-+91-9937148622 |

prerana_bgr@rediffmail.com |

  Sunday 16th August 2026 |

| | | |

R.N.I. Regd No. ODIODI/2010/46693

Breaking News

କଦମପଡା ଶିଶୁ ମନ୍ଦିରରେ “ସଂକୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା” ଅନୁଷ୍ଠିତ   (16-Aug-2026)       ||      ସୋହେଲାରେ ମହାସମାରୋହରେ ପାଳିତ ହେଲା ଗୁରୁ ଭଗବାନ ସାହୁଙ୍କ ୯୬ତମ ଜୟନ୍ତୀ    (16-Aug-2026)       ||      ରେଳ ଉପଭୋକ୍ତ ସଂଘ ତରଫରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   (16-Aug-2026)       ||      ବଲାଙ୍ଗିର ଗୁଡିଆ ସମାଜର ସିଦ୍ଧିବିନାୟକ ମନ୍ଦିର ପ୍ରତିଷ୍ଠା ପାଇଁ ପ୍ରସ୍ତୁତି ବୈଠକ   (16-Aug-2026)       ||      *ସ୍ବାଧୀନତା ଦିବସ ଅବସରରେ ବନ୍ଧୁତ୍ୱ ପୂର୍ଣ୍ଣ ଫୁଟବଲ୍ ମ୍ୟାଚ ଅନୁଷ୍ଠିତ*-   (16-Aug-2026)       ||      ତ୍ରିରଙ୍ଗା ପତାକା ତଳେ ନୀଳଜି ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଦେଶପ୍ରେମର ମହକ, ଛାତ୍ରଛାତ୍ରୀଙ୍କ ମନରେ ଜାଗିଲା ଦେଶଭକ୍ତି   (16-Aug-2026)       ||      ଭୀମଭୋଇ ହସ୍‌ପିଟାଲ ପରିଦର୍ଶନ ରୋଗୀଙ୍କୁ ଭେଟି ସମସ୍ୟା ପଚାରିଲେ ପୂର୍ବତନ ଆଇନମନ୍ତ୍ରୀ ନରସିଂହ ମିଶ୍ର   (16-Aug-2026)       ||      ସୁନ୍ଦରଗଡ଼ ଠାରେ ଜିଲ୍ଲାସ୍ତରୀୟ ୭୯ତମ ସ୍ୱାଧୀନତା ଦିବସ ପାଳିତ   (16-Aug-2026)       ||      ସ୍ୱାଧୀନତା ଦିବସରେ ବିଙ୍ଗ ହ୍ୟୁମାନ ଫାଉଣ୍ଡେସନ ଆଗଲପୁର ବ୍ଳକ ତରଫରୁ ରକ୍ତଦାନ ଓ ବୃକ୍ଷରୋପଣ କାର୍ଯ୍ୟକ୍ରମ   (16-Aug-2026)       ||      ବାଲିଗୁଡାରେ ଉପଖଣ୍ଡ ସ୍ତରୀୟ ୮୦ ତମ ସ୍ୱାଧୀନତା ଦିବସ ମହୋତ୍ସବ ପାଳନ   (16-Aug-2026)       ||      ସାମୁହିକ ପତାକା ଉତ୍ତୋଳନ ଓ ମିଳିତ ପ୍ୟାରେଡର ଅଭିବାଦନ ଗ୍ରହଣ କଲେ ଅଧ୍ୟକ୍ଷା ପ୍ରେମ ଶିଳା ନାଗ   (16-Aug-2026)       ||      *ସୁବର୍ଣ୍ଣପୁର ଠାରେ ଜିଲ୍ଲା ସ୍ତରୀୟ ସ୍ବାଧୀନତା ଦିବସ ପାଳନ*-   (16-Aug-2026)       ||      ବନ୍ଦେ ବିଶ୍ୱ ଭାରତ ବୀର ପୁରସ୍କାରରେ ସମ୍ବର୍ଦ୍ଧିତ ହେଲେ ବିନିକାର "ଶାଶ୍ୱତ"   (16-Aug-2026)       ||      ବଲାଙ୍ଗୀରରେ ୮୦ତମ ସ୍ୱାଧୀନତା ଦିବସ ପାଳିତ    (16-Aug-2026)       ||      ରାଉରକେଲାରେ ୮୦ତମ ସ୍ବାଧୀନତା ଦିବସ ମହାସମାରୋହରେ ପାଳିତ   (16-Aug-2026)       ||      ସ୍ୱାଧୀନତା ଦିବସ ଅବସରରେ ଫୁଟବଲ ଟୁର୍ନାମେଣ୍ଟ - 2026 କାର୍ଯ୍ୟକ୍ରମ ଅନୁଷ୍ଠିତ   (16-Aug-2026)       ||      “ନିଚ୍ଛକ୍‌”ରେ ଜାତୀୟ ଦିବସ ପାଳିତ   (15-Aug-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ଠାରେ ୮୦ତମ ସ୍ୱାଧୀନତା ଦିବସ ପାଳିତ : ଛାତ୍ର ଛାତ୍ରୀ ମାନଙ୍କୁ ରଙ୍ଗା ରଙ୍ଗ ସାଂସ୍କୃତିକ ପ୍ରଦର୍ଶନ ନିମନ୍ତେ ଶୁଭେଚ୍ଛା   (15-Aug-2026)       ||      *ବେକରେ ଗାମୁଛା ଲଗାଇ ଗଛରେ ଝୁଲି ଯୁବକର ଆତ୍ମହତ୍ୟା*   (15-Aug-2026)       ||      ପତିତପାବନ ଏକାଡେମୀରେ ୮୦ତମ ସ୍ଵାଧୀନତା ଦିବସ ପାଳିତ   (15-Aug-2026)       ||     

HOME   ଜିଲ୍ଲା

କଦମପଡା ଶିଶୁ ମନ୍ଦିରରେ “ସଂକୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା” ଅନୁଷ୍ଠିତ

16-Aug-2026



ବଲାଙ୍ଗୀର(ପ୍ରେରଣା ଖବର): ଆଜି ବଲାଙ୍ଗୀରସ୍ଥ
କଦମପଡା ସରସ୍ବତୀ ଶିଶୁ‌ ବିଦ୍ୟା ଜ୍ଞାନ‌ ମନ୍ଦିରରେ ସଂକୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା ସଂପାଦକ ତରଣୀସେନ ପଟେଲଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । 
ଏଥିରେ ମୋଟ ସାତଟି ବିଦ୍ୟାଳୟର ୨୫୫ଜଣ ଛାତ୍ରଛାତ୍ରୀ
 

 

ଭାଗ ନେଇଥିଲେ । ଉଦଘାଟନୀ ଉତ୍ସବରେ ମୁଖ୍ୟ ଅତିଥି ରୂପେ ରାମଗୋପାଳ ହିନ୍ଦି ହାଇସ୍କୁଲର ପ୍ରଧାନ  ଶିକ୍ଷକ ନବଘନ ସାହୁ  ତଥା ଉଦଯାପନୀ ଉତ୍ସବରେ ଅବସରପ୍ରାପ୍ତ ଶିକ୍ଷକ ଶିବ ପ୍ରସାଦ ତ୍ରିପାଠୀ ଯୋଗ ଦେଇଥିଲେ । ମଞ୍ଚାସୀନ ଅତିଥିଙ୍କ ପରିଚୟ ପ୍ରଧାନାଚାର୍ଯ୍ୟ ସନାତନ ମିଶ୍ର କରିଥିବା ବେଳେ ସଙ୍କୁଳ ପ୍ରମୁଖ ଅନ୍ତର୍ଯ୍ୟାମୀ ବିଶ୍ବାଳ ଉଦ୍ଦେଶ୍ୟ ଜ୍ଞାପନ କରିଥିଲେ ।  ସଂଯୋଜନା ଗୁରୁମା ଭାରତୀ ସାହୁ କରିଥିଲେ । ଵିଚାରକ ରୂପେ ୨୯ ସରକାରୀ ବିଜ୍ଞାନ ଶିକ୍ଷକ ଓ ଯୋଗ ଦେଇ‌ ପ୍ରତ୍ୟେକ ପ୍ରକଳ୍ପର ମୂଲ୍ୟାୟନ  କରିଥିଲେ । ବିଜ୍ଞାନ ପ୍ରଶ୍ନମଞ୍ଚ କିଶୋର ବିଭାଗରେ ଦ୍ୟୁମନ ପତି,ସୁମିତ ମେହେର ,ସ୍ବୟଂପ୍ରକାଶ ସାହୁ, ପତ୍ର ବାଚନରେ ସ୍ବୀକୃତିରାଣୀ

କର୍ମୀ,ସ୍ମୃତିରାଣୀ ମେହେର ଓ ପ୍ରତ୍ୟାଶା‌ ବେଦବାକ, କଥା କଥନରେ ପ୍ରିୟାଂଶି ଷଡଙ୍ଗୀ, ମୂର୍ତ୍ତିକଳାରେ ଓମପ୍ରକାଶ ବାଗ୍ ଓ ଓମ ପ୍ରକାଶ ପୁଟେଲ ଆଦି ପ୍ରମୁଖ ପ୍ରତିଯୋଗିତାରେ ବିଜେତା ହୋଇଥିଲେ । ମଞ୍ଚାସୀନ ଅନ୍ୟତମ ଅତିଥି ରୂପେ ଉପ ସଭାପତି ରବିନ୍ଦ୍ର କୁମାର ପଣ୍ଡା ଉପସ୍ଥିତ ଥିଲେ । ସଂପାଦକ ମହୋଦୟ ମଧ୍ୟ ନିଜ ବକ୍ତବ୍ୟ ରଖିଥିବା  ସହ ଶେଷରେ ବିଦ୍ୟାଳୟର ସଭାପତି ଡ. ଭବାନୀ ଶଙ୍କର ପଟେଲ ସମସ୍ତଙ୍କୁ ଧନ୍ୟବାଦ ଦେଇଥିଲେ । ଏହିପରି ଭାବରେ ସମ୍ଭାଗ ଜୀବ ବିଜ୍ଞାନ ପ୍ରମୁଖ ସରୋଜ କୁମାର ମିଶ୍ରଙ୍କ ସଞ୍ଚାଳନରେ କାର୍ଯ୍ୟକ୍ରମଟି ସଫଳତା ସହ ସଂପୂର୍ଣ୍ଣ ହୋଇଥିଲା ।


News Comment




Photo in News

Advertisment
Lastest News
  ଜିଲ୍ଲା  
କଦମପଡା ଶିଶୁ ମନ୍ଦିରରେ “ସଂକୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା” ଅନୁଷ୍ଠିତ   16-Aug-2026
  ଜିଲ୍ଲା  
ସୋହେଲାରେ ମହାସମାରୋହରେ ପାଳିତ ହେଲା ଗୁରୁ ଭଗବାନ ସାହୁଙ୍କ ୯୬ତମ ଜୟନ୍ତୀ   16-Aug-2026
  ଜିଲ୍ଲା  
ରେଳ ଉପଭୋକ୍ତ ସଂଘ ତରଫରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   16-Aug-2026
  ଜିଲ୍ଲା  
ବଲାଙ୍ଗିର ଗୁଡିଆ ସମାଜର ସିଦ୍ଧିବିନାୟକ ମନ୍ଦିର ପ୍ରତିଷ୍ଠା ପାଇଁ ପ୍ରସ୍ତୁତି ବୈଠକ   16-Aug-2026
  ଜିଲ୍ଲା  
*ସ୍ବାଧୀନତା ଦିବସ ଅବସରରେ ବନ୍ଧୁତ୍ୱ ପୂର୍ଣ୍ଣ ଫୁଟବଲ୍ ମ୍ୟାଚ ଅନୁଷ୍ଠିତ*-   16-Aug-2026
  ଜିଲ୍ଲା  
ତ୍ରିରଙ୍ଗା ପତାକା ତଳେ ନୀଳଜି ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଦେଶପ୍ରେମର ମହକ, ଛାତ୍ରଛାତ୍ରୀଙ୍କ ମନରେ ଜାଗିଲା ଦେଶଭକ୍ତି   16-Aug-2026
  ଜିଲ୍ଲା  
ଭୀମଭୋଇ ହସ୍‌ପିଟାଲ ପରିଦର୍ଶନ ରୋଗୀଙ୍କୁ ଭେଟି ସମସ୍ୟା ପଚାରିଲେ ପୂର୍ବତନ ଆଇନମନ୍ତ୍ରୀ ନରସିଂହ ମିଶ୍ର   16-Aug-2026
  ଜିଲ୍ଲା  
ସୁନ୍ଦରଗଡ଼ ଠାରେ ଜିଲ୍ଲାସ୍ତରୀୟ ୭୯ତମ ସ୍ୱାଧୀନତା ଦିବସ ପାଳିତ   16-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସରେ ବିଙ୍ଗ ହ୍ୟୁମାନ ଫାଉଣ୍ଡେସନ ଆଗଲପୁର ବ୍ଳକ ତରଫରୁ ରକ୍ତଦାନ ଓ ବୃକ୍ଷରୋପଣ କାର୍ଯ୍ୟକ୍ରମ   16-Aug-2026
  ଜିଲ୍ଲା  
ବାଲିଗୁଡାରେ ଉପଖଣ୍ଡ ସ୍ତରୀୟ ୮୦ ତମ ସ୍ୱାଧୀନତା ଦିବସ ମହୋତ୍ସବ ପାଳନ   16-Aug-2026
  ଜିଲ୍ଲା  
ସାମୁହିକ ପତାକା ଉତ୍ତୋଳନ ଓ ମିଳିତ ପ୍ୟାରେଡର ଅଭିବାଦନ ଗ୍ରହଣ କଲେ ଅଧ୍ୟକ୍ଷା ପ୍ରେମ ଶିଳା ନାଗ   16-Aug-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଠାରେ ଜିଲ୍ଲା ସ୍ତରୀୟ ସ୍ବାଧୀନତା ଦିବସ ପାଳନ*-   16-Aug-2026

You Might Also Like