-+91-9937148622 |

prerana_bgr@rediffmail.com |

  Tuesday 18th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଲୋକଙ୍କୁ ହସାଉଥିବା କଳାକାର ବିଶ୍ୱ ବଗର୍ତ୍ତୀ ଆରପାରିରେ   (18-Aug-2026)       ||      ଜିଲ୍ଲାପାଳଙ୍କ ଜରିଆରେ ମୁଖ୍ୟ ମନ୍ତ୍ରୀଙ୍କୁ ବି ଏମ ଏସର ସ୍ମାରକ ପତ୍ର .ଶ୍ରମିକଙ୍କ ବିଭିନ୍ନ ଦାବୀର ତୁରନ୍ତ ସମାଧାନ .୧୧ ଦଫା ଦାବୀର ସ୍ମାରକ ପତ୍ର ପ୍ରଦାନ .ଉଦ୍ୟୋଗରେ ବେଆଇନ ଛଟେଇ ପ୍ରତ୍ୟାହାର   (18-Aug-2026)       ||      ବରୀ ରେ ବନ୍ୟା   (18-Aug-2026)       ||      *ଭାରତ ବିକାଶ ପରିଷଦ ସୋନପୁର ଶାଖା ପକ୍ଷରୁ ମେଗା ବୃକ୍ଷ ରୋପଣ କାର୍ଯକ୍ରମ*   (18-Aug-2026)       ||      କଣ୍ଟାବାଞ୍ଜି ରେ ସ୍ବାଧୀନତା ଦିବସରେ ସମ୍ବିଧାନ ହତ୍ୟା!    (18-Aug-2026)       ||      ନିଶାମୁକ୍ତ ସମାଜ ଗଠନ ଲକ୍ଷ୍ୟରେ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସାମୂହିକ ଶପଥ ପାଠ   (18-Aug-2026)       ||      *ରାସ୍ତା ଖାଳିବା ଘଟଣାକୁ କେନ୍ଦ୍ର କରି କେରଣ୍ଡୀ ଗ୍ରାମବାସୀ ଏବଂ ଜମି ମଲିକଙ୍କ ମଧ୍ୟରେ ସୃଷ୍ଟି ହେଲା ବିବାଦ*   (18-Aug-2026)       ||      ରାମମନ୍ଦିର କମିଟି ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କ ଦ୍ୱାରସ୍ଥ   (18-Aug-2026)       ||      କଟକ ମହାନଗର ଶାନ୍ତି କମିଟିର ନବୀକରଣ କର୍ଯ୍ୟାଳୟ ଉଦଘାଟିତ   (18-Aug-2026)       ||      ବିଶ୍ରା ବ୍ଲକ ପରିସର ରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   (17-Aug-2026)       ||      ଲୋକାର୍ପିତ କବିତା ସଂକଳନରେ ସୃଜନଶୀଳ ଚିନ୍ତାଧାରାର ପ୍ରତିଫଳନ♦️ କବି ରାଜକିଶୋର ପଣ୍ଡାଙ୍କ ରଚିତ ପୁସ୍ତକରେ ସ୍ଥାନ ପାଇଛି ୧୦୭ ଟି କବିତା    (17-Aug-2026)       ||      କବି ରାଜକିଶୋର ପଣ୍ଡା ରଚିତ ପୁସ୍ତକ ରେ ସ୍ଥାନ ପାଇଛି ୧୦୭ ଟି କବିତା    (17-Aug-2026)       ||      ଭୁବନେଶ୍ୱରରେ ଅନୁଷ୍ଠିତ ହେବ ଐତିହାସିକ ୱାର୍ଲ୍ଡ ଆଥଲେଟିକ୍ସ କଣ୍ଟିନେଣ୍ଟାଲ୍ ଟୁର ସିଲଭର୍ ମିଟ୍   (17-Aug-2026)       ||      ଆଗକୁ ନୂଆଖାଇ ପାଟଣେଶ୍ୱରୀ ମନ୍ଦିର ଗମ୍ଭାର ଘର ମରାମତି କେବେ ?   (17-Aug-2026)       ||      ଦେଓଗାଁରେ ଓଷ୍ଟା ପକ୍ଷରୁ ସାମ୍ବିଧାନିକ ବୈଠକ   (17-Aug-2026)       ||      ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ପାଇଁ ଓଡିଶା ଦଳ ଘୋଷଣା   (17-Aug-2026)       ||      ସ୍ମାର୍ଟ ଜଳସେଚନ ଓ ଚାହିଦାଭିତ୍ତିକ ଜଳ ପରିଚାଳନା ଉପରେ ଜଳ ସମ୍ପଦ ବିଭାଗ ପକ୍ଷରୁ ଏକଦିନିଆ କର୍ମଶାଳା   (17-Aug-2026)       ||      *କଳାହାଣ୍ଡି ଜିଲ୍ଲା ଆତ୍ମା ପକ୍ଷରୁ ଚାଷୀ ଙ୍କୁ ନେଇ ସୁବର୍ଣ୍ଣପୁର କ୍ଷେତ୍ର ପରିଦର୍ଶନ*- *ଚାଷୀ ଓ ବୈଜ୍ଞାନିକ ଙ୍କ ଭାବ ବିନିମୟ କାର୍ଯ୍ଯ କ୍ରମ*-   (17-Aug-2026)       ||      ଝରଣିପାଲି ଠାରେ ପଞ୍ଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ   (17-Aug-2026)       ||      *ଏବେ ବି ବଞ୍ଚିଛି ମାନବିକତା*- *ବୋଲବମ ଚାରିଟେବୁଲ ଟ୍ରଷ୍ଟ କୁ ବୁଦ୍ଧିଜୀବି ମହଲରେ ପ୍ରଶଂସା*-   (17-Aug-2026)       ||     

HOME   ଜିଲ୍ଲା

ଜିଲ୍ଲାପାଳଙ୍କ ଜରିଆରେ ମୁଖ୍ୟ ମନ୍ତ୍ରୀଙ୍କୁ ବି ଏମ ଏସର ସ୍ମାରକ ପତ୍ର .ଶ୍ରମିକଙ୍କ ବିଭିନ୍ନ ଦାବୀର ତୁରନ୍ତ ସମାଧାନ .୧୧ ଦଫା ଦାବୀର ସ୍ମାରକ ପତ୍ର ପ୍ରଦାନ .ଉଦ୍ୟୋଗରେ ବେଆଇନ ଛଟେଇ ପ୍ରତ୍ୟାହାର

18-Aug-2026



ନୂଆପଡ଼ା (ରାମନାଥ ପଣ୍ଡା )
 ରାଞ୍ଚି ଠାରେ ଅନୁଷ୍ଠିତ ଭାରତୀୟ ମଜଦୂର ସଂଘର ୧୬୧ତମ କେନ୍ଦ୍ରୀୟ କାର୍ଯ୍ୟ ସମିତି ବୈଠକରେ ଦେଶର ସଂଗଠିତ ଓ ଅଣସଂଗଠିତ ଶ୍ରମିକ ମାନଙ୍କ ବିଭିନ୍ନ ସମସ୍ୟାକୁ ନେଇ ଆଲୋଚନା ହୋଇଥିଲା ଏବଂ ଏହାକୁ ଆଧାର କରି ଅଗଷ୍ଟ ୧୭ ତାରିଖ ଦିନ ଦେଶ ବ୍ୟାପି ଆନ୍ଦୋଳନାତ୍ମକ କାର୍ଯ୍ୟକ୍ରମ ସହିତ ଦାବୀ ସଂଶ୍ଳିଷ୍ଟ ସ୍ମାରକ ପତ୍ର ପ୍ରଦାନ ପାଇଁ ଆହ୍ଵାନ ଦିଆଯାଇଥିଲା ।ସେହି ଅନୁସାରେ ଆଜି ଭାରତୀୟ ମଜଦୂର ସଂଘ ନୂଆପଡ଼ା ଜିଲ୍ଲା ସଭାପତି ପ୍ରଦୀପ କୁମାର ଦଣ୍ଡସେନାଙ୍କ ନେତୃତ୍ୱରେ ତଥା ରାଜ୍ୟ ପ୍ରଭାରୀ ଡଃ ବିରଞ୍ଚି ନାରାୟଣ ପଣ୍ଡା,ଜିଲ୍ଲା ପ୍ରଭାରୀ ବିଶ୍ଵ ରଞ୍ଜନ ସା,ଏ ଡବ୍ଲୁ ଜିଲ୍ଲା ସମ୍ପାଦିକା ଚନ୍ଦ୍ର ପ୍ରଭା ପାଣିଗ୍ରାହୀ,ସଭାନେତ୍ରୀ ଲୋଭା ଲୁହାର,ଚନ୍ଦ୍ର କାନ୍ତି ଶବର,ରଶ୍ମିତା ପ୍ରଧାନ, ଶ୍ରମିକ ଓ କର୍ମଚାରୀଙ୍କ ଦୀର୍ଘ ଦିନର ଦାବୀର ସମାଧାନ ପାଇଁ ଅତିରିକ୍ତ ଜିଲ୍ଲାପାଳ ସୁବାସ ଚନ୍ଦ୍ର ରଇତାଙ୍କ ଜରିଆରେ ଦାବି ପୂରଣ ନେଇ ମୁଖ୍ୟ ମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ବି ଏମ ଏସ ର ସ୍ମାରକ ପତ୍ର ପ୍ରଦାନ କରାଯାଇଛି ।ସ୍ମାରକ ପତ୍ରରେ ଲିଖିତ ଦାବୀ ସମୂହ ହେଉଛି - ଅଙ୍ଗନୱାଡ଼ି ଓ ଆଶା କର୍ମୀଙ୍କୁ କର୍ମଚାରୀ ମାନ୍ୟତା  ସହ ସମ୍ମାନଜନକ ଦରମା ପ୍ରଦାନ,ଆଶା କର୍ମୀଙ୍କୁ ପ୍ରସୂତି କାଳୀନ ଛୁଟି ସହ ପୂର୍ଣ୍ଣ ମାନଦେୟ ପ୍ରଦାନ ତଥା ନିର୍ବାଚନ ପ୍ରତିଶ୍ରୁତି ଅନୁଯାୟୀ ଏମାନଙ୍କ ମାନଦେୟ ବୃଦ୍ଧି,ଚୁକ୍ତିଭିତ୍ତିକ ଓ ଠିକା କର୍ମଚାରୀଙ୍କ ସମେତ ସମସ୍ତଙ୍କ ପାଇଁ ସମାନ କାମ ପାଇଁ ସମାନ ଦରମା ଲାଗୁ କରିବା,ସର୍ବ ନିମ୍ନ ମଜୁରୀକୁ ୩୦ ହଜାର ଟଙ୍କାକୁ ବୃଦ୍ଧି କରିବା, ଇ ପି ଏସ - ୯୫ ଅଧୀନରେ ନ୍ୟୁନତମ ପେନସନ ୧୧ ହଜାର ଟଙ୍କାରୁ ୧୭ ହଜାର ୫୦୦ ଟଙ୍କାକୁ ବୃଦ୍ଧି ସହିତ ମାହାଙ୍ଗାଭତ୍ତାକୁ ଯୋଡିବା ପୁଣି ଏହାକୁ ଆୟୁଷ୍ମାନ ଭାରତ ଯୋଜନା ସହ ସଂଯୋଗ କରିବାକୁ ଦାବୀ, ଇ ପି ଏଫ୍, ଇ ଏସ ଆଇ ସି ଓ ବୋନସ ଗଣନା ଅଧୀନରେ ଥିବା ସମସ୍ତ ସୀମାକୁ ଦ୍ଵିଗୁଣିତ କରିବା,ପୁରୁଣା ପେନସନ ଯୋଜନା ପୁନଃ ପ୍ରଚଳନ,ଗ୍ରାଚ୍ୟୁଟି ଗଣନାକୁ ୧୫ ଦିନର ମଜୁରୀ ବଦଳରେ ୩୦ ଦିନର ମଜୁରୀ ଆଧାରରେ ଗଣନା କରିବା,ଶ୍ରମ ସଂହତିରେ ଥିବା ଶ୍ରମିକବିରୋଧୀ ବ୍ୟବସ୍ଥା ଗୁଡିକରେ ଆବଶ୍ୟକ ସଂଶୋଧନ କରିବା, ଓଡ଼ିଶାର ବିଭିନ୍ନ ଉଦ୍ୟୋଗରେ ହୋଇଥିବା ବେଆଇନ ଛଟେଇକୁ ପ୍ରତ୍ୟାହାର କରି ସଂପୃକ୍ତ ଶ୍ରମିକଙ୍କୁ ପୁନଃ ନିଯୁକ୍ତି ଦେବା ଭଳି ଦାବୀ କରାଯାଇଛି ।

ଆଜିର ଏହି ଆନ୍ଦୋଳନାତ୍ମକ ସ୍ମାରକ ପତ୍ର ପ୍ରଦାନ କାର୍ଯ୍ୟକ୍ରମରେ ଶ୍ରମିକ ନେତା ଭକ୍ତ ବନ୍ଧୁ ଧରୁଆ,ରାଧାକାନ୍ତ ବେହେରା,ବି ଏମ ଏସ ଜିଲ୍ଲା ମିଡିଆ ସେଲ ରାମନାଥ ପଣ୍ଡା, ଜାନକୀ ମାଝୀ,ଗୀତାଞ୍ଜଳି ବିଶି ,ଜାନକୀ ମେହେର,ଷଷ୍ଠୀ ସାହୁ,ବଳଧର କେତକୀ,ଯଯାତି ମେହେର,ସଞ୍ଜୟ ନାୟକ,ପିଣ୍ଟୁ ହଂସ ,ଆକାଶ କଟା,ଅଙ୍ଗନୱାଡ଼ି କର୍ମୀ,ଆଶା କର୍ମୀ,ମିଶନ ଶକ୍ତି ମହିଳା,ଇ ସି ମେମ୍ବର,ମଣ୍ଡି ହେମାଳ ୟୁନିଅନ,ପାଚିକା ସଂଘ,ବି ଏମ ଏସ ଅନୁବନ୍ଧିତ ଅନ୍ୟାନ୍ୟ ଶ୍ରମିକ ସଂଘ ପ୍ରମୁଖ ସାମିଲ ଥିଲେ ।ସାମାଜିକ ସୁରକ୍ଷା, ଉଚିତ ପାରିଶ୍ରମିକ ଓ ନିରାପଦ କାର୍ଯ୍ୟ ସୁନିଶ୍ଚିତ କରିବା,ଶ୍ରମର ମର୍ଯ୍ୟାଦା ଓ ଶ୍ରମିକଙ୍କ ଜୀବନ ଧାରଣ ନିମିତ୍ତ ଶ୍ରମିକ, ମାଲିକ ଓ ସରକାରଙ୍କ ମଧ୍ୟରେ ଶିଳ୍ପ ସୌହାର୍ଦ୍ଦ ଓ ଉତ୍ପାଦନଶୀଳତା ବୃଦ୍ଧି ପାଇଁ ସରକାର ଦାବୀ ଗୁଡ଼ିକୁ ପ୍ରାଥମିକତା ଦେଇ ଶୀଘ୍ର ପଦକ୍ଷେପ ଗ୍ରହଣ କରିବାକୁ ଭାରତୀୟ ମଜଦୂର ସଂଘ ଅନୁରୋଧ କରୁଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଲୋକଙ୍କୁ ହସାଉଥିବା କଳାକାର ବିଶ୍ୱ ବଗର୍ତ୍ତୀ ଆରପାରିରେ   18-Aug-2026
  ଜିଲ୍ଲା  
ଜିଲ୍ଲାପାଳଙ୍କ ଜରିଆରେ ମୁଖ୍ୟ ମନ୍ତ୍ରୀଙ୍କୁ ବି ଏମ ଏସର ସ୍ମାରକ ପତ୍ର .ଶ୍ରମିକଙ୍କ ବିଭିନ୍ନ ଦାବୀର ତୁରନ୍ତ ସମାଧାନ .୧୧ ଦଫା ଦାବୀର ସ୍ମାରକ ପତ୍ର ପ୍ରଦାନ .ଉଦ୍ୟୋଗରେ ବେଆଇନ ଛଟେଇ ପ୍ରତ୍ୟାହାର   18-Aug-2026
  ଜିଲ୍ଲା  
ବରୀ ରେ ବନ୍ୟା   18-Aug-2026
  ଜିଲ୍ଲା  
*ଭାରତ ବିକାଶ ପରିଷଦ ସୋନପୁର ଶାଖା ପକ୍ଷରୁ ମେଗା ବୃକ୍ଷ ରୋପଣ କାର୍ଯକ୍ରମ*   18-Aug-2026
  ଜିଲ୍ଲା  
କଣ୍ଟାବାଞ୍ଜି ରେ ସ୍ବାଧୀନତା ଦିବସରେ ସମ୍ବିଧାନ ହତ୍ୟା!   18-Aug-2026
  ଜିଲ୍ଲା  
ନିଶାମୁକ୍ତ ସମାଜ ଗଠନ ଲକ୍ଷ୍ୟରେ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସାମୂହିକ ଶପଥ ପାଠ   18-Aug-2026
  ଜିଲ୍ଲା  
*ରାସ୍ତା ଖାଳିବା ଘଟଣାକୁ କେନ୍ଦ୍ର କରି କେରଣ୍ଡୀ ଗ୍ରାମବାସୀ ଏବଂ ଜମି ମଲିକଙ୍କ ମଧ୍ୟରେ ସୃଷ୍ଟି ହେଲା ବିବାଦ*   18-Aug-2026
  ଜିଲ୍ଲା  
ରାମମନ୍ଦିର କମିଟି ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କ ଦ୍ୱାରସ୍ଥ   18-Aug-2026
  ଜିଲ୍ଲା  
କଟକ ମହାନଗର ଶାନ୍ତି କମିଟିର ନବୀକରଣ କର୍ଯ୍ୟାଳୟ ଉଦଘାଟିତ   18-Aug-2026
  ଜିଲ୍ଲା  
ବିଶ୍ରା ବ୍ଲକ ପରିସର ରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   17-Aug-2026
  ଜିଲ୍ଲା  
ଲୋକାର୍ପିତ କବିତା ସଂକଳନରେ ସୃଜନଶୀଳ ଚିନ୍ତାଧାରାର ପ୍ରତିଫଳନ♦️ କବି ରାଜକିଶୋର ପଣ୍ଡାଙ୍କ ରଚିତ ପୁସ୍ତକରେ ସ୍ଥାନ ପାଇଛି ୧୦୭ ଟି କବିତା   17-Aug-2026
  ଜିଲ୍ଲା  
କବି ରାଜକିଶୋର ପଣ୍ଡା ରଚିତ ପୁସ୍ତକ ରେ ସ୍ଥାନ ପାଇଛି ୧୦୭ ଟି କବିତା   17-Aug-2026

You Might Also Like

       
  ଜିଲ୍ଲା  

ବରୀ ରେ ବନ୍ୟା