-+91-9937148622 |

prerana_bgr@rediffmail.com |

  Monday 17th August 2026 |

| | | |

R.N.I. Regd No. ODIODI/2010/46693

Breaking News

ନିଖିଳ ଓଡ଼ିଶା ଆଶା କର୍ମୀ ସଂଘ, ବେଲପଡ଼ା ବ୍ଲକ ସଂଘର ସମ୍ମିଳନୀ ଅନଷ୍ଠିତ ଓ ନୂତନକର୍ମକର୍ତ୍ତାଙ୍କୁ ନେଇ କାର୍ଯକାରୀ କମିଟି ଗଠନ    (17-Aug-2026)       ||      ଡୁଙ୍ଗରିପାଲି ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୪୪ଟି ଦରଖାସ୍ତ ଗ୍ରହଣ   (17-Aug-2026)       ||      ମହନୀ ଉତ୍ସବ ପାଇଁ ସମ୍ବଲପୁରୀ ଲୋକନୃତ୍ୟ ପ୍ରତିଯୋଗିତା    (17-Aug-2026)       ||      ଗଣ୍ତାବାହାଲିଠାରେ ନୂଆଖାଇ ଭେଟଘାଟ ପାଇଁ ପ୍ରସ୍ତୁତି ବୈଠକ   (17-Aug-2026)       ||      ନାରୀସେବା ସଙ୍ଘ ପକ୍ଷରୁ ଦେଶର ୮୦ ତମ ସ୍ବାଧିନତା ଦିବସ ପାଳିତ    (17-Aug-2026)       ||      ନୂତନ ଆରକ୍ଷୀ ମହାନିର୍ଦ୍ଦେଶକଙ୍କ ଦାୟିତ୍ୱ ଗ୍ରହଣ   (17-Aug-2026)       ||      ମାନ୍ୟବର ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ତଥା ବିଜ୍ଞାନ ଏବଂ ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ଶ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ଙ୍କ ପ୍ରେସମିଟ   (17-Aug-2026)       ||      ସମ୍ବଲପୁରରେ ୮୦ତମ ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ ସମ୍ବଲପୁରର ସର୍ବାଙ୍ଗୀଣ ବିକାଶ ସରକାରଙ୍କ ପ୍ରାଥମିକତା: ମାନ୍ୟବର ମନ୍ତ୍ରୀ   (17-Aug-2026)       ||      ସ୍ୱାଧୀନତା ଦିବସରେ ମେଘପାଳ ସରପଞ୍ଚଙ୍କ ମହନୀୟ କାର୍ଯ୍ୟ    (17-Aug-2026)       ||      କଂସର ଓ ଦୁଧିଆମାଳରେ ଯୌନ ଓ ପ୍ରଜନନ ସ୍ୱାସ୍ଥ୍ୟ ନେଇ ତାଲିମ ଶିବିର   (17-Aug-2026)       ||      ସ୍ୱାଧୀନତା ଦିବସରେ ରଙ୍ଗାରଙ୍ଗ କାର୍ଯ୍ୟକ୍ରମ   (17-Aug-2026)       ||      ଏମ୍‌ସିଏଲ୍ ପାଳନ କଲା ସଦ୍‌ଭାବନା ଓ ଦେଶପ୍ରେମର ସହ ୮୦ତମ ସ୍ବାଧୀନତା ଦିବସ    (16-Aug-2026)       ||      କଦମପଡା ଶିଶୁ ମନ୍ଦିରରେ “ସଂକୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା” ଅନୁଷ୍ଠିତ   (16-Aug-2026)       ||      ସୋହେଲାରେ ମହାସମାରୋହରେ ପାଳିତ ହେଲା ଗୁରୁ ଭଗବାନ ସାହୁଙ୍କ ୯୬ତମ ଜୟନ୍ତୀ    (16-Aug-2026)       ||      ରେଳ ଉପଭୋକ୍ତ ସଂଘ ତରଫରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   (16-Aug-2026)       ||      ବଲାଙ୍ଗିର ଗୁଡିଆ ସମାଜର ସିଦ୍ଧିବିନାୟକ ମନ୍ଦିର ପ୍ରତିଷ୍ଠା ପାଇଁ ପ୍ରସ୍ତୁତି ବୈଠକ   (16-Aug-2026)       ||      *ସ୍ବାଧୀନତା ଦିବସ ଅବସରରେ ବନ୍ଧୁତ୍ୱ ପୂର୍ଣ୍ଣ ଫୁଟବଲ୍ ମ୍ୟାଚ ଅନୁଷ୍ଠିତ*-   (16-Aug-2026)       ||      ତ୍ରିରଙ୍ଗା ପତାକା ତଳେ ନୀଳଜି ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଦେଶପ୍ରେମର ମହକ, ଛାତ୍ରଛାତ୍ରୀଙ୍କ ମନରେ ଜାଗିଲା ଦେଶଭକ୍ତି   (16-Aug-2026)       ||      ଭୀମଭୋଇ ହସ୍‌ପିଟାଲ ପରିଦର୍ଶନ ରୋଗୀଙ୍କୁ ଭେଟି ସମସ୍ୟା ପଚାରିଲେ ପୂର୍ବତନ ଆଇନମନ୍ତ୍ରୀ ନରସିଂହ ମିଶ୍ର   (16-Aug-2026)       ||      ସୁନ୍ଦରଗଡ଼ ଠାରେ ଜିଲ୍ଲାସ୍ତରୀୟ ୭୯ତମ ସ୍ୱାଧୀନତା ଦିବସ ପାଳିତ   (16-Aug-2026)       ||     

HOME   ଜିଲ୍ଲା

ନିଖିଳ ଓଡ଼ିଶା ଆଶା କର୍ମୀ ସଂଘ, ବେଲପଡ଼ା ବ୍ଲକ ସଂଘର ସମ୍ମିଳନୀ ଅନଷ୍ଠିତ ଓ ନୂତନକର୍ମକର୍ତ୍ତାଙ୍କୁ ନେଇ କାର୍ଯକାରୀ କମିଟି ଗଠନ

17-Aug-2026



ବେଲପଡ଼ା(ପ୍ରେରଣା ଖବର): ସ୍ଥାନୀୟ ନୂଆଁ ବସ ଷ୍ଟାଣ୍ଡ ନିକଟରେ ନିଖିଳ ଓଡ଼ିଶା ଆଶା କର୍ମୀ ସଂଘ, ବେଲପଡ଼ା ବ୍ଲକ କମିଟି ପକ୍ଷରୁ ଆଶା କର୍ମୀ ଲତା ପୁଟେଲଙ୍କ ଆହ୍ବାନରେ ଓ ମଦନା ପୁଟେଲଙ୍କ ସଭାପତିତ୍ୱରେ  ଆଶା କର୍ମୀ ମାନଙ୍କୁ ନେଇ ନିଖିଳ ଓଡ଼ିଶା ଆଶା କର୍ମୀ ସଂଘ ,ବେଲପଡ଼ା ବ୍ଲକ ସଂଘର ସମ୍ମିଳନୀ ଅନଷ୍ଠିତ ହୋଇ ପୁରୁଣା କମିଟି ର କାର୍ଯ୍ୟକାଳ ପୂର୍ଣ୍ଣ ହୋଇଥିବାରୁ ସେହି ସ୍ଥାନରେ ନୂତନ କର୍ମକର୍ତ୍ତାଙ୍କୁ ଚୟନ କରାଯାଇ କାର୍ଯକାରୀ କମିଟି ଗଠନ କରାଯାଇଛି l ଏଥିରେ ଜିଲ୍ଲା ସଂଗଠନର ସଭାପତି ତଥା ରାଜ୍ୟ ଉପ-ସଭାପତି ତୀର୍ଥ ପଧlନ ମୁଖ୍ୟ ଅତିଥି ଭାବେ ଓ ଜିଲ୍ଲା ଏ. ଆଇ.ଟି. ୟୁ. ସି. ସହ - ସମ୍ପାଦକ ସlଏବୁ ନନ୍ଦ ସମ୍ମାନିତ ଅତିଥି ଭାବେ ଯୋଗ ଦେଇଥିଲେ l ବେଲପଡ଼ା ବ୍ଲକ କମିଟିର ସଭାପତି ଭାବେ ଲତା ପୁଟେଲ, ସମ୍ପାଦିକା ସତ୍ୟଭାମା ଲିଟି, ଉପ- ସଭାପତି ମଦନlବତି ପୁଟେଲ , ସହ ସମ୍ପାଦିକl ଦିଲେଶ୍ଵରି ସାହୁ , କୋଷାଧ୍ୟକ ଯଜ୍ଞସେନୀ ସେଠ ଓ ଏକ୍ଟିଭ ସଦସ୍ୟା ରତ୍ନlବତି ଗଇନ୍ତା, ବିଦେଶିନୀ ସାହୁ, ସନ୍ତୋଷୀନି  ବିଶ୍ୱାଳ ଏବଂ କବିତା ବାଗ ପ୍ରମୁଖ ସମୁଦାୟ  ୯ ଜଣ ଆଶାକର୍ମୀ ଙ୍କୁ ସର୍ବସମ୍ମତି କ୍ରମେ ପ୍ରସ୍ତାବ ଓ ସମର୍ଥନ କ୍ରମେ ଚୟନ କରାଯାଇ ନୂତନ କାର୍ଯକାରୀ କମିଟି ଗଠନ କରାଯାଇଛି l ମୁଖ୍ୟ ଅତିଥି ବ୍ଲକରେ କାର୍ଯ୍ୟରତ ସମସ୍ତ ଆଶା କର୍ମୀମାନଙ୍କୁ ଏକତ୍ରିତ ହୋଇ ନିଜର ସର୍ବନିମ୍ନ ହକ୍ ହାସଲ ପାଇଁ ତୃଣମୂଳ ସ୍ତରରୁ ସଂଗ୍ରାମ ଜାରି ରଖିବାକୁ ଆହ୍ୱାନ ଦେଇଥିଲେ l ସମସ୍ତ ଆଶା ମାନଙ୍କ ବାକିଆ ଥିବା ପ୍ରୋତ୍ସାହନ ରାଶି ଗୁଡିକ ଶୀଘ୍ର ସେମାନଙ୍କ ଆକାଉଣ୍ଟ କୁ ପଠାଇବା ପାଇଁ ବେଲପଡା ଗୋଷ୍ଠୀ ସ୍ୱାସ୍ଥ୍ୟ ଅଧିକାରୀ ଙ୍କୁ ସଭା ମାଧ୍ଯମରେ ଅନୁରୋଧ କରିଥିଲେ l ଯଦି ପୂର୍ବପରି ପାଉଣା ପାଇବାରେ ଅନିୟମିତତା ବା ବିଳମ୍ବ ପରିଲକ୍ଷିତ ହୁଏ ତେବେ ସଂଗଠନ ଦାବୀପତ୍ର ଦେବା ସଙ୍ଗେ ସଙ୍ଗେ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ସମ୍ମୁଖରେ ଆନ୍ଦୋଳନାତ୍ମକ ପନ୍ଥା ଅବଲମ୍ବନ କରିବାକୁ ବାଧ୍ୟ ହେବ ସେଥିରେ କିଛି ଅପ୍ରୀତିକର ପରିସ୍ଥିତି ସୃଷ୍ଟି ହୁଏ ତେବେ ମେଡିକାଲ କର୍ତ୍ତୃପକ୍ଷ ହିଁ ଦାୟୀ ରହିବେ ବୋଲି ଚେତାବନୀ ଦେଇଥିଲେ l ସମ୍ମାନୀତ ଅତିଥି ସମସ୍ତଙ୍କୁ ଏ ଆଇ ଟି ୟୁ ସି ପତକା ତଳେ ଏକତ୍ରିତ ହୋଇ ନିଜର ଦାବୀ ଗୁଡ଼ିକ ହାସଲ ପାଇଁ ପଲ୍ଲୀ ରୁ ଦିଲ୍ଲୀ ପର୍ଯ୍ୟନ୍ତ ଧର୍ମଘଟ ଓ ବିକ୍ଷୋଭ ପ୍ରଦର୍ଶନ କରିବାକୁ ଦୃଢ଼ ସଂକଳ୍ପ ନେବା ପାଇଁ ଆହ୍ୱାନ ଦେଇଥିଲେ l ଏଥିରେ ଦେବକୀ ରଣା, ଭୂମିସୁତା ନାଗ, ଅରୁନ୍ଧତୀ ବାଗ, ମାଳା ଜାଲ, କଳ୍ପନା ମେହେର, ପଦ୍ମିନୀ ପୂଟେଲ, ବାସନ୍ତୀ ମିର୍ଦ୍ଧା, ଚମ୍ପାବତୀ ଦିଣ୍ଡl, ସାବିତ୍ରୀ ଠାକୁର, ମାଧବୀ ହାତୀ, ସରୋଜିନୀ ଭୋଇ, ଭୂମିସୁତା ଭୁଏ, ଆରୋହୀ ପାଣ୍ଡେ, ସୁଶୀଳା, ସତ୍ୟଭାମା ଷlଣ୍ଢ, ଭlଗ୍ୟବତି କୋଠରିଆ, କୁମଦିନି କୁମୁରା, ପୁଷ୍ପଲତା ମହାକୁର, ବୀଣାପାଣି ପୁରୋହିତ, ରୋହିଣୀ ସାହୁ, ପ୍ରମୁଖ ଯୋଗଦେଇ ବିଜେପି ଶାସିତ ଡବଲ ଇଞ୍ଜିନ ସରକାର ରାଜ୍ୟରେ କ୍ଷମତାସୀନ ହେଲା ଦିନରୁ ଠିକ୍ ସମୟରେ ସଠିକ୍ ପରିମାଣର ପ୍ରୋସାହନ ରାଶି ପାଇପାରୁ ନଥିବାରୁ ଦୁଃଖ ପ୍ରକାଶ କରିଥିଲେ ଶେଷରେ ଉର୍ବଶୀ ମେହେର ଓ ବିଦେଶିନୀ ସାହୁ ଅତିଥି, ନୂତନ କର୍ମକର୍ତା ଓ ଉପସ୍ଥିତ ଥିବା ସମସ୍ତ ଆଶା କର୍ମୀ ଏବଂ ସହଯୋଗୀଙ୍କୁ ଧନ୍ଯବାଦ ଅର୍ପଣ କରି ସଭା ସାଙ୍ଗ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ନିଖିଳ ଓଡ଼ିଶା ଆଶା କର୍ମୀ ସଂଘ, ବେଲପଡ଼ା ବ୍ଲକ ସଂଘର ସମ୍ମିଳନୀ ଅନଷ୍ଠିତ ଓ ନୂତନକର୍ମକର୍ତ୍ତାଙ୍କୁ ନେଇ କାର୍ଯକାରୀ କମିଟି ଗଠନ   17-Aug-2026
  ଜିଲ୍ଲା  
ଡୁଙ୍ଗରିପାଲି ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୪୪ଟି ଦରଖାସ୍ତ ଗ୍ରହଣ   17-Aug-2026
  ଜିଲ୍ଲା  
ମହନୀ ଉତ୍ସବ ପାଇଁ ସମ୍ବଲପୁରୀ ଲୋକନୃତ୍ୟ ପ୍ରତିଯୋଗିତା   17-Aug-2026
  ଜିଲ୍ଲା  
ଗଣ୍ତାବାହାଲିଠାରେ ନୂଆଖାଇ ଭେଟଘାଟ ପାଇଁ ପ୍ରସ୍ତୁତି ବୈଠକ   17-Aug-2026
  ଜିଲ୍ଲା  
ନାରୀସେବା ସଙ୍ଘ ପକ୍ଷରୁ ଦେଶର ୮୦ ତମ ସ୍ବାଧିନତା ଦିବସ ପାଳିତ   17-Aug-2026
  ଜିଲ୍ଲା  
ନୂତନ ଆରକ୍ଷୀ ମହାନିର୍ଦ୍ଦେଶକଙ୍କ ଦାୟିତ୍ୱ ଗ୍ରହଣ   17-Aug-2026
  ଜିଲ୍ଲା  
ମାନ୍ୟବର ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ତଥା ବିଜ୍ଞାନ ଏବଂ ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ଶ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ଙ୍କ ପ୍ରେସମିଟ   17-Aug-2026
  ଜିଲ୍ଲା  
ସମ୍ବଲପୁରରେ ୮୦ତମ ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ ସମ୍ବଲପୁରର ସର୍ବାଙ୍ଗୀଣ ବିକାଶ ସରକାରଙ୍କ ପ୍ରାଥମିକତା: ମାନ୍ୟବର ମନ୍ତ୍ରୀ   17-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସରେ ମେଘପାଳ ସରପଞ୍ଚଙ୍କ ମହନୀୟ କାର୍ଯ୍ୟ   17-Aug-2026
  ରାଜ୍ୟ  
କଂସର ଓ ଦୁଧିଆମାଳରେ ଯୌନ ଓ ପ୍ରଜନନ ସ୍ୱାସ୍ଥ୍ୟ ନେଇ ତାଲିମ ଶିବିର   17-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସରେ ରଙ୍ଗାରଙ୍ଗ କାର୍ଯ୍ୟକ୍ରମ   17-Aug-2026
  ଜିଲ୍ଲା  
ଏମ୍‌ସିଏଲ୍ ପାଳନ କଲା ସଦ୍‌ଭାବନା ଓ ଦେଶପ୍ରେମର ସହ ୮୦ତମ ସ୍ବାଧୀନତା ଦିବସ   16-Aug-2026

You Might Also Like