-+91-9937148622 |

prerana_bgr@rediffmail.com |

  Wednesday 4th November 2026 |

| | | |

R.N.I. Regd No. ODIODI/2010/46693

Breaking News

ସୁବର୍ଣ୍ଣପୁର ଜିଲ୍ଲାକୁ ଶିଶୁ ଶ୍ରମମୁକ୍ତ କରିବା ପାଇଁ ସଚେତନତା ରଥର ଶୁଭାରମ୍ଭ   (04-Nov-2026)       ||      ଭଗବାନପୁର ଲକ୍ଷ୍ମୀପୂଜା ପ୍ରତିଷ୍ଠାନର ସମ୍ବଦ୍ଧନା ସଭା   (04-Nov-2026)       ||      ଝାରମୁଣ୍ଡା ରେ ବ୍ଲକ ସ୍ତରୀୟ ସୁରଭି କାର୍ଯ୍ୟକ୍ରମ    (03-Nov-2026)       ||      ପୌରପରିଷଦ ପକ୍ଷରୁ ସକାଳେ ପଲିଥିନ ପାଇଁ ବିଭିନ୍ନ ଦୋକାନରେ ଚଢ଼ାଉ - ଦ୍ୱିପହରେ ପୌରାଧ୍ୟକ୍ଷା ଫେରାଇଲେ ବ୍ୟବସାୟୀଙ୍କ ଜିନିଷ ଓ ଜୋରିମାନା    (03-Nov-2026)       ||      ତୁରେକେଲା ବ୍ଳକ ସ୍ତରୀୟ ସୁରଭି ଉଦଯାପିତ   (03-Nov-2026)       ||      ମାନସିକ ଅନଗ୍ରସର ବ୍ୟକ୍ତିଙ୍କୁ ଉଦ୍ଧାର କରି ଚିକିତ୍ସା କରାଇଲା ଜଗବନ୍ଧୁ ଜରାଶ୍ରମ   (03-Nov-2026)       ||      *ଝରୀଗାଁ ବ୍ଲକରେ ବାତ୍ୟା ବେଳେ ଚାଉଳ ସମସ୍ୟା ହନ୍ତସନ୍ତ ଚକଲାପଦର ପଞ୍ଚାୟତର ୬ ଟି ଗ୍ରାମର ଗ୍ରାମବାସୀ*   (03-Nov-2026)       ||      *ଝରୀଗାଁ ବ୍ଲକରେ ବାତ୍ୟା ବେଳେ ଚାଉଳ ସମସ୍ୟା ହନ୍ତସନ୍ତ ଚକଲାପଦର ପଞ୍ଚାୟତର ୬ ଟି ଗ୍ରାମର ଗ୍ରାମବାସୀ*   (03-Nov-2026)       ||      ଡାବୁଗାଁ ବ୍ଲକ୍ ପାଇଁ ସାଂସଦ ପ୍ରତିନିଧି ନିଯୁକ୍ତ ହେଲେ ରାଜେନ୍ଦ୍ର ବିଷୟୀ   (03-Nov-2026)       ||      ଗାନ୍ଧୀନଗରରେ କୁମାର ପୂର୍ଣ୍ଣିମାର ଭବ୍ୟ ଆୟୋଜନ   (03-Nov-2026)       ||      ଗାଏବ ହୋଇଗଲା ଜିସି କଲେଜ ପରିଚାଳନା କମିଟି ପୁସ୍ତକ,,,,, ଉଚ୍ଚସ୍ତରୀୟ ତଦନ୍ତ ଦାବିରେ କର୍ମଚାରୀଙ୍କ ଅହୋରାତ୍ର ଧାରଣା   (03-Nov-2026)       ||      କଣ୍ଟାମାଳରେ ମାଗଣା ଚକ୍ଷୁ ଚିକିତ୍ସା କେନ୍ଦ୍ର ଉଦଘାଟିତ   (03-Nov-2026)       ||      ‘ବିକଶିତ ଭାରତ-୨୦୪୭’ ଓ ଶିକ୍ଷା ବ୍ୟବସ୍ଥା ଉପରେ ଆଲୋଚନା ଚକ୍ର♦️ଶିକ୍ଷାର ବିକାଶ ପାଇଁ ସରକାରଙ୍କ ବିଭିନ୍ନ ପଦକ୍ଷେପ ଉପରେ ଆଲୋକପାତ   (03-Nov-2026)       ||      ସିଲଭର ଗାନ୍ଧୀଙ୍କ ଦ୍ୱାରା ଗୁଜରାଟ ରେ ସ୍ୱଚ୍ଛ ଭାରତ ପଦଯାତ୍ରାର ଭବ୍ୟ ଆୟୋଜନ   (02-Nov-2026)       ||      ଥାନାରେ ଦାଦନ ଓ ସର୍ଦାରଙ୍କ ହାଜିରୀ ଚୁଲିକି ଗଲାଣି ଟାସ୍କଫୋର୍ସ  !   (02-Nov-2026)       ||      ଟିଟିଲାଗଡ଼ ବ୍ଲକର ପ୍ରାଥମିକ ଶିକ୍ଷକ ସଂଘର ନୂତନ କର୍ମକର୍ତ୍ତା ଚୟନ - ସୁଶାନ୍ତ କୁମାର ରଥ ସଭାପତି ଭାବେ ମନୋନୀତ    (02-Nov-2026)       ||      ଦ୍ୱାଦଶ ଭୀମପାହାଡମହୋତ୍ସବର ଲୋଗୋ ଉନ୍ମୋଚିତ   (02-Nov-2026)       ||      ବଲାଙ୍ଗିର ଦିନ୍‌ କାର୍ଯ୍ୟକ୍ରମରେ ବଲାଙ୍ଗିର ଜିଲ୍ଲା ସାମ୍ବାଦିକ ସଂଘ ଅପମାନିତ   (02-Nov-2026)       ||      ଧୀରପାଟଣା ଗ୍ରାମରେ ପହଞ୍ଚିଲା ସୁପ୍ରିମକୋର୍ଟ ଓ ହାଇକୋର୍ଟଙ୍କ ଇ-ସେବା ମୋବାଇଲ୍ ଭ୍ୟାନ୍, ଭିଡିଓ କନ୍‌ଫରେନ୍ସିଂରେ ୫ ବରିଷ୍ଠ ନାଗରିକଙ୍କ ସାକ୍ଷ୍ୟ ରେକର୍ଡ।   (02-Nov-2026)       ||      ବଲାଙ୍ଗୀର ପବ୍ଲିକ୍ ସ୍କୁଲରେ ଯୁଧିଷ୍ଠିର ମିଶ୍ରଙ୍କ ଶ୍ରାଦ୍ଧୋତ୍ସବ   (02-Nov-2026)       ||     

HOME   ରାଜ୍ୟ

କୋଭିଡ୍ ଗାଇଡ୍ ଲାଇନ୍ ଉଲ୍ଲଂଘନ କରିଥିବା ଅଭିଯୋଗ ନେଇ ଅରୂପ ପଟ୍ଟନାୟକଙ୍କ ବିରୋଧରେ ଏତଲା

13-Oct-2020



ଭୁବନେଶ୍ବର,୧୩/୧୦- ବିଜେଡି ନେତା ଅରୂପ ପଟ୍ଟନାୟକଙ୍କ ନାଁରେ ଥାନାରେ ଏତଲା ଦିଆଯାଇଛି। କୋଭିଡ୍ ଗାଇଡ୍ ଲାଇନ୍ ଉଲ୍ଲଂଘନ କରିଥିବା ଅଭିଯୋଗ ନେଇ ଅରୂପ ପଟ୍ଟନାୟକଙ୍କ ବିରୋଧରେ ଏତଲା ଦେଇଛନ୍ତି ଇନ୍ଦ୍ରମଣି ରଣସିଂ ନାମକ ଜଣେ ବ୍ୟକ୍ତି। ବେଗୁନିଆ ଥାନାରେ ସେ ଏତଲା ଦେଇଛନ୍ତି। ତାଙ୍କ ଅଭିଯୋଗ, ଅରୂପ ଗଡ଼ମାଣିତ୍ରୀ ଗାଁକୁ ଯାଇଥିବା ବେଳେ କୋଭିଡ୍ ନିୟମ ମାନିନଥିଲେ। ମାସ୍କ ପିନ୍ଧି ନଥିବା ଓ ସାମାଜିକ ଦୂରତା ନିୟମ ମାନିନଥିବା ଅଭିଯୋଗ କରିଛନ୍ତି ଇନ୍ଦ୍ରମଣି!!*

  ଗ୍ୟାସ୍ ସିଲିଣ୍ଡର ଫାଟି ଆହତ ଏକ ପରିବାର ସଦସ୍ୟଙ୍କୁ ଭେଟିବାକୁ ଯାଇଥିଲେ ବି କୋଭିଡ୍ ନିୟମ ଉଲଂଘନ କରିଥିଲେ ବୋଲି ଇନ୍ଦ୍ରମଣି ଅଭିଯୋଗ କରିଛନ୍ତି। ତେବେ ଏନେଇ ଅରୂପ ପଟ୍ଟନାୟକଙ୍କ କୌଣସି ପ୍ରତିକ୍ରିୟା ମିଳିପାରିନି। ସୂଚନାଯୋଗ୍ୟ, କରୋନା ଗାଇଡଲାଇନ ଉଲ୍ଲଙ୍ଘନ କରିଥିବାରୁ ଭୁବନେଶ୍ୱର ସାଂସଦ ଅପରାଜିତ ଷଡଙ୍ଗୀଙ୍କ ପଳାସପଲ୍ଲୀସ୍ଥିତ କାର୍ଯ୍ୟାଳୟ ସିଲ୍ କରାଯାଇଛି। ଏହାକୁ ୧୫ ଦିନ ପାଇଁ ବନ୍ଦ କରିବାକୁ ଭୁବନେଶ୍ୱର ମହାନଗର ନିଗମ ନୋଟିସ ଦେଇଛି!!


News Comment




Photo in News

Advertisment
Lastest News
  ଜିଲ୍ଲା  
ସୁବର୍ଣ୍ଣପୁର ଜିଲ୍ଲାକୁ ଶିଶୁ ଶ୍ରମମୁକ୍ତ କରିବା ପାଇଁ ସଚେତନତା ରଥର ଶୁଭାରମ୍ଭ   04-Nov-2026
  ଜିଲ୍ଲା  
ଭଗବାନପୁର ଲକ୍ଷ୍ମୀପୂଜା ପ୍ରତିଷ୍ଠାନର ସମ୍ବଦ୍ଧନା ସଭା   04-Nov-2026
  ଜିଲ୍ଲା  
ଝାରମୁଣ୍ଡା ରେ ବ୍ଲକ ସ୍ତରୀୟ ସୁରଭି କାର୍ଯ୍ୟକ୍ରମ   03-Nov-2026
  ଜିଲ୍ଲା  
ପୌରପରିଷଦ ପକ୍ଷରୁ ସକାଳେ ପଲିଥିନ ପାଇଁ ବିଭିନ୍ନ ଦୋକାନରେ ଚଢ଼ାଉ - ଦ୍ୱିପହରେ ପୌରାଧ୍ୟକ୍ଷା ଫେରାଇଲେ ବ୍ୟବସାୟୀଙ୍କ ଜିନିଷ ଓ ଜୋରିମାନା   03-Nov-2026
  ଜିଲ୍ଲା  
ତୁରେକେଲା ବ୍ଳକ ସ୍ତରୀୟ ସୁରଭି ଉଦଯାପିତ   03-Nov-2026
  ରାଜ୍ୟ  
ମାନସିକ ଅନଗ୍ରସର ବ୍ୟକ୍ତିଙ୍କୁ ଉଦ୍ଧାର କରି ଚିକିତ୍ସା କରାଇଲା ଜଗବନ୍ଧୁ ଜରାଶ୍ରମ   03-Nov-2026
  ଜିଲ୍ଲା  
*ଝରୀଗାଁ ବ୍ଲକରେ ବାତ୍ୟା ବେଳେ ଚାଉଳ ସମସ୍ୟା ହନ୍ତସନ୍ତ ଚକଲାପଦର ପଞ୍ଚାୟତର ୬ ଟି ଗ୍ରାମର ଗ୍ରାମବାସୀ*   03-Nov-2026
  ଜିଲ୍ଲା  
*ଝରୀଗାଁ ବ୍ଲକରେ ବାତ୍ୟା ବେଳେ ଚାଉଳ ସମସ୍ୟା ହନ୍ତସନ୍ତ ଚକଲାପଦର ପଞ୍ଚାୟତର ୬ ଟି ଗ୍ରାମର ଗ୍ରାମବାସୀ*   03-Nov-2026
  ଜିଲ୍ଲା  
ଡାବୁଗାଁ ବ୍ଲକ୍ ପାଇଁ ସାଂସଦ ପ୍ରତିନିଧି ନିଯୁକ୍ତ ହେଲେ ରାଜେନ୍ଦ୍ର ବିଷୟୀ   03-Nov-2026
  ଜିଲ୍ଲା  
ଗାନ୍ଧୀନଗରରେ କୁମାର ପୂର୍ଣ୍ଣିମାର ଭବ୍ୟ ଆୟୋଜନ   03-Nov-2026
  ଜିଲ୍ଲା  
ଗାଏବ ହୋଇଗଲା ଜିସି କଲେଜ ପରିଚାଳନା କମିଟି ପୁସ୍ତକ,,,,, ଉଚ୍ଚସ୍ତରୀୟ ତଦନ୍ତ ଦାବିରେ କର୍ମଚାରୀଙ୍କ ଅହୋରାତ୍ର ଧାରଣା   03-Nov-2026
  ଜିଲ୍ଲା  
କଣ୍ଟାମାଳରେ ମାଗଣା ଚକ୍ଷୁ ଚିକିତ୍ସା କେନ୍ଦ୍ର ଉଦଘାଟିତ   03-Nov-2026

You Might Also Like