-+91-9937148622 |

prerana_bgr@rediffmail.com |

  Sunday 16th August 2026 |

| | | |

R.N.I. Regd No. ODIODI/2010/46693

Breaking News

*ସୁବର୍ଣ୍ଣପୁର ଠାରେ ଜିଲ୍ଲା ସ୍ତରୀୟ ସ୍ବାଧୀନତା ଦିବସ ପାଳନ*-   (16-Aug-2026)       ||      ବନ୍ଦେ ବିଶ୍ୱ ଭାରତ ବୀର ପୁରସ୍କାରରେ ସମ୍ବର୍ଦ୍ଧିତ ହେଲେ ବିନିକାର "ଶାଶ୍ୱତ"   (16-Aug-2026)       ||      ବଲାଙ୍ଗୀରରେ ୮୦ତମ ସ୍ୱାଧୀନତା ଦିବସ ପାଳିତ    (16-Aug-2026)       ||      ରାଉରକେଲାରେ ୮୦ତମ ସ୍ବାଧୀନତା ଦିବସ ମହାସମାରୋହରେ ପାଳିତ   (16-Aug-2026)       ||      ସ୍ୱାଧୀନତା ଦିବସ ଅବସରରେ ଫୁଟବଲ ଟୁର୍ନାମେଣ୍ଟ - 2026 କାର୍ଯ୍ୟକ୍ରମ ଅନୁଷ୍ଠିତ   (16-Aug-2026)       ||      “ନିଚ୍ଛକ୍‌”ରେ ଜାତୀୟ ଦିବସ ପାଳିତ   (15-Aug-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ଠାରେ ୮୦ତମ ସ୍ୱାଧୀନତା ଦିବସ ପାଳିତ : ଛାତ୍ର ଛାତ୍ରୀ ମାନଙ୍କୁ ରଙ୍ଗା ରଙ୍ଗ ସାଂସ୍କୃତିକ ପ୍ରଦର୍ଶନ ନିମନ୍ତେ ଶୁଭେଚ୍ଛା   (15-Aug-2026)       ||      *ବେକରେ ଗାମୁଛା ଲଗାଇ ଗଛରେ ଝୁଲି ଯୁବକର ଆତ୍ମହତ୍ୟା*   (15-Aug-2026)       ||      ପତିତପାବନ ଏକାଡେମୀରେ ୮୦ତମ ସ୍ଵାଧୀନତା ଦିବସ ପାଳିତ   (15-Aug-2026)       ||      ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିରରେ ଶିଶୁ ବାଟିକା ବିଭାଗର ମାତୃ ସମ୍ମିଳନୀ ଅନୁଷ୍ଠିତ ।   (15-Aug-2026)       ||      ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ   (15-Aug-2026)       ||      ୮୦ତମ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ପାଳିତ♦️ ଅଭିବାଦନ ଗ୍ରହଣ କଲେ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ   (15-Aug-2026)       ||      ତେନ୍ତୁଳିଖୁଣ୍ଟି ବ୍ଲକ ଚିତ୍ରକୋଟ ରେ ଧୂମଧାମରେ ର ପାଳିତ ହେଲା ସ୍ବାଧୀନତା ଦିବସ   (15-Aug-2026)       ||      ଫୁଲୁଛି ବ୍ରାହ୍ମଣୀ, ଅରୁଆଳ ଘାଇ ଦେଇ ବନ୍ୟା ଜଳ ପ୍ରବେଶ   (15-Aug-2026)       ||      କୋକସରା ଗୁଡ଼ ହାଣ୍ଡି ମଞ୍ଚରେ ବ୍ଲକ ସ୍ତରୀୟ ସ୍ୱାଧୀନତା ଦିବସ ପାଳିତ   (15-Aug-2026)       ||      ଅଣଶିକ୍ଷକ ପଦବୀ ଓ କଲେଜ ସମସ୍ୟାର ଉତ୍ତର କେବେ ଦେବେ ସରକାର? : ବିଜୁ ଛାତ୍ର ଜନତା ଦଳ   (15-Aug-2026)       ||      ସଇଁତଳା ବାଳିକା ବିଦ୍ୟାଳୟରେ ସ୍ୱାଧୀନତା ଦିବସ ପାଳିତ    (15-Aug-2026)       ||      ଆମ ଉତ୍କଳ ମହିଳା ବିକାଶ ପରିଷଦ ର ସ୍ୱାଧୀନତା ଦିବସ ପାଳନ    (15-Aug-2026)       ||      ସାଇଟ କଲେଜ ରେ ୮୦ ତମ ସ୍ୱାଧିନତା ଦିବସ ପାଳିତ   (15-Aug-2026)       ||      ଜେ ଏସ୍ ଏମ୍ କଲେଜରେ ସ୍ୱାଧୀନତା ଦିବସ ପାଳିତ    (15-Aug-2026)       ||     

HOME   ଜିଲ୍ଲା

ବନ୍ଦେ ବିଶ୍ୱ ଭାରତ ବୀର ପୁରସ୍କାରରେ ସମ୍ବର୍ଦ୍ଧିତ ହେଲେ ବିନିକାର "ଶାଶ୍ୱତ"

16-Aug-2026



ବିନିକା(ହିମାଂଶୁ ଶେଖର ପୁଟେଲ) ରାଷ୍ଟ୍ରୀୟ ହିନ୍ଦୁ ମହାସଂଘ ନୂଆଦିଲ୍ଲୀ ଓ ବିଶ୍ୱ ଭାରତ ସଂଗଠନ ଚିରୁପଲ୍ଲୀ ତରଫରୁ ପବିତ୍ର ସ୍ୱାଧୀନତା ଦିବସ ଦିନ ଆନ୍ଧ୍ରପ୍ରଦେଶର ଚିପରୂପଲ୍ଲୀ ଏଜକେ କନଭେନସନ ହଲ ଠାରେ  "ବନ୍ଦେ ବିଶ୍ୱ ଭାରତ ବୀର ପୁରସ୍କାର ୨୦୨୬" ସମ୍ବର୍ଦ୍ଧନା ସମାରୋହ ଉତ୍ସାହ ଉଦ୍ଧୀପନା ମଧ୍ୟରେ ଅନୁଷ୍ଟିତ ହୋଇଥିଲା।ଏହି ଅବସରରେ ଭାରତବର୍ଷର ବିଭିନ୍ନ କ୍ଷେତ୍ରରେ କୃତି ଅର୍ଜନ କରିଥିବା ବ୍ୟକ୍ତି ବିଶେଷଙ୍କୁ ଅତିଥି ଭାବେ ଆମନ୍ତ୍ରିତ ହୋଇଥିଲେ। ଏଥିରେ ଓଡ଼ିଶା ପ୍ରଦେଶ ସୁବର୍ଣ୍ଣପୁର ଜିଲ୍ଲା ବିନିକା ବ୍ଲକ ଅଧିନସ୍ଥ ସେଲେଡି ଗ୍ରାମର ବରିଷ୍ଠ କଳାକାର କଣ୍ଠଶିଳ୍ପୀ ତଥା ସଂଗୀତ ନିର୍ଦେଶକ ଶାଶ୍ୱତ କୁମାର ତ୍ରିପାଠୀଙ୍କୁ ସମ୍ମର୍ଦ୍ଧିତ  କରାଯାଇଛି।ସୂଚନା ଯୋଗ୍ୟ ଯେ ଶ୍ରୀ ତ୍ରିପାଠୀ ଦୁଇ ହଜାରରୁ ଉର୍ଦ୍ଧ ମଞ୍ଚରେ ନିଜର କଳା ପରିବେଶଣ କରି ରାଜ୍ୟ ତଥା  ରାଷ୍ଟ୍ରକୁ ଗୌରବାନ୍ୱିତ କରିଛନ୍ତି । ବିଶିଷ୍ଠ ସମାଜସେବୀ ବଲିଭଦ ରମେଶଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି କାର୍ଯକ୍ରମରେ ପୂର୍ବତନ ବିଧାୟକ,ସାଂସଦମାନେ ମଧ୍ୟ ସମ୍ମାନୀତ ଅତୀଥି ଭାବେ ଯୋଗଦାନ କରିଥିଲେ।ଭାରର ସମସ୍ତ ରାଜ୍ୟରୁ କୃତି ବ୍ୟକ୍ତିତ୍ୱ ସବୁ ଆସି ଏଥିରେ ଯୋଗଦାନ କରିଥିଲେ ।ବିଶେଷ କରି ରାଷ୍ଟ୍ରପାଇଁ ଯେଉଁ ସେନାମାନେ ସହିଦ ହୋଇଛନ୍ତି ତାଙ୍କର ପରିବାର କିମ୍ବା ଯେଉଁମାନେ ସେନାରୁ ଅବସର ନେଇଛନ୍ତି ସେମାନଙ୍କୁ ମଧ୍ୟ ଏଠାରେ ସମ୍ମାନୀତ କରାଯାଇଥିଲା।  ଶାଶ୍ୱତ ତ୍ରିପାଠୀ ନିଜ ଗୀତ ମାଧ୍ୟମରେ ସମସ୍ତଙ୍କୁ ବାନ୍ଧି ରଖିବାରେ ସଫଳ ହୋଇଥିଲେ ।ଶାଶ୍ୱତ ତ୍ରିପାଠୀ ସମ୍ବର୍ଦ୍ଧିତ ହେବା ଖବର ପ୍ରଚାରିତ ତାଙ୍କ ଶୁଭେଚ୍ଛୁ ମହଲ,କଳା ପ୍ରେମୀ ତଥା ଅଞ୍ଚଳର ଜନସାଧାରଣରେ ଖୁସିର ଲହରୀ ଖେଳିଯାଇଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
*ସୁବର୍ଣ୍ଣପୁର ଠାରେ ଜିଲ୍ଲା ସ୍ତରୀୟ ସ୍ବାଧୀନତା ଦିବସ ପାଳନ*-   16-Aug-2026
  ଜିଲ୍ଲା  
ବନ୍ଦେ ବିଶ୍ୱ ଭାରତ ବୀର ପୁରସ୍କାରରେ ସମ୍ବର୍ଦ୍ଧିତ ହେଲେ ବିନିକାର "ଶାଶ୍ୱତ"   16-Aug-2026
  ଜିଲ୍ଲା  
ବଲାଙ୍ଗୀରରେ ୮୦ତମ ସ୍ୱାଧୀନତା ଦିବସ ପାଳିତ   16-Aug-2026
  ଜିଲ୍ଲା  
ରାଉରକେଲାରେ ୮୦ତମ ସ୍ବାଧୀନତା ଦିବସ ମହାସମାରୋହରେ ପାଳିତ   16-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସ ଅବସରରେ ଫୁଟବଲ ଟୁର୍ନାମେଣ୍ଟ - 2026 କାର୍ଯ୍ୟକ୍ରମ ଅନୁଷ୍ଠିତ   16-Aug-2026
  ଜିଲ୍ଲା  
“ନିଚ୍ଛକ୍‌”ରେ ଜାତୀୟ ଦିବସ ପାଳିତ   15-Aug-2026
  ଜିଲ୍ଲା  
ମଣ୍ଟେସୋରୀ ପବ୍ଲିକ ସ୍କୁଲ ଠାରେ ୮୦ତମ ସ୍ୱାଧୀନତା ଦିବସ ପାଳିତ : ଛାତ୍ର ଛାତ୍ରୀ ମାନଙ୍କୁ ରଙ୍ଗା ରଙ୍ଗ ସାଂସ୍କୃତିକ ପ୍ରଦର୍ଶନ ନିମନ୍ତେ ଶୁଭେଚ୍ଛା   15-Aug-2026
  ଜିଲ୍ଲା  
*ବେକରେ ଗାମୁଛା ଲଗାଇ ଗଛରେ ଝୁଲି ଯୁବକର ଆତ୍ମହତ୍ୟା*   15-Aug-2026
  ଜିଲ୍ଲା  
ପତିତପାବନ ଏକାଡେମୀରେ ୮୦ତମ ସ୍ଵାଧୀନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିରରେ ଶିଶୁ ବାଟିକା ବିଭାଗର ମାତୃ ସମ୍ମିଳନୀ ଅନୁଷ୍ଠିତ ।   15-Aug-2026
  ଜିଲ୍ଲା  
ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
୮୦ତମ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ପାଳିତ♦️ ଅଭିବାଦନ ଗ୍ରହଣ କଲେ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ   15-Aug-2026

You Might Also Like