ ହେଲ୍ପ ଲାଇନ୍ ର ଜିଲ୍ଲା ସଂଯୋଜକ ଜିତୁ ପଟେଲ ସକ୍ରିୟ ଅଂଶ ଗ୍ରହଣ କରିଥିଲେ।ପରିଶେଷରେ ଜିଲ୍ଲା ପରାମର୍ଶଦାତା ଆକାଶ କୁମାର ପାତ୍ର ସମସ୍ତଙ୍କୁ ଧନ୍ୟବାଦ୍ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଜିଲ୍ଲା ଶିଶୁ ସୁରକ୍ଷା କର୍ମୀଙ୍କୁ ମାନସିକ ସ୍ଵାସ୍ଥ୍ୟ ପ୍ରଶିକ୍ଷଣ।   12-Aug-2026
  ଜିଲ୍ଲା  
ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   12-Aug-2026
  ଜିଲ୍ଲା  
ଲୋକାର୍ପିତ ହେଲା ୪ଟି ଇଭି ମଶା ନିବାରଣ ଗାଡ଼ି ଓ ଆନିମାଲ୍ସ ରେସ୍କ୍ୟୁ ଭେହିକିଲ୍    12-Aug-2026
  ଜିଲ୍ଲା  
ଆରଏମସି ତରଫରୁ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ସ୍ୱେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଚତୁର୍ଥ ଦିନରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍ କାର୍ଯ୍ୟକ୍ରମ   12-Aug-2026
  ଜିଲ୍ଲା  
ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   12-Aug-2026
  ଜିଲ୍ଲା  
ଇନୋଭେସନ ଓ ଷ୍ଟାର୍ଟଅପ ଓଡ଼ିଶା କାର୍ଯ୍ୟକ୍ରମ ଉଦଯାପିତ   12-Aug-2026
  ଜିଲ୍ଲା  
ସ୍ୱର୍ଗତ ବଳରାମ ବାଗ ଙ୍କ ଅମର ଆତ୍ମାର ସତ୍ ଗତି ପାଇଁ ଶୋକସଭା ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   11-Aug-2026
  ଜିଲ୍ଲା  
ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   11-Aug-2026
  ଜିଲ୍ଲା  
ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା   11-Aug-2026

You Might Also Like