-+91-9937148622 |

prerana_bgr@rediffmail.com |

  Monday 29th June 2026 |

| | | |

R.N.I. Regd No. ODIODI/2010/46693

Breaking News

ଜିଲ୍ଲା ଶିକ୍ଷା ବିଭାଗର ଅଜବ ନୀତି ଯୋଗୁଁ ଅବସର କାଳୀନ ପେନସନ ପାଇବାରୁ ବଞ୍ଚିତ ହେଉଛନ୍ତି ପ୍ରଧାନ ଶିକ୍ଷୟିତ୍ରୀ   (29-Jun-2026)       ||      ସ୍କର୍ପିଓ ଗାଡିରେ ୨୨କେଜି ଗଞ୍ଜେଇ ଚାଲାଣ, ଜଣେ ଗିରଫ   (29-Jun-2026)       ||      ବଲାଙ୍ଗୀର ଜିଲ୍ଲା ସିଭିଲ ସୋସାଇଟିର ବୈଠକ    (29-Jun-2026)       ||      ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଦେବସ୍ନାନ ପୂର୍ଣ୍ଣିମା ପାଳିତ   (29-Jun-2026)       ||      *ମଦ ବିକ୍ରୀ ବନ୍ଦ ସହ ଗ୍ରାମ ର ବିଭିନ୍ନ ସମସ୍ୟା ନେଇ ମହିଳାଙ୍କ ବଜ୍ର ଶପଥ*   (29-Jun-2026)       ||      ବାଟରେ ଅଟକିଗଲା ଆମ୍ବୁଲାନ୍ସ, ଏକ କିଲୋମିଟର ଦୂରକୁ ଷ୍ଟ୍ରେଚରରେ ବୁହାହେଲେ ରୋଗୀ   (29-Jun-2026)       ||      ଅତାବିରାରେ କାର୍ଯ୍ୟକର୍ତ୍ତାଙ୍କ ସହ ମନ୍ କି ବାତ୍‌ର ୧୩୫ତମ ସଂସ୍କରଣ ଶୁଣିଲେ ସାଂସଦ ପ୍ରଦୀପ ପୁରୋହିତ   (29-Jun-2026)       ||      ବରପାଲି ପୋଲିସର ସଫଳତା: ଚୋରି ମାମଲାରେ ଦୁଇ ଅଭିଯୁକ୍ତ ଗିରଫ, ମୋଟରସାଇକେଲ ଉଦ୍ଧାର   (29-Jun-2026)       ||      ପରିବର୍ତ୍ତନର ସ୍ୱର ଡ଼ଃ ସୋନିଆ ଗୋଲ୍ଡି ଅଗ୍ରୱାଲ   (29-Jun-2026)       ||      ବଲାଙ୍ଗୀର ସ୍ଥିତ ସାଲେପାଲି ଠାରେ "ଆମ୍ବେଦକର ଭବନ ନିର୍ମାଣ" ଉଦ୍ଦେଶ୍ୟରେ ଏକ ଉଦ୍ଘାଟନୀ ଉତ୍ସବ ପାଳିତ   (28-Jun-2026)       ||      ମାଓବାଦୀଙ୍କ ଦ୍ବାରା ମାଟି ତଳେ ପୋତା ଯାଇଥିବା ବହୁ ମାରାଶାସ୍ତ୍ର ଜବତ    (28-Jun-2026)       ||      ଜିଲ୍ଲାରେ ପୋଲିଓ ଟୀକାକରଣ ଅଭିଯାନ ଆରମ୍ଭ    (28-Jun-2026)       ||      ବିନିକା:ସ୍ମାର୍ଟ ଲାଇବ୍ରେରୀକୁ ପୂରିଲା ୪ବର୍ଷ ୧୫ଦିନ,ପ୍ରଶାସନର ଅଣଦେଖା   (28-Jun-2026)       ||      ଗୁରୁ ଭଗବାନ ସାହୁ ରାଜ୍ୟସ୍ତରୀୟ ଜୟନ୍ତୀ ମହୋତ୍ସବ ଅନୁଷ୍ଠିତ    (28-Jun-2026)       ||      *ଦେଶ ରେ ୪୦ କୋଟି ଲୋକ ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ କ୍ଷେତ୍ରରେ ନିଯୁକ୍ତି ପାଉଛନ୍ତି*- *କୌଳିକ ବୃତ୍ତି ର ବିକାଶ ଓ ଲୋକ ଙ୍କ ଆୟ ବୃଦ୍ଧି ହେବ - *ବିଧାୟକ*   (28-Jun-2026)       ||      ଶାହୁଜୀ ମହାରାଜାଙ୍କ ଜୟନ୍ତୀ ଏବଂ ନବସେତୁ ଓ୍ଵେବ ପୋର୍ଟାଲ ଉଦଘାଟିତ   (28-Jun-2026)       ||      ଶାନ୍ତି ପଡ଼ା (ଟାଇଗର୍ କ୍ଲବ) ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର   (28-Jun-2026)       ||      ଜାମଗୁଡା ରେ କ୍ଷତ୍ରିୟ ଧାକଡ ସମାଜ ଜିଲ୍ଲା ସମ୍ମିଳନୀ   (28-Jun-2026)       ||      ହାଇସ୍କୁଲ ସାର୍ଟିଫିକେଟ୍ ଏବଂ ସିବିଏସଇ ବୋର୍ଡ ପରୀକ୍ଷାରେ ୨୧୧ ଜଣ A1 ଗ୍ରେଡ଼ ପାଇଥିବା ମେଧାବୀ ଛାତ୍ରଛାତ୍ରୀ ଙ୍କୁ ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ବର୍ଦ୍ଧନା    (27-Jun-2026)       ||      ସୁଜାତା ଙ୍କୁ ସାକ୍ଷାତ କରି ସ୍ୱାଗତ ଜଣାଇଲେ ଗିରିରାଜ   (27-Jun-2026)       ||     

HOME   ଜିଲ୍ଲା

ବଲାଙ୍ଗିର ମାଲପଡା ନାଗରିକ କମିଟିର ବୈଠକ

11-Feb-2021



ବଲାଙ୍ଗିର, : ସ୍ଥାନୀୟ ରାମସ୍ୱାମୀ ମନ୍ଦିର ପରିସରରେ ମାଲପଡା ନାଗରିକ କମିଟିର ବୈଠକ ସଭାପତି ଯୁଧିଷ୍ଟିର ମିଶ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିଲା । ସଭା ପ୍ରାରମ୍ଭରେ ମାଲପଡାର ବିଭିନ୍ନ ସମସ୍ୟା ଉପରେ ଆଲୋଚନା ହୋଇଥିଲା । ବିଶେଷତଃ ଏହି ପଡାର ନାଳ ନର୍ଦ୍ଦମା ସଫେଇ ଓ ରାସ୍ତାଘାଟ ଆଦି ସଫେଇ କାର୍ଯ୍ୟରେ ପୌର ପରିଷଦ ଦ୍ୱାରା ଚରମ ଅବହେଳା ପ୍ରଦର୍ଶନ କରାଯାଉ ଥିବାରୁ ସଭ୍ୟମାନେ କ୍ଷୋଭ ପ୍ରକାଶ କରିଥିଲେ । କାରଣ ଦିର୍ଘ ୪ମାସରୁ ଉର୍ଦ୍ଧ୍ୱ ହେଲାଣି ନାଳ ନର୍ଦ୍ଦମା ଆଦୌ ସଫା କରାଯାଉ ନାହିଁ ଫଳରେ ନାଳ ନର୍ଦ୍ଦମାର ଆଦି ଦୁର୍ଗନ୍ଧ ହୋଇ ପରିବେଶ ଦୂଷିତ କରୁଅଛି । ଆହୁରି ମଧ୍ୟ ନାଳ ନର୍ଦ୍ଦମାରେ ମଶା ତେଳ ଦେଉନାହାନ୍ତି । ଏକ କମିଟି ପୌର ପାଳିକାର ନିର୍ବାହୀ ଅଧିକାରୀଙ୍କୁ ସାକ୍ଷାତ କରିବା ସହିତ ଜିଲ୍ଲାପାଳଙ୍କୁ ଏକ ବିଷୟରେ ଏକ ପତ୍ର ଲେଖା ଯିବାକୁ ପ୍ରସ୍ତାବ ଗୃହିତ ହୋଇଥିଲା । ଅନ୍ୟଏକ ପ୍ରସ୍ତାବ କ୍ରମେ ସ୍ଥାନୀୟ ଟିକ୍ରାପଡା ସ୍କୁଲ ପ୍ରହରୀ ଛକ ଠାରୁ ମାଲପଡା ରାମସ୍ୱାମୀ ମନ୍ଦିରଦେଇ ଏଫ୍‌ସିଆଇ ଗୋଦାମ ନାଳ ପର୍ଯ୍ୟନ୍ତ ରାସ୍ତା ନିର୍ମାଣ କରି ଉଦୟ ନଗର ପର୍ଯ୍ୟନ୍ତ ସଂଯୋଗ କରିବାକୁ ପୌର ପାଳିକାକୁ ଏକ ପତ୍ରାଳାପ କରିବାକୁ ପ୍ରସ୍ତାବ ଗୃହିତ ହୋଇଥିଲା ଏବଂ ଜନସ୍ୱାସ୍ଥ୍ୟ ବିଭାଗ ଦ୍ୱାରା ପାନୀୟ ଜଳ ଯୋଗାଣରେ ଅନିୟମିତତା କରାଯାଉଥିବାରୁ ଜନସ୍ୱାସ୍ଥ୍ୟ ବିଭାଗକୁ ଏହାର ସୁବ୍ୟବସ୍ଥା କରିବା ପାଇଁ ପତ୍ରାଳାପ କରିବାକୁ ପ୍ରସ୍ତାବ ଗୃହିତ ହୋଇଥିଲା । ଏହି ସଭାରେ କମିଟିର ଉପସଭାପତି ଗୋପବନ୍ଧୁ ପୁରୋହିତ, ସହ-ସଂପାଦକ ଶ୍ୟାମ ସୁନ୍ଦର ଆଚାର୍ଯ୍ୟ, ଅନ୍ୟମାନଙ୍କ ମଧ୍ୟରେ ବାସୁଦେବ ନାଗ, ପ୍ରଫେସର ତରୁଣ କୁମାର ମିଶ୍ର, ଦିବାକର ହୋତା, ନିମାଇଁ ଚରଣ ଦାଶ, ଆକୁଳ ବେହେରା, ସତ୍ୟଜିତ ଯୋଷୀ, ନାରାୟଣ ମିଶ୍ର  ପ୍ରମୁଖ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଜିଲ୍ଲା ଶିକ୍ଷା ବିଭାଗର ଅଜବ ନୀତି ଯୋଗୁଁ ଅବସର କାଳୀନ ପେନସନ ପାଇବାରୁ ବଞ୍ଚିତ ହେଉଛନ୍ତି ପ୍ରଧାନ ଶିକ୍ଷୟିତ୍ରୀ   29-Jun-2026
  ଜିଲ୍ଲା  
ସ୍କର୍ପିଓ ଗାଡିରେ ୨୨କେଜି ଗଞ୍ଜେଇ ଚାଲାଣ, ଜଣେ ଗିରଫ   29-Jun-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲା ସିଭିଲ ସୋସାଇଟିର ବୈଠକ    29-Jun-2026
  ଜିଲ୍ଲା  
ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଦେବସ୍ନାନ ପୂର୍ଣ୍ଣିମା ପାଳିତ   29-Jun-2026
  ଜିଲ୍ଲା  
*ମଦ ବିକ୍ରୀ ବନ୍ଦ ସହ ଗ୍ରାମ ର ବିଭିନ୍ନ ସମସ୍ୟା ନେଇ ମହିଳାଙ୍କ ବଜ୍ର ଶପଥ*   29-Jun-2026
  ଜିଲ୍ଲା  
ବାଟରେ ଅଟକିଗଲା ଆମ୍ବୁଲାନ୍ସ, ଏକ କିଲୋମିଟର ଦୂରକୁ ଷ୍ଟ୍ରେଚରରେ ବୁହାହେଲେ ରୋଗୀ   29-Jun-2026
  ଜିଲ୍ଲା  
ଅତାବିରାରେ କାର୍ଯ୍ୟକର୍ତ୍ତାଙ୍କ ସହ ମନ୍ କି ବାତ୍‌ର ୧୩୫ତମ ସଂସ୍କରଣ ଶୁଣିଲେ ସାଂସଦ ପ୍ରଦୀପ ପୁରୋହିତ   29-Jun-2026
  ଜିଲ୍ଲା  
ବରପାଲି ପୋଲିସର ସଫଳତା: ଚୋରି ମାମଲାରେ ଦୁଇ ଅଭିଯୁକ୍ତ ଗିରଫ, ମୋଟରସାଇକେଲ ଉଦ୍ଧାର   29-Jun-2026
  ଜିଲ୍ଲା  
ପରିବର୍ତ୍ତନର ସ୍ୱର ଡ଼ଃ ସୋନିଆ ଗୋଲ୍ଡି ଅଗ୍ରୱାଲ   29-Jun-2026
  ଜିଲ୍ଲା  
ବଲାଙ୍ଗୀର ସ୍ଥିତ ସାଲେପାଲି ଠାରେ "ଆମ୍ବେଦକର ଭବନ ନିର୍ମାଣ" ଉଦ୍ଦେଶ୍ୟରେ ଏକ ଉଦ୍ଘାଟନୀ ଉତ୍ସବ ପାଳିତ   28-Jun-2026
  ଜିଲ୍ଲା  
ମାଓବାଦୀଙ୍କ ଦ୍ବାରା ମାଟି ତଳେ ପୋତା ଯାଇଥିବା ବହୁ ମାରାଶାସ୍ତ୍ର ଜବତ   28-Jun-2026
  ଜିଲ୍ଲା  
ଜିଲ୍ଲାରେ ପୋଲିଓ ଟୀକାକରଣ ଅଭିଯାନ ଆରମ୍ଭ   28-Jun-2026

You Might Also Like