-+91-9937148622 |

prerana_bgr@rediffmail.com |

  Monday 17th August 2026 |

| | | |

R.N.I. Regd No. ODIODI/2010/46693

Breaking News

ସ୍ମାର୍ଟ ଜଳସେଚନ ଓ ଚାହିଦାଭିତ୍ତିକ ଜଳ ପରିଚାଳନା ଉପରେ ଜଳ ସମ୍ପଦ ବିଭାଗ ପକ୍ଷରୁ ଏକଦିନିଆ କର୍ମଶାଳା   (17-Aug-2026)       ||      *କଳାହାଣ୍ଡି ଜିଲ୍ଲା ଆତ୍ମା ପକ୍ଷରୁ ଚାଷୀ ଙ୍କୁ ନେଇ ସୁବର୍ଣ୍ଣପୁର କ୍ଷେତ୍ର ପରିଦର୍ଶନ*- *ଚାଷୀ ଓ ବୈଜ୍ଞାନିକ ଙ୍କ ଭାବ ବିନିମୟ କାର୍ଯ୍ଯ କ୍ରମ*-   (17-Aug-2026)       ||      ଝରଣିପାଲି ଠାରେ ପଞ୍ଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ   (17-Aug-2026)       ||      *ଏବେ ବି ବଞ୍ଚିଛି ମାନବିକତା*- *ବୋଲବମ ଚାରିଟେବୁଲ ଟ୍ରଷ୍ଟ କୁ ବୁଦ୍ଧିଜୀବି ମହଲରେ ପ୍ରଶଂସା*-   (17-Aug-2026)       ||      ଜିଲ୍ଲାସ୍ତରୀୟ ଫୁଟବଲ ପ୍ରିମିଅର ଲିଗ୍ ଚରଦା ହାଇସ୍କୁଲ୍ ପଡ଼ିଆରେ ଉଦଘାଟିତ ।   (17-Aug-2026)       ||      ଶିକ୍ଷକ ଯୋଗାଇବାର ପ୍ରତିଶ୍ରୁତି ପରେ ସ୍କୁଲ ଗେଟରୁ ଖୋଲିଲା ତାଲା   (17-Aug-2026)       ||      ନିଖିଳ ଓଡ଼ିଶା ଆଶା କର୍ମୀ ସଂଘ, ବେଲପଡ଼ା ବ୍ଲକ ସଂଘର ସମ୍ମିଳନୀ ଅନଷ୍ଠିତ ଓ ନୂତନକର୍ମକର୍ତ୍ତାଙ୍କୁ ନେଇ କାର୍ଯକାରୀ କମିଟି ଗଠନ    (17-Aug-2026)       ||      ଡୁଙ୍ଗରିପାଲି ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୪୪ଟି ଦରଖାସ୍ତ ଗ୍ରହଣ   (17-Aug-2026)       ||      ମହନୀ ଉତ୍ସବ ପାଇଁ ସମ୍ବଲପୁରୀ ଲୋକନୃତ୍ୟ ପ୍ରତିଯୋଗିତା    (17-Aug-2026)       ||      ଗଣ୍ତାବାହାଲିଠାରେ ନୂଆଖାଇ ଭେଟଘାଟ ପାଇଁ ପ୍ରସ୍ତୁତି ବୈଠକ   (17-Aug-2026)       ||      ନାରୀସେବା ସଙ୍ଘ ପକ୍ଷରୁ ଦେଶର ୮୦ ତମ ସ୍ବାଧିନତା ଦିବସ ପାଳିତ    (17-Aug-2026)       ||      ନୂତନ ଆରକ୍ଷୀ ମହାନିର୍ଦ୍ଦେଶକଙ୍କ ଦାୟିତ୍ୱ ଗ୍ରହଣ   (17-Aug-2026)       ||      ମାନ୍ୟବର ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ତଥା ବିଜ୍ଞାନ ଏବଂ ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ଶ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ଙ୍କ ପ୍ରେସମିଟ   (17-Aug-2026)       ||      ସମ୍ବଲପୁରରେ ୮୦ତମ ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ ସମ୍ବଲପୁରର ସର୍ବାଙ୍ଗୀଣ ବିକାଶ ସରକାରଙ୍କ ପ୍ରାଥମିକତା: ମାନ୍ୟବର ମନ୍ତ୍ରୀ   (17-Aug-2026)       ||      ସ୍ୱାଧୀନତା ଦିବସରେ ମେଘପାଳ ସରପଞ୍ଚଙ୍କ ମହନୀୟ କାର୍ଯ୍ୟ    (17-Aug-2026)       ||      କଂସର ଓ ଦୁଧିଆମାଳରେ ଯୌନ ଓ ପ୍ରଜନନ ସ୍ୱାସ୍ଥ୍ୟ ନେଇ ତାଲିମ ଶିବିର   (17-Aug-2026)       ||      ସ୍ୱାଧୀନତା ଦିବସରେ ରଙ୍ଗାରଙ୍ଗ କାର୍ଯ୍ୟକ୍ରମ   (17-Aug-2026)       ||      ଏମ୍‌ସିଏଲ୍ ପାଳନ କଲା ସଦ୍‌ଭାବନା ଓ ଦେଶପ୍ରେମର ସହ ୮୦ତମ ସ୍ବାଧୀନତା ଦିବସ    (16-Aug-2026)       ||      କଦମପଡା ଶିଶୁ ମନ୍ଦିରରେ “ସଂକୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା” ଅନୁଷ୍ଠିତ   (16-Aug-2026)       ||      ସୋହେଲାରେ ମହାସମାରୋହରେ ପାଳିତ ହେଲା ଗୁରୁ ଭଗବାନ ସାହୁଙ୍କ ୯୬ତମ ଜୟନ୍ତୀ    (16-Aug-2026)       ||     

HOME   ଜିଲ୍ଲା

*ଏବେ ବି ବଞ୍ଚିଛି ମାନବିକତା*- *ବୋଲବମ ଚାରିଟେବୁଲ ଟ୍ରଷ୍ଟ କୁ ବୁଦ୍ଧିଜୀବି ମହଲରେ ପ୍ରଶଂସା*-

17-Aug-2026



ସୋନପୁର (ମନୋରଞ୍ଜନ ତ୍ରିପାଠୀ ) ସୋନପୁର ମଝିପଡା ବୋଲବମ ଚାରିଟେବୁଲ ସୋସାଇଟୀ ପକ୍ଷରୁ ପ୍ରତି ରବିବାର ଦିନ ସନ୍ଧ୍ୟାରୁ ମଧ୍ୟ ରାତ୍ର ଯାଏ ୧୦ ହଜାର ରୁ ଉର୍ଦ୍ଧ୍ବ ଭକ୍ତ ଶ୍ରଦ୍ଧାଳୁ ଙ୍କ ପାଇଁ ବୋଲବମ୍ ମଣ୍ଡପ ଠାରେ ଅନ୍ନ ପ୍ରସାଦ ର ଵ୍ୟଵସ୍ଥା କରାଯାଉଛି l ଦୀର୍ଘ ୨୦/୨୫ ବର୍ଷ ରୁ ଏହି ମଣ୍ତପ ଠାରେ ଭକ୍ତ ଶ୍ରଦ୍ଧାଳୁ ଙ୍କ ପାଇଁ ଦହି ସରବତ ସହ ବିଭିନ୍ନ ସେବା ଯୋଗାଇ ଆସୁଥିବା ବେଳେ ବିଗତ ୮/୧୦ ବର୍ଷ ପୁର୍ବରୁ ଏହି କମିଟି ପକ୍ଷରୁ ଅନ୍ନ ଦାନ ର ବ୍ୟବସ୍ଥା କରା ଯିବା ସହ ଭକ୍ତ ଙ୍କ ମନୋରଞ୍ଜନ ପାଇଁ ସାଂସ୍କୃତିକ କାର୍ଯ୍ୟ କ୍ରମ ମଧ୍ୟ ଅୟୋଜନ କରାଯାଇଥାଏ l କେବଳ ଯେ ଅନ୍ନ ଦାନ ନୁହେଁ  ରକ୍ତ ଦାନ ଭଳି ଏକ ମହତ ଦାନ ମଧ୍ୟ କରୁଛନ୍ତି ଏ ବୋଲବମ ଚାରି ଟେବୁଲ୍ ଟ୍ରଷ୍ଟ l ୧୦ ବର୍ଷ ପୁର୍ବରୁ ଏହି ଟ୍ରଷ୍ଟ ସଦସ୍ୟ ମାନେ ଏହି ମଣ୍ଡପ ଠାରେ ସାମୁହିକ ଭାବେ ରକ୍ତ ଦାନ ଶିବିର ଅୟୋଜନ କରି ରୋଗୀ ଙ୍କ ଜୀବନ ବଞ୍ଚାଇବାରେ ସହାୟକ ହଉଛନ୍ତି l ପ୍ରଭୁଙ୍କ କୃପାରୁ ଏହି ଟ୍ରଷ୍ଟ ର ଉପଦେଷ୍ଟା ଶ୍ରୀବତ୍ସ ମଲ୍ଲିକ, ପଦ୍ମ ଲୋଚନ ଦଳେଇ, ଙ୍କ ପରାମର୍ଶ ରେ ସଭାପତି ଶ୍ରୀ ଶେଷ ଦେବ ମେହେର ସଂପାଦକ  ଖଗେଶ୍ୱର ମେହେର, ପୂଜକ ପଦ୍ମନାଭ ବେହେରା , ଲଡ଼ୁ କିଶୋର ମଲ୍ଲିକ, ମନୋରଞ୍ଜନ ଦାଶ ଙ୍କ ସଂଯୋଜନା ରେ ସମସ୍ତ ସଦସ୍ୟ ଙ୍କ ସହଯୋଗ ରେ ଏହି ସେବା କାର୍ଯ୍ଯ ସଫଳ ହୋଇ ପାରୁଛି ବୋଲି ଶ୍ରୀ ମଲ୍ଲିକ ଓ କମିଟି ସଭାପତି ପ୍ରକାଶ କରିଛନ୍ତି l ଜିଲ୍ଲା ତଥା ଓଡ଼ିଶା ର ବିଭିନ୍ନ ପ୍ରାନ୍ତ ରୁ ଏଇ ମନ୍ଦିର ମାଳିନୀ ସହର ସୁବର୍ଣ୍ଣପୁର ର ଏହି ଶ୍ରୀ ରାମେଶ୍ୱର ଶୈବ ପୀଠ, ଶ୍ରୀ ସୁବର୍ଣ୍ଣ ମେରୁ ଓ ବିଭିନ୍ନ ଶୈବ ପୀଠ ରେ ୨୦/୩୦ ହଜାର ରୁ ଉର୍ଦ୍ଧ୍ୱ ଭକ୍ତ ଶ୍ରଦ୍ଧାଳୁ ଙ୍କ ସମାଗମ ହେଉଥିବା ବେଳେ ଏ ସମସ୍ତ ଭକ୍ତ ଙ୍କ ପାଇଁ ମଝି ପଡା ବୋଲବମ ଚାରି ଟେବୁଲ୍ ସୋସାଇଟୀ ଓ ଗଙ୍ଗା ଧର ଛକ ଯୁବକ ସଂଘ, ଓ ମଝି ପଡା ମାର୍କେଟ କମ୍ପ୍ଲେକ୍ସ ଠାରେ ଅନ୍ନ ପ୍ରସାଦ ର ଵ୍ୟଵସ୍ଥା କରା ଯାଉଥିବା ଦେଖାଯାଉଛି l ଯାହାକି ସହର ର ବୁଦ୍ଧିଜୀବି ଏହି ବୋଲବମ ଚେରି ଟେବୁଲ୍ ସୋସାଇଟୀ ଓ ବିଭିନ୍ନ ସଂଗଠନ କୁ ପ୍ରଶଂସା କରା ଯାଇଛି l


News Comment




Photo in News

Advertisment
Lastest News
  ରାଜ୍ୟ  
ସ୍ମାର୍ଟ ଜଳସେଚନ ଓ ଚାହିଦାଭିତ୍ତିକ ଜଳ ପରିଚାଳନା ଉପରେ ଜଳ ସମ୍ପଦ ବିଭାଗ ପକ୍ଷରୁ ଏକଦିନିଆ କର୍ମଶାଳା   17-Aug-2026
  ଜିଲ୍ଲା  
*କଳାହାଣ୍ଡି ଜିଲ୍ଲା ଆତ୍ମା ପକ୍ଷରୁ ଚାଷୀ ଙ୍କୁ ନେଇ ସୁବର୍ଣ୍ଣପୁର କ୍ଷେତ୍ର ପରିଦର୍ଶନ*- *ଚାଷୀ ଓ ବୈଜ୍ଞାନିକ ଙ୍କ ଭାବ ବିନିମୟ କାର୍ଯ୍ଯ କ୍ରମ*-   17-Aug-2026
  ଜିଲ୍ଲା  
ଝରଣିପାଲି ଠାରେ ପଞ୍ଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ   17-Aug-2026
  ଜିଲ୍ଲା  
*ଏବେ ବି ବଞ୍ଚିଛି ମାନବିକତା*- *ବୋଲବମ ଚାରିଟେବୁଲ ଟ୍ରଷ୍ଟ କୁ ବୁଦ୍ଧିଜୀବି ମହଲରେ ପ୍ରଶଂସା*-   17-Aug-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଫୁଟବଲ ପ୍ରିମିଅର ଲିଗ୍ ଚରଦା ହାଇସ୍କୁଲ୍ ପଡ଼ିଆରେ ଉଦଘାଟିତ ।   17-Aug-2026
  ଜିଲ୍ଲା  
ଶିକ୍ଷକ ଯୋଗାଇବାର ପ୍ରତିଶ୍ରୁତି ପରେ ସ୍କୁଲ ଗେଟରୁ ଖୋଲିଲା ତାଲା   17-Aug-2026
  ଜିଲ୍ଲା  
ନିଖିଳ ଓଡ଼ିଶା ଆଶା କର୍ମୀ ସଂଘ, ବେଲପଡ଼ା ବ୍ଲକ ସଂଘର ସମ୍ମିଳନୀ ଅନଷ୍ଠିତ ଓ ନୂତନକର୍ମକର୍ତ୍ତାଙ୍କୁ ନେଇ କାର୍ଯକାରୀ କମିଟି ଗଠନ   17-Aug-2026
  ଜିଲ୍ଲା  
ଡୁଙ୍ଗରିପାଲି ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୪୪ଟି ଦରଖାସ୍ତ ଗ୍ରହଣ   17-Aug-2026
  ଜିଲ୍ଲା  
ମହନୀ ଉତ୍ସବ ପାଇଁ ସମ୍ବଲପୁରୀ ଲୋକନୃତ୍ୟ ପ୍ରତିଯୋଗିତା   17-Aug-2026
  ଜିଲ୍ଲା  
ଗଣ୍ତାବାହାଲିଠାରେ ନୂଆଖାଇ ଭେଟଘାଟ ପାଇଁ ପ୍ରସ୍ତୁତି ବୈଠକ   17-Aug-2026
  ଜିଲ୍ଲା  
ନାରୀସେବା ସଙ୍ଘ ପକ୍ଷରୁ ଦେଶର ୮୦ ତମ ସ୍ବାଧିନତା ଦିବସ ପାଳିତ   17-Aug-2026
  ଜିଲ୍ଲା  
ନୂତନ ଆରକ୍ଷୀ ମହାନିର୍ଦ୍ଦେଶକଙ୍କ ଦାୟିତ୍ୱ ଗ୍ରହଣ   17-Aug-2026

You Might Also Like