-+91-9937148622 |

prerana_bgr@rediffmail.com |

  Sunday 16th August 2026 |

| | | |

R.N.I. Regd No. ODIODI/2010/46693

Breaking News

କଦମପଡା ଶିଶୁ ମନ୍ଦିରରେ “ସଂକୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା” ଅନୁଷ୍ଠିତ   (16-Aug-2026)       ||      ସୋହେଲାରେ ମହାସମାରୋହରେ ପାଳିତ ହେଲା ଗୁରୁ ଭଗବାନ ସାହୁଙ୍କ ୯୬ତମ ଜୟନ୍ତୀ    (16-Aug-2026)       ||      ରେଳ ଉପଭୋକ୍ତ ସଂଘ ତରଫରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   (16-Aug-2026)       ||      ବଲାଙ୍ଗିର ଗୁଡିଆ ସମାଜର ସିଦ୍ଧିବିନାୟକ ମନ୍ଦିର ପ୍ରତିଷ୍ଠା ପାଇଁ ପ୍ରସ୍ତୁତି ବୈଠକ   (16-Aug-2026)       ||      *ସ୍ବାଧୀନତା ଦିବସ ଅବସରରେ ବନ୍ଧୁତ୍ୱ ପୂର୍ଣ୍ଣ ଫୁଟବଲ୍ ମ୍ୟାଚ ଅନୁଷ୍ଠିତ*-   (16-Aug-2026)       ||      ତ୍ରିରଙ୍ଗା ପତାକା ତଳେ ନୀଳଜି ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଦେଶପ୍ରେମର ମହକ, ଛାତ୍ରଛାତ୍ରୀଙ୍କ ମନରେ ଜାଗିଲା ଦେଶଭକ୍ତି   (16-Aug-2026)       ||      ଭୀମଭୋଇ ହସ୍‌ପିଟାଲ ପରିଦର୍ଶନ ରୋଗୀଙ୍କୁ ଭେଟି ସମସ୍ୟା ପଚାରିଲେ ପୂର୍ବତନ ଆଇନମନ୍ତ୍ରୀ ନରସିଂହ ମିଶ୍ର   (16-Aug-2026)       ||      ସୁନ୍ଦରଗଡ଼ ଠାରେ ଜିଲ୍ଲାସ୍ତରୀୟ ୭୯ତମ ସ୍ୱାଧୀନତା ଦିବସ ପାଳିତ   (16-Aug-2026)       ||      ସ୍ୱାଧୀନତା ଦିବସରେ ବିଙ୍ଗ ହ୍ୟୁମାନ ଫାଉଣ୍ଡେସନ ଆଗଲପୁର ବ୍ଳକ ତରଫରୁ ରକ୍ତଦାନ ଓ ବୃକ୍ଷରୋପଣ କାର୍ଯ୍ୟକ୍ରମ   (16-Aug-2026)       ||      ବାଲିଗୁଡାରେ ଉପଖଣ୍ଡ ସ୍ତରୀୟ ୮୦ ତମ ସ୍ୱାଧୀନତା ଦିବସ ମହୋତ୍ସବ ପାଳନ   (16-Aug-2026)       ||      ସାମୁହିକ ପତାକା ଉତ୍ତୋଳନ ଓ ମିଳିତ ପ୍ୟାରେଡର ଅଭିବାଦନ ଗ୍ରହଣ କଲେ ଅଧ୍ୟକ୍ଷା ପ୍ରେମ ଶିଳା ନାଗ   (16-Aug-2026)       ||      *ସୁବର୍ଣ୍ଣପୁର ଠାରେ ଜିଲ୍ଲା ସ୍ତରୀୟ ସ୍ବାଧୀନତା ଦିବସ ପାଳନ*-   (16-Aug-2026)       ||      ବନ୍ଦେ ବିଶ୍ୱ ଭାରତ ବୀର ପୁରସ୍କାରରେ ସମ୍ବର୍ଦ୍ଧିତ ହେଲେ ବିନିକାର "ଶାଶ୍ୱତ"   (16-Aug-2026)       ||      ବଲାଙ୍ଗୀରରେ ୮୦ତମ ସ୍ୱାଧୀନତା ଦିବସ ପାଳିତ    (16-Aug-2026)       ||      ରାଉରକେଲାରେ ୮୦ତମ ସ୍ବାଧୀନତା ଦିବସ ମହାସମାରୋହରେ ପାଳିତ   (16-Aug-2026)       ||      ସ୍ୱାଧୀନତା ଦିବସ ଅବସରରେ ଫୁଟବଲ ଟୁର୍ନାମେଣ୍ଟ - 2026 କାର୍ଯ୍ୟକ୍ରମ ଅନୁଷ୍ଠିତ   (16-Aug-2026)       ||      “ନିଚ୍ଛକ୍‌”ରେ ଜାତୀୟ ଦିବସ ପାଳିତ   (15-Aug-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ଠାରେ ୮୦ତମ ସ୍ୱାଧୀନତା ଦିବସ ପାଳିତ : ଛାତ୍ର ଛାତ୍ରୀ ମାନଙ୍କୁ ରଙ୍ଗା ରଙ୍ଗ ସାଂସ୍କୃତିକ ପ୍ରଦର୍ଶନ ନିମନ୍ତେ ଶୁଭେଚ୍ଛା   (15-Aug-2026)       ||      *ବେକରେ ଗାମୁଛା ଲଗାଇ ଗଛରେ ଝୁଲି ଯୁବକର ଆତ୍ମହତ୍ୟା*   (15-Aug-2026)       ||      ପତିତପାବନ ଏକାଡେମୀରେ ୮୦ତମ ସ୍ଵାଧୀନତା ଦିବସ ପାଳିତ   (15-Aug-2026)       ||     

HOME   ଜିଲ୍ଲା

ବଲାଙ୍ଗିର ଗୁଡିଆ ସମାଜର ସିଦ୍ଧିବିନାୟକ ମନ୍ଦିର ପ୍ରତିଷ୍ଠା ପାଇଁ ପ୍ରସ୍ତୁତି ବୈଠକ

16-Aug-2026




ବଲାଙ୍ଗିର ପେଲେସ ଲାଇନ “ଶାନ୍ତି ମାର୍ଗ” ରେ ନିର୍ମାଣାଧୀନ ସିଦ୍ଧିବିନାୟକ ମନ୍ଦିର ପ୍ରକାଶ ଚନ୍ଦ୍ର ଚୋପଦାରଙ୍କ ସଭାପତିତ୍ୱରେ ଏକ ବୈଠକ ଅନୁଷ୍ଠିତ ହୋଇଯଇଛି । ଆସନ୍ତା ଗଣେଷ ପୂଜା ଦିନ ଶ୍ରୀ ଗଣେଷ ମୁର୍ତ୍ତି ପ୍ରାଣ ପ୍ରତିଷ୍ଠା ହୋଇ ତିନି ଦିନ ବ୍ୟାପି ମନ୍ଦିରର ପ୍ରତିଷ୍ଠା ଉତ୍ସବ ଅନୁଷ୍ଠିତ ହେବ । ଦିର୍ଘ ବର୍ଷରୁ ମନ୍ଦିର ନିର୍ମାଣ ହୋଇ ଅସମ୍ପୁର୍ଣ୍ଣ ଭାବରେ ରହିଯାଇଥିଲା । ସୂଚନାଯୋଗ୍ୟ ଯେ ୨୩.୦୩.୨୦୧୮ ରେ ମନ୍ଦିରର ରତ୍ନମୁଦ ସମ୍ପୁର୍ଣ୍ଣ ହୋଇସାରିଛି । କମିଟି ତରଫରୁ ପ୍ରକାଶ ଯେ ଆସନ୍ତା ସେପ୍ଟେମ୍ବର ୧୨ ରୁ ୧୪ ତାରିଖରେ ବିଭିନ୍ନ ଆଧ୍ୟାତ୍ମିକ କାର୍ଯ୍ୟକ୍ରମ ସହ ବଡ ଧୁମଧାମରେ ମନ୍ଦିର ପ୍ରତିଷ୍ଠା ସହ ଶ୍ରୀ ଗଣେଷଙ୍କ ପ୍ରାଣ ପ୍ରତିଷ୍ଠା ହୋଇ ସିଂହାସନରେ ପ୍ରଭୁ ଆସୀନ ହେବେ ।  ଏହି ବୈଠକରେ ବିମଲ ଚୋପଦାର, ପ୍ରଦୀପ କୁମାର ଚୋପଦାର (କୁନୁ), ରମେଶ ଚନ୍ଦ୍ର ସାହୁ, ଅନୁପ ଚୋପଦାର, ରାଜ କିଶୋର ସାହୁ, ଆଶିଷ ସାହୁ, ଭଗବାନ ସରାଫ, ଶୁଶାନ୍ତ ଚୋପଦାର, କୈଳାସ ଚନ୍ଦ୍ର ଚୋପଦାର, ତ୍ରିନାଥ ସାହୁ, ଜୟକୃଷ୍ଣ ସାହୁ, ପ୍ରତାପ ସାହୁ, ଅଶୋକ ସାହୁ, ଦିବ୍ୟସିଂ ସାହୁ, ବିଦେଶୀ ସାହୁ, ଦାଶରଥି ସାହୁ, ବିଶ୍ୱକର୍ମା ରଙ୍କ, ନିତ୍ୟାନନ୍ଦ ସାହୁ, ବିକାଶ ନନ୍ଦ ଓ ସୁଧୀର ନନ୍ଦ ପ୍ରମୁଖ ଉପସ୍ଥିତ ଥିଲେ । ସଭା ଶେଷରେ ଦିବ୍ୟସିଂ ସାହୁ ଧନ୍ୟବାଦ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
କଦମପଡା ଶିଶୁ ମନ୍ଦିରରେ “ସଂକୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା” ଅନୁଷ୍ଠିତ   16-Aug-2026
  ଜିଲ୍ଲା  
ସୋହେଲାରେ ମହାସମାରୋହରେ ପାଳିତ ହେଲା ଗୁରୁ ଭଗବାନ ସାହୁଙ୍କ ୯୬ତମ ଜୟନ୍ତୀ   16-Aug-2026
  ଜିଲ୍ଲା  
ରେଳ ଉପଭୋକ୍ତ ସଂଘ ତରଫରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   16-Aug-2026
  ଜିଲ୍ଲା  
ବଲାଙ୍ଗିର ଗୁଡିଆ ସମାଜର ସିଦ୍ଧିବିନାୟକ ମନ୍ଦିର ପ୍ରତିଷ୍ଠା ପାଇଁ ପ୍ରସ୍ତୁତି ବୈଠକ   16-Aug-2026
  ଜିଲ୍ଲା  
*ସ୍ବାଧୀନତା ଦିବସ ଅବସରରେ ବନ୍ଧୁତ୍ୱ ପୂର୍ଣ୍ଣ ଫୁଟବଲ୍ ମ୍ୟାଚ ଅନୁଷ୍ଠିତ*-   16-Aug-2026
  ଜିଲ୍ଲା  
ତ୍ରିରଙ୍ଗା ପତାକା ତଳେ ନୀଳଜି ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଦେଶପ୍ରେମର ମହକ, ଛାତ୍ରଛାତ୍ରୀଙ୍କ ମନରେ ଜାଗିଲା ଦେଶଭକ୍ତି   16-Aug-2026
  ଜିଲ୍ଲା  
ଭୀମଭୋଇ ହସ୍‌ପିଟାଲ ପରିଦର୍ଶନ ରୋଗୀଙ୍କୁ ଭେଟି ସମସ୍ୟା ପଚାରିଲେ ପୂର୍ବତନ ଆଇନମନ୍ତ୍ରୀ ନରସିଂହ ମିଶ୍ର   16-Aug-2026
  ଜିଲ୍ଲା  
ସୁନ୍ଦରଗଡ଼ ଠାରେ ଜିଲ୍ଲାସ୍ତରୀୟ ୭୯ତମ ସ୍ୱାଧୀନତା ଦିବସ ପାଳିତ   16-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସରେ ବିଙ୍ଗ ହ୍ୟୁମାନ ଫାଉଣ୍ଡେସନ ଆଗଲପୁର ବ୍ଳକ ତରଫରୁ ରକ୍ତଦାନ ଓ ବୃକ୍ଷରୋପଣ କାର୍ଯ୍ୟକ୍ରମ   16-Aug-2026
  ଜିଲ୍ଲା  
ବାଲିଗୁଡାରେ ଉପଖଣ୍ଡ ସ୍ତରୀୟ ୮୦ ତମ ସ୍ୱାଧୀନତା ଦିବସ ମହୋତ୍ସବ ପାଳନ   16-Aug-2026
  ଜିଲ୍ଲା  
ସାମୁହିକ ପତାକା ଉତ୍ତୋଳନ ଓ ମିଳିତ ପ୍ୟାରେଡର ଅଭିବାଦନ ଗ୍ରହଣ କଲେ ଅଧ୍ୟକ୍ଷା ପ୍ରେମ ଶିଳା ନାଗ   16-Aug-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଠାରେ ଜିଲ୍ଲା ସ୍ତରୀୟ ସ୍ବାଧୀନତା ଦିବସ ପାଳନ*-   16-Aug-2026

You Might Also Like