-+91-9937148622 |

prerana_bgr@rediffmail.com |

  Saturday 15th August 2026 |

| | | |

R.N.I. Regd No. ODIODI/2010/46693

Breaking News

ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିରରେ ଶିଶୁ ବାଟିକା ବିଭାଗର ମାତୃ ସମ୍ମିଳନୀ ଅନୁଷ୍ଠିତ ।   (15-Aug-2026)       ||      ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ   (15-Aug-2026)       ||      ୮୦ତମ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ପାଳିତ♦️ ଅଭିବାଦନ ଗ୍ରହଣ କଲେ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ   (15-Aug-2026)       ||      ତେନ୍ତୁଳିଖୁଣ୍ଟି ବ୍ଲକ ଚିତ୍ରକୋଟ ରେ ଧୂମଧାମରେ ର ପାଳିତ ହେଲା ସ୍ବାଧୀନତା ଦିବସ   (15-Aug-2026)       ||      ଫୁଲୁଛି ବ୍ରାହ୍ମଣୀ, ଅରୁଆଳ ଘାଇ ଦେଇ ବନ୍ୟା ଜଳ ପ୍ରବେଶ   (15-Aug-2026)       ||      କୋକସରା ଗୁଡ଼ ହାଣ୍ଡି ମଞ୍ଚରେ ବ୍ଲକ ସ୍ତରୀୟ ସ୍ୱାଧୀନତା ଦିବସ ପାଳିତ   (15-Aug-2026)       ||      ଅଣଶିକ୍ଷକ ପଦବୀ ଓ କଲେଜ ସମସ୍ୟାର ଉତ୍ତର କେବେ ଦେବେ ସରକାର? : ବିଜୁ ଛାତ୍ର ଜନତା ଦଳ   (15-Aug-2026)       ||      ସଇଁତଳା ବାଳିକା ବିଦ୍ୟାଳୟରେ ସ୍ୱାଧୀନତା ଦିବସ ପାଳିତ    (15-Aug-2026)       ||      ଆମ ଉତ୍କଳ ମହିଳା ବିକାଶ ପରିଷଦ ର ସ୍ୱାଧୀନତା ଦିବସ ପାଳନ    (15-Aug-2026)       ||      ସାଇଟ କଲେଜ ରେ ୮୦ ତମ ସ୍ୱାଧିନତା ଦିବସ ପାଳିତ   (15-Aug-2026)       ||      ଜେ ଏସ୍ ଏମ୍ କଲେଜରେ ସ୍ୱାଧୀନତା ଦିବସ ପାଳିତ    (15-Aug-2026)       ||      ବରପାଲିରେ ୮୦ତମ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ।   (15-Aug-2026)       ||      *ଡାବୁଗାଁ ବ୍ଲକର ବିଭିନ୍ନ ସ୍ଥାନରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ*   (15-Aug-2026)       ||      ମାୟାବର୍ହା ବିଦ୍ୟାଳୟ ସ୍ତରୀୟ ୮୦ତମ ସ୍ୱାଧୀନତା ଦିବସ ପାଳିତ   (15-Aug-2026)       ||      ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର, ରୁପ୍ରାରୋଡ଼ ପ୍ରାଙ୍ଗଣରେ ୮୦ ତମ ସ୍ୱାଧୀନତା ଦିବସ ମହାସମାରୋହ ରେ ପାଳିତ   (15-Aug-2026)       ||      ବିଶିଷ୍ଟ ସଙ୍ଗୀତଜ୍ଞ ଦିପ୍ତୀ ପ୍ରକାଶ ଦାସଙ୍କ ଟ୍ରକ୍ ଧକ୍କାରେ ଦେହାନ୍ତ    (15-Aug-2026)       ||      ବଲାଙ୍ଗିର ପବ୍ଲିକ୍ ସ୍କୁଲ୍ ରେ ୮୦ ତମ ସ୍ବାଧୀନତା ଦିବସ ପାଳନ   (15-Aug-2026)       ||      ବୋଡେ଼ନ ରେ ତ୍ରିରଙ୍ଗା ଶୋଭାଯାତ୍ରା   (15-Aug-2026)       ||      ବୋଡ଼େନ ପଞ୍ଚାୟତ ସମିତି ମେମ୍ବରଙ୍କ ସ୍ଵତନ୍ତ୍ର ବୈଠକ   (15-Aug-2026)       ||      ଜିଲ୍ଳାସ୍ତରୀୟ ବିଭାଜନ ବିଭୀଷିକା ସ୍ମୃତି ଦିବସ ପାଳିତ   (14-Aug-2026)       ||     

HOME   ଜିଲ୍ଲା

ତେନ୍ତୁଳିଖୁଣ୍ଟି ବ୍ଲକ ଚିତ୍ରକୋଟ ରେ ଧୂମଧାମରେ ର ପାଳିତ ହେଲା ସ୍ବାଧୀନତା ଦିବସ

15-Aug-2026



(ପ୍ରିୟଦର୍ଶିନୀ ପାତ୍ର,)
ତେନ୍ତୁଳିଖୁଣ୍ଟି ବ୍ଲକ ଅନ୍ତର୍ଗତ ଚିତ୍ରକୋଟ ରେ ଧୂମଧାମରେ ପାଳିତ ହୋଇ ଯାଇଛି ସ୍ବାଧୀନତା ଦିବସ। ଏହି ଅବସରରେ ହିନ୍ଦୁ ମହାସଂଘ ରାଷ୍ଟ୍ରୀୟ ଅଧ୍ୟକ୍ଷ ସୂର୍ଯ୍ୟବଂଶୀ ଜୟନ୍ତ ପାତ୍ର ମୁଖ୍ୟ ଅତିଥି ଭାବେ, ଦାମୋଦର ବିଷୟୀ ଓ ଅଞ୍ଚଳଗୁମା ସରପଞ୍ଚ କୁସୁମା ପୂଜାରୀ ସମ୍ମାନିତ ଅତିଥି ଭାବେ ଯୋଗ ଦେଇଥିଲେ। ପତାକା ଉତ୍ତୋଳନ ପରେ ଏକ ସଭା ର ଆୟୋଜନ କରା ଯାଇଥିଲା, ଉକ୍ତ ସଭାକୁ ପରିଚାଳନା କରିଥିଲେ ସୁରେନ୍ଦ୍ର ନାୟକ,, ଅନ୍ୟ ମାନଙ୍କ ମଧ୍ୟରେ ଭଜମନ ନାୟକ,କେ ନରସିଂହ ମୂର୍ତ୍ତି, ବୁଦ୍ଧ ଦେବ ନାୟକ, ବନମାଳୀ ନାୟକ, ଯୁବରାଜ ସିଂ, ମନୋଜ ବେହେରା ପ୍ରମୁଖ ଉପସ୍ଥିତ ରହି କାର୍ଯ୍ୟ ସଞ୍ଚାଳନ କରିଥିଲେ। ମୁଖ୍ୟ ଅତିଥି ଶ୍ରୀ ପାତ୍ର ଯୁବ ସମାଜ ଙ୍କ ଭିତରେ ଆହୁରି ଅଧିକ ଦେଶପ୍ରେମ ଭାବନା ଜାଗ୍ରତ ହେବା ଉଚିତ୍ ବୋଲି ଦୃଢେ଼ାକ୍ତି ପ୍ରକାଶ କରି ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିରରେ ଶିଶୁ ବାଟିକା ବିଭାଗର ମାତୃ ସମ୍ମିଳନୀ ଅନୁଷ୍ଠିତ ।   15-Aug-2026
  ଜିଲ୍ଲା  
ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
୮୦ତମ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ପାଳିତ♦️ ଅଭିବାଦନ ଗ୍ରହଣ କଲେ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ   15-Aug-2026
  ଜିଲ୍ଲା  
ତେନ୍ତୁଳିଖୁଣ୍ଟି ବ୍ଲକ ଚିତ୍ରକୋଟ ରେ ଧୂମଧାମରେ ର ପାଳିତ ହେଲା ସ୍ବାଧୀନତା ଦିବସ   15-Aug-2026
  ଜିଲ୍ଲା  
ଫୁଲୁଛି ବ୍ରାହ୍ମଣୀ, ଅରୁଆଳ ଘାଇ ଦେଇ ବନ୍ୟା ଜଳ ପ୍ରବେଶ   15-Aug-2026
  ଜିଲ୍ଲା  
କୋକସରା ଗୁଡ଼ ହାଣ୍ଡି ମଞ୍ଚରେ ବ୍ଲକ ସ୍ତରୀୟ ସ୍ୱାଧୀନତା ଦିବସ ପାଳିତ   15-Aug-2026
  ରାଜ୍ୟ  
ଅଣଶିକ୍ଷକ ପଦବୀ ଓ କଲେଜ ସମସ୍ୟାର ଉତ୍ତର କେବେ ଦେବେ ସରକାର? : ବିଜୁ ଛାତ୍ର ଜନତା ଦଳ   15-Aug-2026
  ଜିଲ୍ଲା  
ସଇଁତଳା ବାଳିକା ବିଦ୍ୟାଳୟରେ ସ୍ୱାଧୀନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
ଆମ ଉତ୍କଳ ମହିଳା ବିକାଶ ପରିଷଦ ର ସ୍ୱାଧୀନତା ଦିବସ ପାଳନ   15-Aug-2026
  ଜିଲ୍ଲା  
ସାଇଟ କଲେଜ ରେ ୮୦ ତମ ସ୍ୱାଧିନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
ଜେ ଏସ୍ ଏମ୍ କଲେଜରେ ସ୍ୱାଧୀନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
ବରପାଲିରେ ୮୦ତମ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ।   15-Aug-2026

You Might Also Like