-+91-9937148622 |

prerana_bgr@rediffmail.com |

  Saturday 15th August 2026 |

| | | |

R.N.I. Regd No. ODIODI/2010/46693

Breaking News

ସାଇଟ କଲେଜ ରେ ୮୦ ତମ ସ୍ୱାଧିନତା ଦିବସ ପାଳିତ   (15-Aug-2026)       ||      ଜେ ଏସ୍ ଏମ୍ କଲେଜରେ ସ୍ୱାଧୀନତା ଦିବସ ପାଳିତ    (15-Aug-2026)       ||      ବରପାଲିରେ ୮୦ତମ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ।   (15-Aug-2026)       ||      *ଡାବୁଗାଁ ବ୍ଲକର ବିଭିନ୍ନ ସ୍ଥାନରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ*   (15-Aug-2026)       ||      ମାୟାବର୍ହା ବିଦ୍ୟାଳୟ ସ୍ତରୀୟ ୮୦ତମ ସ୍ୱାଧୀନତା ଦିବସ ପାଳିତ   (15-Aug-2026)       ||      ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର, ରୁପ୍ରାରୋଡ଼ ପ୍ରାଙ୍ଗଣରେ ୮୦ ତମ ସ୍ୱାଧୀନତା ଦିବସ ମହାସମାରୋହ ରେ ପାଳିତ   (15-Aug-2026)       ||      ବିଶିଷ୍ଟ ସଙ୍ଗୀତଜ୍ଞ ଦିପ୍ତୀ ପ୍ରକାଶ ଦାସଙ୍କ ଟ୍ରକ୍ ଧକ୍କାରେ ଦେହାନ୍ତ    (15-Aug-2026)       ||      ବଲାଙ୍ଗିର ପବ୍ଲିକ୍ ସ୍କୁଲ୍ ରେ ୮୦ ତମ ସ୍ବାଧୀନତା ଦିବସ ପାଳନ   (15-Aug-2026)       ||      ବୋଡେ଼ନ ରେ ତ୍ରିରଙ୍ଗା ଶୋଭାଯାତ୍ରା   (15-Aug-2026)       ||      ବୋଡ଼େନ ପଞ୍ଚାୟତ ସମିତି ମେମ୍ବରଙ୍କ ସ୍ଵତନ୍ତ୍ର ବୈଠକ   (15-Aug-2026)       ||      ଜିଲ୍ଳାସ୍ତରୀୟ ବିଭାଜନ ବିଭୀଷିକା ସ୍ମୃତି ଦିବସ ପାଳିତ   (14-Aug-2026)       ||      ଭାରିଯାନ ଗାଡି ଧକ୍କାରେ ବାଇକ ଆରୋହୀ ମୃତ, ଜଣେ ଗୁରୁତର, ଅନ୍ୟ ଜଣେ ଆହତ   (14-Aug-2026)       ||      ବରୀ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଆନୁକୂଲ୍ୟରେ ଏକ ସ୍ୱାସ୍ଥ୍ୟ ସେବା ଶିବିର ଅନୁଷ୍ଠିତ   (14-Aug-2026)       ||      ସତଲମା ବାଳିକା ଉଚ୍ଚ ବିଦ୍ୟାଳୟରେ ସାଇବର ସଚେତନତା କାର୍ଯ୍ୟକ୍ରମ   (14-Aug-2026)       ||      ଅଖିଳ ଭାରତୀୟ ସାହିତ୍ଯ ପରିଷଦ ତରଫରୁ ସାରସ୍ୱତ ଆସର    (14-Aug-2026)       ||      ସାଇବର ସୁରକ୍ଷା ନେଇ ଓଡ଼ିଶା ପୋଲିସର ସର୍ବବୃହତ୍ ରାଜ୍ୟବ୍ୟାପୀ ଜନସଚେତନତା ଅଭିଯାନ   (14-Aug-2026)       ||      ଟ୍ରଷ୍ଟଫଣ୍ଡ ମହାବିଦ୍ୟାଳୟରେ ସାଇବର ଅପରାଧ ସଚେତନତା କାର୍ଯ୍ୟକ୍ରମ    (14-Aug-2026)       ||      ମାୟାବର୍ହା ହାଇସ୍କୁଲରେ ହର ଘର ତ୍ରିରଙ୍ଗା ଉତ୍ସବ ପାଳିତ   (14-Aug-2026)       ||      ବ୍ରହ୍ମା କୁମାରୀରେ ଗୁରୁ ଭଗବାନ ସାହୁଙ୍କ ଜୟନ୍ତୀ ଓ ନିଶାନିବାରଣ କର୍ମଶାଳା    (14-Aug-2026)       ||      ବରଗଡ଼ ସିମେଣ୍ଟ କାରଖାନାର ପୁନରୁଦ୍ଧାର ପାଇଁ କେନ୍ଦ୍ରମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲେ ସାଂସଦ   (14-Aug-2026)       ||     

HOME   ଜିଲ୍ଲା

ସାଇଟ କଲେଜ ରେ ୮୦ ତମ ସ୍ୱାଧିନତା ଦିବସ ପାଳିତ

15-Aug-2026



ବଲାଙ୍ଗିର- ସଦାଇପାଲି ସାଇଟ କଲେଜ, ପଲ୍ଲିଶ୍ରୀ  ଷ୍ଟଡିୟମ ଠାରେ ୮୦ ତମ ସ୍ୱାଧିନତା ଦିବସ ପାଳିତ ହୋଇଯାଇଛି । ସୁଶ୍ରୀ ଶିକ୍ଷାନୁଷ୍ଠାନ ସମୂହ ସାଇଟ ଡିପ୍ଲୋମା ଇଂଜିନିୟରିଂ, ସାଇଟ-ଏମ୍‌.ଏସ୍‌.ସି, ବି.ଏସ.ସି, ଜି.ଏନ.ଏମ, ଏ..ଏନ.ଏମ ନର୍ସିଂ, ସୁଶ୍ରୀ  ଆଇ.ଟି.ସି, ସୁଶ୍ରୂୀ ଡି.ଏମ୍‌.ଏଲ୍‌.ଟି/ଡି.ଏମ୍‌.ଆର୍‌.ଟି, ପଲ୍ଲିଶ୍ରୀ ହାଇସ୍କୁଲ, ସୁଲୋଚନା ଦେବୀ ଶୀଶୁ ମନ୍ଦିର ଓ ଭଗବତୀ କୌସଲ୍ୟା ସ୍କୁଲ ଅଫ ନର୍ସିଂ ର ବି.ଏସ.ସି, ନର୍ସିଂ ଛାତ୍ରୀଛାତ୍ର ବୃନ୍ଦ ପ୍ୟାରେଡ ରେ ଅଂଶଗ୍ରହଣ କରିଥିଲେ । ବିଶିଷ୍ଟ ସମାଜସେବୀ ତଥା ସାଇଟ ପ୍ରତିଷ୍ଠାତା ଡ. ଶ୍ରୀକର ମିଶ୍ର  ମୁଖ୍ୟ ଅତିଥି ରୁପେ ଯୋଗଦେଇ ପତାକା ଉତ୍ତୋଳନ କରିଥିଲେ ଏବଂ ପ୍ୟାରେଡ ଅଭିବାଦନ ଗ୍ରହଣ କରିଥିଲେ ।   ଡ. ମିଶ୍ର  ଭାଷଣ ପ୍ରଦାନ  ପୂର୍ବକ ଛାତ୍ରୀ ଛାତ୍ର ଙ୍କ ଉଜ୍ୱଳ ଭବିଷ୍ୟତ କାମନା କରି ନିଜେ ଭଲ କାମ କରି ଆଗକୁ ଆଗକୁ ଚାଲିବା ଏବଂ ପଛକୁ ଚାହିଁଲେ ଝୁଣ୍ଟି ପଡିବା । ତେଣୁ ସତର୍କତା ସହ ପ୍ରତ୍ୟେକ କାମ କରିବାକୁ ସେ ପରାମର୍ଶ ଦେଇଥିଲେ ।  ପଲ୍ଲିଶ୍ରୀ ହାଇସ୍କୁଲ ପ୍ରଧାନ ଶିକ୍ଷକ ବୃନ୍ଦାବନ ମହାକୁର କାର୍ଯ୍ୟକ୍ରମକୁ ସଂଯୋଜନା କରିଥିଲେ । ଆଜିର ସମ୍ମାନୀତ ଅତିଥି ରାମଜୀ ଯୁବକ ସଂଘର ସଭାପତି ଡ. ପ୍ରମୋଦ କୁମାର ମିଶ୍ର ଙ୍କ ସହିତ ସାଇଟ ଡିପ୍ଲୋମା ଇଂଜିନିୟରିଂ ଅଧ୍ୟକ୍ଷା ନମିତା ପଟେଲ, ସାଇଟ ନର୍ସିଂ ପ୍ରିନସିପାଲ ସ୍ନିଗ୍ଧାମିନତି ଦାନୀ,  ଭଗବତୀ କୌସଲ୍ୟା ନର୍ସିଂ ପ୍ରିନସିପାଲ ବିନୋଦିନୀ ଦାଶ, ସାଇଟ ନର୍ସିଂ ଉପ-ଅଧ୍ୟକ୍ଷା ଲୋପାମୁଦ୍ରା ମିଶ୍ର, ସୁଶ୍ରୀ ଆବ.ଟି.ସି. ପ୍ରିନସିପାଲ ଇଂ.ସନ୍ତୋଷ କୁମାର ବ୍ରହ୍ମା, ସୁଲୋଚନା ଦେବୀ ଶିଶୁ ମନ୍ଦିର ପ୍ରଧାନ ଗୁରୁଜୀ ପ୍ରଫୁଲ୍ଲ କୁମାର ମିଶ୍ର, ସାଇଟ ଡିପ୍ଲୋମା ଇଂଜିନିୟରିଂ ଭାଇସ-ପ୍ରିନସିପାଲ ଶ୍ରୀ ଦୁଖିଶ୍ୟାମ ପଣ୍ଡା ପ୍ରମୁଖ ମନ୍‌ଚାସିନ ଥିଲେ । ସ୍ୱାଧିନତା ଦିବସ ଉପଲକ୍ଷେ ଅନୁଷ୍ଠିତ ହୋଇଥିବା ବିଭିନ୍ନ ପ୍ରତିଯୋଗିତା ସହ ପ୍ୟାରେଡ ରେ ଯୁଗ୍ମ ଭାବରେ ଭଗବତୀ କୌସଲ୍ୟା ନର୍ସିଂ  ଓ  ସାଇଟ କଲେଜ ବି.ଏସ୍‌.ସି ନର୍ସିଂ ଛାତ୍ରୀଛାତ୍ର ଙ୍କୁ ଟ୍ରଫି ସହ ସାର୍ଟିଫିକେଟ ପ୍ରଦାନ କରାଯିବା ସଙ୍ଗେସଙ୍ଗେ ମିଷ୍ଟାନ ବଣ୍ଟନ ସହ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ  କରାଯାଇଥିଲା । ପରିଶେଷରେ ସାଇଟ ର ଖେଳ ସଂଯୋଜକ ସୁନିଲ ଚନ୍ଦ୍ର ବିଶ୍ୱାଳ ଧନ୍ୟବାଦ ଦେଇଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସାଇଟ କଲେଜ ରେ ୮୦ ତମ ସ୍ୱାଧିନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
ଜେ ଏସ୍ ଏମ୍ କଲେଜରେ ସ୍ୱାଧୀନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
ବରପାଲିରେ ୮୦ତମ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ।   15-Aug-2026
  ଜିଲ୍ଲା  
*ଡାବୁଗାଁ ବ୍ଲକର ବିଭିନ୍ନ ସ୍ଥାନରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ*   15-Aug-2026
  ଜିଲ୍ଲା  
ମାୟାବର୍ହା ବିଦ୍ୟାଳୟ ସ୍ତରୀୟ ୮୦ତମ ସ୍ୱାଧୀନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର, ରୁପ୍ରାରୋଡ଼ ପ୍ରାଙ୍ଗଣରେ ୮୦ ତମ ସ୍ୱାଧୀନତା ଦିବସ ମହାସମାରୋହ ରେ ପାଳିତ   15-Aug-2026
  ଜିଲ୍ଲା  
ବିଶିଷ୍ଟ ସଙ୍ଗୀତଜ୍ଞ ଦିପ୍ତୀ ପ୍ରକାଶ ଦାସଙ୍କ ଟ୍ରକ୍ ଧକ୍କାରେ ଦେହାନ୍ତ   15-Aug-2026
  ଜିଲ୍ଲା  
ବଲାଙ୍ଗିର ପବ୍ଲିକ୍ ସ୍କୁଲ୍ ରେ ୮୦ ତମ ସ୍ବାଧୀନତା ଦିବସ ପାଳନ   15-Aug-2026
  ଜିଲ୍ଲା  
ବୋଡେ଼ନ ରେ ତ୍ରିରଙ୍ଗା ଶୋଭାଯାତ୍ରା   15-Aug-2026
  ଜିଲ୍ଲା  
ବୋଡ଼େନ ପଞ୍ଚାୟତ ସମିତି ମେମ୍ବରଙ୍କ ସ୍ଵତନ୍ତ୍ର ବୈଠକ   15-Aug-2026
  ଜିଲ୍ଲା  
ଜିଲ୍ଳାସ୍ତରୀୟ ବିଭାଜନ ବିଭୀଷିକା ସ୍ମୃତି ଦିବସ ପାଳିତ   14-Aug-2026
  ଜିଲ୍ଲା  
ଭାରିଯାନ ଗାଡି ଧକ୍କାରେ ବାଇକ ଆରୋହୀ ମୃତ, ଜଣେ ଗୁରୁତର, ଅନ୍ୟ ଜଣେ ଆହତ   14-Aug-2026

You Might Also Like