-+91-9937148622 |

prerana_bgr@rediffmail.com |

  Monday 29th June 2026 |

| | | |

R.N.I. Regd No. ODIODI/2010/46693

Breaking News

ପୁରୀ ଦେବ ସ୍ନାନା ପୂର୍ଣ୍ଣିମା ରେ ସେବା    (29-Jun-2026)       ||      ବିଜ୍ଞାନସମ୍ମତ ଓ ଯୁକ୍ତି ଭିତ୍ତିକ ବିଷୟବସ୍ତୁ ଥାଇ ନିର୍ଭୁଲ ପାଠ୍ୟପୁସ୍ତକ ପ୍ରସ୍ତୁତ ନହେବା ପର୍ଯ୍ୟନ୍ତ ଗତବର୍ଷର ବହିରେ ଶିକ୍ଷାଦାନ କରିବା ଦାବିରେ ଦସ୍ତଖତ ଅଭିଯାନ।   (29-Jun-2026)       ||      ବିବାହ ର ପ୍ରତିଶୃତି ଦେଇ ଯୁବତୀଙ୍କୁ ପ୍ରତାରଣା କଲା ଲମ୍ପଟ ପ୍ରେମିକ।   (29-Jun-2026)       ||      ଶିଶୁ କଲ୍ୟାଣ ସମିତିର ନୂତନ ଭବନ ଉଦଘାଟନ କଲେ ଜିଲ୍ଲାପାଳ   (29-Jun-2026)       ||      ସ୍ୱପ୍ନେଶ୍ୱରଙ୍କ ଘରେ ପହଞ୍ଚି ସ୍ଵାସ୍ଥ୍ୟ ଅବସ୍ଥା ବୁଝିଲେ ଜିଲ୍ଲାପାଳ   (29-Jun-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ POCSO Act ଉପରେ ଆଇନ ସଚେତନତା କାର୍ଯ୍ୟକ୍ରମ।   (29-Jun-2026)       ||      ମୁକ୍ତିତୀର୍ଥ ପାପକ୍ଷୟ ଘାଟରେ ଦେବସ୍ନାନ ପୂର୍ଣ୍ଣିମା   (29-Jun-2026)       ||      କଟକ ଗ୍ରାମ୍ୟ ଉନ୍ନୟନ ନିର୍ମାଣ ବିଭାଗର ମୁଖ୍ୟଯନ୍ତ୍ରୀ କାର୍ଯ୍ୟାଳୟରେ ଟେଣ୍ଡରେ ସାଙ୍ଘାତିକ ଦୁର୍ନୀତି। ଠିକାଦାର ମେଳି ହୋଇ କଲେ ଅଭିଯୋଗ। ଚାଉଳିଆଗଞ୍ଜ ଥାନାରେ ଏତଲା   (29-Jun-2026)       ||      ଜିଲ୍ଲା ଶିକ୍ଷା ବିଭାଗ ର ଅଜବ ନୀତି ଯୋଗୁଁ ଅବସର କାଳୀନ ପେନସନ ପାଇବାରୁ ବଞ୍ଚିତ ହେଉଛନ୍ତି ପ୍ରଧାନ ଶିକ୍ଷୟିତ୍ରୀ   (29-Jun-2026)       ||      ଜିଲ୍ଲା ଶିକ୍ଷା ବିଭାଗର ଅଜବ ନୀତି ଯୋଗୁଁ ଅବସର କାଳୀନ ପେନସନ ପାଇବାରୁ ବଞ୍ଚିତ ହେଉଛନ୍ତି ପ୍ରଧାନ ଶିକ୍ଷୟିତ୍ରୀ   (29-Jun-2026)       ||      ସ୍କର୍ପିଓ ଗାଡିରେ ୨୨କେଜି ଗଞ୍ଜେଇ ଚାଲାଣ, ଜଣେ ଗିରଫ   (29-Jun-2026)       ||      ବଲାଙ୍ଗୀର ଜିଲ୍ଲା ସିଭିଲ ସୋସାଇଟିର ବୈଠକ    (29-Jun-2026)       ||      ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଦେବସ୍ନାନ ପୂର୍ଣ୍ଣିମା ପାଳିତ   (29-Jun-2026)       ||      *ମଦ ବିକ୍ରୀ ବନ୍ଦ ସହ ଗ୍ରାମ ର ବିଭିନ୍ନ ସମସ୍ୟା ନେଇ ମହିଳାଙ୍କ ବଜ୍ର ଶପଥ*   (29-Jun-2026)       ||      ବାଟରେ ଅଟକିଗଲା ଆମ୍ବୁଲାନ୍ସ, ଏକ କିଲୋମିଟର ଦୂରକୁ ଷ୍ଟ୍ରେଚରରେ ବୁହାହେଲେ ରୋଗୀ   (29-Jun-2026)       ||      ଅତାବିରାରେ କାର୍ଯ୍ୟକର୍ତ୍ତାଙ୍କ ସହ ମନ୍ କି ବାତ୍‌ର ୧୩୫ତମ ସଂସ୍କରଣ ଶୁଣିଲେ ସାଂସଦ ପ୍ରଦୀପ ପୁରୋହିତ   (29-Jun-2026)       ||      ବରପାଲି ପୋଲିସର ସଫଳତା: ଚୋରି ମାମଲାରେ ଦୁଇ ଅଭିଯୁକ୍ତ ଗିରଫ, ମୋଟରସାଇକେଲ ଉଦ୍ଧାର   (29-Jun-2026)       ||      ପରିବର୍ତ୍ତନର ସ୍ୱର ଡ଼ଃ ସୋନିଆ ଗୋଲ୍ଡି ଅଗ୍ରୱାଲ   (29-Jun-2026)       ||      ବଲାଙ୍ଗୀର ସ୍ଥିତ ସାଲେପାଲି ଠାରେ "ଆମ୍ବେଦକର ଭବନ ନିର୍ମାଣ" ଉଦ୍ଦେଶ୍ୟରେ ଏକ ଉଦ୍ଘାଟନୀ ଉତ୍ସବ ପାଳିତ   (28-Jun-2026)       ||      ମାଓବାଦୀଙ୍କ ଦ୍ବାରା ମାଟି ତଳେ ପୋତା ଯାଇଥିବା ବହୁ ମାରାଶାସ୍ତ୍ର ଜବତ    (28-Jun-2026)       ||     

HOME   ଜିଲ୍ଲା

ଏକଜିକ୍ୟୁଟିଭ ମାଜିଷ୍ଟ୍ରେଟଙ୍କ କୋର୍ଟରେ ମାଜିଷ୍ଟ୍ରେଟଙ୍କ ଦେଖା ନାହିଁ, କାମରେ ବିଳମ୍ବ ଯୋଗୁଁ ଆବେଦନକାରୀ ହଟହଟା 

11-Feb-2021



ବଲାଙ୍ଗୀର,(ପ୍ରେରଣା ଖବର): ମହାମାରୀ କରୋନା କବଳରୁ ବଲାଙ୍ଗୀର ଜିଲ୍ଲା ମୁକୁଳିବାକୁ ଯାଉଥିବା ବେଳେ ବର୍ତ୍ତମାନ ବିଭିନ୍ନ ସ୍କୁଲ, କଲେଜ ଓ ଅନ୍ୟାନ୍ୟ ଶିକ୍ଷାନୁଷ୍ଠାନ ଗୁଡିକରେ ନାମଲେଖା ପାଇଁ ପ୍ରକ୍ରିୟା ଆରମ୍ଭ ହୋଇଯାଇଛି । ଏଡ୍‌ମିସନ ପାଇଁ ଜନ୍ମ ପ୍ରମାଣପତ୍ର ନିତାନ୍ତ ଆବଶ୍ୟକ ହୋଇଥିବା ବେଳେ ଏହି ପ୍ରମାଣପତ୍ର ପାଇଁ ଆବେଦନ କରାଯାଉଥିବା ଏକଜିକ୍ୟୁଟିଭ ମାଜିଷ୍ଟ୍ରେଟଙ୍କ କୋର୍ଟ ରେ ସବୁବେଳେ ତାଲା ଝୁଲୁଥିବା ଦେଖାଯାଉଛି । କେବଳ ଜନ୍ମ ପ୍ରମାଣପତ୍ର ନୁହେଁ ୧୪୪ କେଶ, ୧ଠ୭ କେଶ ତଥା ମୃତ୍ୟୁ ପ୍ରମାଣପତ୍ର ଆଦି ଯାବତିୟ ଗୁରୁତ୍ୱପୂର୍ଣ୍ଣ କାଗଜପତ୍ର ପାଇଁ ଏକଜିକ୍ୟୁଟିଭ ମାଜିଷ୍ଟ୍ରେଟଙ୍କ କୋର୍ଟରେ ଆବେନ କରାଯାଇଥାଏ । ଏଠାରେ କାର୍ଯ୍ୟରତ ଏକଜିକ୍ୟୁଟିଭ ମାଜିଷ୍ଟ୍ରେଟ ବିନୋଦ ନାୟକ କେତେବେଳେ ଆସନ୍ତି କେତେବେଳେ ଯାଆନ୍ତି ତାହା କେହି ଜାଣନ୍ତି ନାହିଁ । ଶ୍ରୀ ନାୟକ ଏସିଷ୍ଟାଣ୍ଡ କଲେକ୍ଟର ଭାବରେ ମଧ୍ୟ ଦ୍ୱେତ ଦାୟିତ୍ଵ ତୁଲାଇଥିବା ଯୋଗୁଁ ଏକଜିକ୍ୟୁଟିଭ ମାଜିଷ୍ଟ୍ରେଟଙ୍କ କୋର୍ଟରେ କେତେବେଳେ ରହୁନଥିବା ଅଭିଯୋଗ ହୋଇଛି । ଏଥିଯୋଗୁଁ ଜନ୍ମ ପ୍ରମାଣପତ୍ର ଓ ଅନ୍ୟାନ୍ୟ ଡକ୍ୟୁମେଣ୍ଟ ପାଇବାକୁ ଆବେଦନ କରୁଥିବା ଓକିଲ ମାନଙ୍କୁ ବହୁତ ହଇରାଣ ହେବାକୁ ପଡୁଛି ।  କେତେବେଳେ ସବ୍‌କଲେକ୍ଟର ଅଫିସ ତ କେତେବେଳେ ଏକଜିକ୍ୟୁଟିଭ ମାଜିଷ୍ଟ୍ରେଟଙ୍କ କାର୍ଯ୍ୟଳୟକୁ ଅଯଥାରେ ଦୌଡିବାକୁ ପଡୁଛି । ଏପରିକି ଏହି ଅଫିସ ରେ କୌଣସି କିରାଣୀ ମଧ୍ୟ ବସୁନଥିବା ଯୋଗୁଁ ଏହି କାର୍ଯ୍ୟାଳୟଟି ପ୍ରାୟତଃ ବନ୍ଦ ରହୁଥିବା ଦେଖାଯାଉଛି । ସପ୍ତାହରେ ଦିନେ ଦିୁଇ ଦିନ ଏକଜିକ୍ୟୁଟିଭ ମାଜିଷ୍ଟ୍ରେଟ ଶ୍ରୀ ନାଏକ ନିଜ ଅଫିସକୁ ଆସୁଥିବା ବେଳେ ଆବେଦନକାରୀଙ୍କ ପ୍ରବଳ ଭିଡ ହେବା ସହ କୋର୍ଟ କାମରେ ଅହେତୁକ ବିଳମ୍ବ ଘଟୁଛି ।

   ବଲାଙ୍ଗୀର ଜିଲ୍ଲାପାଳ ଏଥିପ୍ରତି ଦୃଷ୍ଟି ଦେଇ ତୁରନ୍ତ ଜଣେ ନିୟମିତ ଏକଜିକ୍ୟୁଟିଭ ମାଜିଷ୍ଟ୍ରେଟଙ୍କୁ ଏଠାରେ ନିଯୁକ୍ତି କରିବା ପାଇଁ ଜନସାଧାରଣ ଦାବି କରିଛନ୍ତି । 


News Comment




Photo in News

Advertisment
Lastest News
  ରାଜ୍ୟ  
ପୁରୀ ଦେବ ସ୍ନାନା ପୂର୍ଣ୍ଣିମା ରେ ସେବା   29-Jun-2026
  ଜିଲ୍ଲା  
ବିଜ୍ଞାନସମ୍ମତ ଓ ଯୁକ୍ତି ଭିତ୍ତିକ ବିଷୟବସ୍ତୁ ଥାଇ ନିର୍ଭୁଲ ପାଠ୍ୟପୁସ୍ତକ ପ୍ରସ୍ତୁତ ନହେବା ପର୍ଯ୍ୟନ୍ତ ଗତବର୍ଷର ବହିରେ ଶିକ୍ଷାଦାନ କରିବା ଦାବିରେ ଦସ୍ତଖତ ଅଭିଯାନ।   29-Jun-2026
  ଜିଲ୍ଲା  
ବିବାହ ର ପ୍ରତିଶୃତି ଦେଇ ଯୁବତୀଙ୍କୁ ପ୍ରତାରଣା କଲା ଲମ୍ପଟ ପ୍ରେମିକ।   29-Jun-2026
  ଜିଲ୍ଲା  
ଶିଶୁ କଲ୍ୟାଣ ସମିତିର ନୂତନ ଭବନ ଉଦଘାଟନ କଲେ ଜିଲ୍ଲାପାଳ   29-Jun-2026
  ଜିଲ୍ଲା  
ସ୍ୱପ୍ନେଶ୍ୱରଙ୍କ ଘରେ ପହଞ୍ଚି ସ୍ଵାସ୍ଥ୍ୟ ଅବସ୍ଥା ବୁଝିଲେ ଜିଲ୍ଲାପାଳ   29-Jun-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ POCSO Act ଉପରେ ଆଇନ ସଚେତନତା କାର୍ଯ୍ୟକ୍ରମ।   29-Jun-2026
  ଜିଲ୍ଲା  
ମୁକ୍ତିତୀର୍ଥ ପାପକ୍ଷୟ ଘାଟରେ ଦେବସ୍ନାନ ପୂର୍ଣ୍ଣିମା   29-Jun-2026
  ଜିଲ୍ଲା  
କଟକ ଗ୍ରାମ୍ୟ ଉନ୍ନୟନ ନିର୍ମାଣ ବିଭାଗର ମୁଖ୍ୟଯନ୍ତ୍ରୀ କାର୍ଯ୍ୟାଳୟରେ ଟେଣ୍ଡରେ ସାଙ୍ଘାତିକ ଦୁର୍ନୀତି। ଠିକାଦାର ମେଳି ହୋଇ କଲେ ଅଭିଯୋଗ। ଚାଉଳିଆଗଞ୍ଜ ଥାନାରେ ଏତଲା   29-Jun-2026
  ଜିଲ୍ଲା  
ଜିଲ୍ଲା ଶିକ୍ଷା ବିଭାଗ ର ଅଜବ ନୀତି ଯୋଗୁଁ ଅବସର କାଳୀନ ପେନସନ ପାଇବାରୁ ବଞ୍ଚିତ ହେଉଛନ୍ତି ପ୍ରଧାନ ଶିକ୍ଷୟିତ୍ରୀ   29-Jun-2026
  ଜିଲ୍ଲା  
ଜିଲ୍ଲା ଶିକ୍ଷା ବିଭାଗର ଅଜବ ନୀତି ଯୋଗୁଁ ଅବସର କାଳୀନ ପେନସନ ପାଇବାରୁ ବଞ୍ଚିତ ହେଉଛନ୍ତି ପ୍ରଧାନ ଶିକ୍ଷୟିତ୍ରୀ   29-Jun-2026
  ଜିଲ୍ଲା  
ସ୍କର୍ପିଓ ଗାଡିରେ ୨୨କେଜି ଗଞ୍ଜେଇ ଚାଲାଣ, ଜଣେ ଗିରଫ   29-Jun-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲା ସିଭିଲ ସୋସାଇଟିର ବୈଠକ    29-Jun-2026

You Might Also Like