-+91-9937148622 |

prerana_bgr@rediffmail.com |

  Saturday 15th August 2026 |

| | | |

R.N.I. Regd No. ODIODI/2010/46693

Breaking News

“ନିଚ୍ଛକ୍‌”ରେ ଜାତୀୟ ଦିବସ ପାଳିତ   (15-Aug-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ଠାରେ ୮୦ତମ ସ୍ୱାଧୀନତା ଦିବସ ପାଳିତ : ଛାତ୍ର ଛାତ୍ରୀ ମାନଙ୍କୁ ରଙ୍ଗା ରଙ୍ଗ ସାଂସ୍କୃତିକ ପ୍ରଦର୍ଶନ ନିମନ୍ତେ ଶୁଭେଚ୍ଛା   (15-Aug-2026)       ||      *ବେକରେ ଗାମୁଛା ଲଗାଇ ଗଛରେ ଝୁଲି ଯୁବକର ଆତ୍ମହତ୍ୟା*   (15-Aug-2026)       ||      ପତିତପାବନ ଏକାଡେମୀରେ ୮୦ତମ ସ୍ଵାଧୀନତା ଦିବସ ପାଳିତ   (15-Aug-2026)       ||      ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିରରେ ଶିଶୁ ବାଟିକା ବିଭାଗର ମାତୃ ସମ୍ମିଳନୀ ଅନୁଷ୍ଠିତ ।   (15-Aug-2026)       ||      ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ   (15-Aug-2026)       ||      ୮୦ତମ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ପାଳିତ♦️ ଅଭିବାଦନ ଗ୍ରହଣ କଲେ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ   (15-Aug-2026)       ||      ତେନ୍ତୁଳିଖୁଣ୍ଟି ବ୍ଲକ ଚିତ୍ରକୋଟ ରେ ଧୂମଧାମରେ ର ପାଳିତ ହେଲା ସ୍ବାଧୀନତା ଦିବସ   (15-Aug-2026)       ||      ଫୁଲୁଛି ବ୍ରାହ୍ମଣୀ, ଅରୁଆଳ ଘାଇ ଦେଇ ବନ୍ୟା ଜଳ ପ୍ରବେଶ   (15-Aug-2026)       ||      କୋକସରା ଗୁଡ଼ ହାଣ୍ଡି ମଞ୍ଚରେ ବ୍ଲକ ସ୍ତରୀୟ ସ୍ୱାଧୀନତା ଦିବସ ପାଳିତ   (15-Aug-2026)       ||      ଅଣଶିକ୍ଷକ ପଦବୀ ଓ କଲେଜ ସମସ୍ୟାର ଉତ୍ତର କେବେ ଦେବେ ସରକାର? : ବିଜୁ ଛାତ୍ର ଜନତା ଦଳ   (15-Aug-2026)       ||      ସଇଁତଳା ବାଳିକା ବିଦ୍ୟାଳୟରେ ସ୍ୱାଧୀନତା ଦିବସ ପାଳିତ    (15-Aug-2026)       ||      ଆମ ଉତ୍କଳ ମହିଳା ବିକାଶ ପରିଷଦ ର ସ୍ୱାଧୀନତା ଦିବସ ପାଳନ    (15-Aug-2026)       ||      ସାଇଟ କଲେଜ ରେ ୮୦ ତମ ସ୍ୱାଧିନତା ଦିବସ ପାଳିତ   (15-Aug-2026)       ||      ଜେ ଏସ୍ ଏମ୍ କଲେଜରେ ସ୍ୱାଧୀନତା ଦିବସ ପାଳିତ    (15-Aug-2026)       ||      ବରପାଲିରେ ୮୦ତମ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ।   (15-Aug-2026)       ||      *ଡାବୁଗାଁ ବ୍ଲକର ବିଭିନ୍ନ ସ୍ଥାନରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ*   (15-Aug-2026)       ||      ମାୟାବର୍ହା ବିଦ୍ୟାଳୟ ସ୍ତରୀୟ ୮୦ତମ ସ୍ୱାଧୀନତା ଦିବସ ପାଳିତ   (15-Aug-2026)       ||      ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର, ରୁପ୍ରାରୋଡ଼ ପ୍ରାଙ୍ଗଣରେ ୮୦ ତମ ସ୍ୱାଧୀନତା ଦିବସ ମହାସମାରୋହ ରେ ପାଳିତ   (15-Aug-2026)       ||      ବିଶିଷ୍ଟ ସଙ୍ଗୀତଜ୍ଞ ଦିପ୍ତୀ ପ୍ରକାଶ ଦାସଙ୍କ ଟ୍ରକ୍ ଧକ୍କାରେ ଦେହାନ୍ତ    (15-Aug-2026)       ||     

HOME   ଜିଲ୍ଲା

ମଣ୍ଟେସୋରୀ ପବ୍ଲିକ ସ୍କୁଲ ଠାରେ ୮୦ତମ ସ୍ୱାଧୀନତା ଦିବସ ପାଳିତ : ଛାତ୍ର ଛାତ୍ରୀ ମାନଙ୍କୁ ରଙ୍ଗା ରଙ୍ଗ ସାଂସ୍କୃତିକ ପ୍ରଦର୍ଶନ ନିମନ୍ତେ ଶୁଭେଚ୍ଛା

15-Aug-2026



ବଲାଙ୍ଗୀର ତା,୫/୮ (ପ୍ରେରଣା ଖବର): ସ୍ଥାନୀୟ ମାଲପଡ଼ା ସ୍ଥିତ ମଣ୍ଟେସୋରୀ ପବ୍ଲିକ ସ୍କୁଲ  ପ୍ରାଙ୍ଗଣରେ  ୮୦ ତମ ସ୍ୱାଧୀନତା ଦିବସ ପାଳିତ ହୋଇଯାଇଛି। ଆୟୋଜିତ ହୋଇଥିବା ଉତ୍ସବରେ ସ୍କୁଲର ଚେୟାରମ୍ୟାନ ବୀରେନ୍ଦ୍ର ନାରାୟଣ ଅଧ୍ୟକ୍ଷତା କରି ସ୍ୱାଧୀନ ଭାରତ ବର୍ଷର ବିଜୟ ଗାଥା ବିଷୟରେ ଛାତ୍ରଛାତ୍ରୀ ମାନଙ୍କୁ ଉଦବୋଧନ ଦେଇଥିଲେ। ମୁଖ୍ୟ ଅତିଥିଭାବରେ ପ୍ରାକ୍ତନ ଲୋଇସିଂହା ପୋଲିସ ପର୍ସନାଲ ତଥା ରାଜ୍ୟ ସ୍ତରୀୟ ଫୁଟବଲ ଖେଳାଳୀ ଜ୍ୟୋତିରାଜ ନାଗ ଜାତୀୟ ପତାକା ଉତ୍ତୋଳନ କରିବା ସହିତ  ଡିଜିଟାଲ ଯୁଗରେ ଚ୍ଛାତ୍ର ଛାତ୍ରୀ ମାନଙ୍କ ଅଭିନବ ଭୂମିକା ବିଷୟରେ ଆଲୋକପାତ କରିଥିଲେ। ସ୍କୁଲ ର ପ୍ରତିଷ୍ଠାତା ତଥା ମ୍ୟାନେଜିଂ ଡାଇରେକ୍ଟର ରବିଚନ୍ଦ୍ର ଉଦଗାତା ଏବଂ ଏକାଡେମିକ ପ୍ରିନ୍ସିପାଲ ଡ. ରବିଚନ୍ଦ୍ର ପଶାୟତ ସ୍ୱାଧୀନତା ସଂଗ୍ରାମୀ ମାନଙ୍କ ପଦାଙ୍କ ଅନୁସରଣ କରି ଭକ୍ତି ଓ ନିଷ୍ଠାର ସହିତ ଛାତ୍ର ଛାତ୍ରୀ ମାନେ କିଭଳି ଆଗାମୀ ଦିନରେ ନିଜ ନିଜର କର୍ତ୍ତବ୍ୟ ପାଳନ କରିବେ ସେ ବିଷୟରେ ମତବ୍ୟକ୍ତ କରିଥିଲେ। କାର୍ଯ୍ୟକ୍ରମକୁ ହେଡଗର୍ଲ ଶକ୍ତି ଛତ୍ରିଆ ଓ ଅର୍ଯ୍ୟାହି ମିଶ୍ର ସଂଯୋଜନା କରିଥିଲେ। ସ୍କୁଲ ର ବିଭିନ୍ନ ହାଉସ ର ଛାତ୍ରଛାତ୍ରୀ ମାନେ ନିଜସ୍ୱ ବ୍ୟକ୍ତବ୍ୟ ପ୍ରଦାନ କରିଥିଲେ । ଏହି ଅବସରରେ ଛାତ୍ର ଛାତ୍ରୀ ମାନଙ୍କ ଦ୍ୱାରା ପ୍ରସ୍ତୁତ ହୋଇଥିବା ସ୍କୁଲର  ଶୈକ୍ଷିକ ପ୍ରାଚୀର ପତ୍ରିକା ସ୍ପର୍କଲ କୁ ଅତିଥି ବୃନ୍ଦ ଶୁଭ ଉନ୍ମୋଚନ କରିଥିଲେ। ରାଜ୍ୟ ସ୍ତରରେ ଶୈକ୍ଷିକ ଉତ୍କର୍ଷତା ନିମନ୍ତେ ପୁରସ୍କୃତ ହୋଇଥିବା ଛାତ୍ରୀ ରତିକା ରାଣୀ ସିଂହନୀନା, ଆର୍ଯ୍ୟାହୀ ମିଶ୍ର, ଜାଗୃତି ସତପଥୀ,ରତ୍ନ ରାଣୀ ସାହୁ ଙ୍କୁ ଏବଂ  ଜିଲ୍ଲା ସ୍ତରରେ ଆୟୋଜିତ ହୋଇଥିବା ବିଭିନ୍ନ ପ୍ରତିଯୋଗିତାର କୃତୀ ପ୍ରତିଭାଗୀ ଦେବଙ୍ଗନା ନାୟକ, ଆର୍ଯ୍ୟାହୀ ମିଶ୍ର ଓ ସମର୍ପିତା ବାରିକ ଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧିତ କରାଯାଇଥିଲା।

ଶିକ୍ଷକ ଆଶିକ ମିଶ୍ର, ରୋହିତ୍ ବକୁଳ, ଶିକ୍ଷିକା ଆଶା, ଆରତୀ , ସ୍ନିଗ୍ଧା, ନିରୁପମା, ଜସ୍ମିନ୍ ଉଦଗାତା ପ୍ରମୁଖ ମ୍ୟାଡ଼ାମ ଙ୍କ ତତ୍ତ୍ଵାବଧାନରେ ଛାତ୍ର ଛାତ୍ରୀ ମାନେ ରଙ୍ଗାରଙ୍ଗ ସାଂସ୍କୃତିକ କାର୍ଯ୍ୟକ୍ରମ ପ୍ରଦର୍ଶନ କରିଥିଲେ । ଶେଷରେ ଶିକ୍ଷିକା ଅନୁପମା ତନ୍ତି ଧନ୍ୟବାଦ୍ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
“ନିଚ୍ଛକ୍‌”ରେ ଜାତୀୟ ଦିବସ ପାଳିତ   15-Aug-2026
  ଜିଲ୍ଲା  
ମଣ୍ଟେସୋରୀ ପବ୍ଲିକ ସ୍କୁଲ ଠାରେ ୮୦ତମ ସ୍ୱାଧୀନତା ଦିବସ ପାଳିତ : ଛାତ୍ର ଛାତ୍ରୀ ମାନଙ୍କୁ ରଙ୍ଗା ରଙ୍ଗ ସାଂସ୍କୃତିକ ପ୍ରଦର୍ଶନ ନିମନ୍ତେ ଶୁଭେଚ୍ଛା   15-Aug-2026
  ଜିଲ୍ଲା  
*ବେକରେ ଗାମୁଛା ଲଗାଇ ଗଛରେ ଝୁଲି ଯୁବକର ଆତ୍ମହତ୍ୟା*   15-Aug-2026
  ଜିଲ୍ଲା  
ପତିତପାବନ ଏକାଡେମୀରେ ୮୦ତମ ସ୍ଵାଧୀନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିରରେ ଶିଶୁ ବାଟିକା ବିଭାଗର ମାତୃ ସମ୍ମିଳନୀ ଅନୁଷ୍ଠିତ ।   15-Aug-2026
  ଜିଲ୍ଲା  
ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
୮୦ତମ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ପାଳିତ♦️ ଅଭିବାଦନ ଗ୍ରହଣ କଲେ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ   15-Aug-2026
  ଜିଲ୍ଲା  
ତେନ୍ତୁଳିଖୁଣ୍ଟି ବ୍ଲକ ଚିତ୍ରକୋଟ ରେ ଧୂମଧାମରେ ର ପାଳିତ ହେଲା ସ୍ବାଧୀନତା ଦିବସ   15-Aug-2026
  ଜିଲ୍ଲା  
ଫୁଲୁଛି ବ୍ରାହ୍ମଣୀ, ଅରୁଆଳ ଘାଇ ଦେଇ ବନ୍ୟା ଜଳ ପ୍ରବେଶ   15-Aug-2026
  ଜିଲ୍ଲା  
କୋକସରା ଗୁଡ଼ ହାଣ୍ଡି ମଞ୍ଚରେ ବ୍ଲକ ସ୍ତରୀୟ ସ୍ୱାଧୀନତା ଦିବସ ପାଳିତ   15-Aug-2026
  ରାଜ୍ୟ  
ଅଣଶିକ୍ଷକ ପଦବୀ ଓ କଲେଜ ସମସ୍ୟାର ଉତ୍ତର କେବେ ଦେବେ ସରକାର? : ବିଜୁ ଛାତ୍ର ଜନତା ଦଳ   15-Aug-2026
  ଜିଲ୍ଲା  
ସଇଁତଳା ବାଳିକା ବିଦ୍ୟାଳୟରେ ସ୍ୱାଧୀନତା ଦିବସ ପାଳିତ   15-Aug-2026

You Might Also Like