-+91-9937148622 |

prerana_bgr@rediffmail.com |

  Friday 21st August 2026 |

| | | |

R.N.I. Regd No. ODIODI/2010/46693

Breaking News

ସତଲମା ଜନଆରୋଗ୍ୟ କେନ୍ଦ୍ରର ସାଧାରଣ ବୈଠକ ଅନୁଷ୍ଠିତ   (21-Aug-2026)       ||      କୁତୁର୍ଲା ସରକାରୀ ବିଦ୍ୟାଳୟର ଅତିରିକ୍ତ ଶ୍ରେଣୀଗୃହ ନିର୍ମାଣରେ ବିଳମ୍ବ   (21-Aug-2026)       ||      ନାବାର୍ଡର ପ୍ରତିଷ୍ଠା ଦିବସ♦️  କୁମାରୀ ପ୍ରଧାନଙ୍କୁ ସାର୍ଟିଫିକେଟ୍ ଅଫ୍ ଏକ୍ସଲେନ୍ସ ସମ୍ମାନ ପ୍ରଦାନ   (21-Aug-2026)       ||      ବିଜେପୁରରେ ଚାଞ୍ଚଲ୍ୟ ଘଟଣା : ବାଇକ୍‌ରେ ଆସି ସୁନା ଲୁଟ୍‌, ଭୁଜାଲିରେ ଆକ୍ରମଣ ଅଭିଯୋଗ   (21-Aug-2026)       ||      ରିଜିଓନାଲ କରାଟେ ପ୍ରତିଯୋଗିତାରେ ଅଭିଳାଶାଙ୍କୁ ସ୍ୱର୍ଣ୍ଣ ପଦକ ସିଆଇଏସ୍‌ସିଇ ନେସନାଲ ଯିବେ ଅଭିଳାଶା   (21-Aug-2026)       ||      ଡିଏନ୍‌ଏ କଲେଜରେ ପରିବେଶ ସଚେତନତା କାର୍ଯ୍ୟକ୍ରମ   (21-Aug-2026)       ||      ରେଙ୍ଗାଲି ପୁଲିସର ବଡ଼ ସଫଳତା: ୧୩ ଚୋରି ବାଇକ୍ ଉଦ୍ଧାର, ୫ ଅଭିଯୁକ୍ତ ଗିରଫ   (20-Aug-2026)       ||      ପାର୍ବତୀ ଗିରି ଡିଗ୍ରୀ ମହାବିଦ୍ୟାଳୟରେ ନିଶାମୁକ୍ତ ଯୁବା ,ବିକଶିତ ଭାରତ କାର୍ଯ୍ୟକ୍ରମ    (20-Aug-2026)       ||      ସ୍ୱାସ୍ଥ୍ୟସେବାରୁ ସ୍ୱାସ୍ଥ୍ୟ ନ୍ୟାୟ : ସ୍ୱାସ୍ଥ୍ୟ ଅଧିକାରର ନୂତନ ପରିକଳ୍ପନା ଶୀର୍ଷକ ଆଲୋଚନା ସମାନ ଓ ଗୁଣାତ୍ମକ ସ୍ୱାସ୍ଥ୍ୟସେବାକୁ ମାନବାଧିକାରର ଅବିଚ୍ଛିନ୍ନ ଅଂଶ କରିବାକୁ ଆହ୍ୱାନ ସୁସ୍ଥ ପରିବେଶ ଓ ସାମାଜିକ ସୁରକ୍ଷା ଭଳି ବିଷୟ ସ୍ୱାସ୍ଥ୍ୟ ସହ ଗଭୀର ଭାବେ ଜଡ଼ିତ ଗୁଣାତ୍ମକ ସ୍ୱାସ୍ଥ୍ୟସେବା ସ୍ୱାସ୍ଥ୍ୟ ଅଧିକାର ହେଲେ ଏହା ନ୍ୟାୟରେ ପରିଣତ ହେବ    (20-Aug-2026)       ||      ଅତ୍ୟାବଶ୍ଯକ ସାମଗ୍ରୀର ଦର ବୃଦ୍ଧି ର ପ୍ରତିବାଦ ସୁବର୍ଣ୍ଣପୁର ଜିଲ୍ଲା କଂଗ୍ରେସ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ।   (20-Aug-2026)       ||      ବିଶିପାଲି ରେ କୋଶଲି ନାଟ୍ୟ ମହର୍ଷି ଭଗବାନ ସାହୁଙ୍କ ଜୟନ୍ତୀ ପାଳିତ   (20-Aug-2026)       ||      ଆଶ୍ରା ବୃଦ୍ଧାଶ୍ରମର ପ୍ରଥମ ବାର୍ଷିକୋତ୍ସବ ପାଳିତ   (20-Aug-2026)       ||      ମୁଖ୍ୟମନ୍ତ୍ରୀ ସଡକ ଯୋଜନାର ରାସ୍ତା କାମ ନିମ୍ନମାନ, ମାସ ନପୁରୁଣୁ ପିଚୁ ଉଠିଲା   (20-Aug-2026)       ||      ରାଜ୍ୟ ସ୍ତରୀୟ ଶିକ୍ଷା ସେବା ସମ୍ମାନରେ ସମ୍ମାନିତ,ଜାତୀୟ ସେବା ଯୋଜନା କାର୍ଯ୍ୟକ୍ରମ ଅଧିକାରୀ ଡଃ କିଶୋର କୁମାର କର୍ଣ୍ଣ   (20-Aug-2026)       ||      ଗୌରଗୋଠ ପ୍ୟାକ୍ସ ପରିଦର୍ଶନ କଲେ ନରସିଂହ♦️ ଚାଷୀଙ୍କୁ ପର୍ଯ୍ୟାପ୍ତ ସାର ପ୍ରଦାନ କରୁ ବିଭାଗ - ନରସିଂହ   (20-Aug-2026)       ||      ସମଲେଶ୍ୱରୀ ମନ୍ଦିର ପାର୍ଶ୍ୱରେ ଥିବା ଦୋକାନ ଗୃହ ଉଛେଦ ପରେ ଏବେ ଦେବୋତ୍ତର ବିଭାଗର ଜମି କୁ ନେଇ ପ୍ରଶ୍ନବାଚୀ ♦️ ମନ୍ଦିରର ନିୟମିତ ଆୟ କେଉଁଠୁ ଆସିବ ଏହାକୁ ନେଇ ଚିନ୍ତାରେ ଭକ୍ତବୃନ୍ଦ    (20-Aug-2026)       ||      ଜିଲ୍ଲାସ୍ତରୀୟ ରେଡକ୍ରସ କାଉନସେଲର ତାଲିମ ଶିବିର ଉଦ୍‌ଯାପିତ   (30-Jul-2026)       ||      ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ରାଜୀବ ଗାନ୍ଧୀଙ୍କ ଜୟନ୍ତୀ ପାଳିତ   (20-Aug-2026)       ||      ପବିତ୍ର ଶ୍ରାବଣରେ ଦୁଇ ବେସାହାରା ଭିକ୍ଷୁକଙ୍କ ଶେଷ ସାହାରା ସାଜିଲା ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ   (20-Aug-2026)       ||      *ଲେହିଡି ଗାଁରେ ଗୋଶାଳା ପାଇଁ ଭୁମି ପୂଜନ ଓ ବୃକ୍ଷ ରୋପଣ କାର୍ଯ୍ୟ କ୍ରମ*-   (20-Aug-2026)       ||     

HOME   ଜିଲ୍ଲା

ସତଲମା ଜନଆରୋଗ୍ୟ କେନ୍ଦ୍ରର ସାଧାରଣ ବୈଠକ ଅନୁଷ୍ଠିତ

21-Aug-2026



ବରପାଲି (ସୁଦାମ ଦୀପ)ବରଗଡ଼ ଜିଲ୍ଲା ବରପାଲି ବ୍ଲକ ଅନ୍ତର୍ଗତ ସତଲମା ଜନଆରୋଗ୍ୟ କେନ୍ଦ୍ରର ସାଧାରଣ ବୈଠକ ଜିଲ୍ଲା ପରିଷଦ ସଭ୍ୟା ସଂଯୁକ୍ତା ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ସତଲମା ଓ ଆଖପାଖ ଅଞ୍ଚଳର ଲୋକଙ୍କୁ ଉନ୍ନତ ଓ ସୁଲଭ ସ୍ୱାସ୍ଥ୍ୟସେବା ଯୋଗାଇବା ଏବଂ କେନ୍ଦ୍ରର ବିଭିନ୍ନ ସମସ୍ୟାର ସମାଧାନ ନେଇ ବୈଠକରେ ବିସ୍ତୃତ ଆଲୋଚନା ହୋଇଥିଲା।ବୈଠକରେ ଜନଆରୋଗ୍ୟ କେନ୍ଦ୍ରରେ ଉପଲବ୍ଧ ଚିକିତ୍ସାସେବା, ଔଷଧ ଯୋଗାଣ, ରୋଗୀଙ୍କୁ ମିଳୁଥିବା ସୁବିଧା, ସ୍ୱାସ୍ଥ୍ୟକର୍ମୀଙ୍କ କାର୍ଯ୍ୟଧାରା ଓ ଅଞ୍ଚଳବାସୀଙ୍କ ବିଭିନ୍ନ ଆବଶ୍ୟକତା ସମ୍ପର୍କରେ ମତବିନିମୟ କରାଯାଇଥିଲା। ଗ୍ରାମାଞ୍ଚଳର ଲୋକେ ନିଜ ଅଞ୍ଚଳରେ ହିଁ ସହଜରେ ଆବଶ୍ୟକ ସ୍ୱାସ୍ଥ୍ୟସେବା ପାଇପାରିବେ, ସେଥିପାଇଁ ଆବଶ୍ୟକ ପଦକ୍ଷେପ ଗ୍ରହଣ ଉପରେ ଗୁରୁତ୍ୱ ଦିଆଯାଇଥିଲା।ଏହି ଅବସରରେ ଡାକ୍ଟର ଚିନ୍ମୟ ପଧାନ, ଡାକ୍ଟର ଗୀତାଞ୍ଜଳି ବାଗ, ସଂଜୀବ କୁମାର ସେଠ୍, ଲିଲି ନାଏକ, ସୁନୀଲ କୁମାର ନାଏକ, କୁନି ଘାସି, ଦେବେନ୍ଦ୍ର କୁମାର ବିଶି, ସୁଶୀଲ କୁମାର ନାଏକ, ବିପିଏମ୍ ମଧୁସୂଦନ ପୋଢ଼, ସୁଦାମ ଚରଣ ପାଣିଗ୍ରାହୀ, ପିଏଚଇଓ ଏସ୍. ମହାପାତ୍ର, ବିଡିଏମ୍ ଶଶିକାନ୍ତ ତ୍ରିପାଠୀ, ବିପିଏଚଓଙ୍କ ସମେତ ବିଭାଗୀୟ କର୍ମଚାରୀ ଯୋଗଦେଇଥିଲେ।ସେହିପରି ଗ୍ରାମର ସଭ୍ୟ ଦିନେଶ ସାହୁ, ସତଲମା ଉଚ୍ଚ ବିଦ୍ୟାଳୟର ପ୍ରଧାନଶିକ୍ଷକ ଭବାନୀ ଶଙ୍କର ଗଡତିଆ, ବିଜୟ ପାତ୍ର, ଦୁର୍ଯ୍ୟୋଧନ ସାହୁ, କୁନାଲ ଭୋଇ ଓ ପୂର୍ବତନ ଶିକ୍ଷକ ଡୋଳାମାଣି ପଟେଲ ପ୍ରମୁଖ ଉପସ୍ଥିତ ରହି ଅଞ୍ଚଳର ସ୍ୱାସ୍ଥ୍ୟସେବା ସୁଧାର ନେଇ ନିଜ ନିଜର ମତାମତ ଓ ପ୍ରସ୍ତାବ ରଖିଥିଲେ।ସ୍ଥାନୀୟ ଜନସାଧାରଣଙ୍କ ସହଯୋଗ ଏବଂ ସ୍ୱାସ୍ଥ୍ୟ ବିଭାଗର ସମନ୍ୱୟରେ ଜନଆରୋଗ୍ୟ କେନ୍ଦ୍ରର ସେବାକୁ ଅଧିକ ସୁଦୃଢ଼ କରିବା ସହ ଲୋକଙ୍କ ସ୍ୱାସ୍ଥ୍ୟ ସମ୍ପର୍କିତ ଆବଶ୍ୟକତାକୁ ଶୀଘ୍ର ପୂରଣ କରିବା ନେଇ ଆଲୋଚନା ହୋଇଥିଲା। ଶେଷରେ ସତଲମା ଓ ଏହାର ଆଖପାଖ ଅଞ୍ଚଳବାସୀଙ୍କୁ ଉତ୍ତମ ସ୍ୱାସ୍ଥ୍ୟସେବା ଯୋଗାଇବା ପାଇଁ ସମସ୍ତେ ସମନ୍ୱିତ ଭାବେ କାର୍ଯ୍ୟ କରିବାକୁ ମତ ପ୍ରକାଶ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସତଲମା ଜନଆରୋଗ୍ୟ କେନ୍ଦ୍ରର ସାଧାରଣ ବୈଠକ ଅନୁଷ୍ଠିତ   21-Aug-2026
  ଜିଲ୍ଲା  
କୁତୁର୍ଲା ସରକାରୀ ବିଦ୍ୟାଳୟର ଅତିରିକ୍ତ ଶ୍ରେଣୀଗୃହ ନିର୍ମାଣରେ ବିଳମ୍ବ   21-Aug-2026
  ଜିଲ୍ଲା  
ନାବାର୍ଡର ପ୍ରତିଷ୍ଠା ଦିବସ♦️  କୁମାରୀ ପ୍ରଧାନଙ୍କୁ ସାର୍ଟିଫିକେଟ୍ ଅଫ୍ ଏକ୍ସଲେନ୍ସ ସମ୍ମାନ ପ୍ରଦାନ   21-Aug-2026
  ଜିଲ୍ଲା  
ବିଜେପୁରରେ ଚାଞ୍ଚଲ୍ୟ ଘଟଣା : ବାଇକ୍‌ରେ ଆସି ସୁନା ଲୁଟ୍‌, ଭୁଜାଲିରେ ଆକ୍ରମଣ ଅଭିଯୋଗ   21-Aug-2026
  ଜିଲ୍ଲା  
ରିଜିଓନାଲ କରାଟେ ପ୍ରତିଯୋଗିତାରେ ଅଭିଳାଶାଙ୍କୁ ସ୍ୱର୍ଣ୍ଣ ପଦକ ସିଆଇଏସ୍‌ସିଇ ନେସନାଲ ଯିବେ ଅଭିଳାଶା   21-Aug-2026
  ଜିଲ୍ଲା  
ଡିଏନ୍‌ଏ କଲେଜରେ ପରିବେଶ ସଚେତନତା କାର୍ଯ୍ୟକ୍ରମ   21-Aug-2026
  ଜିଲ୍ଲା  
ରେଙ୍ଗାଲି ପୁଲିସର ବଡ଼ ସଫଳତା: ୧୩ ଚୋରି ବାଇକ୍ ଉଦ୍ଧାର, ୫ ଅଭିଯୁକ୍ତ ଗିରଫ   20-Aug-2026
  ଜିଲ୍ଲା  
ପାର୍ବତୀ ଗିରି ଡିଗ୍ରୀ ମହାବିଦ୍ୟାଳୟରେ ନିଶାମୁକ୍ତ ଯୁବା ,ବିକଶିତ ଭାରତ କାର୍ଯ୍ୟକ୍ରମ   20-Aug-2026
  ଜିଲ୍ଲା  
ସ୍ୱାସ୍ଥ୍ୟସେବାରୁ ସ୍ୱାସ୍ଥ୍ୟ ନ୍ୟାୟ : ସ୍ୱାସ୍ଥ୍ୟ ଅଧିକାରର ନୂତନ ପରିକଳ୍ପନା ଶୀର୍ଷକ ଆଲୋଚନା ସମାନ ଓ ଗୁଣାତ୍ମକ ସ୍ୱାସ୍ଥ୍ୟସେବାକୁ ମାନବାଧିକାରର ଅବିଚ୍ଛିନ୍ନ ଅଂଶ କରିବାକୁ ଆହ୍ୱାନ ସୁସ୍ଥ ପରିବେଶ ଓ ସାମାଜିକ ସୁରକ୍ଷା ଭଳି ବିଷୟ ସ୍ୱାସ୍ଥ୍ୟ ସହ ଗଭୀର ଭାବେ ଜଡ଼ିତ ଗୁଣାତ୍ମକ ସ୍ୱାସ୍ଥ୍ୟସେବା ସ୍ୱାସ୍ଥ୍ୟ ଅଧିକାର ହେଲେ ଏହା ନ୍ୟାୟରେ ପରିଣତ ହେବ   20-Aug-2026
  ଜିଲ୍ଲା  
ଅତ୍ୟାବଶ୍ଯକ ସାମଗ୍ରୀର ଦର ବୃଦ୍ଧି ର ପ୍ରତିବାଦ ସୁବର୍ଣ୍ଣପୁର ଜିଲ୍ଲା କଂଗ୍ରେସ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ।   20-Aug-2026
  ଜିଲ୍ଲା  
ବିଶିପାଲି ରେ କୋଶଲି ନାଟ୍ୟ ମହର୍ଷି ଭଗବାନ ସାହୁଙ୍କ ଜୟନ୍ତୀ ପାଳିତ   20-Aug-2026
  ଜିଲ୍ଲା  
ଆଶ୍ରା ବୃଦ୍ଧାଶ୍ରମର ପ୍ରଥମ ବାର୍ଷିକୋତ୍ସବ ପାଳିତ   20-Aug-2026

You Might Also Like