-+91-9937148622 |

prerana_bgr@rediffmail.com |

  Tuesday 18th August 2026 |

| | | |

R.N.I. Regd No. ODIODI/2010/46693

Breaking News

*ଭାରତ ବିକାଶ ପରିଷଦ ସୋନପୁର ଶାଖା ପକ୍ଷରୁ ମେଗା ବୃକ୍ଷ ରୋପଣ କାର୍ଯକ୍ରମ*   (18-Aug-2026)       ||      କଣ୍ଟାବାଞ୍ଜି ରେ ସ୍ବାଧୀନତା ଦିବସରେ ସମ୍ବିଧାନ ହତ୍ୟା!    (18-Aug-2026)       ||      ନିଶାମୁକ୍ତ ସମାଜ ଗଠନ ଲକ୍ଷ୍ୟରେ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସାମୂହିକ ଶପଥ ପାଠ   (18-Aug-2026)       ||      *ରାସ୍ତା ଖାଳିବା ଘଟଣାକୁ କେନ୍ଦ୍ର କରି କେରଣ୍ଡୀ ଗ୍ରାମବାସୀ ଏବଂ ଜମି ମଲିକଙ୍କ ମଧ୍ୟରେ ସୃଷ୍ଟି ହେଲା ବିବାଦ*   (18-Aug-2026)       ||      ରାମମନ୍ଦିର କମିଟି ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କ ଦ୍ୱାରସ୍ଥ   (18-Aug-2026)       ||      କଟକ ମହାନଗର ଶାନ୍ତି କମିଟିର ନବୀକରଣ କର୍ଯ୍ୟାଳୟ ଉଦଘାଟିତ   (18-Aug-2026)       ||      ବିଶ୍ରା ବ୍ଲକ ପରିସର ରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   (17-Aug-2026)       ||      ଲୋକାର୍ପିତ କବିତା ସଂକଳନରେ ସୃଜନଶୀଳ ଚିନ୍ତାଧାରାର ପ୍ରତିଫଳନ♦️ କବି ରାଜକିଶୋର ପଣ୍ଡାଙ୍କ ରଚିତ ପୁସ୍ତକରେ ସ୍ଥାନ ପାଇଛି ୧୦୭ ଟି କବିତା    (17-Aug-2026)       ||      କବି ରାଜକିଶୋର ପଣ୍ଡା ରଚିତ ପୁସ୍ତକ ରେ ସ୍ଥାନ ପାଇଛି ୧୦୭ ଟି କବିତା    (17-Aug-2026)       ||      ଭୁବନେଶ୍ୱରରେ ଅନୁଷ୍ଠିତ ହେବ ଐତିହାସିକ ୱାର୍ଲ୍ଡ ଆଥଲେଟିକ୍ସ କଣ୍ଟିନେଣ୍ଟାଲ୍ ଟୁର ସିଲଭର୍ ମିଟ୍   (17-Aug-2026)       ||      ଆଗକୁ ନୂଆଖାଇ ପାଟଣେଶ୍ୱରୀ ମନ୍ଦିର ଗମ୍ଭାର ଘର ମରାମତି କେବେ ?   (17-Aug-2026)       ||      ଦେଓଗାଁରେ ଓଷ୍ଟା ପକ୍ଷରୁ ସାମ୍ବିଧାନିକ ବୈଠକ   (17-Aug-2026)       ||      ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ପାଇଁ ଓଡିଶା ଦଳ ଘୋଷଣା   (17-Aug-2026)       ||      ସ୍ମାର୍ଟ ଜଳସେଚନ ଓ ଚାହିଦାଭିତ୍ତିକ ଜଳ ପରିଚାଳନା ଉପରେ ଜଳ ସମ୍ପଦ ବିଭାଗ ପକ୍ଷରୁ ଏକଦିନିଆ କର୍ମଶାଳା   (17-Aug-2026)       ||      *କଳାହାଣ୍ଡି ଜିଲ୍ଲା ଆତ୍ମା ପକ୍ଷରୁ ଚାଷୀ ଙ୍କୁ ନେଇ ସୁବର୍ଣ୍ଣପୁର କ୍ଷେତ୍ର ପରିଦର୍ଶନ*- *ଚାଷୀ ଓ ବୈଜ୍ଞାନିକ ଙ୍କ ଭାବ ବିନିମୟ କାର୍ଯ୍ଯ କ୍ରମ*-   (17-Aug-2026)       ||      ଝରଣିପାଲି ଠାରେ ପଞ୍ଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ   (17-Aug-2026)       ||      *ଏବେ ବି ବଞ୍ଚିଛି ମାନବିକତା*- *ବୋଲବମ ଚାରିଟେବୁଲ ଟ୍ରଷ୍ଟ କୁ ବୁଦ୍ଧିଜୀବି ମହଲରେ ପ୍ରଶଂସା*-   (17-Aug-2026)       ||      ଜିଲ୍ଲାସ୍ତରୀୟ ଫୁଟବଲ ପ୍ରିମିଅର ଲିଗ୍ ଚରଦା ହାଇସ୍କୁଲ୍ ପଡ଼ିଆରେ ଉଦଘାଟିତ ।   (17-Aug-2026)       ||      ଶିକ୍ଷକ ଯୋଗାଇବାର ପ୍ରତିଶ୍ରୁତି ପରେ ସ୍କୁଲ ଗେଟରୁ ଖୋଲିଲା ତାଲା   (17-Aug-2026)       ||      ନିଖିଳ ଓଡ଼ିଶା ଆଶା କର୍ମୀ ସଂଘ, ବେଲପଡ଼ା ବ୍ଲକ ସଂଘର ସମ୍ମିଳନୀ ଅନଷ୍ଠିତ ଓ ନୂତନକର୍ମକର୍ତ୍ତାଙ୍କୁ ନେଇ କାର୍ଯକାରୀ କମିଟି ଗଠନ    (17-Aug-2026)       ||     

HOME   ଜିଲ୍ଲା

କଣ୍ଟାବାଞ୍ଜି ରେ ସ୍ବାଧୀନତା ଦିବସରେ ସମ୍ବିଧାନ ହତ୍ୟା!

18-Aug-2026



କଣ୍ଟାବାଞ୍ଜି(ମୋହନ ସୁନା): ବଲାଙ୍ଗୀର ଜିଲ୍ଲା କଣ୍ଟାବାଞ୍ଜି ବିଜ୍ଞାପିତ ଅଞ୍ଚଳ ପରିଷଦ ପକ୍ଷରୁ ୮୦ତମ ସ୍ବାଧୀନତା ଦିବସ ଅବସରେ ସହରର ବିଭିନ୍ନ ଛକରେ ଲଗାଯାଇଥିବା ଶୁଭେଚ୍ଛା ହୋଡିଙ୍ଗକୁ ନେଇ ଏବେ ବିବାଦ ସୃଷ୍ଟି ହୋଇଛି। ହୋଡିଙ୍ଗରେ ବିଭିନ୍ନ ସ୍ବାଧୀନତା ସଂଗ୍ରାମୀଙ୍କ ଫଟୋ ରହିଥିବା ବେଳେ ଭାରତର ସମ୍ବିଧାନ ପ୍ରଣେତା ଡକ୍ଟର ବି.ଆର୍. ଆମ୍ବେଦକର ଙ୍କ ଫଟୋ ନଥିବାରୁ ସ୍ଥାନୀୟ ସଚେତନ ନାଗରିକ ତୀବ୍ର ଅସନ୍ତୋଷ ପ୍ରକାଶ କରିଛନ୍ତି। ସହରର ବାଳିକା ଉଚ୍ଚ ବିଦ୍ୟାଳୟ, ଥାନା ଛକ ଠାରେ ଏନ.ଏସି ପକ୍ଷରୁ ବଡ଼ ବଡ଼ ହୋଡିଙ୍ଗ ଲଗାଯାଇଛି। ସେଥିରେ ମହାତ୍ମା ଗାନ୍ଧୀ, ନେତାଜୀ ସୁଭାଷ ଚନ୍ଦ୍ର ବୋଷ, ଭଗତ ସିଂହ ଭଲି ଅନ୍ୟ ସ୍ବାଧୀନତା ସଂଗ୍ରାମୀଙ୍କ ଫଟୋ ରହିଛି। କିନ୍ତୁ ଭାରତର ସମ୍ବିଧାନ ରଚନାରେ ମୁଖ୍ୟ ଭୂମିକା ଗ୍ରହଣ କରିଥିବା ଡକ୍ଟର ବି.ଆର୍. ଆମ୍ବେଦକରଙ୍କୁ ସ୍ଥାନ ମିଳିନାହିଁ। ଏହାକୁ ନେଇ କଣ୍ଟାବାଞ୍ଜି ସହର ସଚେତନ ଯୁବକ ଚୈତନ୍ୟ ହଂସ ଓ ପିଣ୍ଟୁ ସୁନା ପ୍ରତିକ୍ରିୟା ଦେଇ କହିଛନ୍ତି ଯେ ଡକ୍ଟର ଆମ୍ବେଦକର କେବଳ ସ୍ବାଧୀନତା ସଂଗ୍ରାମୀ ନୁହନ୍ତି, ସେ ହେଉଛନ୍ତି ଆଧୁନିକ ଭାରତର ସ୍ଥପତି। ସମ୍ବିଧାନ ମାଧ୍ୟମରେ ସେ ଦେଶର କୋଟି କୋଟି ଦଳିତ, ଶୋଷିତଙ୍କୁ ସମ୍ମାନ ଓ ଅଧିକାର ଦେଇଛନ୍ତି। ସ୍ବାଧୀନତା ଦିବସର ହୋଡିଙ୍ଗରୁ ତାଙ୍କୁ ବାଦ୍ ଦେବା ସିଧାସଳଖ ଅସମ୍ମାନ।"ସେମାନେ ଆହୁରି କହିଲେ ଯେ କଣ୍ଟାବାଞ୍ଜି ବିଜ୍ଞାପିତ ଅଞ୍ଚଳ ପରିଷଦ ଇଚ୍ଛାକୃତ ଭାବେ ଡକ୍ଟର ଆମ୍ବେଦକରଙ୍କୁ ଅଣଦେଖା କରିଛି। ଏହା ସମ୍ବିଧାନ ଓ ସାମାଜିକ ନ୍ୟାୟର ଅପମାନ ବୋଲି ଅଭିଯୋଗ ଆଣିଛନ୍ତି। ସେପଟେ ଆମେ ଯେଉଁ ସମ୍ବିଧାନ ଅଧୀନରେ ବଞ୍ଚୁଛୁ ତାର ମୁଖ୍ୟ ରଚୟିତାଙ୍କୁ ଭୁଲିଗଲେ ସ୍ବାଧୀନତା ଦିବସ ପାଳନର ଅର୍ଥ କଣ? ବୋଲି ଜଣେ କଲେଜ ଛାତ୍ର ପ୍ରଶ୍ନ ଉଠାଇଛନ୍ତି। ସ୍ବାଧୀନତା ଦିବସ ହେଉଛି ସମସ୍ତ ସହିଦ ଓ ଦେଶ ନିର୍ମାତାଙ୍କୁ ସ୍ମରଣ କରିବାର ଦିନ। ଡକ୍ଟର ଆମ୍ବେଦକର ଭଳି ଜଣେ ଜାତୀୟ ନାୟକଙ୍କୁ ସରକାରୀ ହୋଡିଙ୍ଗରୁ ବାଦ୍ ଦେବା ଦୁର୍ଭାଗ୍ୟଜନକ। ବଲାଙ୍ଗୀର ଜିଲ୍ଲା ପ୍ରଶାସନ ଘଟଣା କୁ ଗୁରୁତର ସେବା ନେବାକୁ ଦାବି ହେଉଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
*ଭାରତ ବିକାଶ ପରିଷଦ ସୋନପୁର ଶାଖା ପକ୍ଷରୁ ମେଗା ବୃକ୍ଷ ରୋପଣ କାର୍ଯକ୍ରମ*   18-Aug-2026
  ଜିଲ୍ଲା  
କଣ୍ଟାବାଞ୍ଜି ରେ ସ୍ବାଧୀନତା ଦିବସରେ ସମ୍ବିଧାନ ହତ୍ୟା!   18-Aug-2026
  ଜିଲ୍ଲା  
ନିଶାମୁକ୍ତ ସମାଜ ଗଠନ ଲକ୍ଷ୍ୟରେ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସାମୂହିକ ଶପଥ ପାଠ   18-Aug-2026
  ଜିଲ୍ଲା  
*ରାସ୍ତା ଖାଳିବା ଘଟଣାକୁ କେନ୍ଦ୍ର କରି କେରଣ୍ଡୀ ଗ୍ରାମବାସୀ ଏବଂ ଜମି ମଲିକଙ୍କ ମଧ୍ୟରେ ସୃଷ୍ଟି ହେଲା ବିବାଦ*   18-Aug-2026
  ଜିଲ୍ଲା  
ରାମମନ୍ଦିର କମିଟି ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କ ଦ୍ୱାରସ୍ଥ   18-Aug-2026
  ଜିଲ୍ଲା  
କଟକ ମହାନଗର ଶାନ୍ତି କମିଟିର ନବୀକରଣ କର୍ଯ୍ୟାଳୟ ଉଦଘାଟିତ   18-Aug-2026
  ଜିଲ୍ଲା  
ବିଶ୍ରା ବ୍ଲକ ପରିସର ରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   17-Aug-2026
  ଜିଲ୍ଲା  
ଲୋକାର୍ପିତ କବିତା ସଂକଳନରେ ସୃଜନଶୀଳ ଚିନ୍ତାଧାରାର ପ୍ରତିଫଳନ♦️ କବି ରାଜକିଶୋର ପଣ୍ଡାଙ୍କ ରଚିତ ପୁସ୍ତକରେ ସ୍ଥାନ ପାଇଛି ୧୦୭ ଟି କବିତା   17-Aug-2026
  ଜିଲ୍ଲା  
କବି ରାଜକିଶୋର ପଣ୍ଡା ରଚିତ ପୁସ୍ତକ ରେ ସ୍ଥାନ ପାଇଛି ୧୦୭ ଟି କବିତା   17-Aug-2026
  ଜିଲ୍ଲା  
ଭୁବନେଶ୍ୱରରେ ଅନୁଷ୍ଠିତ ହେବ ଐତିହାସିକ ୱାର୍ଲ୍ଡ ଆଥଲେଟିକ୍ସ କଣ୍ଟିନେଣ୍ଟାଲ୍ ଟୁର ସିଲଭର୍ ମିଟ୍   17-Aug-2026
  ଜିଲ୍ଲା  
ଆଗକୁ ନୂଆଖାଇ ପାଟଣେଶ୍ୱରୀ ମନ୍ଦିର ଗମ୍ଭାର ଘର ମରାମତି କେବେ ?   17-Aug-2026
  ଜିଲ୍ଲା  
ଦେଓଗାଁରେ ଓଷ୍ଟା ପକ୍ଷରୁ ସାମ୍ବିଧାନିକ ବୈଠକ   17-Aug-2026

You Might Also Like