-+91-9937148622 |

prerana_bgr@rediffmail.com |

  Thursday 20th August 2026 |

| | | |

R.N.I. Regd No. ODIODI/2010/46693

Breaking News

ବଗଡ଼ାରେ ଗ୍ରୀନ୍ ଇଗଲ୍ ଆର୍ମି ପକ୍ଷରୁ ବନମହୋତ୍ସବ   (20-Aug-2026)       ||      ରାଷ୍ଟ୍ରୀୟ ପ୍ରବାସୀ ଓଡିଆ ପରିବାର ଦ୍ୱାରା ସ୍ୱାସ୍ଥ୍ୟ ଶିବିର ଆୟୋଜନ   (20-Aug-2026)       ||      ସୁବର୍ଣ୍ଣପୁର ଠାରେ ବିଜେଡି ପକ୍ଷରୁ ଶିକ୍ଷା ବଞ୍ଚାଅ ଆନ୍ଦୋଳନ   (20-Aug-2026)       ||      ନବରଙ୍ଗପୁର ଜିଲ୍ଲାର ନୀରିହ ଆଦିବାସୀ ଯୁବକର ୧ ଲକ୍ଷ ୨୦ହଜାର ଟଙ୍କା ଖାଇଗଲେ କେନ୍ଦୁଝର ର ଝିଅ   (20-Aug-2026)       ||      ବିଶ୍ୱ ଫୋଟୋଗ୍ରାଫି ଦିବସରେ ଜିଲ୍ଲା ସାମ୍ବାଦିକ ସଂଘ ପକ୍ଷରୁ ଫଟୋ ପ୍ରଦର୍ଶନୀ ll ପ୍ରଦର୍ଶିତ ହୋଇଛି ସଂସ୍କୃତି, ପରମ୍ପରା ଓ ଐତିହ୍ୟ ର ଅନେକ ଫଟୋ ll   (19-Aug-2026)       ||      ଆରପାରିରେ ବିଶିଷ୍ଟ କୀର୍ତ୍ତନ ଗାୟକ ମକ୍ତାରି ସାହୁ। କୀର୍ତ୍ତନ ଜଗତର ଏକ ସ୍ୱର୍ଣ୍ଣିମ ଅଧ୍ୟାୟର ଅବସାନ।   (19-Aug-2026)       ||      ନାକଟିଦେଉଳ ମାଟିର ଝିଅ କୁମୁଦିନୀଙ୍କୁ ଡିଜିପି ଡିସ୍କ କର୍ତ୍ତବ୍ୟନିଷ୍ଠା ଓ ଉଲ୍ଲେଖନୀୟ ସେବା ପାଇଁ କ୍ରାଇମବ୍ରାଞ୍ଚ ପକ୍ଷରୁ ମଧ୍ୟ ସମ୍ବର୍ଦ୍ଧନା   (19-Aug-2026)       ||      ଜିଲ୍ଲା ସ୍ତରୀୟ ସିନିଅର ଫୁଟବଲ୍ ଲିଗ ଦ୍ୱିତୀୟ ଦିବସ, ଖୁର୍ଡିଆବାହଲ,ସିଲାଟି, କଦଳିପାଳି,ଖଇରମାଲ ବିଜୟୀ।   (19-Aug-2026)       ||      *ଗୋଦାବରୀଶ ମିଶ୍ର ଆଦର୍ଶ ବିଦ୍ୟାଳୟ ପ୍ରତିଷ୍ଠା ଲାଗି ସମୀକ୍ଷା ବୈଠକ*-   (19-Aug-2026)       ||      ଗୁଣ୍ଡା ସାହୁ ଅପହରଣ କାଣ୍ଡ ♦️ତଥାପି ଅପହରଣର କାରଣ ଅସ୍ପଷ୍ଟ !   (19-Aug-2026)       ||      ଭୀମପାହାଡରେ ସହିଦ ଧରମସିଂମାଝୀ ମାନଧାତାଙ୍କ ପ୍ରତିମୂର୍ତ୍ତି ସ୍ଥାପନ ଦାବି   (19-Aug-2026)       ||      ସୁମାନବ ଗଢ଼ିବାର ଶ୍ରେଷ୍ଠ ସମୟ ଛାତ୍ର ଜୀବନ: ନୀଳଜି ସରସ୍ବତୀ ଶିଶୁ ମନ୍ଦିରର ସ୍ୱାଧୀନତା ଦିବସ ପାଳନ ଅବସରରେ ରେ ବାର୍ତ୍ତା ଦେଲେ ମୁଖ୍ୟ ଅତିଥି   (18-Aug-2026)       ||      ବଲାଙ୍ଗୀରରେ ବିଜେଡି ପକ୍ଷରୁ ବିଶାଳ ଶିକ୍ଷାବଞ୍ଚାଅ ଶୋଭାଯାତ୍ରା,ଗଣଶିକ୍ଷାମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ   (18-Aug-2026)       ||      ରାମମନ୍ଦିର କମିଟି ତୋରଣ ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କୁ ଲିଖିତ ଅଭିଯୋଗ   (18-Aug-2026)       ||      ଲୋକଙ୍କୁ ହସାଉଥିବା କଳାକାର ବିଶ୍ୱ ବଗର୍ତ୍ତୀ ଆରପାରିରେ   (18-Aug-2026)       ||      ଜିଲ୍ଲାପାଳଙ୍କ ଜରିଆରେ ମୁଖ୍ୟ ମନ୍ତ୍ରୀଙ୍କୁ ବି ଏମ ଏସର ସ୍ମାରକ ପତ୍ର .ଶ୍ରମିକଙ୍କ ବିଭିନ୍ନ ଦାବୀର ତୁରନ୍ତ ସମାଧାନ .୧୧ ଦଫା ଦାବୀର ସ୍ମାରକ ପତ୍ର ପ୍ରଦାନ .ଉଦ୍ୟୋଗରେ ବେଆଇନ ଛଟେଇ ପ୍ରତ୍ୟାହାର   (18-Aug-2026)       ||      ବରୀ ରେ ବନ୍ୟା   (18-Aug-2026)       ||      *ଭାରତ ବିକାଶ ପରିଷଦ ସୋନପୁର ଶାଖା ପକ୍ଷରୁ ମେଗା ବୃକ୍ଷ ରୋପଣ କାର୍ଯକ୍ରମ*   (18-Aug-2026)       ||      କଣ୍ଟାବାଞ୍ଜି ରେ ସ୍ବାଧୀନତା ଦିବସରେ ସମ୍ବିଧାନ ହତ୍ୟା!    (18-Aug-2026)       ||      ନିଶାମୁକ୍ତ ସମାଜ ଗଠନ ଲକ୍ଷ୍ୟରେ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସାମୂହିକ ଶପଥ ପାଠ   (18-Aug-2026)       ||     

HOME   ଜିଲ୍ଲା

ବଗଡ଼ାରେ ଗ୍ରୀନ୍ ଇଗଲ୍ ଆର୍ମି ପକ୍ଷରୁ ବନମହୋତ୍ସବ

20-Aug-2026



ବଲାଙ୍ଗିର: ପରିବେଶ ସୁରକ୍ଷା ଓ ବୃକ୍ଷ ସଂରକ୍ଷଣର ବାର୍ତ୍ତା ନେଇ ଗ୍ରୀନ୍ ଇଗଲ୍ ଆର୍ମି  ପକ୍ଷରୁ ବଲାଙ୍ଗିର ଜିଲ୍ଲା ଦେଓଗାଁ ବ୍ଲକ ଅନ୍ତର୍ଗତ ବଗଡ଼ା ଗ୍ରାମରେ ବନମହୋତ୍ସବ ପାଳିତ ହୋଇଯାଇଛି। କାର୍ଯ୍ୟକ୍ରମ ଅବସରରେ ସଂଗଠନର ସଦସ୍ୟମାନେ ପରିବେଶ ସଚେତନତାମୂଳକ ସ୍ଲୋଗାନ ଦେଇ ଗ୍ରାମ ପରିକ୍ରମା କରିଥିଲେ।

ପରେ ଗ୍ରାମର ଆରାଧ୍ୟ ଦେବସ୍ଥଳୀ ବୁଢ଼ୀ ମାଉଳି ପୀଠ ଏବଂ ଏହାର ଆଖପାଖ ଖୋଲା ସ୍ଥାନରେ ଶତାଧିକ ବରଗଛ, ପିପଳ ସମେତ ବିଭିନ୍ନ ଦେଶୀ ବୃକ୍ଷ ଓ ଔଷଧୀୟ ବୃକ୍ଷ ରୋପଣ କରାଯାଇଥିଲା। କେବଳ ବୃକ୍ଷରୋପଣରେ ସୀମିତ ନରହି ରୋପିତ ବୃକ୍ଷଗୁଡ଼ିକର ନିୟମିତ ଯତ୍ନ ଓ ସୁରକ୍ଷା ପାଇଁ ଉପସ୍ଥିତ ସମସ୍ତେ ସଙ୍କଳ୍ପ ନେଇଥିଲେ।

ଏହି  କାର୍ଯ୍ୟକ୍ରମକୁ ଗ୍ରୀନ୍ ଇଗଲ୍ ଆର୍ମି   ର ପ୍ରମୁଖ ସଦସ୍ୟ ଦିଲୀପ ଭୁଏ, ଜୟରାମ କୁଅଁର, ରଞ୍ଜନ କୁଅଁର, ଓଁକାର ସାହୁ, ବିକାଶ କୁଅଁର, ପଦ୍ମନାଭ ସାହୁ ଓ ପୀତାମ୍ବର ସାହୁ ପରିଚାଳନା ଓ ସହଯୋଗ କରିଥିଲେ। ଗ୍ରାମର ବହୁ ପ୍ରକୃତିପ୍ରେମୀ ପୁରୁଷ ଓ ମହିଳା ଏଥିରେ ସକ୍ରିୟ ଭାବେ ଅଂଶଗ୍ରହଣ କରିଥିଲେ।

ପ୍ରକାଶଥାଉ କି, ପରିବେଶ ସୁରକ୍ଷା ଓ ବୃକ୍ଷ ସଂରକ୍ଷଣ କ୍ଷେତ୍ରରେ ଗ୍ରୀନ୍ ଇଗଲ୍ ଆର୍ମି   ଦୀର୍ଘ ପ୍ରାୟ ୧୫ ବର୍ଷ

ଧରି ସକ୍ରିୟ ଭାବେ କାର୍ଯ୍ୟ କରିଆସୁଛି। ବଲାଙ୍ଗିର ଜିଲ୍ଲାର ବିଭିନ୍ନ ବ୍ଲକ ସମେତ ପଡ଼ୋଶୀ ଜିଲ୍ଲାଗୁଡ଼ିକରେ ସଂଗଠନ ପକ୍ଷରୁ ବିଶେଷକରି ବରଗଛ ରୋପଣ ଓ ସୁରକ୍ଷା ଅଭିଯାନ ଚାଲିଆସୁଛି। ବରଗଛ ରୋପଣ ଓ ତାହାର ଯତ୍ନ ନେଇ ସୁରକ୍ଷା କରୁଥିବା ପ୍ରକୃତିପ୍ରେମୀମାନଙ୍କୁ ‘ବଟମିତ୍ର ସମ୍ମାନ’ ପ୍ରଦାନ କରି ସଂଗଠନ ବୃକ୍ଷ ସଂରକ୍ଷଣକୁ ଏକ ଜନଆନ୍ଦୋଳନର ରୂପ ଦେବାକୁ ପ୍ରୟାସ କରୁଛି। ଏହି ଅଭିଯାନ ବୁଦ୍ଧିଜୀବୀ ଓ ପ୍ରକୃତିପ୍ରେମୀ ମହଲରେ ପ୍ରଶଂସିତ ହୋଇଆସୁଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ବଗଡ଼ାରେ ଗ୍ରୀନ୍ ଇଗଲ୍ ଆର୍ମି ପକ୍ଷରୁ ବନମହୋତ୍ସବ   20-Aug-2026
  ଜିଲ୍ଲା  
ରାଷ୍ଟ୍ରୀୟ ପ୍ରବାସୀ ଓଡିଆ ପରିବାର ଦ୍ୱାରା ସ୍ୱାସ୍ଥ୍ୟ ଶିବିର ଆୟୋଜନ   20-Aug-2026
  ଜିଲ୍ଲା  
ସୁବର୍ଣ୍ଣପୁର ଠାରେ ବିଜେଡି ପକ୍ଷରୁ ଶିକ୍ଷା ବଞ୍ଚାଅ ଆନ୍ଦୋଳନ   20-Aug-2026
  ଜିଲ୍ଲା  
ନବରଙ୍ଗପୁର ଜିଲ୍ଲାର ନୀରିହ ଆଦିବାସୀ ଯୁବକର ୧ ଲକ୍ଷ ୨୦ହଜାର ଟଙ୍କା ଖାଇଗଲେ କେନ୍ଦୁଝର ର ଝିଅ   20-Aug-2026
  ଜିଲ୍ଲା  
ବିଶ୍ୱ ଫୋଟୋଗ୍ରାଫି ଦିବସରେ ଜିଲ୍ଲା ସାମ୍ବାଦିକ ସଂଘ ପକ୍ଷରୁ ଫଟୋ ପ୍ରଦର୍ଶନୀ ll ପ୍ରଦର୍ଶିତ ହୋଇଛି ସଂସ୍କୃତି, ପରମ୍ପରା ଓ ଐତିହ୍ୟ ର ଅନେକ ଫଟୋ ll   19-Aug-2026
  ଜିଲ୍ଲା  
ଆରପାରିରେ ବିଶିଷ୍ଟ କୀର୍ତ୍ତନ ଗାୟକ ମକ୍ତାରି ସାହୁ। କୀର୍ତ୍ତନ ଜଗତର ଏକ ସ୍ୱର୍ଣ୍ଣିମ ଅଧ୍ୟାୟର ଅବସାନ।   19-Aug-2026
  ଜିଲ୍ଲା  
ନାକଟିଦେଉଳ ମାଟିର ଝିଅ କୁମୁଦିନୀଙ୍କୁ ଡିଜିପି ଡିସ୍କ କର୍ତ୍ତବ୍ୟନିଷ୍ଠା ଓ ଉଲ୍ଲେଖନୀୟ ସେବା ପାଇଁ କ୍ରାଇମବ୍ରାଞ୍ଚ ପକ୍ଷରୁ ମଧ୍ୟ ସମ୍ବର୍ଦ୍ଧନା   19-Aug-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ସିନିଅର ଫୁଟବଲ୍ ଲିଗ ଦ୍ୱିତୀୟ ଦିବସ, ଖୁର୍ଡିଆବାହଲ,ସିଲାଟି, କଦଳିପାଳି,ଖଇରମାଲ ବିଜୟୀ।   19-Aug-2026
  ଜିଲ୍ଲା  
*ଗୋଦାବରୀଶ ମିଶ୍ର ଆଦର୍ଶ ବିଦ୍ୟାଳୟ ପ୍ରତିଷ୍ଠା ଲାଗି ସମୀକ୍ଷା ବୈଠକ*-   19-Aug-2026
  ଜିଲ୍ଲା  
ଗୁଣ୍ଡା ସାହୁ ଅପହରଣ କାଣ୍ଡ ♦️ତଥାପି ଅପହରଣର କାରଣ ଅସ୍ପଷ୍ଟ !   19-Aug-2026
  ଜିଲ୍ଲା  
ଭୀମପାହାଡରେ ସହିଦ ଧରମସିଂମାଝୀ ମାନଧାତାଙ୍କ ପ୍ରତିମୂର୍ତ୍ତି ସ୍ଥାପନ ଦାବି   19-Aug-2026
  ଜିଲ୍ଲା  
ସୁମାନବ ଗଢ଼ିବାର ଶ୍ରେଷ୍ଠ ସମୟ ଛାତ୍ର ଜୀବନ: ନୀଳଜି ସରସ୍ବତୀ ଶିଶୁ ମନ୍ଦିରର ସ୍ୱାଧୀନତା ଦିବସ ପାଳନ ଅବସରରେ ରେ ବାର୍ତ୍ତା ଦେଲେ ମୁଖ୍ୟ ଅତିଥି   18-Aug-2026

You Might Also Like