-+91-9937148622 |

prerana_bgr@rediffmail.com |

  Monday 17th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଲୋକାର୍ପିତ କବିତା ସଂକଳନରେ ସୃଜନଶୀଳ ଚିନ୍ତାଧାରାର ପ୍ରତିଫଳନ♦️ କବି ରାଜକିଶୋର ପଣ୍ଡାଙ୍କ ରଚିତ ପୁସ୍ତକରେ ସ୍ଥାନ ପାଇଛି ୧୦୭ ଟି କବିତା    (17-Aug-2026)       ||      କବି ରାଜକିଶୋର ପଣ୍ଡା ରଚିତ ପୁସ୍ତକ ରେ ସ୍ଥାନ ପାଇଛି ୧୦୭ ଟି କବିତା    (17-Aug-2026)       ||      ଭୁବନେଶ୍ୱରରେ ଅନୁଷ୍ଠିତ ହେବ ଐତିହାସିକ ୱାର୍ଲ୍ଡ ଆଥଲେଟିକ୍ସ କଣ୍ଟିନେଣ୍ଟାଲ୍ ଟୁର ସିଲଭର୍ ମିଟ୍   (17-Aug-2026)       ||      ଆଗକୁ ନୂଆଖାଇ ପାଟଣେଶ୍ୱରୀ ମନ୍ଦିର ଗମ୍ଭାର ଘର ମରାମତି କେବେ ?   (17-Aug-2026)       ||      ଦେଓଗାଁରେ ଓଷ୍ଟା ପକ୍ଷରୁ ସାମ୍ବିଧାନିକ ବୈଠକ   (17-Aug-2026)       ||      ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ପାଇଁ ଓଡିଶା ଦଳ ଘୋଷଣା   (17-Aug-2026)       ||      ସ୍ମାର୍ଟ ଜଳସେଚନ ଓ ଚାହିଦାଭିତ୍ତିକ ଜଳ ପରିଚାଳନା ଉପରେ ଜଳ ସମ୍ପଦ ବିଭାଗ ପକ୍ଷରୁ ଏକଦିନିଆ କର୍ମଶାଳା   (17-Aug-2026)       ||      *କଳାହାଣ୍ଡି ଜିଲ୍ଲା ଆତ୍ମା ପକ୍ଷରୁ ଚାଷୀ ଙ୍କୁ ନେଇ ସୁବର୍ଣ୍ଣପୁର କ୍ଷେତ୍ର ପରିଦର୍ଶନ*- *ଚାଷୀ ଓ ବୈଜ୍ଞାନିକ ଙ୍କ ଭାବ ବିନିମୟ କାର୍ଯ୍ଯ କ୍ରମ*-   (17-Aug-2026)       ||      ଝରଣିପାଲି ଠାରେ ପଞ୍ଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ   (17-Aug-2026)       ||      *ଏବେ ବି ବଞ୍ଚିଛି ମାନବିକତା*- *ବୋଲବମ ଚାରିଟେବୁଲ ଟ୍ରଷ୍ଟ କୁ ବୁଦ୍ଧିଜୀବି ମହଲରେ ପ୍ରଶଂସା*-   (17-Aug-2026)       ||      ଜିଲ୍ଲାସ୍ତରୀୟ ଫୁଟବଲ ପ୍ରିମିଅର ଲିଗ୍ ଚରଦା ହାଇସ୍କୁଲ୍ ପଡ଼ିଆରେ ଉଦଘାଟିତ ।   (17-Aug-2026)       ||      ଶିକ୍ଷକ ଯୋଗାଇବାର ପ୍ରତିଶ୍ରୁତି ପରେ ସ୍କୁଲ ଗେଟରୁ ଖୋଲିଲା ତାଲା   (17-Aug-2026)       ||      ନିଖିଳ ଓଡ଼ିଶା ଆଶା କର୍ମୀ ସଂଘ, ବେଲପଡ଼ା ବ୍ଲକ ସଂଘର ସମ୍ମିଳନୀ ଅନଷ୍ଠିତ ଓ ନୂତନକର୍ମକର୍ତ୍ତାଙ୍କୁ ନେଇ କାର୍ଯକାରୀ କମିଟି ଗଠନ    (17-Aug-2026)       ||      ଡୁଙ୍ଗରିପାଲି ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୪୪ଟି ଦରଖାସ୍ତ ଗ୍ରହଣ   (17-Aug-2026)       ||      ମହନୀ ଉତ୍ସବ ପାଇଁ ସମ୍ବଲପୁରୀ ଲୋକନୃତ୍ୟ ପ୍ରତିଯୋଗିତା    (17-Aug-2026)       ||      ଗଣ୍ତାବାହାଲିଠାରେ ନୂଆଖାଇ ଭେଟଘାଟ ପାଇଁ ପ୍ରସ୍ତୁତି ବୈଠକ   (17-Aug-2026)       ||      ନାରୀସେବା ସଙ୍ଘ ପକ୍ଷରୁ ଦେଶର ୮୦ ତମ ସ୍ବାଧିନତା ଦିବସ ପାଳିତ    (17-Aug-2026)       ||      ନୂତନ ଆରକ୍ଷୀ ମହାନିର୍ଦ୍ଦେଶକଙ୍କ ଦାୟିତ୍ୱ ଗ୍ରହଣ   (17-Aug-2026)       ||      ମାନ୍ୟବର ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ତଥା ବିଜ୍ଞାନ ଏବଂ ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ଶ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ଙ୍କ ପ୍ରେସମିଟ   (17-Aug-2026)       ||      ସମ୍ବଲପୁରରେ ୮୦ତମ ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ ସମ୍ବଲପୁରର ସର୍ବାଙ୍ଗୀଣ ବିକାଶ ସରକାରଙ୍କ ପ୍ରାଥମିକତା: ମାନ୍ୟବର ମନ୍ତ୍ରୀ   (17-Aug-2026)       ||     

HOME   ଜିଲ୍ଲା

ଲୋକାର୍ପିତ କବିତା ସଂକଳନରେ ସୃଜନଶୀଳ ଚିନ୍ତାଧାରାର ପ୍ରତିଫଳନ♦️ କବି ରାଜକିଶୋର ପଣ୍ଡାଙ୍କ ରଚିତ ପୁସ୍ତକରେ ସ୍ଥାନ ପାଇଛି ୧୦୭ ଟି କବିତା

17-Aug-2026



ବଲାଙ୍ଗୀର(ପ୍ରେରଣା ଖବର):ସ୍ଥାନୀୟ ଶ୍ରୀ ନୃସିଂହ ମନ୍ଦିର ପ୍ରାଙ୍ଗଣରେ ଜିଲ୍ଲା ସଂସ୍କୃତ ପରିଷଦ ତରଫରୁ ଜାମଗାଁ ହାଇସ୍କୁଲର ଅବସରପ୍ରାପ୍ତ ସଂସ୍କୃତ ଶିକ୍ଷକ ତଥା କବି ରାଜକିଶୋର ପଣ୍ଡାଙ୍କ ରଚିତ ପୁସ୍ତକ 'କବିତା ପାରିଜାତ' ଉନ୍ମୋଚିତ ହୋଇଯାଇଛି।ଜିଲ୍ଲା ସଂସ୍କୃତ ପରିଷଦର ସଭାପତି ଜୟରାମ ମିଶ୍ର ଙ୍କ ସଭାପତିତ୍ୱରେ ଅନୁଷ୍ଠିତ ପୁସ୍ତକ ଉନ୍ମୋଚନ ଉତ୍ସବରେ ମୁଖ୍ୟ ଅତିଥି ଭାବେ ରାଜେନ୍ଦ୍ର ବିଶ୍ଵବିଦ୍ୟାଳୟର ଅବସରପ୍ରାପ୍ତ ଅଧ୍ୟକ୍ଷ ଡ଼.ଅଭିମନ୍ୟୁ ମିଶ୍ର ଯୋଗଦେଇ ସାହିତ୍ୟ ଜଗତକୁ 'କବିତା ପାରିଜାତ' ପୁସ୍ତକ ଏକ ନୂତନ ସୃଜନାତ୍ମକ ଅବଦାନ ଦେବ ବୋଲି କହିବା ସହ କବିତା ହେଉଛି ମାନବୀୟ ଅନୁଭବ ଓ ଚିନ୍ତନର ସୁନ୍ଦର ଅଭିବ୍ୟକ୍ତି ଏହି ପୁସ୍ତକରେ କବିଙ୍କ ଜୀବନାନୁଭୂତି, ସମାଜ ପ୍ରତି ଦାୟିତ୍ୱବୋଧ ଓ ସୃଜନଶୀଳ ଚିନ୍ତାଧାରାର ପ୍ରତିଫଳନ ଦେଖିବାକୁ ମିଳେ ବୋଲି କହିଥିଲେ। ନିମନ୍ତ୍ରିତ ଅତିଥି ଭାବେ ଶିକ୍ଷାବିତ ପଦ୍ମ ଚରଣ ଆଚାର୍ଯ୍ୟ, ନବୀନ ନାୟକ, ନାରାୟଣ ନନ୍ଦ, କରୁଣାକର ପାଣିଗ୍ରାହୀ ପ୍ରମୁଖ ଉପସ୍ଥିତ ରହି ପୁସ୍ତକ ଉନ୍ମୋଚନ କରିବା ସହ ନିଜ ବକ୍ତବ୍ୟ ରେ ସାହିତ୍ୟ ସମାଜର ଦର୍ପଣ ବୋଲି କହିବା ସହ 'କବିତା ପାରିଜାତ' ପୁସ୍ତକର କବିତା ଗୁଡିକରେ ମାନବୀୟ ମୂଲ୍ୟବୋଧ ଓ ସମାଜ ପ୍ରତି କବିଙ୍କ ସମ୍ବେଦନଶୀଳତା ପ୍ରକାଶ ପାଇଛି ବୋଲି ମତପ୍ରକାଶ କରିଥିଲେ । ''କବିତା ପାରିଜାତ' ପୁସ୍ତକରେ କବି ରାଜ କିଶୋର ପଣ୍ଡା ଜୀବନର ବିଭିନ୍ନ ଅନୁଭବ,ସମାଜର ଚିତ୍ର,ମାନବୀୟ ଭାବନା,ପ୍ରକୃତି ଓ ସମସାମୟିକ ଘଟଣାବଳୀ କୁ କବିତା ମାଧ୍ୟମରେ ଉପସ୍ଥାପନ କରିଛନ୍ତି। ସରଳ ଭାଷା, ଭାବର ଗଭୀରତା ଓ ସାମାଜିକ ସଚେତନତା ପୁସ୍ତକଟିର ବିଶେଷତ୍ୱ ବୋଲି ଅତିଥି ମାନେ ମତବ୍ୟକ୍ତ କରିଥିଲେ। ୨୧୮ପୃଷ୍ଠା ସମ୍ମିଳିତ ଏହି କବିତା ପୁସ୍ତକରେ ୧୦୭ଟି କବିତା ସ୍ଥାନ ପାଇଛି।ଶିକ୍ଷକ ନାରାୟଣ ମିଶ୍ର ପୁସ୍ତକ ସମୀକ୍ଷା କରିଥିଲେ।କାର୍ଯ୍ୟକ୍ରମ ର ସଂଯୋଜନା ସରୋଜ ନାୟକ କରିଥିବା ବେଳେ କବି ମଦନ ମୋହନ ରଥ ଧନ୍ୟବାଦ ଅର୍ପଣ କରିଥିଲେ। ଏହି କାର୍ଯ୍ୟକ୍ରମରେ ସାହିତ୍ୟ ପ୍ରେମୀ,ଶିକ୍ଷାବିତ ଓ କବିତା ପ୍ରେମୀ ଉପସ୍ଥିତି ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଲୋକାର୍ପିତ କବିତା ସଂକଳନରେ ସୃଜନଶୀଳ ଚିନ୍ତାଧାରାର ପ୍ରତିଫଳନ♦️ କବି ରାଜକିଶୋର ପଣ୍ଡାଙ୍କ ରଚିତ ପୁସ୍ତକରେ ସ୍ଥାନ ପାଇଛି ୧୦୭ ଟି କବିତା   17-Aug-2026
  ଜିଲ୍ଲା  
କବି ରାଜକିଶୋର ପଣ୍ଡା ରଚିତ ପୁସ୍ତକ ରେ ସ୍ଥାନ ପାଇଛି ୧୦୭ ଟି କବିତା   17-Aug-2026
  ଜିଲ୍ଲା  
ଭୁବନେଶ୍ୱରରେ ଅନୁଷ୍ଠିତ ହେବ ଐତିହାସିକ ୱାର୍ଲ୍ଡ ଆଥଲେଟିକ୍ସ କଣ୍ଟିନେଣ୍ଟାଲ୍ ଟୁର ସିଲଭର୍ ମିଟ୍   17-Aug-2026
  ଜିଲ୍ଲା  
ଆଗକୁ ନୂଆଖାଇ ପାଟଣେଶ୍ୱରୀ ମନ୍ଦିର ଗମ୍ଭାର ଘର ମରାମତି କେବେ ?   17-Aug-2026
  ଜିଲ୍ଲା  
ଦେଓଗାଁରେ ଓଷ୍ଟା ପକ୍ଷରୁ ସାମ୍ବିଧାନିକ ବୈଠକ   17-Aug-2026
  ଜିଲ୍ଲା  
ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ପାଇଁ ଓଡିଶା ଦଳ ଘୋଷଣା   17-Aug-2026
  ରାଜ୍ୟ  
ସ୍ମାର୍ଟ ଜଳସେଚନ ଓ ଚାହିଦାଭିତ୍ତିକ ଜଳ ପରିଚାଳନା ଉପରେ ଜଳ ସମ୍ପଦ ବିଭାଗ ପକ୍ଷରୁ ଏକଦିନିଆ କର୍ମଶାଳା   17-Aug-2026
  ଜିଲ୍ଲା  
*କଳାହାଣ୍ଡି ଜିଲ୍ଲା ଆତ୍ମା ପକ୍ଷରୁ ଚାଷୀ ଙ୍କୁ ନେଇ ସୁବର୍ଣ୍ଣପୁର କ୍ଷେତ୍ର ପରିଦର୍ଶନ*- *ଚାଷୀ ଓ ବୈଜ୍ଞାନିକ ଙ୍କ ଭାବ ବିନିମୟ କାର୍ଯ୍ଯ କ୍ରମ*-   17-Aug-2026
  ଜିଲ୍ଲା  
ଝରଣିପାଲି ଠାରେ ପଞ୍ଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ   17-Aug-2026
  ଜିଲ୍ଲା  
*ଏବେ ବି ବଞ୍ଚିଛି ମାନବିକତା*- *ବୋଲବମ ଚାରିଟେବୁଲ ଟ୍ରଷ୍ଟ କୁ ବୁଦ୍ଧିଜୀବି ମହଲରେ ପ୍ରଶଂସା*-   17-Aug-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଫୁଟବଲ ପ୍ରିମିଅର ଲିଗ୍ ଚରଦା ହାଇସ୍କୁଲ୍ ପଡ଼ିଆରେ ଉଦଘାଟିତ ।   17-Aug-2026
  ଜିଲ୍ଲା  
ଶିକ୍ଷକ ଯୋଗାଇବାର ପ୍ରତିଶ୍ରୁତି ପରେ ସ୍କୁଲ ଗେଟରୁ ଖୋଲିଲା ତାଲା   17-Aug-2026

You Might Also Like