-+91-9937148622 |

prerana_bgr@rediffmail.com |

  Saturday 15th August 2026 |

| | | |

R.N.I. Regd No. ODIODI/2010/46693

Breaking News

ସାଇଟ କଲେଜ ରେ ୮୦ ତମ ସ୍ୱାଧିନତା ଦିବସ ପାଳିତ   (15-Aug-2026)       ||      ଜେ ଏସ୍ ଏମ୍ କଲେଜରେ ସ୍ୱାଧୀନତା ଦିବସ ପାଳିତ    (15-Aug-2026)       ||      ବରପାଲିରେ ୮୦ତମ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ।   (15-Aug-2026)       ||      *ଡାବୁଗାଁ ବ୍ଲକର ବିଭିନ୍ନ ସ୍ଥାନରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ*   (15-Aug-2026)       ||      ମାୟାବର୍ହା ବିଦ୍ୟାଳୟ ସ୍ତରୀୟ ୮୦ତମ ସ୍ୱାଧୀନତା ଦିବସ ପାଳିତ   (15-Aug-2026)       ||      ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର, ରୁପ୍ରାରୋଡ଼ ପ୍ରାଙ୍ଗଣରେ ୮୦ ତମ ସ୍ୱାଧୀନତା ଦିବସ ମହାସମାରୋହ ରେ ପାଳିତ   (15-Aug-2026)       ||      ବିଶିଷ୍ଟ ସଙ୍ଗୀତଜ୍ଞ ଦିପ୍ତୀ ପ୍ରକାଶ ଦାସଙ୍କ ଟ୍ରକ୍ ଧକ୍କାରେ ଦେହାନ୍ତ    (15-Aug-2026)       ||      ବଲାଙ୍ଗିର ପବ୍ଲିକ୍ ସ୍କୁଲ୍ ରେ ୮୦ ତମ ସ୍ବାଧୀନତା ଦିବସ ପାଳନ   (15-Aug-2026)       ||      ବୋଡେ଼ନ ରେ ତ୍ରିରଙ୍ଗା ଶୋଭାଯାତ୍ରା   (15-Aug-2026)       ||      ବୋଡ଼େନ ପଞ୍ଚାୟତ ସମିତି ମେମ୍ବରଙ୍କ ସ୍ଵତନ୍ତ୍ର ବୈଠକ   (15-Aug-2026)       ||      ଜିଲ୍ଳାସ୍ତରୀୟ ବିଭାଜନ ବିଭୀଷିକା ସ୍ମୃତି ଦିବସ ପାଳିତ   (14-Aug-2026)       ||      ଭାରିଯାନ ଗାଡି ଧକ୍କାରେ ବାଇକ ଆରୋହୀ ମୃତ, ଜଣେ ଗୁରୁତର, ଅନ୍ୟ ଜଣେ ଆହତ   (14-Aug-2026)       ||      ବରୀ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଆନୁକୂଲ୍ୟରେ ଏକ ସ୍ୱାସ୍ଥ୍ୟ ସେବା ଶିବିର ଅନୁଷ୍ଠିତ   (14-Aug-2026)       ||      ସତଲମା ବାଳିକା ଉଚ୍ଚ ବିଦ୍ୟାଳୟରେ ସାଇବର ସଚେତନତା କାର୍ଯ୍ୟକ୍ରମ   (14-Aug-2026)       ||      ଅଖିଳ ଭାରତୀୟ ସାହିତ୍ଯ ପରିଷଦ ତରଫରୁ ସାରସ୍ୱତ ଆସର    (14-Aug-2026)       ||      ସାଇବର ସୁରକ୍ଷା ନେଇ ଓଡ଼ିଶା ପୋଲିସର ସର୍ବବୃହତ୍ ରାଜ୍ୟବ୍ୟାପୀ ଜନସଚେତନତା ଅଭିଯାନ   (14-Aug-2026)       ||      ଟ୍ରଷ୍ଟଫଣ୍ଡ ମହାବିଦ୍ୟାଳୟରେ ସାଇବର ଅପରାଧ ସଚେତନତା କାର୍ଯ୍ୟକ୍ରମ    (14-Aug-2026)       ||      ମାୟାବର୍ହା ହାଇସ୍କୁଲରେ ହର ଘର ତ୍ରିରଙ୍ଗା ଉତ୍ସବ ପାଳିତ   (14-Aug-2026)       ||      ବ୍ରହ୍ମା କୁମାରୀରେ ଗୁରୁ ଭଗବାନ ସାହୁଙ୍କ ଜୟନ୍ତୀ ଓ ନିଶାନିବାରଣ କର୍ମଶାଳା    (14-Aug-2026)       ||      ବରଗଡ଼ ସିମେଣ୍ଟ କାରଖାନାର ପୁନରୁଦ୍ଧାର ପାଇଁ କେନ୍ଦ୍ରମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲେ ସାଂସଦ   (14-Aug-2026)       ||     

HOME   ଜିଲ୍ଲା

*ଡାବୁଗାଁ ବ୍ଲକର ବିଭିନ୍ନ ସ୍ଥାନରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ*

15-Aug-2026



ନବରଙ୍ଗପୁର (ପ୍ରିୟଦର୍ଶିନୀ ପାତ୍ର)
 ଡାବୁଗାଁ ବ୍ଲକର ବିଭିନ୍ନ ସ୍ଥାନରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ ହୋଇଯାଇଛି।ଏହି ଅବସରରେ ମହାତ୍ମା ଗାନ୍ଧୀ ଙ୍କ ପ୍ରତିମୂର୍ତ୍ତି ରେ ପୁଷ୍ପମାଲ୍ୟ ପ୍ରଦାନ କରିବା ସହିତ ସ୍ୱାଧୀନତା ପାଇଁ ଶହୀଦ ହୋଇଥିବା ସ୍ୱାଧୀନତା ସଂଗ୍ରାମୀ ଙ୍କ ସ୍ମୃତି ଚାରଣ କରିବା ସହିତ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ ଡାବୁଗାଁ ବିଧାୟକ ମନହର ରନ୍ଧାରୀ। ଆଜି ୮୦ ତମ ସ୍ବାଧିନତା ଦିବସ ରେ ଡାବୁଗାଁ ବ୍ଲକ କାର୍ଯ୍ୟାଳୟ, ତହସିଲ , ଥାନା,ଡାବୁଗାଁ ପଞ୍ଚାୟତ କାର୍ଯ୍ୟାଳୟ, ପୋଷ୍ଟ ଅଫିସ, ସାମ୍ବାଦିକ ସଂଘ, ଜୟ ଭାରତ ଅଟୋ ମାଲିକ ସଂଘ,ମୋଟର ସାଇକେଲ ମେକାନିକଲ ସଙ୍ଘ ଏଵଂ ବିଭିନ୍ନ ସରକାରୀ ବେସରକାରୀ କାର୍ଯ୍ୟାଳୟ ରେ ଓ ବିଭିନ୍ନ ବିଦ୍ୟାଳୟ ଗୁଡିକରେ ସ୍ୱାଧୀନତା ଦିବସ ପାଳିତ ହୋଇଯାଇଛି | ଏହି ଶୁଭ ଅବସରରେ ବିଭିନ୍ନ ସରକାରୀ କାର୍ଯ୍ୟାଳୟରେ ମଧ୍ୟ ଦାୟିତ୍ୱରେ ଥିବା ଅଧିକାରୀମାନେ ପତକା ଉତ୍ତୋଳନ କରିଥିଲେ।ଆଜିର କାର୍ଯ୍ୟକ୍ରମଟି ସୁରୁଖୁରୁରେ ଅନୁଷ୍ଠିତ ହେଇଯାଇଛି। ଡାବୁଗାଁ ସାମ୍ବାଦିକ ସଂଘରେ ଡାବୁଗାଁ ଥାନା ଅଧିକାରୀ ଲକ୍ଷ୍ମୀ ପରଜା ପତାକା ଉତ୍ତୋଳନ କରିଥେଲେ ।ଡାବୁଗାଁ ବିଧାୟକ ମନହର ରନ୍ଧାରୀ ସ୍ଥାନିୟ ସରକାରୀ ପଞ୍ଚାୟତ ହାଇସ୍କୁଲ ରେ ବ୍ଲକସ୍ତରୀୟ ପତାକା ଉତ୍ତୋଳନ କରିଥିଲେ। ଡାବୁଗାଁ ସଦର ମହକୁମାରେ ଜୟଭରାତ ଅଟ ୟୁନିଅନ ତରଫରୁ ଏବଂ ଡ୍ରାଇଭର ମାନଙ୍କ ମିଳିତ ଉଦ୍ୟମରେ ବିଶାଳ ଅଟ ରାଲି ଅନୁଷ୍ଠିତ ହୋଇଥିଲା। କିନ୍ତୁ ଦୁଃଖର ବିଷୟ ଡାବୁଗାଁ ବ୍ଲକ ସ୍ତରୀୟ ପତାକା ଉତ୍ତୋଳନ ସ୍ଥାନରେ କିଛି ତ୍ରୁଟି ପରିଲକ୍ଷିତ ହୋଇଥିଲା। ଖାସ କରି ଆୟୋଜନ ସଠିକ ଭାବରେ ହୋଇ ନଥିବା ଦେଖିବାକୁ ମିଳିଥିଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
ସାଇଟ କଲେଜ ରେ ୮୦ ତମ ସ୍ୱାଧିନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
ଜେ ଏସ୍ ଏମ୍ କଲେଜରେ ସ୍ୱାଧୀନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
ବରପାଲିରେ ୮୦ତମ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ।   15-Aug-2026
  ଜିଲ୍ଲା  
*ଡାବୁଗାଁ ବ୍ଲକର ବିଭିନ୍ନ ସ୍ଥାନରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ*   15-Aug-2026
  ଜିଲ୍ଲା  
ମାୟାବର୍ହା ବିଦ୍ୟାଳୟ ସ୍ତରୀୟ ୮୦ତମ ସ୍ୱାଧୀନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର, ରୁପ୍ରାରୋଡ଼ ପ୍ରାଙ୍ଗଣରେ ୮୦ ତମ ସ୍ୱାଧୀନତା ଦିବସ ମହାସମାରୋହ ରେ ପାଳିତ   15-Aug-2026
  ଜିଲ୍ଲା  
ବିଶିଷ୍ଟ ସଙ୍ଗୀତଜ୍ଞ ଦିପ୍ତୀ ପ୍ରକାଶ ଦାସଙ୍କ ଟ୍ରକ୍ ଧକ୍କାରେ ଦେହାନ୍ତ   15-Aug-2026
  ଜିଲ୍ଲା  
ବଲାଙ୍ଗିର ପବ୍ଲିକ୍ ସ୍କୁଲ୍ ରେ ୮୦ ତମ ସ୍ବାଧୀନତା ଦିବସ ପାଳନ   15-Aug-2026
  ଜିଲ୍ଲା  
ବୋଡେ଼ନ ରେ ତ୍ରିରଙ୍ଗା ଶୋଭାଯାତ୍ରା   15-Aug-2026
  ଜିଲ୍ଲା  
ବୋଡ଼େନ ପଞ୍ଚାୟତ ସମିତି ମେମ୍ବରଙ୍କ ସ୍ଵତନ୍ତ୍ର ବୈଠକ   15-Aug-2026
  ଜିଲ୍ଲା  
ଜିଲ୍ଳାସ୍ତରୀୟ ବିଭାଜନ ବିଭୀଷିକା ସ୍ମୃତି ଦିବସ ପାଳିତ   14-Aug-2026
  ଜିଲ୍ଲା  
ଭାରିଯାନ ଗାଡି ଧକ୍କାରେ ବାଇକ ଆରୋହୀ ମୃତ, ଜଣେ ଗୁରୁତର, ଅନ୍ୟ ଜଣେ ଆହତ   14-Aug-2026

You Might Also Like