-+91-9937148622 |

prerana_bgr@rediffmail.com |

  Monday 17th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଗଣ୍ତାବାହାଲିଠାରେ ନୂଆଖାଇ ଭେଟଘାଟ ପାଇଁ ପ୍ରସ୍ତୁତି ବୈଠକ   (17-Aug-2026)       ||      ନାରୀସେବା ସଙ୍ଘ ପକ୍ଷରୁ ଦେଶର ୮୦ ତମ ସ୍ବାଧିନତା ଦିବସ ପାଳିତ    (17-Aug-2026)       ||      ନୂତନ ଆରକ୍ଷୀ ମହାନିର୍ଦ୍ଦେଶକଙ୍କ ଦାୟିତ୍ୱ ଗ୍ରହଣ   (17-Aug-2026)       ||      ମାନ୍ୟବର ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ତଥା ବିଜ୍ଞାନ ଏବଂ ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ଶ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ଙ୍କ ପ୍ରେସମିଟ   (17-Aug-2026)       ||      ସମ୍ବଲପୁରରେ ୮୦ତମ ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ ସମ୍ବଲପୁରର ସର୍ବାଙ୍ଗୀଣ ବିକାଶ ସରକାରଙ୍କ ପ୍ରାଥମିକତା: ମାନ୍ୟବର ମନ୍ତ୍ରୀ   (17-Aug-2026)       ||      ସ୍ୱାଧୀନତା ଦିବସରେ ମେଘପାଳ ସରପଞ୍ଚଙ୍କ ମହନୀୟ କାର୍ଯ୍ୟ    (17-Aug-2026)       ||      କଂସର ଓ ଦୁଧିଆମାଳରେ ଯୌନ ଓ ପ୍ରଜନନ ସ୍ୱାସ୍ଥ୍ୟ ନେଇ ତାଲିମ ଶିବିର   (17-Aug-2026)       ||      ସ୍ୱାଧୀନତା ଦିବସରେ ରଙ୍ଗାରଙ୍ଗ କାର୍ଯ୍ୟକ୍ରମ   (17-Aug-2026)       ||      ଏମ୍‌ସିଏଲ୍ ପାଳନ କଲା ସଦ୍‌ଭାବନା ଓ ଦେଶପ୍ରେମର ସହ ୮୦ତମ ସ୍ବାଧୀନତା ଦିବସ    (16-Aug-2026)       ||      କଦମପଡା ଶିଶୁ ମନ୍ଦିରରେ “ସଂକୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା” ଅନୁଷ୍ଠିତ   (16-Aug-2026)       ||      ସୋହେଲାରେ ମହାସମାରୋହରେ ପାଳିତ ହେଲା ଗୁରୁ ଭଗବାନ ସାହୁଙ୍କ ୯୬ତମ ଜୟନ୍ତୀ    (16-Aug-2026)       ||      ରେଳ ଉପଭୋକ୍ତ ସଂଘ ତରଫରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   (16-Aug-2026)       ||      ବଲାଙ୍ଗିର ଗୁଡିଆ ସମାଜର ସିଦ୍ଧିବିନାୟକ ମନ୍ଦିର ପ୍ରତିଷ୍ଠା ପାଇଁ ପ୍ରସ୍ତୁତି ବୈଠକ   (16-Aug-2026)       ||      *ସ୍ବାଧୀନତା ଦିବସ ଅବସରରେ ବନ୍ଧୁତ୍ୱ ପୂର୍ଣ୍ଣ ଫୁଟବଲ୍ ମ୍ୟାଚ ଅନୁଷ୍ଠିତ*-   (16-Aug-2026)       ||      ତ୍ରିରଙ୍ଗା ପତାକା ତଳେ ନୀଳଜି ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଦେଶପ୍ରେମର ମହକ, ଛାତ୍ରଛାତ୍ରୀଙ୍କ ମନରେ ଜାଗିଲା ଦେଶଭକ୍ତି   (16-Aug-2026)       ||      ଭୀମଭୋଇ ହସ୍‌ପିଟାଲ ପରିଦର୍ଶନ ରୋଗୀଙ୍କୁ ଭେଟି ସମସ୍ୟା ପଚାରିଲେ ପୂର୍ବତନ ଆଇନମନ୍ତ୍ରୀ ନରସିଂହ ମିଶ୍ର   (16-Aug-2026)       ||      ସୁନ୍ଦରଗଡ଼ ଠାରେ ଜିଲ୍ଲାସ୍ତରୀୟ ୭୯ତମ ସ୍ୱାଧୀନତା ଦିବସ ପାଳିତ   (16-Aug-2026)       ||      ସ୍ୱାଧୀନତା ଦିବସରେ ବିଙ୍ଗ ହ୍ୟୁମାନ ଫାଉଣ୍ଡେସନ ଆଗଲପୁର ବ୍ଳକ ତରଫରୁ ରକ୍ତଦାନ ଓ ବୃକ୍ଷରୋପଣ କାର୍ଯ୍ୟକ୍ରମ   (16-Aug-2026)       ||      ବାଲିଗୁଡାରେ ଉପଖଣ୍ଡ ସ୍ତରୀୟ ୮୦ ତମ ସ୍ୱାଧୀନତା ଦିବସ ମହୋତ୍ସବ ପାଳନ   (16-Aug-2026)       ||      ସାମୁହିକ ପତାକା ଉତ୍ତୋଳନ ଓ ମିଳିତ ପ୍ୟାରେଡର ଅଭିବାଦନ ଗ୍ରହଣ କଲେ ଅଧ୍ୟକ୍ଷା ପ୍ରେମ ଶିଳା ନାଗ   (16-Aug-2026)       ||     

HOME   ଜିଲ୍ଲା

ନାରୀସେବା ସଙ୍ଘ ପକ୍ଷରୁ ଦେଶର ୮୦ ତମ ସ୍ବାଧିନତା ଦିବସ ପାଳିତ

17-Aug-2026



କଟକ(ପ୍ରେରଣା ଖବର): ପୂର୍ବସୁରି ମାନଙ୍କ ଅସ୍ମିତା କୁ  ସ୍ମରଣ କରି ସେମାନଙ୍କ ତ୍ୟାଗ ତିତିକ୍ଷା ଓ ବଳିଦାନ ରୁ ଆଜିର ଯୁବପିଢି ତଥା ନାରୀମାନେ ଯଦି କିଛି ପ୍ରେରଣା ପାଇ ଦେଶରୁ ଅଶିକ୍ଷା,  ଦାରିଦ୍ର୍ୟ, ରୋଗ ବ୍ୟାଧି ହିଂସା, ଇର୍ଷା ବେରୋଯଗlରି  ହଟାଇବା ପାଇଁ ଉଛର୍ଗିକୃତ ହୋଇ  କର୍ମ ଜାରି ରଖିବେ ତେବେ ତାହା ହେବ ସେହି ମହାନ୍ ସ୍ଵାଧୀନତା ସଂଗ୍ରାମୀ ମାନଙ୍କ ପ୍ରତି ଆମର ପ୍ରକୃତ ଶ୍ରଦ୍ଧାଂଜଳି ଏହା ଅଜି ଦେଶର ୮୦ତମ ସ୍ଵାଧୀନତା ଦିବସ ପାଳନ ଉପଲକ୍ଷେ ଓଡ଼ିଶା ନାରୀ ସେବା ସଙ୍ଘର ସଭାନେତ୍ରୀ ଡ. ପ୍ରତିମା ମହାପାତ୍ର ଜାତୀୟ ପତାକା ଉତ୍ତୋଳନ କରି ତାଙ୍କର ଅଭିଭାଷଣରେ କହିଥିଲେ। ସଂଗଠନ ସଂପାଦିକl ମୀରା ବେଉରା ନିଜ ଭିତରେ ଥିବା  ଭେଦଭାବ ଭୁଲି ପରସ୍ପର ଭିତରେ ସ୍ନେହ ସଦିଚ୍ଛା ରଖି ଦେଶ ପ୍ରତି ଆମର କର୍ତ୍ତବ୍ୟ ବିଷୟରେ ସଚେତନ ହେବା ଆବଶ୍ୟକ  ନ ହେଲେ କଷ୍ଟଲବ୍ଧ ସ୍ବାଧିନତା ର ସ୍ଵାଦ ଆମେ ଚାଖି ପରିବା ନାହିଁ ବୋଲି ବକ୍ତବ୍ୟ ରଖିଥିଲେ। ,  ହଲ୍ ସମ୍ପlଦିକl ମଞ୍ଜୁ ସିଂ, କାର୍ଯ୍ୟକାରି କମିଟି ସଭ୍ୟା  କୋଷାଧ୍ୟକ୍ଷl ନୟନତାରl  ନନ୍ଦ,କଲ୍ୟାଣୀ ସାହୁ,  ସୁପ୍ରିତି ଦାସ୍ , ଗିତlଶ୍ରୀ ଦାସ୍ , ସଫଳl ଦାସ୍, ବୈଜୟନ୍ତୀ ଖଟୁଆ, ନିବେଦିତା ମହାନ୍ତି ସଙ୍ଘ FCC କାଉନସିଲର ସରୋଜିନୀ ଓଝା, ଆମ୍ବିକlରlଣି ପଳାଇ  ସୂପର୍ଣ୍ଣl ବେହେରା ପ୍ରମୁଖ ଉପସ୍ଥିତ ଥିଲେ। ଏହି ଉତ୍ସବ ପାଳନ ଉପଲକ୍ଷେ  ବସ୍ତି ଅଞ୍ଚଳର ପିଲା ମାନଙ୍କୁ ମିଷ୍ଠlନ୍ନ ବଣ୍ଟନ କରlଯାଇଥିଲା ଛାତ୍ର ଛାତ୍ରୀ ମାନେ ଦେଶାତ୍ମବୋଧକ ସଙ୍ଗୀତ ପରିବେଷଣ କରିଥଲେ।
      


News Comment




Photo in News

Advertisment
Lastest News
  ଜିଲ୍ଲା  
ଗଣ୍ତାବାହାଲିଠାରେ ନୂଆଖାଇ ଭେଟଘାଟ ପାଇଁ ପ୍ରସ୍ତୁତି ବୈଠକ   17-Aug-2026
  ଜିଲ୍ଲା  
ନାରୀସେବା ସଙ୍ଘ ପକ୍ଷରୁ ଦେଶର ୮୦ ତମ ସ୍ବାଧିନତା ଦିବସ ପାଳିତ   17-Aug-2026
  ଜିଲ୍ଲା  
ନୂତନ ଆରକ୍ଷୀ ମହାନିର୍ଦ୍ଦେଶକଙ୍କ ଦାୟିତ୍ୱ ଗ୍ରହଣ   17-Aug-2026
  ଜିଲ୍ଲା  
ମାନ୍ୟବର ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ତଥା ବିଜ୍ଞାନ ଏବଂ ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ଶ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ଙ୍କ ପ୍ରେସମିଟ   17-Aug-2026
  ଜିଲ୍ଲା  
ସମ୍ବଲପୁରରେ ୮୦ତମ ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ ସମ୍ବଲପୁରର ସର୍ବାଙ୍ଗୀଣ ବିକାଶ ସରକାରଙ୍କ ପ୍ରାଥମିକତା: ମାନ୍ୟବର ମନ୍ତ୍ରୀ   17-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସରେ ମେଘପାଳ ସରପଞ୍ଚଙ୍କ ମହନୀୟ କାର୍ଯ୍ୟ   17-Aug-2026
  ରାଜ୍ୟ  
କଂସର ଓ ଦୁଧିଆମାଳରେ ଯୌନ ଓ ପ୍ରଜନନ ସ୍ୱାସ୍ଥ୍ୟ ନେଇ ତାଲିମ ଶିବିର   17-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସରେ ରଙ୍ଗାରଙ୍ଗ କାର୍ଯ୍ୟକ୍ରମ   17-Aug-2026
  ଜିଲ୍ଲା  
ଏମ୍‌ସିଏଲ୍ ପାଳନ କଲା ସଦ୍‌ଭାବନା ଓ ଦେଶପ୍ରେମର ସହ ୮୦ତମ ସ୍ବାଧୀନତା ଦିବସ   16-Aug-2026
  ଜିଲ୍ଲା  
କଦମପଡା ଶିଶୁ ମନ୍ଦିରରେ “ସଂକୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା” ଅନୁଷ୍ଠିତ   16-Aug-2026
  ଜିଲ୍ଲା  
ସୋହେଲାରେ ମହାସମାରୋହରେ ପାଳିତ ହେଲା ଗୁରୁ ଭଗବାନ ସାହୁଙ୍କ ୯୬ତମ ଜୟନ୍ତୀ   16-Aug-2026
  ଜିଲ୍ଲା  
ରେଳ ଉପଭୋକ୍ତ ସଂଘ ତରଫରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   16-Aug-2026

You Might Also Like