-+91-9937148622 |

prerana_bgr@rediffmail.com |

  Friday 14th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଭାରିଯାନ ଗାଡି ଧକ୍କାରେ ବାଇକ ଆରୋହୀ ମୃତ, ଜଣେ ଗୁରୁତର, ଅନ୍ୟ ଜଣେ ଆହତ   (14-Aug-2026)       ||      ବରୀ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଆନୁକୂଲ୍ୟରେ ଏକ ସ୍ୱାସ୍ଥ୍ୟ ସେବା ଶିବିର ଅନୁଷ୍ଠିତ   (14-Aug-2026)       ||      ସତଲମା ବାଳିକା ଉଚ୍ଚ ବିଦ୍ୟାଳୟରେ ସାଇବର ସଚେତନତା କାର୍ଯ୍ୟକ୍ରମ   (14-Aug-2026)       ||      ଅଖିଳ ଭାରତୀୟ ସାହିତ୍ଯ ପରିଷଦ ତରଫରୁ ସାରସ୍ୱତ ଆସର    (14-Aug-2026)       ||      ସାଇବର ସୁରକ୍ଷା ନେଇ ଓଡ଼ିଶା ପୋଲିସର ସର୍ବବୃହତ୍ ରାଜ୍ୟବ୍ୟାପୀ ଜନସଚେତନତା ଅଭିଯାନ   (14-Aug-2026)       ||      ଟ୍ରଷ୍ଟଫଣ୍ଡ ମହାବିଦ୍ୟାଳୟରେ ସାଇବର ଅପରାଧ ସଚେତନତା କାର୍ଯ୍ୟକ୍ରମ    (14-Aug-2026)       ||      ମାୟାବର୍ହା ହାଇସ୍କୁଲରେ ହର ଘର ତ୍ରିରଙ୍ଗା ଉତ୍ସବ ପାଳିତ   (14-Aug-2026)       ||      ବ୍ରହ୍ମା କୁମାରୀରେ ଗୁରୁ ଭଗବାନ ସାହୁଙ୍କ ଜୟନ୍ତୀ ଓ ନିଶାନିବାରଣ କର୍ମଶାଳା    (14-Aug-2026)       ||      ବରଗଡ଼ ସିମେଣ୍ଟ କାରଖାନାର ପୁନରୁଦ୍ଧାର ପାଇଁ କେନ୍ଦ୍ରମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲେ ସାଂସଦ   (14-Aug-2026)       ||      ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ଓ ଅରୁଣା ତରଫରୁ ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   (13-Aug-2026)       ||      ବର୍ଲ୍ଲା ବାହାଲ ଛକ ନିକଟରେ ବାଇକ୍ ଧକ୍କାରେ ଯୁବକଙ୍କ ମୃତ୍ୟୁ   (13-Aug-2026)       ||      ଯୁବ ସନ୍ତରଣ ପ୍ରତିଭା ସୌରଭ ପୁଟେଲଙ୍କୁ ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ବର୍ଦ୍ଧନା    (13-Aug-2026)       ||      ଲୋଇସିଂହା ରେ କ୍ରାନ୍ତି ଦିବସ ଅବସରରେ ତ୍ରିରଙ୍ଗା ଶୋଭାଯାତ୍ରା ଉତ୍ସାହର ସହ ପାଳନ   (13-Aug-2026)       ||      ‘ଘରେ ଘରେ ତ୍ରିରଙ୍ଗା’ : ୭୫୦ ଫୁଟ୍ ତ୍ରିରଙ୍ଗାରେ ଡେଙ୍ଗ ଗ୍ରାମ ମୁଖରିତ   (13-Aug-2026)       ||      *ଆସନ୍ତା ୧୬ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍*- *ଅଂଶ ଗ୍ରହଣ କରିବେ ୬୫ ଗୋଟି ଦଳ*   (13-Aug-2026)       ||      ବିଜେପି ଯୁବମୋର୍ଚ୍ଚା ଆଗଲପୁର ମଣ୍ଡଳ ପକ୍ଷରୁ ବୃକ୍ଷରୋପଣ ଓ ପାହାଡ ଶିଖର ରେ ତ୍ରିରଙ୍ଗା ଉଡାଣ   (13-Aug-2026)       ||      *ଅଞ୍ଚଳର ଚାଷୀକୁଳ ଆଶ୍ବସ୍ତ* - *ଡୁଙ୍ଗୁରିପାଲି ଅତିରିକ୍ତ ତହସିଲ କାର୍ଯ୍ୟାଳୟ ଉଦଘାଟିତ*-   (13-Aug-2026)       ||      ଅଷ୍ଟ ପ୍ରହରୀ ନାମ ଯଜ୍ଞ ନିମନ୍ତେ ଶୁଭ ସ୍ତମ୍ଭସ୍ଥାପନ    (13-Aug-2026)       ||      ବରପାଲିରେ ବିଜେପୁର ନିର୍ବାଚନମଣ୍ଡଳୀସ୍ତରୀୟ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା   (13-Aug-2026)       ||      ଡାବୁଗାଁ ରେ ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (13-Aug-2026)       ||     

HOME   ଜିଲ୍ଲା

ଭାରିଯାନ ଗାଡି ଧକ୍କାରେ ବାଇକ ଆରୋହୀ ମୃତ, ଜଣେ ଗୁରୁତର, ଅନ୍ୟ ଜଣେ ଆହତ

14-Aug-2026



ଡୁଙ୍ଗୁରିପାଲି(ଆରବିନ୍ଦ ମିଶ୍ର)-ବରଗଡ-ବୋରିଗୁମ୍ମା ୨୬ନ ନମ୍ବର ଜାତୀୟ ରାଜପଥ ଡୁଙ୍ଗୁରିପାଲି ଏଫସିଆଇ ନିକଟରେ ଏକ ଅଜଣା ଭାରିଯାନ ଗାଡି ଧକ୍କାରେ ଜଣେ ଯୁବକର ମୃତ୍ୟୁ ହୋଇଥିବା ବେଳେ ପଛରେ ବସିଥ‌ିବା ଅନ୍ୟ ଜଣେ ଗୁରୁତର ହୋଇଛି । ପ୍ରାପ୍ତ ସୂଚନା ଅନୁସାରେ ଡୁଙ୍ଗୁରିପାଲିର ଏକ ଦୋକାନରେ ଝାଡଖଣ୍ଡ ରାଜ୍ୟର ଯୁବକମାନେ କାମ କରୁଥିଲେ ।ପ୍ରାୟ ସଂଧ୍ୟା ୮ଟା ପାଖାପାଖୁ ଦୁଇ ଜଣ ଯୁବକ ବାଇକରେ ଡୁଙ୍ଗୁରିପାଲି ସହରରୁ ଜଳଖୁଆଇ ଏଫସିଆଇ ପାଖରେ ରହୁଥ‌ିବା ଜାଗାକୁ ଫେରୁଥିଲେ । ଲୋକଙ୍କ କହିବା ଅନୁସାରେ ବିପରୀତ ଦିଗରୁ ଏକ ମାଲବାହୀ ଗାଡି ଦୃତଗତିରେ ଫେରୁଥୁଲା । ବାଇକ ଆରୋହୀଙ୍କୁ ଧକ୍କା ଦେଇ ପ୍ରାୟ କିଛିଦୁର ଘୋଷାଡି ନେଇଥିଲା । ସେହି ଘୋଷାଡିବା ଅବସ୍ଥାରେ ଗାଡି ଚକ ଯୁବକର ଉପରେ ମାଡି ଯାଇଥିଲା । ଫଳରେ ଶରୀରର ବିଭିନ୍ନ ଅଂଶ ଖୁନଭିନ ହୋଇଯାଇଛି । ଘଟଣା ସ୍ଥୂଳରେ ହିଁ ତାଙ୍କର ମୃତ୍ୟୁ ହୋଇଥିବା ବେ ପଛରେ ବସିଥ‌ିବା ଯୁବକକୁକ ଗୁରୁତର ଅବସ୍ଥାରେ ଡୁଙ୍ଗୁରିପାଲି ଡାକ୍ତରଖାନାରେ ଭ କରାଯାଇଛି । ତାଙ୍କର ଅବସ୍ଥା ମଧ୍ୟ ସଙ୍ଗୀନ ରହିଛି । ସେ ବ ମାନ ସୁଦ୍ଧା କିଛି କହିପାରୁ ନାହିଁ । ତାଙ୍କୁ ବୁର୍ଲା ନେବାକୁ ଡାକ୍ତର ପରାମର୍ଶ ଦେଇଛନ୍ତି । ବାଇକ କୁ ଧକ୍କା ଦେବା ଫଳରେ ଉକ୍ତ ବାଇକଟି ଖୁଣ୍ଟ ପାଲି ଗ୍ରାମର ଚିଦାନନ୍ଦ ବାଙ୍କ ଫେରୁଥିବା ବେଳେ ତାଙ୍କୁ ଧକ୍କା ଦେଇଥିଲା । ଖବର ଲେଖା ହେବା ପର୍ଯ୍ୟନ୍ତ ଘଟଣା ସୁଳରେ ଉ ଜନା ଦେଖା ଦେଇଥିବା ବେଳେ ମାଲ

ବୋଝେଇ ଗାଡିକୁ ଲୋକେ ଅଟକ ରଖୁଥ‌ିବା ବେଳେ ଅନ୍ୟ ଗାଡିକୁ ଛାଡି ଛନ୍ତି । ଘଟଣା ସ୍ଥଳରୁ ମୃତ ଦେହ ନ ଛାଡିବାକୁ ଲୋକେ ଅଡି ବସିଛନ୍ତି ।କ୍ଷତିପୁରଣ ଏବଂ ଦୃତଗତି ଉପରେ କାର୍ଯ୍ୟାନୁଷ୍ଠାନକୁ ନେଇ ସ୍ଥାନୀୟ ଲୋକେ ଶବକୁ ଛାଡି ନଥୁବା ଜଣାଯାଏ । ଘଟଣା ସ୍ଥଳରେ ଡୁଙ୍ଗୁରିପାଲି ଥାନାଧିକାରୀ ରୋଜାଲିନ ପଟେଲ ପହଂଚି ଲୋକଙ୍କୁ ବୁଝାସୁଝା କରୁଥିବା ଜଣାଯାଏ। ସାଲେଭଟା ନିକଟସୁ ଜଙ୍ଗଲି ଢାବାଠାରେ ଦୁର୍ଘଟଣା ଘଟାଇଥୁବା ଗାଡିକୁ ଲୋକେ ଅଟକାଇଛନ୍ତି ବୋଲି ଜଣାଯାଏ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଭାରିଯାନ ଗାଡି ଧକ୍କାରେ ବାଇକ ଆରୋହୀ ମୃତ, ଜଣେ ଗୁରୁତର, ଅନ୍ୟ ଜଣେ ଆହତ   14-Aug-2026
  ଜିଲ୍ଲା  
ବରୀ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଆନୁକୂଲ୍ୟରେ ଏକ ସ୍ୱାସ୍ଥ୍ୟ ସେବା ଶିବିର ଅନୁଷ୍ଠିତ   14-Aug-2026
  ଜିଲ୍ଲା  
ସତଲମା ବାଳିକା ଉଚ୍ଚ ବିଦ୍ୟାଳୟରେ ସାଇବର ସଚେତନତା କାର୍ଯ୍ୟକ୍ରମ   14-Aug-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ଯ ପରିଷଦ ତରଫରୁ ସାରସ୍ୱତ ଆସର   14-Aug-2026
  ଜିଲ୍ଲା  
ସାଇବର ସୁରକ୍ଷା ନେଇ ଓଡ଼ିଶା ପୋଲିସର ସର୍ବବୃହତ୍ ରାଜ୍ୟବ୍ୟାପୀ ଜନସଚେତନତା ଅଭିଯାନ   14-Aug-2026
  ଜିଲ୍ଲା  
ଟ୍ରଷ୍ଟଫଣ୍ଡ ମହାବିଦ୍ୟାଳୟରେ ସାଇବର ଅପରାଧ ସଚେତନତା କାର୍ଯ୍ୟକ୍ରମ   14-Aug-2026
  ଜିଲ୍ଲା  
ମାୟାବର୍ହା ହାଇସ୍କୁଲରେ ହର ଘର ତ୍ରିରଙ୍ଗା ଉତ୍ସବ ପାଳିତ   14-Aug-2026
  ଜିଲ୍ଲା  
ବ୍ରହ୍ମା କୁମାରୀରେ ଗୁରୁ ଭଗବାନ ସାହୁଙ୍କ ଜୟନ୍ତୀ ଓ ନିଶାନିବାରଣ କର୍ମଶାଳା   14-Aug-2026
  ଜିଲ୍ଲା  
ବରଗଡ଼ ସିମେଣ୍ଟ କାରଖାନାର ପୁନରୁଦ୍ଧାର ପାଇଁ କେନ୍ଦ୍ରମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲେ ସାଂସଦ   14-Aug-2026
  ଜିଲ୍ଲା  
ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ଓ ଅରୁଣା ତରଫରୁ ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   13-Aug-2026
  ଜିଲ୍ଲା  
ବର୍ଲ୍ଲା ବାହାଲ ଛକ ନିକଟରେ ବାଇକ୍ ଧକ୍କାରେ ଯୁବକଙ୍କ ମୃତ୍ୟୁ   13-Aug-2026
  ଜିଲ୍ଲା  
ଯୁବ ସନ୍ତରଣ ପ୍ରତିଭା ସୌରଭ ପୁଟେଲଙ୍କୁ ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ବର୍ଦ୍ଧନା   13-Aug-2026

You Might Also Like