-+91-9937148622 |

prerana_bgr@rediffmail.com |

  Thursday 20th August 2026 |

| | | |

R.N.I. Regd No. ODIODI/2010/46693

Breaking News

ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ରାଜୀବ ଗାନ୍ଧୀଙ୍କ ଜୟନ୍ତୀ ପାଳିତ   (20-Aug-2026)       ||      ପବିତ୍ର ଶ୍ରାବଣରେ ଦୁଇ ବେସାହାରା ଭିକ୍ଷୁକଙ୍କ ଶେଷ ସାହାରା ସାଜିଲା ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ   (20-Aug-2026)       ||      *ଲେହିଡି ଗାଁରେ ଗୋଶାଳା ପାଇଁ ଭୁମି ପୂଜନ ଓ ବୃକ୍ଷ ରୋପଣ କାର୍ଯ୍ୟ କ୍ରମ*-   (20-Aug-2026)       ||      ବଗଡ଼ାରେ ଗ୍ରୀନ୍ ଇଗଲ୍ ଆର୍ମି ପକ୍ଷରୁ ବନମହୋତ୍ସବ   (20-Aug-2026)       ||      ରାଷ୍ଟ୍ରୀୟ ପ୍ରବାସୀ ଓଡିଆ ପରିବାର ଦ୍ୱାରା ସ୍ୱାସ୍ଥ୍ୟ ଶିବିର ଆୟୋଜନ   (20-Aug-2026)       ||      ସୁବର୍ଣ୍ଣପୁର ଠାରେ ବିଜେଡି ପକ୍ଷରୁ ଶିକ୍ଷା ବଞ୍ଚାଅ ଆନ୍ଦୋଳନ   (20-Aug-2026)       ||      ନବରଙ୍ଗପୁର ଜିଲ୍ଲାର ନୀରିହ ଆଦିବାସୀ ଯୁବକର ୧ ଲକ୍ଷ ୨୦ହଜାର ଟଙ୍କା ଖାଇଗଲେ କେନ୍ଦୁଝର ର ଝିଅ   (20-Aug-2026)       ||      ବିଶ୍ୱ ଫୋଟୋଗ୍ରାଫି ଦିବସରେ ଜିଲ୍ଲା ସାମ୍ବାଦିକ ସଂଘ ପକ୍ଷରୁ ଫଟୋ ପ୍ରଦର୍ଶନୀ ll ପ୍ରଦର୍ଶିତ ହୋଇଛି ସଂସ୍କୃତି, ପରମ୍ପରା ଓ ଐତିହ୍ୟ ର ଅନେକ ଫଟୋ ll   (19-Aug-2026)       ||      ଆରପାରିରେ ବିଶିଷ୍ଟ କୀର୍ତ୍ତନ ଗାୟକ ମକ୍ତାରି ସାହୁ। କୀର୍ତ୍ତନ ଜଗତର ଏକ ସ୍ୱର୍ଣ୍ଣିମ ଅଧ୍ୟାୟର ଅବସାନ।   (19-Aug-2026)       ||      ନାକଟିଦେଉଳ ମାଟିର ଝିଅ କୁମୁଦିନୀଙ୍କୁ ଡିଜିପି ଡିସ୍କ କର୍ତ୍ତବ୍ୟନିଷ୍ଠା ଓ ଉଲ୍ଲେଖନୀୟ ସେବା ପାଇଁ କ୍ରାଇମବ୍ରାଞ୍ଚ ପକ୍ଷରୁ ମଧ୍ୟ ସମ୍ବର୍ଦ୍ଧନା   (19-Aug-2026)       ||      ଜିଲ୍ଲା ସ୍ତରୀୟ ସିନିଅର ଫୁଟବଲ୍ ଲିଗ ଦ୍ୱିତୀୟ ଦିବସ, ଖୁର୍ଡିଆବାହଲ,ସିଲାଟି, କଦଳିପାଳି,ଖଇରମାଲ ବିଜୟୀ।   (19-Aug-2026)       ||      *ଗୋଦାବରୀଶ ମିଶ୍ର ଆଦର୍ଶ ବିଦ୍ୟାଳୟ ପ୍ରତିଷ୍ଠା ଲାଗି ସମୀକ୍ଷା ବୈଠକ*-   (19-Aug-2026)       ||      ଗୁଣ୍ଡା ସାହୁ ଅପହରଣ କାଣ୍ଡ ♦️ତଥାପି ଅପହରଣର କାରଣ ଅସ୍ପଷ୍ଟ !   (19-Aug-2026)       ||      ଭୀମପାହାଡରେ ସହିଦ ଧରମସିଂମାଝୀ ମାନଧାତାଙ୍କ ପ୍ରତିମୂର୍ତ୍ତି ସ୍ଥାପନ ଦାବି   (19-Aug-2026)       ||      ସୁମାନବ ଗଢ଼ିବାର ଶ୍ରେଷ୍ଠ ସମୟ ଛାତ୍ର ଜୀବନ: ନୀଳଜି ସରସ୍ବତୀ ଶିଶୁ ମନ୍ଦିରର ସ୍ୱାଧୀନତା ଦିବସ ପାଳନ ଅବସରରେ ରେ ବାର୍ତ୍ତା ଦେଲେ ମୁଖ୍ୟ ଅତିଥି   (18-Aug-2026)       ||      ବଲାଙ୍ଗୀରରେ ବିଜେଡି ପକ୍ଷରୁ ବିଶାଳ ଶିକ୍ଷାବଞ୍ଚାଅ ଶୋଭାଯାତ୍ରା,ଗଣଶିକ୍ଷାମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ   (18-Aug-2026)       ||      ରାମମନ୍ଦିର କମିଟି ତୋରଣ ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କୁ ଲିଖିତ ଅଭିଯୋଗ   (18-Aug-2026)       ||      ଲୋକଙ୍କୁ ହସାଉଥିବା କଳାକାର ବିଶ୍ୱ ବଗର୍ତ୍ତୀ ଆରପାରିରେ   (18-Aug-2026)       ||      ଜିଲ୍ଲାପାଳଙ୍କ ଜରିଆରେ ମୁଖ୍ୟ ମନ୍ତ୍ରୀଙ୍କୁ ବି ଏମ ଏସର ସ୍ମାରକ ପତ୍ର .ଶ୍ରମିକଙ୍କ ବିଭିନ୍ନ ଦାବୀର ତୁରନ୍ତ ସମାଧାନ .୧୧ ଦଫା ଦାବୀର ସ୍ମାରକ ପତ୍ର ପ୍ରଦାନ .ଉଦ୍ୟୋଗରେ ବେଆଇନ ଛଟେଇ ପ୍ରତ୍ୟାହାର   (18-Aug-2026)       ||      ବରୀ ରେ ବନ୍ୟା   (18-Aug-2026)       ||     

HOME   ଜିଲ୍ଲା

ପବିତ୍ର ଶ୍ରାବଣରେ ଦୁଇ ବେସାହାରା ଭିକ୍ଷୁକଙ୍କ ଶେଷ ସାହାରା ସାଜିଲା ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ

20-Aug-2026



​ବଲାଙ୍ଗିର(ପ୍ରେରଣା ଖବର): ଜୀବନ ଥିବା ଯାଏଁ ସେମାନେ ଥିଲେ ଅପରିଚିତ, ଅଲୋଡ଼ା ଆଉ ବେସାହାରା। ଦୁଆର ଦୁଆର ବୁଲି ଭିକ୍ଷା ଥାଳିରେ ପେଟର ଭୋକ ମେଣ୍ଟାଉଥିବା ସେହି ନିଃସହାୟ ମଣିଷ ଦୁଇଜଣଙ୍କ ପାଇଁ ଶେଷରେ ମାନବିକତାର କାନ୍ଧ ଯୋଗାଇ ଦେଇଛି ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ। ପବିତ୍ର ଶ୍ରାବଣ ମାସର ପୂଣ୍ୟ ତିଥିରେ ଦୁଇ ଦୁଇଟି ଅଜଣା ଭିକ୍ଷୁକଙ୍କ ଶବକୁ ଆପଣାର କରି ସସମ୍ମାନେ ଅନ୍ତିମ ସଂସ୍କାର ସମ୍ପନ୍ନ କରି ଏକ ବିରଳ ମାନବୀୟ ବାର୍ତ୍ତା ବାଣ୍ଟି ପାରିଛି ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ।

​ପ୍ରାପ୍ତ ସୂଚନା ଅନୁଯାୟୀ, ପୁଇନ୍ତଲା ଥାନା ଅନ୍ତର୍ଗତ ଭାଲେର ଗ୍ରାମରେ ଜଣେ ଅଜଣା ବ୍ୟକ୍ତି ଭିକ୍ଷାବୃତ୍ତି କରି ଗୁଜୁରାଣ ମେଣ୍ଟାଉଥିଲେ। ହଠାତ୍ ଗ୍ରାମର ଜଣଙ୍କ ଘର ବାରଣ୍ଡାରେ ସେ ଅଚେତ ଅବସ୍ଥାରେ ପଡ଼ିରହିଥିବା ବେଳେ ପୁଇନ୍ତଲା ପୋଲିସ ତାଙ୍କୁ ଉଦ୍ଧାର କରି ବଲାଙ୍ଗିର ଭୀମ ଭୋଇ ମେଡିକାଲ କଲେଜ ଓ ହସ୍ପିଟାଲରେ ଭର୍ତ୍ତି କରିଥିଲା। ସେହିପରି ଅନ୍ୟ ଜଣେ ଭିକ୍ଷୁକ ବଲାଙ୍ଗିର ସହରର ବିଭିନ୍ନ ସ୍ଥାନରେ ଭିକ ମାଗି ଚଳୁଥିବା ବେଳେ ଗୁରୁତର ଅସୁସ୍ଥ ହୋଇ ଡାକ୍ତରଖାନାରେ ଭର୍ତ୍ତି ହୋଇଥିଲେ। ଦୁର୍ଭାଗ୍ୟବଶତଃ ଚିକିତ୍ସାଧୀନ ଅବସ୍ଥାରେ ଉଭୟଙ୍କ ମୃତ୍ୟୁ ଘଟିଥିଲା।

​ଉଭୟ ଥାନା ପୋଲିସର ଉପସ୍ଥିତିରେ ଶବ ବ୍ୟବଚ୍ଛେଦ କରାଯାଇ ପରିଚୟ ସନ୍ଧାନ ନିମନ୍ତେ ମେଡିକାଲ ଶବ ସଂରକ୍ଷଣ ଗୃହରେ ନିୟମାନୁଯାୟୀ ୭୨ ଘଣ୍ଟା ସଂରକ୍ଷିତ ରଖାଯାଇଥିଲା। ମାତ୍ର କୌଣସି ଆତ୍ମୀୟ ସ୍ୱଜନ ସେମାନଙ୍କୁ ଚିହ୍ନଟ କରିବାକୁ କିମ୍ବା ଶବ ନେବାକୁ ଆଗେଇ ଆସିନଥିଲେ।

​ଶେଷରେ ଆଦର୍ଶ ଟାଉନ୍ ଥାନା ଓ ପୁଇନ୍ତଲା ଥାନା ପୋଲିସର ଉପସ୍ଥିତିରେ ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ ଏହି ଦୁଇ ଅଜଣା ମୃତକଙ୍କ ଅନ୍ତିମ ଦାୟିତ୍ୱ ନିଜ କାନ୍ଧକୁ ନେଇଥିଲା। ସଂଗଠନ ସଦସ୍ୟମାନେ ମେଡିକାଲ ଶବଗୃହରୁ ଉଭୟ ମରଶରୀରକୁ ସ୍ୱର୍ଗ ରଥ ଯୋଗେ ବିଭୂତିପଡ଼ା ସ୍ଥିତ ଶ୍ମଶାନ ଘାଟକୁ ନେଇଥିଲେ। ସେଠାରେ ସମ୍ମାନର ସହ ଦାହ ସଂସ୍କାର ସମ୍ପନ୍ନ କରାଯାଇଥିଲା। ​ଏହି କାର୍ଯ୍ୟରେ ସଂଗଠନର ଗୋବିନ୍ଦ ଚନ୍ଦ୍ର ଶତପଥୀ, ସନ୍ତୋଷ ପଟ୍ଟନାୟକ, ରବୀନ୍ଦ୍ର ପ୍ରଧାନ, ଅଙ୍କିତ ସାହୁ, ଉତ୍ତମ ନନ୍ଦ, ସୀମାଞ୍ଚଳ ସୁନା, ପ୍ରଦୀପ ଯୁଏଡ ଓ ସୁମିତ୍ ମିଶ୍ର ପ୍ରମୁଖ ଉପସ୍ଥିତ ରହି ଶେଷ ଯାତ୍ରାର ସମସ୍ତ ବିଧି ସମ୍ପାଦନ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ରାଜୀବ ଗାନ୍ଧୀଙ୍କ ଜୟନ୍ତୀ ପାଳିତ   20-Aug-2026
  ଜିଲ୍ଲା  
ପବିତ୍ର ଶ୍ରାବଣରେ ଦୁଇ ବେସାହାରା ଭିକ୍ଷୁକଙ୍କ ଶେଷ ସାହାରା ସାଜିଲା ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ   20-Aug-2026
  ଜିଲ୍ଲା  
*ଲେହିଡି ଗାଁରେ ଗୋଶାଳା ପାଇଁ ଭୁମି ପୂଜନ ଓ ବୃକ୍ଷ ରୋପଣ କାର୍ଯ୍ୟ କ୍ରମ*-   20-Aug-2026
  ଜିଲ୍ଲା  
ବଗଡ଼ାରେ ଗ୍ରୀନ୍ ଇଗଲ୍ ଆର୍ମି ପକ୍ଷରୁ ବନମହୋତ୍ସବ   20-Aug-2026
  ଜିଲ୍ଲା  
ରାଷ୍ଟ୍ରୀୟ ପ୍ରବାସୀ ଓଡିଆ ପରିବାର ଦ୍ୱାରା ସ୍ୱାସ୍ଥ୍ୟ ଶିବିର ଆୟୋଜନ   20-Aug-2026
  ଜିଲ୍ଲା  
ସୁବର୍ଣ୍ଣପୁର ଠାରେ ବିଜେଡି ପକ୍ଷରୁ ଶିକ୍ଷା ବଞ୍ଚାଅ ଆନ୍ଦୋଳନ   20-Aug-2026
  ଜିଲ୍ଲା  
ନବରଙ୍ଗପୁର ଜିଲ୍ଲାର ନୀରିହ ଆଦିବାସୀ ଯୁବକର ୧ ଲକ୍ଷ ୨୦ହଜାର ଟଙ୍କା ଖାଇଗଲେ କେନ୍ଦୁଝର ର ଝିଅ   20-Aug-2026
  ଜିଲ୍ଲା  
ବିଶ୍ୱ ଫୋଟୋଗ୍ରାଫି ଦିବସରେ ଜିଲ୍ଲା ସାମ୍ବାଦିକ ସଂଘ ପକ୍ଷରୁ ଫଟୋ ପ୍ରଦର୍ଶନୀ ll ପ୍ରଦର୍ଶିତ ହୋଇଛି ସଂସ୍କୃତି, ପରମ୍ପରା ଓ ଐତିହ୍ୟ ର ଅନେକ ଫଟୋ ll   19-Aug-2026
  ଜିଲ୍ଲା  
ଆରପାରିରେ ବିଶିଷ୍ଟ କୀର୍ତ୍ତନ ଗାୟକ ମକ୍ତାରି ସାହୁ। କୀର୍ତ୍ତନ ଜଗତର ଏକ ସ୍ୱର୍ଣ୍ଣିମ ଅଧ୍ୟାୟର ଅବସାନ।   19-Aug-2026
  ଜିଲ୍ଲା  
ନାକଟିଦେଉଳ ମାଟିର ଝିଅ କୁମୁଦିନୀଙ୍କୁ ଡିଜିପି ଡିସ୍କ କର୍ତ୍ତବ୍ୟନିଷ୍ଠା ଓ ଉଲ୍ଲେଖନୀୟ ସେବା ପାଇଁ କ୍ରାଇମବ୍ରାଞ୍ଚ ପକ୍ଷରୁ ମଧ୍ୟ ସମ୍ବର୍ଦ୍ଧନା   19-Aug-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ସିନିଅର ଫୁଟବଲ୍ ଲିଗ ଦ୍ୱିତୀୟ ଦିବସ, ଖୁର୍ଡିଆବାହଲ,ସିଲାଟି, କଦଳିପାଳି,ଖଇରମାଲ ବିଜୟୀ।   19-Aug-2026
  ଜିଲ୍ଲା  
*ଗୋଦାବରୀଶ ମିଶ୍ର ଆଦର୍ଶ ବିଦ୍ୟାଳୟ ପ୍ରତିଷ୍ଠା ଲାଗି ସମୀକ୍ଷା ବୈଠକ*-   19-Aug-2026

You Might Also Like