-+91-9937148622 |

prerana_bgr@rediffmail.com |

  Saturday 15th August 2026 |

| | | |

R.N.I. Regd No. ODIODI/2010/46693

Breaking News

“ନିଚ୍ଛକ୍‌”ରେ ଜାତୀୟ ଦିବସ ପାଳିତ   (15-Aug-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ଠାରେ ୮୦ତମ ସ୍ୱାଧୀନତା ଦିବସ ପାଳିତ : ଛାତ୍ର ଛାତ୍ରୀ ମାନଙ୍କୁ ରଙ୍ଗା ରଙ୍ଗ ସାଂସ୍କୃତିକ ପ୍ରଦର୍ଶନ ନିମନ୍ତେ ଶୁଭେଚ୍ଛା   (15-Aug-2026)       ||      *ବେକରେ ଗାମୁଛା ଲଗାଇ ଗଛରେ ଝୁଲି ଯୁବକର ଆତ୍ମହତ୍ୟା*   (15-Aug-2026)       ||      ପତିତପାବନ ଏକାଡେମୀରେ ୮୦ତମ ସ୍ଵାଧୀନତା ଦିବସ ପାଳିତ   (15-Aug-2026)       ||      ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିରରେ ଶିଶୁ ବାଟିକା ବିଭାଗର ମାତୃ ସମ୍ମିଳନୀ ଅନୁଷ୍ଠିତ ।   (15-Aug-2026)       ||      ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ   (15-Aug-2026)       ||      ୮୦ତମ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ପାଳିତ♦️ ଅଭିବାଦନ ଗ୍ରହଣ କଲେ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ   (15-Aug-2026)       ||      ତେନ୍ତୁଳିଖୁଣ୍ଟି ବ୍ଲକ ଚିତ୍ରକୋଟ ରେ ଧୂମଧାମରେ ର ପାଳିତ ହେଲା ସ୍ବାଧୀନତା ଦିବସ   (15-Aug-2026)       ||      ଫୁଲୁଛି ବ୍ରାହ୍ମଣୀ, ଅରୁଆଳ ଘାଇ ଦେଇ ବନ୍ୟା ଜଳ ପ୍ରବେଶ   (15-Aug-2026)       ||      କୋକସରା ଗୁଡ଼ ହାଣ୍ଡି ମଞ୍ଚରେ ବ୍ଲକ ସ୍ତରୀୟ ସ୍ୱାଧୀନତା ଦିବସ ପାଳିତ   (15-Aug-2026)       ||      ଅଣଶିକ୍ଷକ ପଦବୀ ଓ କଲେଜ ସମସ୍ୟାର ଉତ୍ତର କେବେ ଦେବେ ସରକାର? : ବିଜୁ ଛାତ୍ର ଜନତା ଦଳ   (15-Aug-2026)       ||      ସଇଁତଳା ବାଳିକା ବିଦ୍ୟାଳୟରେ ସ୍ୱାଧୀନତା ଦିବସ ପାଳିତ    (15-Aug-2026)       ||      ଆମ ଉତ୍କଳ ମହିଳା ବିକାଶ ପରିଷଦ ର ସ୍ୱାଧୀନତା ଦିବସ ପାଳନ    (15-Aug-2026)       ||      ସାଇଟ କଲେଜ ରେ ୮୦ ତମ ସ୍ୱାଧିନତା ଦିବସ ପାଳିତ   (15-Aug-2026)       ||      ଜେ ଏସ୍ ଏମ୍ କଲେଜରେ ସ୍ୱାଧୀନତା ଦିବସ ପାଳିତ    (15-Aug-2026)       ||      ବରପାଲିରେ ୮୦ତମ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ।   (15-Aug-2026)       ||      *ଡାବୁଗାଁ ବ୍ଲକର ବିଭିନ୍ନ ସ୍ଥାନରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ*   (15-Aug-2026)       ||      ମାୟାବର୍ହା ବିଦ୍ୟାଳୟ ସ୍ତରୀୟ ୮୦ତମ ସ୍ୱାଧୀନତା ଦିବସ ପାଳିତ   (15-Aug-2026)       ||      ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର, ରୁପ୍ରାରୋଡ଼ ପ୍ରାଙ୍ଗଣରେ ୮୦ ତମ ସ୍ୱାଧୀନତା ଦିବସ ମହାସମାରୋହ ରେ ପାଳିତ   (15-Aug-2026)       ||      ବିଶିଷ୍ଟ ସଙ୍ଗୀତଜ୍ଞ ଦିପ୍ତୀ ପ୍ରକାଶ ଦାସଙ୍କ ଟ୍ରକ୍ ଧକ୍କାରେ ଦେହାନ୍ତ    (15-Aug-2026)       ||     

HOME   ଜିଲ୍ଲା

“ନିଚ୍ଛକ୍‌”ରେ ଜାତୀୟ ଦିବସ ପାଳିତ

15-Aug-2026



ଭୁବନେଶ୍ୱର (ମୁରଲୀଧର ମିଶ୍ର):  ସ୍ଥାନୀୟ ଏଜି ଛକ ସ୍ଥିତ ‘ନିଚ୍ଛକ୍‌’ ପକ୍ଷରୁ ୮୦ତମ ସ୍ୱାଧୀନତା ଦିବସ ପାଳିତ ହୋଇଯାଇଛି। ଦୈନିକ ‘ଆମ ରାଜଧାନୀ’ ସମ୍ବାଦପତ୍ରର ସମ୍ପାଦକ ତଥା ରାଜ୍ୟର ଜଣାଶୁଣା ବର୍ଷିୟାନ୍ ସାମ୍ବାଦିକ ଶ୍ରୀ ରବି ଦାସ ଅତିଥି ଭାବେ ଯୋଗ ଦେଇ ତ୍ରିରଙ୍ଗା ଉତ୍ତୋଳନ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ବରିଷ୍ଠ ସମ୍ବାଦିକ ରମେଶ ମହାନ୍ତି, ପ୍ରଫୁଲ୍ଲ ଦାସ,  ମୁରଲୀଧର ମିଶ୍ର, ପ୍ରମୋଦ ସାମନ୍ତରାୟ, ପ୍ରଦ୍ୟୁମ୍ନ ମହାନ୍ତି, ଆଲୋକ ଭାଇ, ରାଜୁ ବାବୁ, ବୁବୁ ଭାଇ, ମଣ୍ଟୁ ପାତ୍ର, ପିଣ୍ଟୁ ବାବୁ, ବାବୁ ଭାଇ, ସଞ୍ଜୁ ଭାଇ, ବୁଲା ଭାଇ ପ୍ରମୁଖ ଉପସ୍ଥିତ ଥିଲେ। ରାଜୁ ସାହୁ ଏହି କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ। ଗଣତନ୍ତ୍ରର ମହାନ୍ ପର୍ବ ପାଳନ ଅବସରରେ ଶେଷରେ ସମସ୍ତଙ୍କୁ ମିଷ୍ଟାନ୍ନ ବଣ୍ଟନ କରାଯାଇଥିଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
“ନିଚ୍ଛକ୍‌”ରେ ଜାତୀୟ ଦିବସ ପାଳିତ   15-Aug-2026
  ଜିଲ୍ଲା  
ମଣ୍ଟେସୋରୀ ପବ୍ଲିକ ସ୍କୁଲ ଠାରେ ୮୦ତମ ସ୍ୱାଧୀନତା ଦିବସ ପାଳିତ : ଛାତ୍ର ଛାତ୍ରୀ ମାନଙ୍କୁ ରଙ୍ଗା ରଙ୍ଗ ସାଂସ୍କୃତିକ ପ୍ରଦର୍ଶନ ନିମନ୍ତେ ଶୁଭେଚ୍ଛା   15-Aug-2026
  ଜିଲ୍ଲା  
*ବେକରେ ଗାମୁଛା ଲଗାଇ ଗଛରେ ଝୁଲି ଯୁବକର ଆତ୍ମହତ୍ୟା*   15-Aug-2026
  ଜିଲ୍ଲା  
ପତିତପାବନ ଏକାଡେମୀରେ ୮୦ତମ ସ୍ଵାଧୀନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିରରେ ଶିଶୁ ବାଟିକା ବିଭାଗର ମାତୃ ସମ୍ମିଳନୀ ଅନୁଷ୍ଠିତ ।   15-Aug-2026
  ଜିଲ୍ଲା  
ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
୮୦ତମ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ପାଳିତ♦️ ଅଭିବାଦନ ଗ୍ରହଣ କଲେ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ   15-Aug-2026
  ଜିଲ୍ଲା  
ତେନ୍ତୁଳିଖୁଣ୍ଟି ବ୍ଲକ ଚିତ୍ରକୋଟ ରେ ଧୂମଧାମରେ ର ପାଳିତ ହେଲା ସ୍ବାଧୀନତା ଦିବସ   15-Aug-2026
  ଜିଲ୍ଲା  
ଫୁଲୁଛି ବ୍ରାହ୍ମଣୀ, ଅରୁଆଳ ଘାଇ ଦେଇ ବନ୍ୟା ଜଳ ପ୍ରବେଶ   15-Aug-2026
  ଜିଲ୍ଲା  
କୋକସରା ଗୁଡ଼ ହାଣ୍ଡି ମଞ୍ଚରେ ବ୍ଲକ ସ୍ତରୀୟ ସ୍ୱାଧୀନତା ଦିବସ ପାଳିତ   15-Aug-2026
  ରାଜ୍ୟ  
ଅଣଶିକ୍ଷକ ପଦବୀ ଓ କଲେଜ ସମସ୍ୟାର ଉତ୍ତର କେବେ ଦେବେ ସରକାର? : ବିଜୁ ଛାତ୍ର ଜନତା ଦଳ   15-Aug-2026
  ଜିଲ୍ଲା  
ସଇଁତଳା ବାଳିକା ବିଦ୍ୟାଳୟରେ ସ୍ୱାଧୀନତା ଦିବସ ପାଳିତ   15-Aug-2026

You Might Also Like