-+91-9937148622 |

prerana_bgr@rediffmail.com |

  Sunday 16th August 2026 |

| | | |

R.N.I. Regd No. ODIODI/2010/46693

Breaking News

କଦମପଡା ଶିଶୁ ମନ୍ଦିରରେ “ସଂକୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା” ଅନୁଷ୍ଠିତ   (16-Aug-2026)       ||      ସୋହେଲାରେ ମହାସମାରୋହରେ ପାଳିତ ହେଲା ଗୁରୁ ଭଗବାନ ସାହୁଙ୍କ ୯୬ତମ ଜୟନ୍ତୀ    (16-Aug-2026)       ||      ରେଳ ଉପଭୋକ୍ତ ସଂଘ ତରଫରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   (16-Aug-2026)       ||      ବଲାଙ୍ଗିର ଗୁଡିଆ ସମାଜର ସିଦ୍ଧିବିନାୟକ ମନ୍ଦିର ପ୍ରତିଷ୍ଠା ପାଇଁ ପ୍ରସ୍ତୁତି ବୈଠକ   (16-Aug-2026)       ||      *ସ୍ବାଧୀନତା ଦିବସ ଅବସରରେ ବନ୍ଧୁତ୍ୱ ପୂର୍ଣ୍ଣ ଫୁଟବଲ୍ ମ୍ୟାଚ ଅନୁଷ୍ଠିତ*-   (16-Aug-2026)       ||      ତ୍ରିରଙ୍ଗା ପତାକା ତଳେ ନୀଳଜି ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଦେଶପ୍ରେମର ମହକ, ଛାତ୍ରଛାତ୍ରୀଙ୍କ ମନରେ ଜାଗିଲା ଦେଶଭକ୍ତି   (16-Aug-2026)       ||      ଭୀମଭୋଇ ହସ୍‌ପିଟାଲ ପରିଦର୍ଶନ ରୋଗୀଙ୍କୁ ଭେଟି ସମସ୍ୟା ପଚାରିଲେ ପୂର୍ବତନ ଆଇନମନ୍ତ୍ରୀ ନରସିଂହ ମିଶ୍ର   (16-Aug-2026)       ||      ସୁନ୍ଦରଗଡ଼ ଠାରେ ଜିଲ୍ଲାସ୍ତରୀୟ ୭୯ତମ ସ୍ୱାଧୀନତା ଦିବସ ପାଳିତ   (16-Aug-2026)       ||      ସ୍ୱାଧୀନତା ଦିବସରେ ବିଙ୍ଗ ହ୍ୟୁମାନ ଫାଉଣ୍ଡେସନ ଆଗଲପୁର ବ୍ଳକ ତରଫରୁ ରକ୍ତଦାନ ଓ ବୃକ୍ଷରୋପଣ କାର୍ଯ୍ୟକ୍ରମ   (16-Aug-2026)       ||      ବାଲିଗୁଡାରେ ଉପଖଣ୍ଡ ସ୍ତରୀୟ ୮୦ ତମ ସ୍ୱାଧୀନତା ଦିବସ ମହୋତ୍ସବ ପାଳନ   (16-Aug-2026)       ||      ସାମୁହିକ ପତାକା ଉତ୍ତୋଳନ ଓ ମିଳିତ ପ୍ୟାରେଡର ଅଭିବାଦନ ଗ୍ରହଣ କଲେ ଅଧ୍ୟକ୍ଷା ପ୍ରେମ ଶିଳା ନାଗ   (16-Aug-2026)       ||      *ସୁବର୍ଣ୍ଣପୁର ଠାରେ ଜିଲ୍ଲା ସ୍ତରୀୟ ସ୍ବାଧୀନତା ଦିବସ ପାଳନ*-   (16-Aug-2026)       ||      ବନ୍ଦେ ବିଶ୍ୱ ଭାରତ ବୀର ପୁରସ୍କାରରେ ସମ୍ବର୍ଦ୍ଧିତ ହେଲେ ବିନିକାର "ଶାଶ୍ୱତ"   (16-Aug-2026)       ||      ବଲାଙ୍ଗୀରରେ ୮୦ତମ ସ୍ୱାଧୀନତା ଦିବସ ପାଳିତ    (16-Aug-2026)       ||      ରାଉରକେଲାରେ ୮୦ତମ ସ୍ବାଧୀନତା ଦିବସ ମହାସମାରୋହରେ ପାଳିତ   (16-Aug-2026)       ||      ସ୍ୱାଧୀନତା ଦିବସ ଅବସରରେ ଫୁଟବଲ ଟୁର୍ନାମେଣ୍ଟ - 2026 କାର୍ଯ୍ୟକ୍ରମ ଅନୁଷ୍ଠିତ   (16-Aug-2026)       ||      “ନିଚ୍ଛକ୍‌”ରେ ଜାତୀୟ ଦିବସ ପାଳିତ   (15-Aug-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ଠାରେ ୮୦ତମ ସ୍ୱାଧୀନତା ଦିବସ ପାଳିତ : ଛାତ୍ର ଛାତ୍ରୀ ମାନଙ୍କୁ ରଙ୍ଗା ରଙ୍ଗ ସାଂସ୍କୃତିକ ପ୍ରଦର୍ଶନ ନିମନ୍ତେ ଶୁଭେଚ୍ଛା   (15-Aug-2026)       ||      *ବେକରେ ଗାମୁଛା ଲଗାଇ ଗଛରେ ଝୁଲି ଯୁବକର ଆତ୍ମହତ୍ୟା*   (15-Aug-2026)       ||      ପତିତପାବନ ଏକାଡେମୀରେ ୮୦ତମ ସ୍ଵାଧୀନତା ଦିବସ ପାଳିତ   (15-Aug-2026)       ||     

HOME   ଜିଲ୍ଲା

ରେଳ ଉପଭୋକ୍ତ ସଂଘ ତରଫରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ

16-Aug-2026



ବଲାଙ୍ଗିର(ପ୍ରେରଣା ଖବର) ରେଳ ଉପଭୋକ୍ତ ସଂଘ ଓ ରେଳବାଇ ପ୍ରଶାସନ ର ମିଳିତ ଉଦ୍ୟମରେ ଏକ ବୃକ୍ଷରୋପଣ କାର୍ଯ୍ୟକ୍ରମ ସଂଘର ସଭାପତି ପ୍ରଫେସର ତରୁଣ କୁମାର ମିଶ୍ର ଙ୍କ ନେତୃତ୍ୱରେ ଅନୁଷ୍ଠିତ ହୋଇଯାଇଛି । ରେଳ ଷ୍ଟେସନର ପ୍ରବେଶ ପଥ ର ଉଭୟ ପାଶ୍ୱର୍ରେ ଗୁଆ ଗଛ ଓ ଗୋଟିଏ ପାଶ୍ୱର୍ରେ କରଞ୍ଜ ଓ ନିମ୍ବ ଗଛ ଗୁଡିକ ରୋପଣ କରାଯାଇଥିଲା । ଭବିଷ୍ୟତରେ ଯାତ୍ରୀମାନେ କିପରି ଛାଇ ଟିକିଏ ପାଇପାରିବେ ଓ ଆଗାମୀ ପିଢୀ ଷ୍ଟେସନର ସୌନ୍ଦର୍ଯିକରଣ ପାଇଁ ସଚେତନ ରହିବା ଉଚିତ ବୋଲି ଶ୍ରୀ ମିଶ୍ର କହିଥିଲେ ।

ତତ୍ ସହ ଷ୍ଟେସନର ସମ୍ଭୁଖ ଭାଗରେ ୧୦ଟି ଗୁଆ ଗଛ ଓ ପ୍ରସ୍ତାନ ହେବା ପଛରେ ଅନେକ ବୃକ୍ଷରୋପଣ କରାଯାଇଥିବା । ରେଳବାଇ ପ୍ରଶାସନ ତରଫରୁ ଇଂ. ମନୋଜ କୁମାର ଓଝା, ବ୍ୟବସାୟିକ ନିରୀକ୍ଷକ ନବୀନ ଦାଶ, ଆରପିଏଫ୍ ତରଫରୁ ଅଫିସର କୁନା ବାରିକ, ହିରାଲାଲ ସିଂ, ଦୁଷ୍ମନ୍ତ ମାଝି, ସଂଘ ତରଫରୁ ସଂପାଦକ ବିମଲ ଚକ୍ରବର୍ତ୍ତି, ମୋତିଲାଲ ସାହୁ, ଗୋପବନ୍ଧୁ ପୁରୋହିତ, ଦିବାକର ହୋତା, ପର୍ଶୁରାମ ନାୟକ, ହରେକୃଷ୍ଣ ତ୍ରିପାଠି, ସୁରେଶ ଅଗ୍ରୱାଲ ଙ୍କ ସହ  ଶିବ ଗୌଡ, ରାଜୁ ପ୍ରଧାନ, ସୀତାକାନ୍ତ ପରୁଆ ପ୍ରମୁଖ ଉପସ୍ଥିତ ରହି ବୃକ୍ଷ ରୋପଣ ରେ ସହଯୋଗ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
କଦମପଡା ଶିଶୁ ମନ୍ଦିରରେ “ସଂକୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା” ଅନୁଷ୍ଠିତ   16-Aug-2026
  ଜିଲ୍ଲା  
ସୋହେଲାରେ ମହାସମାରୋହରେ ପାଳିତ ହେଲା ଗୁରୁ ଭଗବାନ ସାହୁଙ୍କ ୯୬ତମ ଜୟନ୍ତୀ   16-Aug-2026
  ଜିଲ୍ଲା  
ରେଳ ଉପଭୋକ୍ତ ସଂଘ ତରଫରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   16-Aug-2026
  ଜିଲ୍ଲା  
ବଲାଙ୍ଗିର ଗୁଡିଆ ସମାଜର ସିଦ୍ଧିବିନାୟକ ମନ୍ଦିର ପ୍ରତିଷ୍ଠା ପାଇଁ ପ୍ରସ୍ତୁତି ବୈଠକ   16-Aug-2026
  ଜିଲ୍ଲା  
*ସ୍ବାଧୀନତା ଦିବସ ଅବସରରେ ବନ୍ଧୁତ୍ୱ ପୂର୍ଣ୍ଣ ଫୁଟବଲ୍ ମ୍ୟାଚ ଅନୁଷ୍ଠିତ*-   16-Aug-2026
  ଜିଲ୍ଲା  
ତ୍ରିରଙ୍ଗା ପତାକା ତଳେ ନୀଳଜି ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଦେଶପ୍ରେମର ମହକ, ଛାତ୍ରଛାତ୍ରୀଙ୍କ ମନରେ ଜାଗିଲା ଦେଶଭକ୍ତି   16-Aug-2026
  ଜିଲ୍ଲା  
ଭୀମଭୋଇ ହସ୍‌ପିଟାଲ ପରିଦର୍ଶନ ରୋଗୀଙ୍କୁ ଭେଟି ସମସ୍ୟା ପଚାରିଲେ ପୂର୍ବତନ ଆଇନମନ୍ତ୍ରୀ ନରସିଂହ ମିଶ୍ର   16-Aug-2026
  ଜିଲ୍ଲା  
ସୁନ୍ଦରଗଡ଼ ଠାରେ ଜିଲ୍ଲାସ୍ତରୀୟ ୭୯ତମ ସ୍ୱାଧୀନତା ଦିବସ ପାଳିତ   16-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସରେ ବିଙ୍ଗ ହ୍ୟୁମାନ ଫାଉଣ୍ଡେସନ ଆଗଲପୁର ବ୍ଳକ ତରଫରୁ ରକ୍ତଦାନ ଓ ବୃକ୍ଷରୋପଣ କାର୍ଯ୍ୟକ୍ରମ   16-Aug-2026
  ଜିଲ୍ଲା  
ବାଲିଗୁଡାରେ ଉପଖଣ୍ଡ ସ୍ତରୀୟ ୮୦ ତମ ସ୍ୱାଧୀନତା ଦିବସ ମହୋତ୍ସବ ପାଳନ   16-Aug-2026
  ଜିଲ୍ଲା  
ସାମୁହିକ ପତାକା ଉତ୍ତୋଳନ ଓ ମିଳିତ ପ୍ୟାରେଡର ଅଭିବାଦନ ଗ୍ରହଣ କଲେ ଅଧ୍ୟକ୍ଷା ପ୍ରେମ ଶିଳା ନାଗ   16-Aug-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଠାରେ ଜିଲ୍ଲା ସ୍ତରୀୟ ସ୍ବାଧୀନତା ଦିବସ ପାଳନ*-   16-Aug-2026

You Might Also Like