-+91-9937148622 |

prerana_bgr@rediffmail.com |

  Thursday 13th August 2026 |

| | | |

R.N.I. Regd No. ODIODI/2010/46693

Breaking News

ବର୍ଲ୍ଲା ବାହାଲ ଛକ ନିକଟରେ ବାଇକ୍ ଧକ୍କାରେ ଯୁବକଙ୍କ ମୃତ୍ୟୁ   (13-Aug-2026)       ||      ଯୁବ ସନ୍ତରଣ ପ୍ରତିଭା ସୌରଭ ପୁଟେଲଙ୍କୁ ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ବର୍ଦ୍ଧନା    (13-Aug-2026)       ||      ଲୋଇସିଂହା ରେ କ୍ରାନ୍ତି ଦିବସ ଅବସରରେ ତ୍ରିରଙ୍ଗା ଶୋଭାଯାତ୍ରା ଉତ୍ସାହର ସହ ପାଳନ   (13-Aug-2026)       ||      ‘ଘରେ ଘରେ ତ୍ରିରଙ୍ଗା’ : ୭୫୦ ଫୁଟ୍ ତ୍ରିରଙ୍ଗାରେ ଡେଙ୍ଗ ଗ୍ରାମ ମୁଖରିତ   (13-Aug-2026)       ||      *ଆସନ୍ତା ୧୬ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍*- *ଅଂଶ ଗ୍ରହଣ କରିବେ ୬୫ ଗୋଟି ଦଳ*   (13-Aug-2026)       ||      ବିଜେପି ଯୁବମୋର୍ଚ୍ଚା ଆଗଲପୁର ମଣ୍ଡଳ ପକ୍ଷରୁ ବୃକ୍ଷରୋପଣ ଓ ପାହାଡ ଶିଖର ରେ ତ୍ରିରଙ୍ଗା ଉଡାଣ   (13-Aug-2026)       ||      *ଅଞ୍ଚଳର ଚାଷୀକୁଳ ଆଶ୍ବସ୍ତ* - *ଡୁଙ୍ଗୁରିପାଲି ଅତିରିକ୍ତ ତହସିଲ କାର୍ଯ୍ୟାଳୟ ଉଦଘାଟିତ*-   (13-Aug-2026)       ||      ଅଷ୍ଟ ପ୍ରହରୀ ନାମ ଯଜ୍ଞ ନିମନ୍ତେ ଶୁଭ ସ୍ତମ୍ଭସ୍ଥାପନ    (13-Aug-2026)       ||      ବରପାଲିରେ ବିଜେପୁର ନିର୍ବାଚନମଣ୍ଡଳୀସ୍ତରୀୟ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା   (13-Aug-2026)       ||      ଡାବୁଗାଁ ରେ ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (13-Aug-2026)       ||      ସାମ୍ବାଦିକତା କ୍ଷେତ୍ରରେ ଅବଦାନ ପାଇଁ ଶରତ ମହାକୁରଙ୍କୁ ସମ୍ମାନ   (13-Aug-2026)       ||      ମାଁ ଦ୍ୱାରସେହ୍ନୀ ମନ୍ଦିରରୁ ଚୋରୀ , ଦେବୀ ଙ୍କ ଆଦେଶ ରେ ପୁଣି ମନ୍ଦିର ପ୍ରତିଷ୍ଠା    (13-Aug-2026)       ||      ଜିଲ୍ଲା ଶିଶୁ ସୁରକ୍ଷା କର୍ମୀଙ୍କୁ ମାନସିକ ସ୍ଵାସ୍ଥ୍ୟ ପ୍ରଶିକ୍ଷଣ।   (12-Aug-2026)       ||      ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   (12-Aug-2026)       ||      ଲୋକାର୍ପିତ ହେଲା ୪ଟି ଇଭି ମଶା ନିବାରଣ ଗାଡ଼ି ଓ ଆନିମାଲ୍ସ ରେସ୍କ୍ୟୁ ଭେହିକିଲ୍    (12-Aug-2026)       ||      ଆରଏମସି ତରଫରୁ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ    (12-Aug-2026)       ||      ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ସ୍ୱେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ   (12-Aug-2026)       ||      ଚତୁର୍ଥ ଦିନରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍ କାର୍ଯ୍ୟକ୍ରମ   (12-Aug-2026)       ||      ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   (12-Aug-2026)       ||      ଇନୋଭେସନ ଓ ଷ୍ଟାର୍ଟଅପ ଓଡ଼ିଶା କାର୍ଯ୍ୟକ୍ରମ ଉଦଯାପିତ   (12-Aug-2026)       ||     

HOME   ଜିଲ୍ଲା

‘ଘରେ ଘରେ ତ୍ରିରଙ୍ଗା’ : ୭୫୦ ଫୁଟ୍ ତ୍ରିରଙ୍ଗାରେ ଡେଙ୍ଗ ଗ୍ରାମ ମୁଖରିତ

13-Aug-2026



ବଲାଙ୍ଗିର, ୧୩/୦୮: ୮୦ତମ ସ୍ୱାଧୀନତା ଦିବସ ପାଳନ ଅବସରରେ ସମଗ୍ର ଦେଶରେ ‘ଘରେ ଘରେ ତ୍ରିରଙ୍ଗା’ ଅଭିଯାନ ଆରମ୍ଭ ହୋଇଛି। ଏହି ଅବସରରେ ବଲାଙ୍ଗିର ଜିଲ୍ଲା ସଇଁତଳା ବ୍ଲକ ଅନ୍ତର୍ଗତ ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ, ଡେଙ୍ଗ ପକ୍ଷରୁ ପ୍ରଧାନଶିକ୍ଷକ ଯୁଗଳ କିଶୋର ଭୋଇଙ୍କ ଅଧ୍ୟକ୍ଷତାରେ ‘ଘରେ ଘରେ ତ୍ରିରଙ୍ଗା’ ଶୋଭାଯାତ୍ରା ଅନୁଷ୍ଠିତ ହୋଇଯାଇଛି। କାର୍ଯ୍ୟକ୍ରମରେ ସମ୍ମାନିତ ଅତିଥି ଭାବେ ଏବିଇଓ ନାରାୟଣ ଭୋଇ, ଅବସରପ୍ରାପ୍ତ ପ୍ରଧାନଶିକ୍ଷକ ଚାଣ୍ଡାଳ ମିଶ୍ର, ପ୍ରାକ୍ତନ ପ୍ରଧାନଶିକ୍ଷକ ରତନ ରଣା, ସିଆରସିସି ଜୟନ୍ତ ନାଗ, ସଇଁତଳା ସିଆରସିସି ଶେଷଦେବ ପଧାନ, ଅଙ୍ଗନୱାଡ଼ି କର୍ମୀ ଲିନୁ ସାହୁ, ବିଦ୍ୟାଳୟ ପରିଚାଳନା କମିଟିର ଅଧ୍ୟକ୍ଷା କ୍ଷିତିସୂତା ରଣା ଓ ୱାର୍ଡମେମ୍ବର ଲକ୍ଷ୍ମୀ ଦୀପ ଯୋଗଦେଇଥିଲେ। ୭୫୦ ଫୁଟ୍ ଲମ୍ବର ତ୍ରିରଙ୍ଗା ସହ ଆୟୋଜିତ ଏହି ଶୋଭାଯାତ୍ରାରେ ‘ବିଭିନ୍ନତା ମଧ୍ୟରେ ଏକତା’ର ବାର୍ତ୍ତା ପ୍ରଚାର କରାଯାଇଥିଲା। ଏଥିରେ ବହୁ ସଂଖ୍ୟାରେ ଅଭିଭାବକ, ଗ୍ରାମବାସୀ, ବିଦ୍ୟାଳୟ ପରିଚାଳନା କମିଟିର ସଦସ୍ୟ ଓ ପୁରାତନ ଛାତ୍ରଛାତ୍ରୀ ଯୋଗଦେଇଥିଲେ। ତ୍ରିରଙ୍ଗା ପତାକା ସହ ସେଲ୍ଫି ଓ ଫଟୋ ଉଠାଇବା ସହ ଗୀତ ଓ ବାଦ୍ୟର ତାଳେତାଳେ ବିଭିନ୍ନ ଦେଶାତ୍ମବୋଧକ ସ୍ଲୋଗାନ ଦେଇ ଅଭିଯାନକୁ ସଫଳ କରାଯାଇଥିଲା।

କାର୍ଯ୍ୟକ୍ରମରେ ଶିକ୍ଷକ କୃପାସିନ୍ଧୁ ମିଶ୍ର, ଲିଙ୍ଗରାଜ ନନ୍ଦ, ସମୀର ସେଠୀ, ଦୀପକ ସେନଧରୁଆ, ବୃନ୍ଦାବନ ଭୂଏ, ହିମାଂଶୁ ଶେଖର ବିଶ୍ୱାଳ, ଶିକ୍ଷୟିତ୍ରୀ ଗାୟତ୍ରୀ ବାରିକ, ତପସ୍ୱିନୀ ପଟେଲ, ଶିବାନୀ ମଲ୍ଲିକ, କାନ୍ତି ଭୋଇ, ଦ୍ରୌପଦୀ ଭୋଇ, ଜ୍ୟୋସ୍ନା ଝାଙ୍କର, ଜୁନିୟର ଆସିଷ୍ଟାଣ୍ଟ ଅବିନାଶ ଭୋଇ ଓ ଅର୍ଦଳି ଅଶୋକ ନାୟକ ଉପସ୍ଥିତ ଥଥିଲେ କାର୍ଯ୍ୟକ୍ରମକୁ ଶିକ୍ଷକ ରାମ ନାରାୟଣ ଦାଶ ପରିଚାଳନା କରିଥିବାବେଳେ ଶିକ୍ଷକ ମନରଞ୍ଜନ ପରିଡ଼ା ଧନ୍ୟବାଦ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବର୍ଲ୍ଲା ବାହାଲ ଛକ ନିକଟରେ ବାଇକ୍ ଧକ୍କାରେ ଯୁବକଙ୍କ ମୃତ୍ୟୁ   13-Aug-2026
  ଜିଲ୍ଲା  
ଯୁବ ସନ୍ତରଣ ପ୍ରତିଭା ସୌରଭ ପୁଟେଲଙ୍କୁ ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ବର୍ଦ୍ଧନା   13-Aug-2026
  ଜିଲ୍ଲା  
ଲୋଇସିଂହା ରେ କ୍ରାନ୍ତି ଦିବସ ଅବସରରେ ତ୍ରିରଙ୍ଗା ଶୋଭାଯାତ୍ରା ଉତ୍ସାହର ସହ ପାଳନ   13-Aug-2026
  ଜିଲ୍ଲା  
‘ଘରେ ଘରେ ତ୍ରିରଙ୍ଗା’ : ୭୫୦ ଫୁଟ୍ ତ୍ରିରଙ୍ଗାରେ ଡେଙ୍ଗ ଗ୍ରାମ ମୁଖରିତ   13-Aug-2026
  ଜିଲ୍ଲା  
*ଆସନ୍ତା ୧୬ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍*- *ଅଂଶ ଗ୍ରହଣ କରିବେ ୬୫ ଗୋଟି ଦଳ*   13-Aug-2026
  ଜିଲ୍ଲା  
ବିଜେପି ଯୁବମୋର୍ଚ୍ଚା ଆଗଲପୁର ମଣ୍ଡଳ ପକ୍ଷରୁ ବୃକ୍ଷରୋପଣ ଓ ପାହାଡ ଶିଖର ରେ ତ୍ରିରଙ୍ଗା ଉଡାଣ   13-Aug-2026
  ଜିଲ୍ଲା  
*ଅଞ୍ଚଳର ଚାଷୀକୁଳ ଆଶ୍ବସ୍ତ* - *ଡୁଙ୍ଗୁରିପାଲି ଅତିରିକ୍ତ ତହସିଲ କାର୍ଯ୍ୟାଳୟ ଉଦଘାଟିତ*-   13-Aug-2026
  ଜିଲ୍ଲା  
ଅଷ୍ଟ ପ୍ରହରୀ ନାମ ଯଜ୍ଞ ନିମନ୍ତେ ଶୁଭ ସ୍ତମ୍ଭସ୍ଥାପନ   13-Aug-2026
  ଜିଲ୍ଲା  
ବରପାଲିରେ ବିଜେପୁର ନିର୍ବାଚନମଣ୍ଡଳୀସ୍ତରୀୟ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା   13-Aug-2026
  ଜିଲ୍ଲା  
ଡାବୁଗାଁ ରେ ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ   13-Aug-2026
  ଜିଲ୍ଲା  
ସାମ୍ବାଦିକତା କ୍ଷେତ୍ରରେ ଅବଦାନ ପାଇଁ ଶରତ ମହାକୁରଙ୍କୁ ସମ୍ମାନ   13-Aug-2026
  ରାଜ୍ୟ  
ମାଁ ଦ୍ୱାରସେହ୍ନୀ ମନ୍ଦିରରୁ ଚୋରୀ , ଦେବୀ ଙ୍କ ଆଦେଶ ରେ ପୁଣି ମନ୍ଦିର ପ୍ରତିଷ୍ଠା   13-Aug-2026

You Might Also Like