-+91-9937148622 |

prerana_bgr@rediffmail.com |

  Tuesday 18th August 2026 |

| | | |

R.N.I. Regd No. ODIODI/2010/46693

Breaking News

*ଭାରତ ବିକାଶ ପରିଷଦ ସୋନପୁର ଶାଖା ପକ୍ଷରୁ ମେଗା ବୃକ୍ଷ ରୋପଣ କାର୍ଯକ୍ରମ*   (18-Aug-2026)       ||      କଣ୍ଟାବାଞ୍ଜି ରେ ସ୍ବାଧୀନତା ଦିବସରେ ସମ୍ବିଧାନ ହତ୍ୟା!    (18-Aug-2026)       ||      ନିଶାମୁକ୍ତ ସମାଜ ଗଠନ ଲକ୍ଷ୍ୟରେ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସାମୂହିକ ଶପଥ ପାଠ   (18-Aug-2026)       ||      *ରାସ୍ତା ଖାଳିବା ଘଟଣାକୁ କେନ୍ଦ୍ର କରି କେରଣ୍ଡୀ ଗ୍ରାମବାସୀ ଏବଂ ଜମି ମଲିକଙ୍କ ମଧ୍ୟରେ ସୃଷ୍ଟି ହେଲା ବିବାଦ*   (18-Aug-2026)       ||      ରାମମନ୍ଦିର କମିଟି ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କ ଦ୍ୱାରସ୍ଥ   (18-Aug-2026)       ||      କଟକ ମହାନଗର ଶାନ୍ତି କମିଟିର ନବୀକରଣ କର୍ଯ୍ୟାଳୟ ଉଦଘାଟିତ   (18-Aug-2026)       ||      ବିଶ୍ରା ବ୍ଲକ ପରିସର ରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   (17-Aug-2026)       ||      ଲୋକାର୍ପିତ କବିତା ସଂକଳନରେ ସୃଜନଶୀଳ ଚିନ୍ତାଧାରାର ପ୍ରତିଫଳନ♦️ କବି ରାଜକିଶୋର ପଣ୍ଡାଙ୍କ ରଚିତ ପୁସ୍ତକରେ ସ୍ଥାନ ପାଇଛି ୧୦୭ ଟି କବିତା    (17-Aug-2026)       ||      କବି ରାଜକିଶୋର ପଣ୍ଡା ରଚିତ ପୁସ୍ତକ ରେ ସ୍ଥାନ ପାଇଛି ୧୦୭ ଟି କବିତା    (17-Aug-2026)       ||      ଭୁବନେଶ୍ୱରରେ ଅନୁଷ୍ଠିତ ହେବ ଐତିହାସିକ ୱାର୍ଲ୍ଡ ଆଥଲେଟିକ୍ସ କଣ୍ଟିନେଣ୍ଟାଲ୍ ଟୁର ସିଲଭର୍ ମିଟ୍   (17-Aug-2026)       ||      ଆଗକୁ ନୂଆଖାଇ ପାଟଣେଶ୍ୱରୀ ମନ୍ଦିର ଗମ୍ଭାର ଘର ମରାମତି କେବେ ?   (17-Aug-2026)       ||      ଦେଓଗାଁରେ ଓଷ୍ଟା ପକ୍ଷରୁ ସାମ୍ବିଧାନିକ ବୈଠକ   (17-Aug-2026)       ||      ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ପାଇଁ ଓଡିଶା ଦଳ ଘୋଷଣା   (17-Aug-2026)       ||      ସ୍ମାର୍ଟ ଜଳସେଚନ ଓ ଚାହିଦାଭିତ୍ତିକ ଜଳ ପରିଚାଳନା ଉପରେ ଜଳ ସମ୍ପଦ ବିଭାଗ ପକ୍ଷରୁ ଏକଦିନିଆ କର୍ମଶାଳା   (17-Aug-2026)       ||      *କଳାହାଣ୍ଡି ଜିଲ୍ଲା ଆତ୍ମା ପକ୍ଷରୁ ଚାଷୀ ଙ୍କୁ ନେଇ ସୁବର୍ଣ୍ଣପୁର କ୍ଷେତ୍ର ପରିଦର୍ଶନ*- *ଚାଷୀ ଓ ବୈଜ୍ଞାନିକ ଙ୍କ ଭାବ ବିନିମୟ କାର୍ଯ୍ଯ କ୍ରମ*-   (17-Aug-2026)       ||      ଝରଣିପାଲି ଠାରେ ପଞ୍ଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ   (17-Aug-2026)       ||      *ଏବେ ବି ବଞ୍ଚିଛି ମାନବିକତା*- *ବୋଲବମ ଚାରିଟେବୁଲ ଟ୍ରଷ୍ଟ କୁ ବୁଦ୍ଧିଜୀବି ମହଲରେ ପ୍ରଶଂସା*-   (17-Aug-2026)       ||      ଜିଲ୍ଲାସ୍ତରୀୟ ଫୁଟବଲ ପ୍ରିମିଅର ଲିଗ୍ ଚରଦା ହାଇସ୍କୁଲ୍ ପଡ଼ିଆରେ ଉଦଘାଟିତ ।   (17-Aug-2026)       ||      ଶିକ୍ଷକ ଯୋଗାଇବାର ପ୍ରତିଶ୍ରୁତି ପରେ ସ୍କୁଲ ଗେଟରୁ ଖୋଲିଲା ତାଲା   (17-Aug-2026)       ||      ନିଖିଳ ଓଡ଼ିଶା ଆଶା କର୍ମୀ ସଂଘ, ବେଲପଡ଼ା ବ୍ଲକ ସଂଘର ସମ୍ମିଳନୀ ଅନଷ୍ଠିତ ଓ ନୂତନକର୍ମକର୍ତ୍ତାଙ୍କୁ ନେଇ କାର୍ଯକାରୀ କମିଟି ଗଠନ    (17-Aug-2026)       ||     

HOME   ଜିଲ୍ଲା

*ଭାରତ ବିକାଶ ପରିଷଦ ସୋନପୁର ଶାଖା ପକ୍ଷରୁ ମେଗା ବୃକ୍ଷ ରୋପଣ କାର୍ଯକ୍ରମ*

18-Aug-2026



(ମନୋରଞ୍ଜନ ତ୍ରିପାଠୀ )
 ଭାରତ ବିକାଶ ପରିଷଦ ସୋନପୁର ଶାଖାର ପର୍ଯ୍ୟାବରଣ ପ୍ରମୁଖ ଅରବିନ୍ଦ ସାହୁଙ୍କ ନେତୃତ୍ୱରେ ଓ  ଓଡିଶା ପଶ୍ଚିମ ପ୍ରାନ୍ତ ମହାସଚିବ ଶ୍ରୀ ଦୁର୍ଯ୍ୟୋଧନ ସାହୁଙ୍କ ମାର୍ଗ ଦର୍ଶନରେ ତଥା ଶାଖାର ସମସ୍ତ ସକ୍ରିୟ ସଦସ୍ୟ/ସଦସ୍ୟା ଓ ମହିଳା କଲେଜ୍ ର ସମସ୍ତ ଅଧ୍ୟାପକ ଅଧ୍ୟାପିକା ଛାତ୍ରୀ ଙ୍କ ସହଯୋଗରେ ଏକ ମେଗା ବୃକ୍ଷ ରୋପଣ କାର୍ଯକ୍ରମ ବିଜୁ ପଟ୍ଟନାୟକ ମହିଳା ଡିଗ୍ରୀ ନୂଆଁ ମହାବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି। 
ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ସୁବର୍ଣ୍ଣପୁର ଜିଲ୍ଲାପାଳ ଡ. ନୃପରାଜ ସାହୁ ଏକ ବୃକ୍ଷ ରୋପଣ କରି କାର୍ଯ୍ୟକ୍ରମର ଶୁଭାରମ୍ଭ କରିଥିଲେ। ଉକ୍ତ କାର୍ଯ୍ୟକ୍ରମରେ ସମ୍ମାନୀତ ଅତିଥି ଭାବେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀମତୀ ଅଞ୍ଜଳିନା ପ୍ରଧାନ , ଜିଲ୍ଲା ବନଖଣ୍ଡ ଅଧିକାରୀ ଶ୍ରୀଯୁକ୍ତ ବିଶ୍ୱରାଜ ପଣ୍ଡା, ସୋନପୁର ରେଞ୍ଜର ଶ୍ରୀ ସୁଭାଷ ଚନ୍ଦ୍ର ମହାପାତ୍ର , କଲେଜ୍ ଅଧ୍ୟକ୍ଷ୍ୟା ରୀତା ରାଣୀ ପୂଝାରୀ ଯୋଗଦେଇ ପରିବେଶ ସୁରକ୍ଷା ଦିଗରେ ଶୁଭେଛା ବାର୍ତ୍ତା ପ୍ରଦାନ କରିଥିଲେ ।
ଏହି ବୃକ୍ଷ ରୋପଣ କାର୍ଯ୍ଯ କ୍ରମରେ ସୋନପୁର ରେଞ୍ଜ ଅଫିସର ଶ୍ରୀ ମହାପାତ୍ରଙ୍କ ପ୍ରତ୍ୟକ୍ଷ ତତ୍ୱାବଧାନରେ ୨୦୦ ଗୋଟି ବିଭିନ୍ନ ପ୍ରକାରର ବୃକ୍ଷ ଯଥା ଆମ୍ବ,  ପଣସ, ଜାମୁ, ଓଉ, କୃଷ୍ଣଚୂଡ଼ା, ପିଜୁଳି, ଅମଲା, ଲେମ୍ବୁ ଇତ୍ୟାଦି ଔଷଧୀୟ ବୃକ୍ଷ ରୋପଣ କରାଯାଇଛି।

ମହାବିଦ୍ୟାଳୟ ର ପ୍ରାୟ ଶହ ଶହ ଛାତ୍ରୀ, ସମସ୍ତ ଅଧ୍ୟାପକ, ଅଧ୍ୟାପିକା  ଓ କର୍ମଚାରୀ ସମସ୍ତେ ଗୋଟିଏ ଗୋଟିଏ ଗଛ ଲଗାଇ ମହାବିଦ୍ୟାଳୟ ପରିସରକୁ ସବୁଜ, ସ୍ୱଚ୍ଛ ଓ ସୁନ୍ଦର କରିବା ପାଇଁ ସଂକଳ୍ପ ନେଇଥିଲେ। ଆଗାମି ଦିନରେ ଏହି ଅନୁଷ୍ଠାନ ତଥା ସହର ର ବିଭିନ୍ନ ଜାଗାରେ ଏଭଳି ବୃକ୍ଷ ରୋପଣ କାର୍ଯ୍ଯ କ୍ରମ ହାତକୁ ନିଆଯିବ ବୋଲି ଭାରତ ବିକାଶ ପରିଷଦର କୋଷାଧ୍ୟକ୍ଷ ଶ୍ରୀମତୀ ସୁନନ୍ଦା ସାହୁ ମତବ୍ୟକ୍ତ କରିଥିଲେ। ଅଧ୍ୟାପକ ମଦନ ସୁନ୍ଦର ଖେତି ଏହି ପରିବେଶ ସଚେତନତା ସଭା କୁ ସଂଯୋଜନା କରିଥିବାବେଳେ ଅଧ୍ୟାପିକା ତଥା ଭାରତ ବିକାଶ ପରିଷଦ ଉପଦେଷ୍ଟା କଳ୍ପନା ମିଶ୍ର ଧନ୍ଯବାଦ ଅର୍ପଣ କରିଥିଲେ l ଏହି କାର୍ଯ୍ୟକ୍ରମରେ ଅନୁଷ୍ଠାନର ଅଧ୍ୟକ୍ଷ୍ୟା ଶ୍ରୀମତୀ ରୀତାରାଣୀ ପୂଜାରୀ, ଅଧ୍ୟାପକ କ୍ଷୀରୋଦ ମେହେର, ବରିଷ୍ଟ ସାମ୍ବାଦିକ ତଥା ସମାଜସେବୀ  ମନୋରଞ୍ଜନ ତ୍ରିପାଠୀ ଛାତ୍ରୀ ମାନଙ୍କୁ ବୃକ୍ଷ ରୋପଣ କାର୍ଯ୍ଯ କ୍ରମ ରେ ଉତ୍ସାହିତ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ଭାରତ ବିକାଶ ପରିଷଦ ସୋନପୁର ଶାଖା ପକ୍ଷରୁ ମେଗା ବୃକ୍ଷ ରୋପଣ କାର୍ଯକ୍ରମ*   18-Aug-2026
  ଜିଲ୍ଲା  
କଣ୍ଟାବାଞ୍ଜି ରେ ସ୍ବାଧୀନତା ଦିବସରେ ସମ୍ବିଧାନ ହତ୍ୟା!   18-Aug-2026
  ଜିଲ୍ଲା  
ନିଶାମୁକ୍ତ ସମାଜ ଗଠନ ଲକ୍ଷ୍ୟରେ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସାମୂହିକ ଶପଥ ପାଠ   18-Aug-2026
  ଜିଲ୍ଲା  
*ରାସ୍ତା ଖାଳିବା ଘଟଣାକୁ କେନ୍ଦ୍ର କରି କେରଣ୍ଡୀ ଗ୍ରାମବାସୀ ଏବଂ ଜମି ମଲିକଙ୍କ ମଧ୍ୟରେ ସୃଷ୍ଟି ହେଲା ବିବାଦ*   18-Aug-2026
  ଜିଲ୍ଲା  
ରାମମନ୍ଦିର କମିଟି ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କ ଦ୍ୱାରସ୍ଥ   18-Aug-2026
  ଜିଲ୍ଲା  
କଟକ ମହାନଗର ଶାନ୍ତି କମିଟିର ନବୀକରଣ କର୍ଯ୍ୟାଳୟ ଉଦଘାଟିତ   18-Aug-2026
  ଜିଲ୍ଲା  
ବିଶ୍ରା ବ୍ଲକ ପରିସର ରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   17-Aug-2026
  ଜିଲ୍ଲା  
ଲୋକାର୍ପିତ କବିତା ସଂକଳନରେ ସୃଜନଶୀଳ ଚିନ୍ତାଧାରାର ପ୍ରତିଫଳନ♦️ କବି ରାଜକିଶୋର ପଣ୍ଡାଙ୍କ ରଚିତ ପୁସ୍ତକରେ ସ୍ଥାନ ପାଇଛି ୧୦୭ ଟି କବିତା   17-Aug-2026
  ଜିଲ୍ଲା  
କବି ରାଜକିଶୋର ପଣ୍ଡା ରଚିତ ପୁସ୍ତକ ରେ ସ୍ଥାନ ପାଇଛି ୧୦୭ ଟି କବିତା   17-Aug-2026
  ଜିଲ୍ଲା  
ଭୁବନେଶ୍ୱରରେ ଅନୁଷ୍ଠିତ ହେବ ଐତିହାସିକ ୱାର୍ଲ୍ଡ ଆଥଲେଟିକ୍ସ କଣ୍ଟିନେଣ୍ଟାଲ୍ ଟୁର ସିଲଭର୍ ମିଟ୍   17-Aug-2026
  ଜିଲ୍ଲା  
ଆଗକୁ ନୂଆଖାଇ ପାଟଣେଶ୍ୱରୀ ମନ୍ଦିର ଗମ୍ଭାର ଘର ମରାମତି କେବେ ?   17-Aug-2026
  ଜିଲ୍ଲା  
ଦେଓଗାଁରେ ଓଷ୍ଟା ପକ୍ଷରୁ ସାମ୍ବିଧାନିକ ବୈଠକ   17-Aug-2026

You Might Also Like