-+91-9937148622 |

prerana_bgr@rediffmail.com |

  Thursday 13th August 2026 |

| | | |

R.N.I. Regd No. ODIODI/2010/46693

Breaking News

ବର୍ଲ୍ଲା ବାହାଲ ଛକ ନିକଟରେ ବାଇକ୍ ଧକ୍କାରେ ଯୁବକଙ୍କ ମୃତ୍ୟୁ   (13-Aug-2026)       ||      ଯୁବ ସନ୍ତରଣ ପ୍ରତିଭା ସୌରଭ ପୁଟେଲଙ୍କୁ ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ବର୍ଦ୍ଧନା    (13-Aug-2026)       ||      ଲୋଇସିଂହା ରେ କ୍ରାନ୍ତି ଦିବସ ଅବସରରେ ତ୍ରିରଙ୍ଗା ଶୋଭାଯାତ୍ରା ଉତ୍ସାହର ସହ ପାଳନ   (13-Aug-2026)       ||      ‘ଘରେ ଘରେ ତ୍ରିରଙ୍ଗା’ : ୭୫୦ ଫୁଟ୍ ତ୍ରିରଙ୍ଗାରେ ଡେଙ୍ଗ ଗ୍ରାମ ମୁଖରିତ   (13-Aug-2026)       ||      *ଆସନ୍ତା ୧୬ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍*- *ଅଂଶ ଗ୍ରହଣ କରିବେ ୬୫ ଗୋଟି ଦଳ*   (13-Aug-2026)       ||      ବିଜେପି ଯୁବମୋର୍ଚ୍ଚା ଆଗଲପୁର ମଣ୍ଡଳ ପକ୍ଷରୁ ବୃକ୍ଷରୋପଣ ଓ ପାହାଡ ଶିଖର ରେ ତ୍ରିରଙ୍ଗା ଉଡାଣ   (13-Aug-2026)       ||      *ଅଞ୍ଚଳର ଚାଷୀକୁଳ ଆଶ୍ବସ୍ତ* - *ଡୁଙ୍ଗୁରିପାଲି ଅତିରିକ୍ତ ତହସିଲ କାର୍ଯ୍ୟାଳୟ ଉଦଘାଟିତ*-   (13-Aug-2026)       ||      ଅଷ୍ଟ ପ୍ରହରୀ ନାମ ଯଜ୍ଞ ନିମନ୍ତେ ଶୁଭ ସ୍ତମ୍ଭସ୍ଥାପନ    (13-Aug-2026)       ||      ବରପାଲିରେ ବିଜେପୁର ନିର୍ବାଚନମଣ୍ଡଳୀସ୍ତରୀୟ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା   (13-Aug-2026)       ||      ଡାବୁଗାଁ ରେ ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (13-Aug-2026)       ||      ସାମ୍ବାଦିକତା କ୍ଷେତ୍ରରେ ଅବଦାନ ପାଇଁ ଶରତ ମହାକୁରଙ୍କୁ ସମ୍ମାନ   (13-Aug-2026)       ||      ମାଁ ଦ୍ୱାରସେହ୍ନୀ ମନ୍ଦିରରୁ ଚୋରୀ , ଦେବୀ ଙ୍କ ଆଦେଶ ରେ ପୁଣି ମନ୍ଦିର ପ୍ରତିଷ୍ଠା    (13-Aug-2026)       ||      ଜିଲ୍ଲା ଶିଶୁ ସୁରକ୍ଷା କର୍ମୀଙ୍କୁ ମାନସିକ ସ୍ଵାସ୍ଥ୍ୟ ପ୍ରଶିକ୍ଷଣ।   (12-Aug-2026)       ||      ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   (12-Aug-2026)       ||      ଲୋକାର୍ପିତ ହେଲା ୪ଟି ଇଭି ମଶା ନିବାରଣ ଗାଡ଼ି ଓ ଆନିମାଲ୍ସ ରେସ୍କ୍ୟୁ ଭେହିକିଲ୍    (12-Aug-2026)       ||      ଆରଏମସି ତରଫରୁ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ    (12-Aug-2026)       ||      ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ସ୍ୱେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ   (12-Aug-2026)       ||      ଚତୁର୍ଥ ଦିନରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍ କାର୍ଯ୍ୟକ୍ରମ   (12-Aug-2026)       ||      ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   (12-Aug-2026)       ||      ଇନୋଭେସନ ଓ ଷ୍ଟାର୍ଟଅପ ଓଡ଼ିଶା କାର୍ଯ୍ୟକ୍ରମ ଉଦଯାପିତ   (12-Aug-2026)       ||     

HOME   ଜିଲ୍ଲା

ଲୋଇସିଂହା ରେ କ୍ରାନ୍ତି ଦିବସ ଅବସରରେ ତ୍ରିରଙ୍ଗା ଶୋଭାଯାତ୍ରା ଉତ୍ସାହର ସହ ପାଳନ

13-Aug-2026



ଲୋଇସିଂହା, (ବିନୋଦ ଦୀପ) କ୍ରାନ୍ତି ଦିବସ ଅବସରରେ ଲୋଇସିଂହା ବ୍ଲକ ସ୍ତରୀୟ ତ୍ରିରଙ୍ଗା ଶୋଭାଯାତ୍ରା ଆଜି ଉତ୍ସାହର ସହ ପାଳନ ହୋଇଯାଇଛି l ଏହି ଅବସର ରେ ଅନୁଷ୍ଠିତ ତ୍ରିରଙ୍ଗା ଶୋଭାଯାତ୍ରା ଲୋଇସିଂହା କଲେଜ ଛକ ଠାରୁ ବାହାରି ବ୍ଲକଛକ, ପୁରୁଣା ବସଷ୍ଟାଣ୍ଡ ଦେଇ ଅଗ୍ରସେନ ଭବନ ପର୍ଯ୍ୟନ୍ତ ଯାଇ ବ୍ଲକ କାର୍ଯ୍ୟାଳୟ କୁ ଆସିଥିଲା l ଲୋଇସିଂହା ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶ୍ରୀଯୁକ୍ତ ଅକ୍ଷୟପାଣି ଉଡ୍ଡୁ ଙ୍କ ତତ୍ୱାବଧାନ ରେ ଅନୁଷ୍ଠିତ ଉକ୍ତ କାର୍ଯ୍ୟକ୍ରମ ରେ ଶତାଧିକ ମହିଳା ଓ ପୁରୁଷ ହାତରେ ତ୍ରିରଙ୍ଗା ଧରି ମୁଖ୍ୟ ରାସ୍ତାରେ ଯାତ୍ରା କରିଥିଲେ l ଏହି ଅବସରରେ ଲୋଇସିଂହା ଗୋଷ୍ଠୀ ଉନ୍ନୟନ ଅଧିକାରୀ କହିଲେ ଯେ "ହର ଘର ତ୍ରିରଙ୍ଗା ଅଭିଯାନ କୁ ଲୋଇସିଂହା ଅଂଚଳବାସୀ ସଫଳ କରିଛନ୍ତି l ଏହି ଶୋଭାଯାତ୍ରା ଟି ଦେଶପ୍ରେମ ଏବଂ ଏକତାର ସନ୍ଦେଶ ଦେଉଛି l

ଉକ୍ତ ଯାତ୍ରା ରେ ଅନ୍ୟ ମାନଙ୍କ ମଧ୍ୟରେ ଲୋଇସିଂହା ତହସିଲଦାର ଟିକୁନୁ ପୁଟା, ଏବିଡ଼ିଓ କିଶୋର ମାନସିଂହ, ଜିପିଓ ସଞ୍ଜୟ ମାଝୀ, ଏ.ଇଇ ସିଦ୍ଧାର୍ଥ ପାଢ଼ୀ, ସିଡିପିଓ ରଜନୀରାଣୀ ମେହେର, କନିଷ୍ଠ ଯନ୍ତ୍ରୀ, ସମସ୍ତ ବ୍ଲକ ଷ୍ଟାଫ, ସ୍ୱାସ୍ଥ୍ୟମନ୍ତ୍ରୀ ଙ୍କ ଲୋଇସିଂହା ପ୍ରତିନିଧି ଗୌରାଙ୍ଗ ନାଏକ, ଲୋଇସିଂହା ଗ୍ରାମୀଣ ମଣ୍ଡଳ ସଭାପତି ସୁନୀଲ ଦାସ, ସରପଞ୍ଚ ନବକିଶୋର ନାଏକ, ସମାଜସେବୀ ଯୁଧିଷ୍ଠିର ପଧାନ, ଭୁତନାଥ ନାଏକ, ଲୋଇସିଂହା ମହାବିଦ୍ୟାଳୟ ର ଅଧ୍ୟକ୍ଷ ଦେବଦତ୍ତ ଗୁରୁ ଙ୍କ ସହ ଛାତ୍ରଛାତ୍ରୀ, ଆଶା ଓ ଆଙ୍ଗନବାଡି କର୍ମୀ,ବିଭିନ୍ନ ସ୍ୱୟଂ ସହାୟକ ଦଳ ର ସଦସ୍ୟା ଓ ରାଷ୍ଟ୍ର ପ୍ରେମୀ ମାନେ ସାମିଲ ହୋଇଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବର୍ଲ୍ଲା ବାହାଲ ଛକ ନିକଟରେ ବାଇକ୍ ଧକ୍କାରେ ଯୁବକଙ୍କ ମୃତ୍ୟୁ   13-Aug-2026
  ଜିଲ୍ଲା  
ଯୁବ ସନ୍ତରଣ ପ୍ରତିଭା ସୌରଭ ପୁଟେଲଙ୍କୁ ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ବର୍ଦ୍ଧନା   13-Aug-2026
  ଜିଲ୍ଲା  
ଲୋଇସିଂହା ରେ କ୍ରାନ୍ତି ଦିବସ ଅବସରରେ ତ୍ରିରଙ୍ଗା ଶୋଭାଯାତ୍ରା ଉତ୍ସାହର ସହ ପାଳନ   13-Aug-2026
  ଜିଲ୍ଲା  
‘ଘରେ ଘରେ ତ୍ରିରଙ୍ଗା’ : ୭୫୦ ଫୁଟ୍ ତ୍ରିରଙ୍ଗାରେ ଡେଙ୍ଗ ଗ୍ରାମ ମୁଖରିତ   13-Aug-2026
  ଜିଲ୍ଲା  
*ଆସନ୍ତା ୧୬ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍*- *ଅଂଶ ଗ୍ରହଣ କରିବେ ୬୫ ଗୋଟି ଦଳ*   13-Aug-2026
  ଜିଲ୍ଲା  
ବିଜେପି ଯୁବମୋର୍ଚ୍ଚା ଆଗଲପୁର ମଣ୍ଡଳ ପକ୍ଷରୁ ବୃକ୍ଷରୋପଣ ଓ ପାହାଡ ଶିଖର ରେ ତ୍ରିରଙ୍ଗା ଉଡାଣ   13-Aug-2026
  ଜିଲ୍ଲା  
*ଅଞ୍ଚଳର ଚାଷୀକୁଳ ଆଶ୍ବସ୍ତ* - *ଡୁଙ୍ଗୁରିପାଲି ଅତିରିକ୍ତ ତହସିଲ କାର୍ଯ୍ୟାଳୟ ଉଦଘାଟିତ*-   13-Aug-2026
  ଜିଲ୍ଲା  
ଅଷ୍ଟ ପ୍ରହରୀ ନାମ ଯଜ୍ଞ ନିମନ୍ତେ ଶୁଭ ସ୍ତମ୍ଭସ୍ଥାପନ   13-Aug-2026
  ଜିଲ୍ଲା  
ବରପାଲିରେ ବିଜେପୁର ନିର୍ବାଚନମଣ୍ଡଳୀସ୍ତରୀୟ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା   13-Aug-2026
  ଜିଲ୍ଲା  
ଡାବୁଗାଁ ରେ ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ   13-Aug-2026
  ଜିଲ୍ଲା  
ସାମ୍ବାଦିକତା କ୍ଷେତ୍ରରେ ଅବଦାନ ପାଇଁ ଶରତ ମହାକୁରଙ୍କୁ ସମ୍ମାନ   13-Aug-2026
  ରାଜ୍ୟ  
ମାଁ ଦ୍ୱାରସେହ୍ନୀ ମନ୍ଦିରରୁ ଚୋରୀ , ଦେବୀ ଙ୍କ ଆଦେଶ ରେ ପୁଣି ମନ୍ଦିର ପ୍ରତିଷ୍ଠା   13-Aug-2026

You Might Also Like