-+91-9937148622 |

prerana_bgr@rediffmail.com |

  Monday 17th August 2026 |

| | | |

R.N.I. Regd No. ODIODI/2010/46693

Breaking News

ସ୍ମାର୍ଟ ଜଳସେଚନ ଓ ଚାହିଦାଭିତ୍ତିକ ଜଳ ପରିଚାଳନା ଉପରେ ଜଳ ସମ୍ପଦ ବିଭାଗ ପକ୍ଷରୁ ଏକଦିନିଆ କର୍ମଶାଳା   (17-Aug-2026)       ||      *କଳାହାଣ୍ଡି ଜିଲ୍ଲା ଆତ୍ମା ପକ୍ଷରୁ ଚାଷୀ ଙ୍କୁ ନେଇ ସୁବର୍ଣ୍ଣପୁର କ୍ଷେତ୍ର ପରିଦର୍ଶନ*- *ଚାଷୀ ଓ ବୈଜ୍ଞାନିକ ଙ୍କ ଭାବ ବିନିମୟ କାର୍ଯ୍ଯ କ୍ରମ*-   (17-Aug-2026)       ||      ଝରଣିପାଲି ଠାରେ ପଞ୍ଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ   (17-Aug-2026)       ||      *ଏବେ ବି ବଞ୍ଚିଛି ମାନବିକତା*- *ବୋଲବମ ଚାରିଟେବୁଲ ଟ୍ରଷ୍ଟ କୁ ବୁଦ୍ଧିଜୀବି ମହଲରେ ପ୍ରଶଂସା*-   (17-Aug-2026)       ||      ଜିଲ୍ଲାସ୍ତରୀୟ ଫୁଟବଲ ପ୍ରିମିଅର ଲିଗ୍ ଚରଦା ହାଇସ୍କୁଲ୍ ପଡ଼ିଆରେ ଉଦଘାଟିତ ।   (17-Aug-2026)       ||      ଶିକ୍ଷକ ଯୋଗାଇବାର ପ୍ରତିଶ୍ରୁତି ପରେ ସ୍କୁଲ ଗେଟରୁ ଖୋଲିଲା ତାଲା   (17-Aug-2026)       ||      ନିଖିଳ ଓଡ଼ିଶା ଆଶା କର୍ମୀ ସଂଘ, ବେଲପଡ଼ା ବ୍ଲକ ସଂଘର ସମ୍ମିଳନୀ ଅନଷ୍ଠିତ ଓ ନୂତନକର୍ମକର୍ତ୍ତାଙ୍କୁ ନେଇ କାର୍ଯକାରୀ କମିଟି ଗଠନ    (17-Aug-2026)       ||      ଡୁଙ୍ଗରିପାଲି ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୪୪ଟି ଦରଖାସ୍ତ ଗ୍ରହଣ   (17-Aug-2026)       ||      ମହନୀ ଉତ୍ସବ ପାଇଁ ସମ୍ବଲପୁରୀ ଲୋକନୃତ୍ୟ ପ୍ରତିଯୋଗିତା    (17-Aug-2026)       ||      ଗଣ୍ତାବାହାଲିଠାରେ ନୂଆଖାଇ ଭେଟଘାଟ ପାଇଁ ପ୍ରସ୍ତୁତି ବୈଠକ   (17-Aug-2026)       ||      ନାରୀସେବା ସଙ୍ଘ ପକ୍ଷରୁ ଦେଶର ୮୦ ତମ ସ୍ବାଧିନତା ଦିବସ ପାଳିତ    (17-Aug-2026)       ||      ନୂତନ ଆରକ୍ଷୀ ମହାନିର୍ଦ୍ଦେଶକଙ୍କ ଦାୟିତ୍ୱ ଗ୍ରହଣ   (17-Aug-2026)       ||      ମାନ୍ୟବର ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ତଥା ବିଜ୍ଞାନ ଏବଂ ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ଶ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ଙ୍କ ପ୍ରେସମିଟ   (17-Aug-2026)       ||      ସମ୍ବଲପୁରରେ ୮୦ତମ ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ ସମ୍ବଲପୁରର ସର୍ବାଙ୍ଗୀଣ ବିକାଶ ସରକାରଙ୍କ ପ୍ରାଥମିକତା: ମାନ୍ୟବର ମନ୍ତ୍ରୀ   (17-Aug-2026)       ||      ସ୍ୱାଧୀନତା ଦିବସରେ ମେଘପାଳ ସରପଞ୍ଚଙ୍କ ମହନୀୟ କାର୍ଯ୍ୟ    (17-Aug-2026)       ||      କଂସର ଓ ଦୁଧିଆମାଳରେ ଯୌନ ଓ ପ୍ରଜନନ ସ୍ୱାସ୍ଥ୍ୟ ନେଇ ତାଲିମ ଶିବିର   (17-Aug-2026)       ||      ସ୍ୱାଧୀନତା ଦିବସରେ ରଙ୍ଗାରଙ୍ଗ କାର୍ଯ୍ୟକ୍ରମ   (17-Aug-2026)       ||      ଏମ୍‌ସିଏଲ୍ ପାଳନ କଲା ସଦ୍‌ଭାବନା ଓ ଦେଶପ୍ରେମର ସହ ୮୦ତମ ସ୍ବାଧୀନତା ଦିବସ    (16-Aug-2026)       ||      କଦମପଡା ଶିଶୁ ମନ୍ଦିରରେ “ସଂକୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା” ଅନୁଷ୍ଠିତ   (16-Aug-2026)       ||      ସୋହେଲାରେ ମହାସମାରୋହରେ ପାଳିତ ହେଲା ଗୁରୁ ଭଗବାନ ସାହୁଙ୍କ ୯୬ତମ ଜୟନ୍ତୀ    (16-Aug-2026)       ||     

HOME   ଜିଲ୍ଲା

ଜିଲ୍ଲାସ୍ତରୀୟ ଫୁଟବଲ ପ୍ରିମିଅର ଲିଗ୍ ଚରଦା ହାଇସ୍କୁଲ୍ ପଡ଼ିଆରେ ଉଦଘାଟିତ ।

17-Aug-2026



ବିନିକା(ହିମାଂଶୁ ଶେଖର ପୁଟେଲ)ସୁବର୍ଣ୍ଣପୁର ଜିଲ୍ଲା ସ୍ତରୀୟ ପ୍ରିମିଅର ଲିଗ୍ ଫୁଟବଲ  ଫୁଟବଲ୍ ପ୍ରତିଯୋଗିତା ବିନିକା ବ୍ଲକର ଚରଦା ହାଇସ୍କୁଲ୍ ପଡ଼ିଆରେ ଆଜି ଉଦଘାଟିତ ହୋଇଯାଇଛି। ପ୍ରଥମ ମ୍ୟାଚ ରହିଲା ଏବଂ ବାଞ୍ଜିପାଲି ମଧ୍ୟରେ ଅନୁଷ୍ଠିତ ହୋଇଥିଲା। ଏହି ମ୍ୟାଚରେ ବାଞ୍ଜିପାଲି ଦଳ ୦୩:୦୦ ଗୋଲରେ ବିଜୟୀ ହୋଇଥିଲା। ଦଳ ପକ୍ଷରୁ ଅନିଲ  ଦୁଇଟି ଗୋଲ୍ ସ୍କୋର କରି ଥିଲେ। ଦ୍ଵିତୀୟ ମ୍ୟାଚ୍ ଫୁଲମୁଠୀ ଏବଂ ଚରଦା ଜୁନିଅର୍ ମଧ୍ୟରେ ଆୟୋଜିତ ହୋଇଥିଲା। ଉକ୍ତ ମ୍ୟାଚରେ ଚରଦା ଜୁନିଅର୍ ୦୪:୦୦ ଗୋଲରେ ବିଜୟୀ ହୋଇଥିଲା। ଦଳ ତରଫରୁ ମୁନା ଦୁଇଟି , ଲିଟନ ଏବଂ ଶୁଭମ୍ ଗୋଟିଏ ଲେଖାଏଁ ଗୋଲ୍ କରିଥିଲେ।
ପୁରସ୍କାର ବିତରଣୀ ଉତ୍ସବରେ ମୁଖ୍ୟ ଅତିଥି ଭାବରେ 
ଚରଦା ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ବାସୁଦେବ ପାଣିଗ୍ରାହୀ ଯୋଗଦାନ କରିଥିବା ବେଳେ ସମ୍ମାନୀତ ଅତିଥି ରୂପେ କପିଳେଶ୍ୱର ହାଇସ୍କୁଲ୍ର ଖେଳ ଶିକ୍ଷକ ସୁଶୀଲ କୁମାର ବାବୁ ଯୋଗଦାନ କରିଥିଲେ। 
ଆଜିର ମ୍ୟାଚ୍ ଗୁଡ଼ିକୁ ବାବୁଲାଲ ସାହୁ,ସୁମିତ୍ ମହାଲିଙ୍ଗ,ଅଶ୍ୱିନୀ ଥନାପତି,ଆନନ୍ଦ ବଢ଼େଇ, ଆଶିଷ ପଣ୍ଡା,ପରୀକ୍ଷିତ ଥପା ରେଫରୀ ରୂପେ ଥିବା ବେଲେ ଜିତେନ୍ଦ୍ରିୟ ଥନାପତି ମ୍ୟାଚ୍ କମିଶନର ଦାୟିତ୍ଵ ନେଇଥିଲେ।


News Comment




Photo in News

Advertisment
Lastest News
  ରାଜ୍ୟ  
ସ୍ମାର୍ଟ ଜଳସେଚନ ଓ ଚାହିଦାଭିତ୍ତିକ ଜଳ ପରିଚାଳନା ଉପରେ ଜଳ ସମ୍ପଦ ବିଭାଗ ପକ୍ଷରୁ ଏକଦିନିଆ କର୍ମଶାଳା   17-Aug-2026
  ଜିଲ୍ଲା  
*କଳାହାଣ୍ଡି ଜିଲ୍ଲା ଆତ୍ମା ପକ୍ଷରୁ ଚାଷୀ ଙ୍କୁ ନେଇ ସୁବର୍ଣ୍ଣପୁର କ୍ଷେତ୍ର ପରିଦର୍ଶନ*- *ଚାଷୀ ଓ ବୈଜ୍ଞାନିକ ଙ୍କ ଭାବ ବିନିମୟ କାର୍ଯ୍ଯ କ୍ରମ*-   17-Aug-2026
  ଜିଲ୍ଲା  
ଝରଣିପାଲି ଠାରେ ପଞ୍ଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ   17-Aug-2026
  ଜିଲ୍ଲା  
*ଏବେ ବି ବଞ୍ଚିଛି ମାନବିକତା*- *ବୋଲବମ ଚାରିଟେବୁଲ ଟ୍ରଷ୍ଟ କୁ ବୁଦ୍ଧିଜୀବି ମହଲରେ ପ୍ରଶଂସା*-   17-Aug-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଫୁଟବଲ ପ୍ରିମିଅର ଲିଗ୍ ଚରଦା ହାଇସ୍କୁଲ୍ ପଡ଼ିଆରେ ଉଦଘାଟିତ ।   17-Aug-2026
  ଜିଲ୍ଲା  
ଶିକ୍ଷକ ଯୋଗାଇବାର ପ୍ରତିଶ୍ରୁତି ପରେ ସ୍କୁଲ ଗେଟରୁ ଖୋଲିଲା ତାଲା   17-Aug-2026
  ଜିଲ୍ଲା  
ନିଖିଳ ଓଡ଼ିଶା ଆଶା କର୍ମୀ ସଂଘ, ବେଲପଡ଼ା ବ୍ଲକ ସଂଘର ସମ୍ମିଳନୀ ଅନଷ୍ଠିତ ଓ ନୂତନକର୍ମକର୍ତ୍ତାଙ୍କୁ ନେଇ କାର୍ଯକାରୀ କମିଟି ଗଠନ   17-Aug-2026
  ଜିଲ୍ଲା  
ଡୁଙ୍ଗରିପାଲି ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୪୪ଟି ଦରଖାସ୍ତ ଗ୍ରହଣ   17-Aug-2026
  ଜିଲ୍ଲା  
ମହନୀ ଉତ୍ସବ ପାଇଁ ସମ୍ବଲପୁରୀ ଲୋକନୃତ୍ୟ ପ୍ରତିଯୋଗିତା   17-Aug-2026
  ଜିଲ୍ଲା  
ଗଣ୍ତାବାହାଲିଠାରେ ନୂଆଖାଇ ଭେଟଘାଟ ପାଇଁ ପ୍ରସ୍ତୁତି ବୈଠକ   17-Aug-2026
  ଜିଲ୍ଲା  
ନାରୀସେବା ସଙ୍ଘ ପକ୍ଷରୁ ଦେଶର ୮୦ ତମ ସ୍ବାଧିନତା ଦିବସ ପାଳିତ   17-Aug-2026
  ଜିଲ୍ଲା  
ନୂତନ ଆରକ୍ଷୀ ମହାନିର୍ଦ୍ଦେଶକଙ୍କ ଦାୟିତ୍ୱ ଗ୍ରହଣ   17-Aug-2026

You Might Also Like