-+91-9937148622 |

prerana_bgr@rediffmail.com |

  Friday 21st August 2026 |

| | | |

R.N.I. Regd No. ODIODI/2010/46693

Breaking News

ନାବାର୍ଡର ପ୍ରତିଷ୍ଠା ଦିବସ♦️  କୁମାରୀ ପ୍ରଧାନଙ୍କୁ ସାର୍ଟିଫିକେଟ୍ ଅଫ୍ ଏକ୍ସଲେନ୍ସ ସମ୍ମାନ ପ୍ରଦାନ   (21-Aug-2026)       ||      ବିଜେପୁରରେ ଚାଞ୍ଚଲ୍ୟ ଘଟଣା : ବାଇକ୍‌ରେ ଆସି ସୁନା ଲୁଟ୍‌, ଭୁଜାଲିରେ ଆକ୍ରମଣ ଅଭିଯୋଗ   (21-Aug-2026)       ||      ରିଜିଓନାଲ କରାଟେ ପ୍ରତିଯୋଗିତାରେ ଅଭିଳାଶାଙ୍କୁ ସ୍ୱର୍ଣ୍ଣ ପଦକ ସିଆଇଏସ୍‌ସିଇ ନେସନାଲ ଯିବେ ଅଭିଳାଶା   (21-Aug-2026)       ||      ଡିଏନ୍‌ଏ କଲେଜରେ ପରିବେଶ ସଚେତନତା କାର୍ଯ୍ୟକ୍ରମ   (21-Aug-2026)       ||      ରେଙ୍ଗାଲି ପୁଲିସର ବଡ଼ ସଫଳତା: ୧୩ ଚୋରି ବାଇକ୍ ଉଦ୍ଧାର, ୫ ଅଭିଯୁକ୍ତ ଗିରଫ   (20-Aug-2026)       ||      ପାର୍ବତୀ ଗିରି ଡିଗ୍ରୀ ମହାବିଦ୍ୟାଳୟରେ ନିଶାମୁକ୍ତ ଯୁବା ,ବିକଶିତ ଭାରତ କାର୍ଯ୍ୟକ୍ରମ    (20-Aug-2026)       ||      ସ୍ୱାସ୍ଥ୍ୟସେବାରୁ ସ୍ୱାସ୍ଥ୍ୟ ନ୍ୟାୟ : ସ୍ୱାସ୍ଥ୍ୟ ଅଧିକାରର ନୂତନ ପରିକଳ୍ପନା ଶୀର୍ଷକ ଆଲୋଚନା ସମାନ ଓ ଗୁଣାତ୍ମକ ସ୍ୱାସ୍ଥ୍ୟସେବାକୁ ମାନବାଧିକାରର ଅବିଚ୍ଛିନ୍ନ ଅଂଶ କରିବାକୁ ଆହ୍ୱାନ ସୁସ୍ଥ ପରିବେଶ ଓ ସାମାଜିକ ସୁରକ୍ଷା ଭଳି ବିଷୟ ସ୍ୱାସ୍ଥ୍ୟ ସହ ଗଭୀର ଭାବେ ଜଡ଼ିତ ଗୁଣାତ୍ମକ ସ୍ୱାସ୍ଥ୍ୟସେବା ସ୍ୱାସ୍ଥ୍ୟ ଅଧିକାର ହେଲେ ଏହା ନ୍ୟାୟରେ ପରିଣତ ହେବ    (20-Aug-2026)       ||      ଅତ୍ୟାବଶ୍ଯକ ସାମଗ୍ରୀର ଦର ବୃଦ୍ଧି ର ପ୍ରତିବାଦ ସୁବର୍ଣ୍ଣପୁର ଜିଲ୍ଲା କଂଗ୍ରେସ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ।   (20-Aug-2026)       ||      ବିଶିପାଲି ରେ କୋଶଲି ନାଟ୍ୟ ମହର୍ଷି ଭଗବାନ ସାହୁଙ୍କ ଜୟନ୍ତୀ ପାଳିତ   (20-Aug-2026)       ||      ଆଶ୍ରା ବୃଦ୍ଧାଶ୍ରମର ପ୍ରଥମ ବାର୍ଷିକୋତ୍ସବ ପାଳିତ   (20-Aug-2026)       ||      ମୁଖ୍ୟମନ୍ତ୍ରୀ ସଡକ ଯୋଜନାର ରାସ୍ତା କାମ ନିମ୍ନମାନ, ମାସ ନପୁରୁଣୁ ପିଚୁ ଉଠିଲା   (20-Aug-2026)       ||      ରାଜ୍ୟ ସ୍ତରୀୟ ଶିକ୍ଷା ସେବା ସମ୍ମାନରେ ସମ୍ମାନିତ,ଜାତୀୟ ସେବା ଯୋଜନା କାର୍ଯ୍ୟକ୍ରମ ଅଧିକାରୀ ଡଃ କିଶୋର କୁମାର କର୍ଣ୍ଣ   (20-Aug-2026)       ||      ଗୌରଗୋଠ ପ୍ୟାକ୍ସ ପରିଦର୍ଶନ କଲେ ନରସିଂହ♦️ ଚାଷୀଙ୍କୁ ପର୍ଯ୍ୟାପ୍ତ ସାର ପ୍ରଦାନ କରୁ ବିଭାଗ - ନରସିଂହ   (20-Aug-2026)       ||      ସମଲେଶ୍ୱରୀ ମନ୍ଦିର ପାର୍ଶ୍ୱରେ ଥିବା ଦୋକାନ ଗୃହ ଉଛେଦ ପରେ ଏବେ ଦେବୋତ୍ତର ବିଭାଗର ଜମି କୁ ନେଇ ପ୍ରଶ୍ନବାଚୀ ♦️ ମନ୍ଦିରର ନିୟମିତ ଆୟ କେଉଁଠୁ ଆସିବ ଏହାକୁ ନେଇ ଚିନ୍ତାରେ ଭକ୍ତବୃନ୍ଦ    (20-Aug-2026)       ||      ଜିଲ୍ଲାସ୍ତରୀୟ ରେଡକ୍ରସ କାଉନସେଲର ତାଲିମ ଶିବିର ଉଦ୍‌ଯାପିତ   (30-Jul-2026)       ||      ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ରାଜୀବ ଗାନ୍ଧୀଙ୍କ ଜୟନ୍ତୀ ପାଳିତ   (20-Aug-2026)       ||      ପବିତ୍ର ଶ୍ରାବଣରେ ଦୁଇ ବେସାହାରା ଭିକ୍ଷୁକଙ୍କ ଶେଷ ସାହାରା ସାଜିଲା ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ   (20-Aug-2026)       ||      *ଲେହିଡି ଗାଁରେ ଗୋଶାଳା ପାଇଁ ଭୁମି ପୂଜନ ଓ ବୃକ୍ଷ ରୋପଣ କାର୍ଯ୍ୟ କ୍ରମ*-   (20-Aug-2026)       ||      ବଗଡ଼ାରେ ଗ୍ରୀନ୍ ଇଗଲ୍ ଆର୍ମି ପକ୍ଷରୁ ବନମହୋତ୍ସବ   (20-Aug-2026)       ||      ରାଷ୍ଟ୍ରୀୟ ପ୍ରବାସୀ ଓଡିଆ ପରିବାର ଦ୍ୱାରା ସ୍ୱାସ୍ଥ୍ୟ ଶିବିର ଆୟୋଜନ   (20-Aug-2026)       ||     

HOME   ଜିଲ୍ଲା

ନାବାର୍ଡର ପ୍ରତିଷ୍ଠା ଦିବସ♦️  କୁମାରୀ ପ୍ରଧାନଙ୍କୁ ସାର୍ଟିଫିକେଟ୍ ଅଫ୍ ଏକ୍ସଲେନ୍ସ ସମ୍ମାନ ପ୍ରଦାନ

21-Aug-2026



​ସମ୍ବଲପୁର(ସଂଜୀବ ପାଣିଗ୍ରାହୀ): ସମ୍ବଲପୁର ଜିଲ୍ଲାର ଜଣେ ମହିଳା କୃଷି ଉଦ୍ୟୋଗୀ ନିଜପାଇଁ  ଏକ ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ନାବାର୍ଡର ୪୫ତମ ପ୍ରତିଷ୍ଠା ଦିବସ ଅବସରରେ ସମ୍ବଲପୁର ବିଶ୍ୱବିଦ୍ୟାଳୟ, ବୁର୍ଲାଠାରେ ଆୟୋଜିତ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ 'ସବୁଜ ସନାତନ ପଲ୍ଲୀ ଫାର୍ମସ ପ୍ରୋଡ୍ୟୁସର କମ୍ପାନୀ ଲିମିଟେଡ୍' ର ନିର୍ଦ୍ଦେଶିକା କୁମାରୀ ପ୍ରଧାନଙ୍କୁ ସମ୍ମାନଜନକ ‘ସାର୍ଟିଫିକେଟ୍ ଅଫ୍ ଏକ୍ସଲେନ୍ସ’  ପ୍ରଦାନ କରାଯାଇଛି। ନାବାର୍ଡର ସହାୟତାରେ ସ୍ଥାନୀୟ ଅଞ୍ଚଳରେ ଜୀବିକା ବିକାଶ ଏବଂ ଗୋଷ୍ଠୀ ସଶକ୍ତୀକରଣ ଦିଗରେ ଉଲ୍ଲେଖନୀୟ ଅବଦାନ ପାଇଁ ତାଙ୍କୁ ଏହି ସମ୍ମାନରେ ସମ୍ମାନିତ କରାଯାଇଛି।

​ସମ୍ବଲପୁର ଜିଲ୍ଲା ଯୁଜୁମୁରା ବ୍ଲକ ଅନ୍ତର୍ଗତ ଘେନୁପାଲି ପଞ୍ଚାୟତର ସନାତନପଲ୍ଲୀ ଗ୍ରାମର ବାସିନ୍ଦା କୁମାରୀ ପ୍ରଧାନ ଦୀର୍ଘ ଦିନ ଧରି ଜୈବିକ ଚାଷ (ଅର୍ଗାନିକ ଫାଂର୍ମିଙ୍ଗ ), ଛତୁ ଚାଷ ଏବଂ ଫୁଲ ଚାଷ କ୍ଷେତ୍ରରେ ସଫଳତାର ସହ କାର୍ଯ୍ୟ କରି ନିଜ ଅଞ୍ଚଳରେ ଅନ୍ୟ ମହିଳା ଚାଷୀମାନଙ୍କ ପାଇଁ ଏକ ପ୍ରେରଣା ସାଜିଛନ୍ତି। ପାଲାଡିୟମ ଟିମ୍ ପକ୍ଷରୁ ତାଙ୍କ ଏଫ୍.ପି.ଓକୁ ବୈଷୟିକ, ବ୍ୟବସାୟିକ ଏବଂ ପରିଚାଳନାଗତ ଦିଗରେ ନିୟମିତ ସହାୟତା ଯୋଗାଇ ଦିଆଯାଉଛି, ଯାହା ସେମାନଙ୍କ ଉତ୍ପାଦନ ଓ ବଜାର ସଂଯୋଗୀକରଣକୁ ଅଧିକ ସୁଦୃଢ଼ କରିପାରିଛି।

​ଏହି କାର୍ଯ୍ୟକ୍ରମରେ ସମ୍ବଲପୁର ବିଶ୍ୱବିଦ୍ୟାଳୟର କୁଳପତି ପ୍ରଫେସର ବିଧୁ ଭୂଷଣ ମିଶ୍ର ମୁଖ୍ୟ ଅତିଥି ଭାବେ ଯୋଗଦେଇ କୁମାରୀ ପ୍ରଧାନଙ୍କୁ ଏହି ସମ୍ମାନପତ୍ର ପ୍ରଦାନ କରିବା ସହ ତାଙ୍କର ଦୃଢ଼ ଇଚ୍ଛାଶକ୍ତି ଓ ପରିଶ୍ରମକୁ ପ୍ରଶଂସା କରିଥିଲେ। ଉତ୍ସବରେ ନାବାର୍ଡର ଡିଡିଏମ୍ ଶ୍ରୀ ଧୀରେନ୍ଦ୍ର କୁମାର ଦାଶ ଉପସ୍ଥିତ ରହି କୃଷି ଓ ଗ୍ରାମୀଣ ବିକାଶ କ୍ଷେତ୍ରରେ ଏଫ୍.ପି.ଓ ଏବଂ ମହିଳା ଚାଷୀମାନଙ୍କର ଗୁରୁତ୍ୱପୂର୍ଣ୍ଣ ଭୂମିକା ଉପରେ ଆଲୋକପାତ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ନାବାର୍ଡର ପ୍ରତିଷ୍ଠା ଦିବସ♦️  କୁମାରୀ ପ୍ରଧାନଙ୍କୁ ସାର୍ଟିଫିକେଟ୍ ଅଫ୍ ଏକ୍ସଲେନ୍ସ ସମ୍ମାନ ପ୍ରଦାନ   21-Aug-2026
  ଜିଲ୍ଲା  
ବିଜେପୁରରେ ଚାଞ୍ଚଲ୍ୟ ଘଟଣା : ବାଇକ୍‌ରେ ଆସି ସୁନା ଲୁଟ୍‌, ଭୁଜାଲିରେ ଆକ୍ରମଣ ଅଭିଯୋଗ   21-Aug-2026
  ଜିଲ୍ଲା  
ରିଜିଓନାଲ କରାଟେ ପ୍ରତିଯୋଗିତାରେ ଅଭିଳାଶାଙ୍କୁ ସ୍ୱର୍ଣ୍ଣ ପଦକ ସିଆଇଏସ୍‌ସିଇ ନେସନାଲ ଯିବେ ଅଭିଳାଶା   21-Aug-2026
  ଜିଲ୍ଲା  
ଡିଏନ୍‌ଏ କଲେଜରେ ପରିବେଶ ସଚେତନତା କାର୍ଯ୍ୟକ୍ରମ   21-Aug-2026
  ଜିଲ୍ଲା  
ରେଙ୍ଗାଲି ପୁଲିସର ବଡ଼ ସଫଳତା: ୧୩ ଚୋରି ବାଇକ୍ ଉଦ୍ଧାର, ୫ ଅଭିଯୁକ୍ତ ଗିରଫ   20-Aug-2026
  ଜିଲ୍ଲା  
ପାର୍ବତୀ ଗିରି ଡିଗ୍ରୀ ମହାବିଦ୍ୟାଳୟରେ ନିଶାମୁକ୍ତ ଯୁବା ,ବିକଶିତ ଭାରତ କାର୍ଯ୍ୟକ୍ରମ   20-Aug-2026
  ଜିଲ୍ଲା  
ସ୍ୱାସ୍ଥ୍ୟସେବାରୁ ସ୍ୱାସ୍ଥ୍ୟ ନ୍ୟାୟ : ସ୍ୱାସ୍ଥ୍ୟ ଅଧିକାରର ନୂତନ ପରିକଳ୍ପନା ଶୀର୍ଷକ ଆଲୋଚନା ସମାନ ଓ ଗୁଣାତ୍ମକ ସ୍ୱାସ୍ଥ୍ୟସେବାକୁ ମାନବାଧିକାରର ଅବିଚ୍ଛିନ୍ନ ଅଂଶ କରିବାକୁ ଆହ୍ୱାନ ସୁସ୍ଥ ପରିବେଶ ଓ ସାମାଜିକ ସୁରକ୍ଷା ଭଳି ବିଷୟ ସ୍ୱାସ୍ଥ୍ୟ ସହ ଗଭୀର ଭାବେ ଜଡ଼ିତ ଗୁଣାତ୍ମକ ସ୍ୱାସ୍ଥ୍ୟସେବା ସ୍ୱାସ୍ଥ୍ୟ ଅଧିକାର ହେଲେ ଏହା ନ୍ୟାୟରେ ପରିଣତ ହେବ   20-Aug-2026
  ଜିଲ୍ଲା  
ଅତ୍ୟାବଶ୍ଯକ ସାମଗ୍ରୀର ଦର ବୃଦ୍ଧି ର ପ୍ରତିବାଦ ସୁବର୍ଣ୍ଣପୁର ଜିଲ୍ଲା କଂଗ୍ରେସ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ।   20-Aug-2026
  ଜିଲ୍ଲା  
ବିଶିପାଲି ରେ କୋଶଲି ନାଟ୍ୟ ମହର୍ଷି ଭଗବାନ ସାହୁଙ୍କ ଜୟନ୍ତୀ ପାଳିତ   20-Aug-2026
  ଜିଲ୍ଲା  
ଆଶ୍ରା ବୃଦ୍ଧାଶ୍ରମର ପ୍ରଥମ ବାର୍ଷିକୋତ୍ସବ ପାଳିତ   20-Aug-2026
  ଜିଲ୍ଲା  
ମୁଖ୍ୟମନ୍ତ୍ରୀ ସଡକ ଯୋଜନାର ରାସ୍ତା କାମ ନିମ୍ନମାନ, ମାସ ନପୁରୁଣୁ ପିଚୁ ଉଠିଲା   20-Aug-2026
  ଜିଲ୍ଲା  
ରାଜ୍ୟ ସ୍ତରୀୟ ଶିକ୍ଷା ସେବା ସମ୍ମାନରେ ସମ୍ମାନିତ,ଜାତୀୟ ସେବା ଯୋଜନା କାର୍ଯ୍ୟକ୍ରମ ଅଧିକାରୀ ଡଃ କିଶୋର କୁମାର କର୍ଣ୍ଣ   20-Aug-2026

You Might Also Like