-+91-9937148622 |

prerana_bgr@rediffmail.com |

  Saturday 15th August 2026 |

| | | |

R.N.I. Regd No. ODIODI/2010/46693

Breaking News

ବୋଡେ଼ନ ରେ ତ୍ରିରଙ୍ଗା ଶୋଭାଯାତ୍ରା   (15-Aug-2026)       ||      ବୋଡ଼େନ ପଞ୍ଚାୟତ ସମିତି ମେମ୍ବରଙ୍କ ସ୍ଵତନ୍ତ୍ର ବୈଠକ   (15-Aug-2026)       ||      ଜିଲ୍ଳାସ୍ତରୀୟ ବିଭାଜନ ବିଭୀଷିକା ସ୍ମୃତି ଦିବସ ପାଳିତ   (14-Aug-2026)       ||      ଭାରିଯାନ ଗାଡି ଧକ୍କାରେ ବାଇକ ଆରୋହୀ ମୃତ, ଜଣେ ଗୁରୁତର, ଅନ୍ୟ ଜଣେ ଆହତ   (14-Aug-2026)       ||      ବରୀ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଆନୁକୂଲ୍ୟରେ ଏକ ସ୍ୱାସ୍ଥ୍ୟ ସେବା ଶିବିର ଅନୁଷ୍ଠିତ   (14-Aug-2026)       ||      ସତଲମା ବାଳିକା ଉଚ୍ଚ ବିଦ୍ୟାଳୟରେ ସାଇବର ସଚେତନତା କାର୍ଯ୍ୟକ୍ରମ   (14-Aug-2026)       ||      ଅଖିଳ ଭାରତୀୟ ସାହିତ୍ଯ ପରିଷଦ ତରଫରୁ ସାରସ୍ୱତ ଆସର    (14-Aug-2026)       ||      ସାଇବର ସୁରକ୍ଷା ନେଇ ଓଡ଼ିଶା ପୋଲିସର ସର୍ବବୃହତ୍ ରାଜ୍ୟବ୍ୟାପୀ ଜନସଚେତନତା ଅଭିଯାନ   (14-Aug-2026)       ||      ଟ୍ରଷ୍ଟଫଣ୍ଡ ମହାବିଦ୍ୟାଳୟରେ ସାଇବର ଅପରାଧ ସଚେତନତା କାର୍ଯ୍ୟକ୍ରମ    (14-Aug-2026)       ||      ମାୟାବର୍ହା ହାଇସ୍କୁଲରେ ହର ଘର ତ୍ରିରଙ୍ଗା ଉତ୍ସବ ପାଳିତ   (14-Aug-2026)       ||      ବ୍ରହ୍ମା କୁମାରୀରେ ଗୁରୁ ଭଗବାନ ସାହୁଙ୍କ ଜୟନ୍ତୀ ଓ ନିଶାନିବାରଣ କର୍ମଶାଳା    (14-Aug-2026)       ||      ବରଗଡ଼ ସିମେଣ୍ଟ କାରଖାନାର ପୁନରୁଦ୍ଧାର ପାଇଁ କେନ୍ଦ୍ରମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲେ ସାଂସଦ   (14-Aug-2026)       ||      ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ଓ ଅରୁଣା ତରଫରୁ ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   (13-Aug-2026)       ||      ବର୍ଲ୍ଲା ବାହାଲ ଛକ ନିକଟରେ ବାଇକ୍ ଧକ୍କାରେ ଯୁବକଙ୍କ ମୃତ୍ୟୁ   (13-Aug-2026)       ||      ଯୁବ ସନ୍ତରଣ ପ୍ରତିଭା ସୌରଭ ପୁଟେଲଙ୍କୁ ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ବର୍ଦ୍ଧନା    (13-Aug-2026)       ||      ଲୋଇସିଂହା ରେ କ୍ରାନ୍ତି ଦିବସ ଅବସରରେ ତ୍ରିରଙ୍ଗା ଶୋଭାଯାତ୍ରା ଉତ୍ସାହର ସହ ପାଳନ   (13-Aug-2026)       ||      ‘ଘରେ ଘରେ ତ୍ରିରଙ୍ଗା’ : ୭୫୦ ଫୁଟ୍ ତ୍ରିରଙ୍ଗାରେ ଡେଙ୍ଗ ଗ୍ରାମ ମୁଖରିତ   (13-Aug-2026)       ||      *ଆସନ୍ତା ୧୬ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍*- *ଅଂଶ ଗ୍ରହଣ କରିବେ ୬୫ ଗୋଟି ଦଳ*   (13-Aug-2026)       ||      ବିଜେପି ଯୁବମୋର୍ଚ୍ଚା ଆଗଲପୁର ମଣ୍ଡଳ ପକ୍ଷରୁ ବୃକ୍ଷରୋପଣ ଓ ପାହାଡ ଶିଖର ରେ ତ୍ରିରଙ୍ଗା ଉଡାଣ   (13-Aug-2026)       ||      *ଅଞ୍ଚଳର ଚାଷୀକୁଳ ଆଶ୍ବସ୍ତ* - *ଡୁଙ୍ଗୁରିପାଲି ଅତିରିକ୍ତ ତହସିଲ କାର୍ଯ୍ୟାଳୟ ଉଦଘାଟିତ*-   (13-Aug-2026)       ||     

HOME   ଜିଲ୍ଲା

ବୋଡେ଼ନ ରେ ତ୍ରିରଙ୍ଗା ଶୋଭାଯାତ୍ରା

15-Aug-2026



ନୂଆପଡ଼ା (ରାମନାଥ ପଣ୍ଡା )ହର ଘର ତ୍ରିରଙ୍ଗା ଅଭିଯାନ ଉପଲକ୍ଷେ ଆଜି ବୋଡ଼େନ ବି ଡି ଓ ଚିନ୍ମୟ କୁମାର ସାଗରଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ ବୋଡ଼େନ ଠାରେ ବିଶାଳ ତ୍ରିରଙ୍ଗା ଶୋଭା ଯାତ୍ରା ମହା ସମାରୋହରେ  ଅନୁଷ୍ଠିତ ହୋଇଯାଇଛି ।ଦେଶ ପ୍ରେମ ଓ ଜାତୀୟତା ବୋଧର ଏହି ଶୋଭାଯାତ୍ରା ଏସ ଏସ ଡି ଖେଳ ପଡିଆ ଠାରୁ ଆରମ୍ଭ ହୋଇ ପ୍ରାୟ ତିନି କିଲୋମିଟର ଫୋର୍ ୱେ ରାସ୍ତା ପର୍ଯ୍ୟନ୍ତ ଅଂଶ ଗ୍ରହଣକାରୀ ମାନେ ହାତରେ ତ୍ରିରଙ୍ଗା ଧରି ଦେଶାତ୍ମବୋଧକ ସ୍ଲୋଗାନ ଦେଇ ଜାତୀୟ ପତାକା ପ୍ରତି ସମ୍ମାନ ଓ ଦେଶ ପ୍ରେମର ବାର୍ତ୍ତା ଦେଇଥିଲେ ।ଏହି ଶୋଭା ଯାତ୍ରାରେ ବି ଡି ଓ ଙ୍କ ସମେତ ବ୍ଲକ ଅଧ୍ୟକ୍ଷା ପ୍ରେମ ଶିଳା ନାଗ,ବ୍ଲକ ଉପାଧ୍ୟକ୍ଷା ସଂଗୀତା ମାଝୀ,ବିଜେପି ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ଲମ୍ବୋଦର ନିଆଲ, ଆଇ ଆଇ ସି ଧର୍ମେନ୍ଦ୍ର କୁମାର ଭୁଏ, ବିଜେପି ପୂର୍ବତନ ଜିଲ୍ଲା ସଭାପତି ଅତିନ୍ଦ୍ର ଜିତ ସିଂ ମଲ୍ଲିକ,ଉଭୟ ମଣ୍ଡଳ ସଭାପତି ନୀଳାମ୍ବର ମେହେର ଓ ରାଜ କିଶୋର ହେର୍ଣ୍ଣା,ସି ଡି ପି ଓ ଅର୍ଚ୍ଚନା ରାଉତ,ବିଜୁ ପଟ୍ଟନାୟକ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଅଧ୍ୟକ୍ଷ ଗୟାଧର ମହାନ୍ତି,

ସ୍ନାତକ ମହାବିଦ୍ୟାଳୟ ଅଧ୍ୟକ୍ଷ ଅବନୀ ଖମାରି, ବି ପି ସି ବିଜୟ କୁମାର ଭିତ୍ରିଆ,ବି ଏଲ ସି ସୁନୀତା ସୁନା, ଏ ବି ଏଫ୍ ରାକେଶ କୁମାର ଷଡଙ୍ଗୀ,ଏ ପି ଓ ରବିନାରାୟଣ ରାଉତ,ଯୁକ୍ତ ଦୁଇ ଓ ଯୁକ୍ତ ତିନି ମହାବିଦ୍ୟାଳୟ ଛାତ୍ର ଛାତ୍ରୀ,ମିଶନ ଶକ୍ତିର ବିଭିନ୍ନ କ୍ୟାଡ଼ର,ପୋଲିସ ବିଭାଗ,ଅଗ୍ନି ସମ ବିଭାଗ,ରାଜସ୍ବ ବିଭାଗ,ଶିକ୍ଷା ବିଭାଗ,କୃଷି ବିଭାଗ,ମହିଳା ଓ ଶିଶୁ କଲ୍ୟାଣ ବିଭାଗ,ବିଭିନ୍ନ ଗଣ ମାଧ୍ୟମ ପ୍ରତିନିଧି ଏବଂ ବ୍ଲକର ସମସ୍ତ ବିଭାଗୀୟ ଅଧିକାରୀ ଅଂଶ ଗ୍ରହଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବୋଡେ଼ନ ରେ ତ୍ରିରଙ୍ଗା ଶୋଭାଯାତ୍ରା   15-Aug-2026
  ଜିଲ୍ଲା  
ବୋଡ଼େନ ପଞ୍ଚାୟତ ସମିତି ମେମ୍ବରଙ୍କ ସ୍ଵତନ୍ତ୍ର ବୈଠକ   15-Aug-2026
  ଜିଲ୍ଲା  
ଜିଲ୍ଳାସ୍ତରୀୟ ବିଭାଜନ ବିଭୀଷିକା ସ୍ମୃତି ଦିବସ ପାଳିତ   14-Aug-2026
  ଜିଲ୍ଲା  
ଭାରିଯାନ ଗାଡି ଧକ୍କାରେ ବାଇକ ଆରୋହୀ ମୃତ, ଜଣେ ଗୁରୁତର, ଅନ୍ୟ ଜଣେ ଆହତ   14-Aug-2026
  ଜିଲ୍ଲା  
ବରୀ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଆନୁକୂଲ୍ୟରେ ଏକ ସ୍ୱାସ୍ଥ୍ୟ ସେବା ଶିବିର ଅନୁଷ୍ଠିତ   14-Aug-2026
  ଜିଲ୍ଲା  
ସତଲମା ବାଳିକା ଉଚ୍ଚ ବିଦ୍ୟାଳୟରେ ସାଇବର ସଚେତନତା କାର୍ଯ୍ୟକ୍ରମ   14-Aug-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ଯ ପରିଷଦ ତରଫରୁ ସାରସ୍ୱତ ଆସର   14-Aug-2026
  ଜିଲ୍ଲା  
ସାଇବର ସୁରକ୍ଷା ନେଇ ଓଡ଼ିଶା ପୋଲିସର ସର୍ବବୃହତ୍ ରାଜ୍ୟବ୍ୟାପୀ ଜନସଚେତନତା ଅଭିଯାନ   14-Aug-2026
  ଜିଲ୍ଲା  
ଟ୍ରଷ୍ଟଫଣ୍ଡ ମହାବିଦ୍ୟାଳୟରେ ସାଇବର ଅପରାଧ ସଚେତନତା କାର୍ଯ୍ୟକ୍ରମ   14-Aug-2026
  ଜିଲ୍ଲା  
ମାୟାବର୍ହା ହାଇସ୍କୁଲରେ ହର ଘର ତ୍ରିରଙ୍ଗା ଉତ୍ସବ ପାଳିତ   14-Aug-2026
  ଜିଲ୍ଲା  
ବ୍ରହ୍ମା କୁମାରୀରେ ଗୁରୁ ଭଗବାନ ସାହୁଙ୍କ ଜୟନ୍ତୀ ଓ ନିଶାନିବାରଣ କର୍ମଶାଳା   14-Aug-2026
  ଜିଲ୍ଲା  
ବରଗଡ଼ ସିମେଣ୍ଟ କାରଖାନାର ପୁନରୁଦ୍ଧାର ପାଇଁ କେନ୍ଦ୍ରମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲେ ସାଂସଦ   14-Aug-2026

You Might Also Like