-+91-9937148622 |

prerana_bgr@rediffmail.com |

  Monday 17th August 2026 |

| | | |

R.N.I. Regd No. ODIODI/2010/46693

Breaking News

ମାନ୍ୟବର ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ତଥା ବିଜ୍ଞାନ ଏବଂ ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ଶ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ଙ୍କ ପ୍ରେସମିଟ   (17-Aug-2026)       ||      ସମ୍ବଲପୁରରେ ୮୦ତମ ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ ସମ୍ବଲପୁରର ସର୍ବାଙ୍ଗୀଣ ବିକାଶ ସରକାରଙ୍କ ପ୍ରାଥମିକତା: ମାନ୍ୟବର ମନ୍ତ୍ରୀ   (17-Aug-2026)       ||      ସ୍ୱାଧୀନତା ଦିବସରେ ମେଘପାଳ ସରପଞ୍ଚଙ୍କ ମହନୀୟ କାର୍ଯ୍ୟ    (17-Aug-2026)       ||      କଂସର ଓ ଦୁଧିଆମାଳରେ ଯୌନ ଓ ପ୍ରଜନନ ସ୍ୱାସ୍ଥ୍ୟ ନେଇ ତାଲିମ ଶିବିର   (17-Aug-2026)       ||      ସ୍ୱାଧୀନତା ଦିବସରେ ରଙ୍ଗାରଙ୍ଗ କାର୍ଯ୍ୟକ୍ରମ   (17-Aug-2026)       ||      ଏମ୍‌ସିଏଲ୍ ପାଳନ କଲା ସଦ୍‌ଭାବନା ଓ ଦେଶପ୍ରେମର ସହ ୮୦ତମ ସ୍ବାଧୀନତା ଦିବସ    (16-Aug-2026)       ||      କଦମପଡା ଶିଶୁ ମନ୍ଦିରରେ “ସଂକୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା” ଅନୁଷ୍ଠିତ   (16-Aug-2026)       ||      ସୋହେଲାରେ ମହାସମାରୋହରେ ପାଳିତ ହେଲା ଗୁରୁ ଭଗବାନ ସାହୁଙ୍କ ୯୬ତମ ଜୟନ୍ତୀ    (16-Aug-2026)       ||      ରେଳ ଉପଭୋକ୍ତ ସଂଘ ତରଫରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   (16-Aug-2026)       ||      ବଲାଙ୍ଗିର ଗୁଡିଆ ସମାଜର ସିଦ୍ଧିବିନାୟକ ମନ୍ଦିର ପ୍ରତିଷ୍ଠା ପାଇଁ ପ୍ରସ୍ତୁତି ବୈଠକ   (16-Aug-2026)       ||      *ସ୍ବାଧୀନତା ଦିବସ ଅବସରରେ ବନ୍ଧୁତ୍ୱ ପୂର୍ଣ୍ଣ ଫୁଟବଲ୍ ମ୍ୟାଚ ଅନୁଷ୍ଠିତ*-   (16-Aug-2026)       ||      ତ୍ରିରଙ୍ଗା ପତାକା ତଳେ ନୀଳଜି ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଦେଶପ୍ରେମର ମହକ, ଛାତ୍ରଛାତ୍ରୀଙ୍କ ମନରେ ଜାଗିଲା ଦେଶଭକ୍ତି   (16-Aug-2026)       ||      ଭୀମଭୋଇ ହସ୍‌ପିଟାଲ ପରିଦର୍ଶନ ରୋଗୀଙ୍କୁ ଭେଟି ସମସ୍ୟା ପଚାରିଲେ ପୂର୍ବତନ ଆଇନମନ୍ତ୍ରୀ ନରସିଂହ ମିଶ୍ର   (16-Aug-2026)       ||      ସୁନ୍ଦରଗଡ଼ ଠାରେ ଜିଲ୍ଲାସ୍ତରୀୟ ୭୯ତମ ସ୍ୱାଧୀନତା ଦିବସ ପାଳିତ   (16-Aug-2026)       ||      ସ୍ୱାଧୀନତା ଦିବସରେ ବିଙ୍ଗ ହ୍ୟୁମାନ ଫାଉଣ୍ଡେସନ ଆଗଲପୁର ବ୍ଳକ ତରଫରୁ ରକ୍ତଦାନ ଓ ବୃକ୍ଷରୋପଣ କାର୍ଯ୍ୟକ୍ରମ   (16-Aug-2026)       ||      ବାଲିଗୁଡାରେ ଉପଖଣ୍ଡ ସ୍ତରୀୟ ୮୦ ତମ ସ୍ୱାଧୀନତା ଦିବସ ମହୋତ୍ସବ ପାଳନ   (16-Aug-2026)       ||      ସାମୁହିକ ପତାକା ଉତ୍ତୋଳନ ଓ ମିଳିତ ପ୍ୟାରେଡର ଅଭିବାଦନ ଗ୍ରହଣ କଲେ ଅଧ୍ୟକ୍ଷା ପ୍ରେମ ଶିଳା ନାଗ   (16-Aug-2026)       ||      *ସୁବର୍ଣ୍ଣପୁର ଠାରେ ଜିଲ୍ଲା ସ୍ତରୀୟ ସ୍ବାଧୀନତା ଦିବସ ପାଳନ*-   (16-Aug-2026)       ||      ବନ୍ଦେ ବିଶ୍ୱ ଭାରତ ବୀର ପୁରସ୍କାରରେ ସମ୍ବର୍ଦ୍ଧିତ ହେଲେ ବିନିକାର "ଶାଶ୍ୱତ"   (16-Aug-2026)       ||      ବଲାଙ୍ଗୀରରେ ୮୦ତମ ସ୍ୱାଧୀନତା ଦିବସ ପାଳିତ    (16-Aug-2026)       ||     

HOME   ଜିଲ୍ଲା

ସ୍ୱାଧୀନତା ଦିବସରେ ରଙ୍ଗାରଙ୍ଗ କାର୍ଯ୍ୟକ୍ରମ

17-Aug-2026



 

 

ସମ୍ବଲପୁର: (ସଂଜୀବ ପାଣିଗ୍ରାହୀ )-ପୁଟିବନ୍ଦ ସ୍ଥିତ ଶୋଭାନୀୟ ଶିକ୍ଷାଶ୍ରମ ଠାରେ ୮୦ ତମ ସ୍ୱାଧୀନତା ଦିବସରେ ଶିକ୍ଷାର୍ଥୀ ମାନଙ୍କ ଦ୍ୱାରା ଜାତୀୟ ଚେତନା ଓ ଦେଶାତ୍ମବୋଧକ ବହୁ ରଙ୍ଗାରଙ୍ଗ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ପ୍ରାରମ୍ଭରେ ପ୍ରଭାତ ଫେରି ପରେ ଶିକ୍ଷାଳୟ ପରିସରରେ ବରିଷ୍ଠ ସାମ୍ବାଦିକ ପ୍ରଫୁଲ୍ଲ କୁମାର ଦାସ ପତଳା ଉତ୍ତୋଳନ କରି ବୀର ସୁରେନ୍ଦ୍ର ସାଏ, ଛବିଳ ସାଏ ଭଳି ବହୁ ସ୍ୱାଧୀନତା ସଂଗ୍ରାମୀଙ୍କ ଜୀବନ ଚର୍ଚ୍ଚା କରି ଦେଶ ସ୍ୱାଧୀନତାରେ ସେମାନଙ୍କ ତ୍ୟାଗ ସମ୍ପର୍କରେ ଆଲୋଚନା କରି ସମସ୍ତ ଶିକ୍ଷାର୍ଥୀ ଦେଶପ୍ରେମରେ ସାମିଲ ହେବାକୁ ଆହ୍ୱାନ ଦେଇଥିଲେ। ସମାଜସେବୀ ସ୍ଵର୍ଣ୍ଣଵାଲା ତ୍ରିପାଠୀ ସମ୍ମାନିତ ଅତିଥି ଭାବେ ଯୋଗଦେଇ ସ୍ୱାଧିନତା ଦିବସର ତାତ୍ପର୍ଯ୍ୟ ଉପରେ କହିଥିଲେ।ଶିକ୍ଷାଳୟର ପ୍ରଧାନଶିକ୍ଷକ ଅକ୍ଷୟ କୁମାର ଶତପଥୀ ସମସ୍ତ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ମାନ୍ୟବର ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ତଥା ବିଜ୍ଞାନ ଏବଂ ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ଶ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ଙ୍କ ପ୍ରେସମିଟ   17-Aug-2026
  ଜିଲ୍ଲା  
ସମ୍ବଲପୁରରେ ୮୦ତମ ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ ସମ୍ବଲପୁରର ସର୍ବାଙ୍ଗୀଣ ବିକାଶ ସରକାରଙ୍କ ପ୍ରାଥମିକତା: ମାନ୍ୟବର ମନ୍ତ୍ରୀ   17-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସରେ ମେଘପାଳ ସରପଞ୍ଚଙ୍କ ମହନୀୟ କାର୍ଯ୍ୟ   17-Aug-2026
  ରାଜ୍ୟ  
କଂସର ଓ ଦୁଧିଆମାଳରେ ଯୌନ ଓ ପ୍ରଜନନ ସ୍ୱାସ୍ଥ୍ୟ ନେଇ ତାଲିମ ଶିବିର   17-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସରେ ରଙ୍ଗାରଙ୍ଗ କାର୍ଯ୍ୟକ୍ରମ   17-Aug-2026
  ଜିଲ୍ଲା  
ଏମ୍‌ସିଏଲ୍ ପାଳନ କଲା ସଦ୍‌ଭାବନା ଓ ଦେଶପ୍ରେମର ସହ ୮୦ତମ ସ୍ବାଧୀନତା ଦିବସ   16-Aug-2026
  ଜିଲ୍ଲା  
କଦମପଡା ଶିଶୁ ମନ୍ଦିରରେ “ସଂକୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା” ଅନୁଷ୍ଠିତ   16-Aug-2026
  ଜିଲ୍ଲା  
ସୋହେଲାରେ ମହାସମାରୋହରେ ପାଳିତ ହେଲା ଗୁରୁ ଭଗବାନ ସାହୁଙ୍କ ୯୬ତମ ଜୟନ୍ତୀ   16-Aug-2026
  ଜିଲ୍ଲା  
ରେଳ ଉପଭୋକ୍ତ ସଂଘ ତରଫରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   16-Aug-2026
  ଜିଲ୍ଲା  
ବଲାଙ୍ଗିର ଗୁଡିଆ ସମାଜର ସିଦ୍ଧିବିନାୟକ ମନ୍ଦିର ପ୍ରତିଷ୍ଠା ପାଇଁ ପ୍ରସ୍ତୁତି ବୈଠକ   16-Aug-2026
  ଜିଲ୍ଲା  
*ସ୍ବାଧୀନତା ଦିବସ ଅବସରରେ ବନ୍ଧୁତ୍ୱ ପୂର୍ଣ୍ଣ ଫୁଟବଲ୍ ମ୍ୟାଚ ଅନୁଷ୍ଠିତ*-   16-Aug-2026
  ଜିଲ୍ଲା  
ତ୍ରିରଙ୍ଗା ପତାକା ତଳେ ନୀଳଜି ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଦେଶପ୍ରେମର ମହକ, ଛାତ୍ରଛାତ୍ରୀଙ୍କ ମନରେ ଜାଗିଲା ଦେଶଭକ୍ତି   16-Aug-2026

You Might Also Like