-+91-9937148622 |

prerana_bgr@rediffmail.com |

  Thursday 13th August 2026 |

| | | |

R.N.I. Regd No. ODIODI/2010/46693

Breaking News

ବର୍ଲ୍ଲା ବାହାଲ ଛକ ନିକଟରେ ବାଇକ୍ ଧକ୍କାରେ ଯୁବକଙ୍କ ମୃତ୍ୟୁ   (13-Aug-2026)       ||      ଯୁବ ସନ୍ତରଣ ପ୍ରତିଭା ସୌରଭ ପୁଟେଲଙ୍କୁ ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ବର୍ଦ୍ଧନା    (13-Aug-2026)       ||      ଲୋଇସିଂହା ରେ କ୍ରାନ୍ତି ଦିବସ ଅବସରରେ ତ୍ରିରଙ୍ଗା ଶୋଭାଯାତ୍ରା ଉତ୍ସାହର ସହ ପାଳନ   (13-Aug-2026)       ||      ‘ଘରେ ଘରେ ତ୍ରିରଙ୍ଗା’ : ୭୫୦ ଫୁଟ୍ ତ୍ରିରଙ୍ଗାରେ ଡେଙ୍ଗ ଗ୍ରାମ ମୁଖରିତ   (13-Aug-2026)       ||      *ଆସନ୍ତା ୧୬ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍*- *ଅଂଶ ଗ୍ରହଣ କରିବେ ୬୫ ଗୋଟି ଦଳ*   (13-Aug-2026)       ||      ବିଜେପି ଯୁବମୋର୍ଚ୍ଚା ଆଗଲପୁର ମଣ୍ଡଳ ପକ୍ଷରୁ ବୃକ୍ଷରୋପଣ ଓ ପାହାଡ ଶିଖର ରେ ତ୍ରିରଙ୍ଗା ଉଡାଣ   (13-Aug-2026)       ||      *ଅଞ୍ଚଳର ଚାଷୀକୁଳ ଆଶ୍ବସ୍ତ* - *ଡୁଙ୍ଗୁରିପାଲି ଅତିରିକ୍ତ ତହସିଲ କାର୍ଯ୍ୟାଳୟ ଉଦଘାଟିତ*-   (13-Aug-2026)       ||      ଅଷ୍ଟ ପ୍ରହରୀ ନାମ ଯଜ୍ଞ ନିମନ୍ତେ ଶୁଭ ସ୍ତମ୍ଭସ୍ଥାପନ    (13-Aug-2026)       ||      ବରପାଲିରେ ବିଜେପୁର ନିର୍ବାଚନମଣ୍ଡଳୀସ୍ତରୀୟ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା   (13-Aug-2026)       ||      ଡାବୁଗାଁ ରେ ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (13-Aug-2026)       ||      ସାମ୍ବାଦିକତା କ୍ଷେତ୍ରରେ ଅବଦାନ ପାଇଁ ଶରତ ମହାକୁରଙ୍କୁ ସମ୍ମାନ   (13-Aug-2026)       ||      ମାଁ ଦ୍ୱାରସେହ୍ନୀ ମନ୍ଦିରରୁ ଚୋରୀ , ଦେବୀ ଙ୍କ ଆଦେଶ ରେ ପୁଣି ମନ୍ଦିର ପ୍ରତିଷ୍ଠା    (13-Aug-2026)       ||      ଜିଲ୍ଲା ଶିଶୁ ସୁରକ୍ଷା କର୍ମୀଙ୍କୁ ମାନସିକ ସ୍ଵାସ୍ଥ୍ୟ ପ୍ରଶିକ୍ଷଣ।   (12-Aug-2026)       ||      ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   (12-Aug-2026)       ||      ଲୋକାର୍ପିତ ହେଲା ୪ଟି ଇଭି ମଶା ନିବାରଣ ଗାଡ଼ି ଓ ଆନିମାଲ୍ସ ରେସ୍କ୍ୟୁ ଭେହିକିଲ୍    (12-Aug-2026)       ||      ଆରଏମସି ତରଫରୁ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ    (12-Aug-2026)       ||      ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ସ୍ୱେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ   (12-Aug-2026)       ||      ଚତୁର୍ଥ ଦିନରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍ କାର୍ଯ୍ୟକ୍ରମ   (12-Aug-2026)       ||      ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   (12-Aug-2026)       ||      ଇନୋଭେସନ ଓ ଷ୍ଟାର୍ଟଅପ ଓଡ଼ିଶା କାର୍ଯ୍ୟକ୍ରମ ଉଦଯାପିତ   (12-Aug-2026)       ||     

HOME   ଜିଲ୍ଲା

ବର୍ଲ୍ଲା ବାହାଲ ଛକ ନିକଟରେ ବାଇକ୍ ଧକ୍କାରେ ଯୁବକଙ୍କ ମୃତ୍ୟୁ

13-Aug-2026



ବରପାଲି -(ସୁଦାମ ଦୀପ)ବରଗଡ ଜିଲ୍ଲା ବରପାଲି ଥାନା ଅନ୍ତର୍ଗତ ୨୬ ନମ୍ବର ଜାତୀୟ ରାଜପଥର ବଲାଙ୍ଗୀର ରାସ୍ତା, ବର୍ଲାବହାଲ ଛକ ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତ ଯୁବକ ଜଣକ ହେଉଛନ୍ତି ସୂଜିଆ ଗ୍ରାମର ରାଜୁ ରାଉତ (୪୨)। ସୂଚନା ଅନୁଯାୟୀ, ରାଜୁ ରାଉତ ନିଜ ବାଇକ୍ (OD 03 AB 3632) ଧରି ରାସ୍ତା କଡ଼ରେ ଛିଡ଼ା ହୋଇଥିବା ସମୟରେ ଅପର ପାର୍ଶ୍ୱରୁ ଦ୍ରୁତ ଗତିରେ ଆସୁଥିବା ଅନ୍ୟ ଏକ ହିରୋ ଡିଲକ୍ସ ବାଇକ୍ (OD 17 Z 3984) ତାଙ୍କୁ ଜୋରଦାର ଧକ୍କା ଦେଇଥିଲା। ଧକ୍କା ଫଳରେ ରାଜୁ ଗୁରୁତର ଭାବେ ଆହାତ ହୋଇଥିଲେ।
ସ୍ଥାନୀୟ ଲୋକଙ୍କ ସହାୟତାରେ ତାଙ୍କୁ ୧୦୮ ଆମ୍ବୁଲାନ୍ସ ଯୋଗେ ବରପାଲି ଡାକ୍ତରଖାନାକୁ ନିଆଯାଇଥିଲା। ତେବେ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଯାହା ଖବର ମିଲିଛି ଧକ୍କା ଦେଇଥିବା ଗାଡି ଚାଳକ ବି ଗୁରୁତର ଆଘାତ ହୋଇଛନ୍ତି। ପୋଲିସ ଘଟଣାସ୍ଥଳରେ ପହଞ୍ଚି ଶବ ଉଦ୍ଧାର କରିବା ପରେ ଶବ ବ୍ୟବଚ୍ଛେଦ ପାଇଁ ବରଗଡ଼ ପଠାଇଥିଲା। ବ୍ୟବଚ୍ଛେଦ ପରେ ଶବକୁ ସୁଜିଆ ଗ୍ରାମକୁ ନିଆଯାଇ ସେଠାରେ ଶେଷକୃତ୍ୟ ସମ୍ପନ୍ନ କରାଯାଇଛି। ଏହି ଘଟଣାକୁ ନେଇ ମୃତକଙ୍କ ପୁତୁରା ଗଣେଶ ରାଉତ ବରପାଲି ଥାନାରେ ଏକ ଲିଖିତ ଏତଲା ଦେଇଛନ୍ତି। ଏତଲା ଆଧାରରେ ପୋଲିସ ମାମଲା ରୁଜୁ କରି ଘଟଣାର ଅଧିକ ତଦନ୍ତ ଆରମ୍ଭ କରିଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ବର୍ଲ୍ଲା ବାହାଲ ଛକ ନିକଟରେ ବାଇକ୍ ଧକ୍କାରେ ଯୁବକଙ୍କ ମୃତ୍ୟୁ   13-Aug-2026
  ଜିଲ୍ଲା  
ଯୁବ ସନ୍ତରଣ ପ୍ରତିଭା ସୌରଭ ପୁଟେଲଙ୍କୁ ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ବର୍ଦ୍ଧନା   13-Aug-2026
  ଜିଲ୍ଲା  
ଲୋଇସିଂହା ରେ କ୍ରାନ୍ତି ଦିବସ ଅବସରରେ ତ୍ରିରଙ୍ଗା ଶୋଭାଯାତ୍ରା ଉତ୍ସାହର ସହ ପାଳନ   13-Aug-2026
  ଜିଲ୍ଲା  
‘ଘରେ ଘରେ ତ୍ରିରଙ୍ଗା’ : ୭୫୦ ଫୁଟ୍ ତ୍ରିରଙ୍ଗାରେ ଡେଙ୍ଗ ଗ୍ରାମ ମୁଖରିତ   13-Aug-2026
  ଜିଲ୍ଲା  
*ଆସନ୍ତା ୧୬ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍*- *ଅଂଶ ଗ୍ରହଣ କରିବେ ୬୫ ଗୋଟି ଦଳ*   13-Aug-2026
  ଜିଲ୍ଲା  
ବିଜେପି ଯୁବମୋର୍ଚ୍ଚା ଆଗଲପୁର ମଣ୍ଡଳ ପକ୍ଷରୁ ବୃକ୍ଷରୋପଣ ଓ ପାହାଡ ଶିଖର ରେ ତ୍ରିରଙ୍ଗା ଉଡାଣ   13-Aug-2026
  ଜିଲ୍ଲା  
*ଅଞ୍ଚଳର ଚାଷୀକୁଳ ଆଶ୍ବସ୍ତ* - *ଡୁଙ୍ଗୁରିପାଲି ଅତିରିକ୍ତ ତହସିଲ କାର୍ଯ୍ୟାଳୟ ଉଦଘାଟିତ*-   13-Aug-2026
  ଜିଲ୍ଲା  
ଅଷ୍ଟ ପ୍ରହରୀ ନାମ ଯଜ୍ଞ ନିମନ୍ତେ ଶୁଭ ସ୍ତମ୍ଭସ୍ଥାପନ   13-Aug-2026
  ଜିଲ୍ଲା  
ବରପାଲିରେ ବିଜେପୁର ନିର୍ବାଚନମଣ୍ଡଳୀସ୍ତରୀୟ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା   13-Aug-2026
  ଜିଲ୍ଲା  
ଡାବୁଗାଁ ରେ ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ   13-Aug-2026
  ଜିଲ୍ଲା  
ସାମ୍ବାଦିକତା କ୍ଷେତ୍ରରେ ଅବଦାନ ପାଇଁ ଶରତ ମହାକୁରଙ୍କୁ ସମ୍ମାନ   13-Aug-2026
  ରାଜ୍ୟ  
ମାଁ ଦ୍ୱାରସେହ୍ନୀ ମନ୍ଦିରରୁ ଚୋରୀ , ଦେବୀ ଙ୍କ ଆଦେଶ ରେ ପୁଣି ମନ୍ଦିର ପ୍ରତିଷ୍ଠା   13-Aug-2026

You Might Also Like