-+91-9937148622 |

prerana_bgr@rediffmail.com |

  Monday 29th June 2026 |

| | | |

R.N.I. Regd No. ODIODI/2010/46693

Breaking News

ଜିଲ୍ଲା ଶିକ୍ଷା ବିଭାଗ ର ଅଜବ ନୀତି ଯୋଗୁଁ ଅବସର କାଳୀନ ପେନସନ ପାଇବାରୁ ବଞ୍ଚିତ ହେଉଛନ୍ତି ପ୍ରଧାନ ଶିକ୍ଷୟିତ୍ରୀ   (29-Jun-2026)       ||      ଜିଲ୍ଲା ଶିକ୍ଷା ବିଭାଗର ଅଜବ ନୀତି ଯୋଗୁଁ ଅବସର କାଳୀନ ପେନସନ ପାଇବାରୁ ବଞ୍ଚିତ ହେଉଛନ୍ତି ପ୍ରଧାନ ଶିକ୍ଷୟିତ୍ରୀ   (29-Jun-2026)       ||      ସ୍କର୍ପିଓ ଗାଡିରେ ୨୨କେଜି ଗଞ୍ଜେଇ ଚାଲାଣ, ଜଣେ ଗିରଫ   (29-Jun-2026)       ||      ବଲାଙ୍ଗୀର ଜିଲ୍ଲା ସିଭିଲ ସୋସାଇଟିର ବୈଠକ    (29-Jun-2026)       ||      ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଦେବସ୍ନାନ ପୂର୍ଣ୍ଣିମା ପାଳିତ   (29-Jun-2026)       ||      *ମଦ ବିକ୍ରୀ ବନ୍ଦ ସହ ଗ୍ରାମ ର ବିଭିନ୍ନ ସମସ୍ୟା ନେଇ ମହିଳାଙ୍କ ବଜ୍ର ଶପଥ*   (29-Jun-2026)       ||      ବାଟରେ ଅଟକିଗଲା ଆମ୍ବୁଲାନ୍ସ, ଏକ କିଲୋମିଟର ଦୂରକୁ ଷ୍ଟ୍ରେଚରରେ ବୁହାହେଲେ ରୋଗୀ   (29-Jun-2026)       ||      ଅତାବିରାରେ କାର୍ଯ୍ୟକର୍ତ୍ତାଙ୍କ ସହ ମନ୍ କି ବାତ୍‌ର ୧୩୫ତମ ସଂସ୍କରଣ ଶୁଣିଲେ ସାଂସଦ ପ୍ରଦୀପ ପୁରୋହିତ   (29-Jun-2026)       ||      ବରପାଲି ପୋଲିସର ସଫଳତା: ଚୋରି ମାମଲାରେ ଦୁଇ ଅଭିଯୁକ୍ତ ଗିରଫ, ମୋଟରସାଇକେଲ ଉଦ୍ଧାର   (29-Jun-2026)       ||      ପରିବର୍ତ୍ତନର ସ୍ୱର ଡ଼ଃ ସୋନିଆ ଗୋଲ୍ଡି ଅଗ୍ରୱାଲ   (29-Jun-2026)       ||      ବଲାଙ୍ଗୀର ସ୍ଥିତ ସାଲେପାଲି ଠାରେ "ଆମ୍ବେଦକର ଭବନ ନିର୍ମାଣ" ଉଦ୍ଦେଶ୍ୟରେ ଏକ ଉଦ୍ଘାଟନୀ ଉତ୍ସବ ପାଳିତ   (28-Jun-2026)       ||      ମାଓବାଦୀଙ୍କ ଦ୍ବାରା ମାଟି ତଳେ ପୋତା ଯାଇଥିବା ବହୁ ମାରାଶାସ୍ତ୍ର ଜବତ    (28-Jun-2026)       ||      ଜିଲ୍ଲାରେ ପୋଲିଓ ଟୀକାକରଣ ଅଭିଯାନ ଆରମ୍ଭ    (28-Jun-2026)       ||      ବିନିକା:ସ୍ମାର୍ଟ ଲାଇବ୍ରେରୀକୁ ପୂରିଲା ୪ବର୍ଷ ୧୫ଦିନ,ପ୍ରଶାସନର ଅଣଦେଖା   (28-Jun-2026)       ||      ଗୁରୁ ଭଗବାନ ସାହୁ ରାଜ୍ୟସ୍ତରୀୟ ଜୟନ୍ତୀ ମହୋତ୍ସବ ଅନୁଷ୍ଠିତ    (28-Jun-2026)       ||      *ଦେଶ ରେ ୪୦ କୋଟି ଲୋକ ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ କ୍ଷେତ୍ରରେ ନିଯୁକ୍ତି ପାଉଛନ୍ତି*- *କୌଳିକ ବୃତ୍ତି ର ବିକାଶ ଓ ଲୋକ ଙ୍କ ଆୟ ବୃଦ୍ଧି ହେବ - *ବିଧାୟକ*   (28-Jun-2026)       ||      ଶାହୁଜୀ ମହାରାଜାଙ୍କ ଜୟନ୍ତୀ ଏବଂ ନବସେତୁ ଓ୍ଵେବ ପୋର୍ଟାଲ ଉଦଘାଟିତ   (28-Jun-2026)       ||      ଶାନ୍ତି ପଡ଼ା (ଟାଇଗର୍ କ୍ଲବ) ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର   (28-Jun-2026)       ||      ଜାମଗୁଡା ରେ କ୍ଷତ୍ରିୟ ଧାକଡ ସମାଜ ଜିଲ୍ଲା ସମ୍ମିଳନୀ   (28-Jun-2026)       ||      ହାଇସ୍କୁଲ ସାର୍ଟିଫିକେଟ୍ ଏବଂ ସିବିଏସଇ ବୋର୍ଡ ପରୀକ୍ଷାରେ ୨୧୧ ଜଣ A1 ଗ୍ରେଡ଼ ପାଇଥିବା ମେଧାବୀ ଛାତ୍ରଛାତ୍ରୀ ଙ୍କୁ ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ବର୍ଦ୍ଧନା    (27-Jun-2026)       ||     

HOME   ରାଜ୍ୟ

ଝରାଫୁଲ ମୃତ୍ୟୁ ରହସ୍ୟ : ପୋଲିସ ହାତରେ ଲାଗିଲା ଭିସେରା ରିପୋର୍ଟ, ହଟିବ ସସପେନ୍ସ

11-Feb-2021



 ଭୁବନେଶ୍ୱର,(ପ୍ରେରଣା ଖବର) :: ଧିରଧିରେ ଖୋଲୁଛି ଝରାଫୁଲ ମୃତ୍ୟୁର ସସପେନ୍ସ । ବହୁ ଚର୍ଚ୍ଚିଚ ରହସ୍ୟମୟ ମୃତ୍ୟୁ ଘଟଣାରେ ଯାଜପୁର କୁଆଖିଆ ଥାନା ପୁଲିସ କିଛି ଥଳକୂଳ ପାଉନି । କିନ୍ତୁ ଭିସେରା ରିପୋର୍ଟ ପୋଲିସ ହାତରେ ଲାଗିଛି। ଏବେ ରିପୋର୍ଟର ତର୍ଜମା କରାଯାଉଛି । ଖୁବ୍‌ଶୀଘ୍ର ମୃତ୍ୟୁ ରହସ୍ୟରୁ ପରଦା ହଟିବ ବୋଲି ସୂଚନା ଦେଇଛି ପୋଲିସ ।

ରାଜ୍ୟ ଅପରାଧ ବିଧି ବିଜ୍ଞାନଗାର ପକ୍ଷରୁ ଭିସେରା ରିପୋର୍ଟ ପୋଲିସକୁ ପ୍ରଦାନ କରାଯାଇଛି । ରିପୋର୍ଟ ଉଲ୍ଲେଖ ରହିଛି ଯେ, ଝରାଫୁଲଙ୍କୁ ନିଶା କିମ୍ବା ଔଷଧ ଦିଆ ଯାଇଥିଲା। ତାଙ୍କୁ ଯୋଜନାବଦ୍ଧ ଭାବେ ହତ୍ୟା କରାଯାଇଛି ନା କୌଣସି ଅସ୍ୱାଭାବିକ କାରଣରୁ ତାଙ୍କର ଅଚାନକ ମୃତ୍ୟୁ ହୋଇଛି, ରିପୋର୍ଟରୁ ଖୁଲାସା ହେବ । ଯେଉଁଥିରୁ ରାକେଶ କେତେ ପରିମାଣରେ ଅପରାଧରେ ସମ୍ପୃକ୍ତ, ତାହା ମଧ୍ୟ ସ୍ପଷ୍ଟ ହେବ ।

ପ୍ରଶ୍ନ ଉଠୁଛି ଯେ, ଝରାଫୁଲ ମୃତ୍ୟୁ ପଛରେ ଏମିତି କ’ଣ ରହସ୍ୟ ରହିଛି ଯେଉଁଥି ପାଇଁ ପୋଲିସ ରିପୋର୍ଟକୁ ଏମିତି ଗୋପନୀୟ ରଖୁଛି? ହତ୍ୟା ମାମଲା ରୁଜୁ କରି ମଧ୍ୟ କାହିଁକି ସ୍ପଷ୍ଟ କରୁନି? ସେପଟେ ସ୍କୁଟରରେ ମୃତଦେହ ନେଇଥିବା ରାକେଶର ସହଯୋଗୀ ଶକ୍ତି ଶେଖରର ପତ୍ତା ମଧ୍ୟ ଲଗାଇ ପାରୁନି ପୋଲିସ । ଝରାଫୁଲଙ୍କ ବାପା ପୋଲିସ୍‌ର ଏମିତି ଅପାରଗତାକୁ ନେଇ ତୀବ୍ର ଅସନ୍ତୋଷ ପ୍ରକାଶ କରିଛନ୍ତି । ଆଦିବାସୀ ସମ୍ପ୍ରଦାୟ ଯୋଗୁଁ ପ୍ରଶାସନ ନ୍ୟାୟ ଦେବାରେ ବିଳମ୍ବ କରୁଛି ବୋଲି ସେ ସିଧାସଳଖ ଅଭିଯୋଗ କରିଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଜିଲ୍ଲା ଶିକ୍ଷା ବିଭାଗ ର ଅଜବ ନୀତି ଯୋଗୁଁ ଅବସର କାଳୀନ ପେନସନ ପାଇବାରୁ ବଞ୍ଚିତ ହେଉଛନ୍ତି ପ୍ରଧାନ ଶିକ୍ଷୟିତ୍ରୀ   29-Jun-2026
  ଜିଲ୍ଲା  
ଜିଲ୍ଲା ଶିକ୍ଷା ବିଭାଗର ଅଜବ ନୀତି ଯୋଗୁଁ ଅବସର କାଳୀନ ପେନସନ ପାଇବାରୁ ବଞ୍ଚିତ ହେଉଛନ୍ତି ପ୍ରଧାନ ଶିକ୍ଷୟିତ୍ରୀ   29-Jun-2026
  ଜିଲ୍ଲା  
ସ୍କର୍ପିଓ ଗାଡିରେ ୨୨କେଜି ଗଞ୍ଜେଇ ଚାଲାଣ, ଜଣେ ଗିରଫ   29-Jun-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲା ସିଭିଲ ସୋସାଇଟିର ବୈଠକ    29-Jun-2026
  ଜିଲ୍ଲା  
ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଦେବସ୍ନାନ ପୂର୍ଣ୍ଣିମା ପାଳିତ   29-Jun-2026
  ଜିଲ୍ଲା  
*ମଦ ବିକ୍ରୀ ବନ୍ଦ ସହ ଗ୍ରାମ ର ବିଭିନ୍ନ ସମସ୍ୟା ନେଇ ମହିଳାଙ୍କ ବଜ୍ର ଶପଥ*   29-Jun-2026
  ଜିଲ୍ଲା  
ବାଟରେ ଅଟକିଗଲା ଆମ୍ବୁଲାନ୍ସ, ଏକ କିଲୋମିଟର ଦୂରକୁ ଷ୍ଟ୍ରେଚରରେ ବୁହାହେଲେ ରୋଗୀ   29-Jun-2026
  ଜିଲ୍ଲା  
ଅତାବିରାରେ କାର୍ଯ୍ୟକର୍ତ୍ତାଙ୍କ ସହ ମନ୍ କି ବାତ୍‌ର ୧୩୫ତମ ସଂସ୍କରଣ ଶୁଣିଲେ ସାଂସଦ ପ୍ରଦୀପ ପୁରୋହିତ   29-Jun-2026
  ଜିଲ୍ଲା  
ବରପାଲି ପୋଲିସର ସଫଳତା: ଚୋରି ମାମଲାରେ ଦୁଇ ଅଭିଯୁକ୍ତ ଗିରଫ, ମୋଟରସାଇକେଲ ଉଦ୍ଧାର   29-Jun-2026
  ଜିଲ୍ଲା  
ପରିବର୍ତ୍ତନର ସ୍ୱର ଡ଼ଃ ସୋନିଆ ଗୋଲ୍ଡି ଅଗ୍ରୱାଲ   29-Jun-2026
  ଜିଲ୍ଲା  
ବଲାଙ୍ଗୀର ସ୍ଥିତ ସାଲେପାଲି ଠାରେ "ଆମ୍ବେଦକର ଭବନ ନିର୍ମାଣ" ଉଦ୍ଦେଶ୍ୟରେ ଏକ ଉଦ୍ଘାଟନୀ ଉତ୍ସବ ପାଳିତ   28-Jun-2026
  ଜିଲ୍ଲା  
ମାଓବାଦୀଙ୍କ ଦ୍ବାରା ମାଟି ତଳେ ପୋତା ଯାଇଥିବା ବହୁ ମାରାଶାସ୍ତ୍ର ଜବତ   28-Jun-2026

You Might Also Like