-+91-9937148622 |

prerana_bgr@rediffmail.com |

  Monday 29th June 2026 |

| | | |

R.N.I. Regd No. ODIODI/2010/46693

Breaking News

ସ୍କର୍ପିଓ ଗାଡିରେ ୨୨କେଜି ଗଞ୍ଜେଇ ଚାଲାଣ, ଜଣେ ଗିରଫ   (29-Jun-2026)       ||      ବଲାଙ୍ଗୀର ଜିଲ୍ଲା ସିଭିଲ ସୋସାଇଟିର ବୈଠକ    (29-Jun-2026)       ||      ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଦେବସ୍ନାନ ପୂର୍ଣ୍ଣିମା ପାଳିତ   (29-Jun-2026)       ||      *ମଦ ବିକ୍ରୀ ବନ୍ଦ ସହ ଗ୍ରାମ ର ବିଭିନ୍ନ ସମସ୍ୟା ନେଇ ମହିଳାଙ୍କ ବଜ୍ର ଶପଥ*   (29-Jun-2026)       ||      ବାଟରେ ଅଟକିଗଲା ଆମ୍ବୁଲାନ୍ସ, ଏକ କିଲୋମିଟର ଦୂରକୁ ଷ୍ଟ୍ରେଚରରେ ବୁହାହେଲେ ରୋଗୀ   (29-Jun-2026)       ||      ଅତାବିରାରେ କାର୍ଯ୍ୟକର୍ତ୍ତାଙ୍କ ସହ ମନ୍ କି ବାତ୍‌ର ୧୩୫ତମ ସଂସ୍କରଣ ଶୁଣିଲେ ସାଂସଦ ପ୍ରଦୀପ ପୁରୋହିତ   (29-Jun-2026)       ||      ବରପାଲି ପୋଲିସର ସଫଳତା: ଚୋରି ମାମଲାରେ ଦୁଇ ଅଭିଯୁକ୍ତ ଗିରଫ, ମୋଟରସାଇକେଲ ଉଦ୍ଧାର   (29-Jun-2026)       ||      ପରିବର୍ତ୍ତନର ସ୍ୱର ଡ଼ଃ ସୋନିଆ ଗୋଲ୍ଡି ଅଗ୍ରୱାଲ   (29-Jun-2026)       ||      ବଲାଙ୍ଗୀର ସ୍ଥିତ ସାଲେପାଲି ଠାରେ "ଆମ୍ବେଦକର ଭବନ ନିର୍ମାଣ" ଉଦ୍ଦେଶ୍ୟରେ ଏକ ଉଦ୍ଘାଟନୀ ଉତ୍ସବ ପାଳିତ   (28-Jun-2026)       ||      ମାଓବାଦୀଙ୍କ ଦ୍ବାରା ମାଟି ତଳେ ପୋତା ଯାଇଥିବା ବହୁ ମାରାଶାସ୍ତ୍ର ଜବତ    (28-Jun-2026)       ||      ଜିଲ୍ଲାରେ ପୋଲିଓ ଟୀକାକରଣ ଅଭିଯାନ ଆରମ୍ଭ    (28-Jun-2026)       ||      ବିନିକା:ସ୍ମାର୍ଟ ଲାଇବ୍ରେରୀକୁ ପୂରିଲା ୪ବର୍ଷ ୧୫ଦିନ,ପ୍ରଶାସନର ଅଣଦେଖା   (28-Jun-2026)       ||      ଗୁରୁ ଭଗବାନ ସାହୁ ରାଜ୍ୟସ୍ତରୀୟ ଜୟନ୍ତୀ ମହୋତ୍ସବ ଅନୁଷ୍ଠିତ    (28-Jun-2026)       ||      *ଦେଶ ରେ ୪୦ କୋଟି ଲୋକ ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ କ୍ଷେତ୍ରରେ ନିଯୁକ୍ତି ପାଉଛନ୍ତି*- *କୌଳିକ ବୃତ୍ତି ର ବିକାଶ ଓ ଲୋକ ଙ୍କ ଆୟ ବୃଦ୍ଧି ହେବ - *ବିଧାୟକ*   (28-Jun-2026)       ||      ଶାହୁଜୀ ମହାରାଜାଙ୍କ ଜୟନ୍ତୀ ଏବଂ ନବସେତୁ ଓ୍ଵେବ ପୋର୍ଟାଲ ଉଦଘାଟିତ   (28-Jun-2026)       ||      ଶାନ୍ତି ପଡ଼ା (ଟାଇଗର୍ କ୍ଲବ) ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର   (28-Jun-2026)       ||      ଜାମଗୁଡା ରେ କ୍ଷତ୍ରିୟ ଧାକଡ ସମାଜ ଜିଲ୍ଲା ସମ୍ମିଳନୀ   (28-Jun-2026)       ||      ହାଇସ୍କୁଲ ସାର୍ଟିଫିକେଟ୍ ଏବଂ ସିବିଏସଇ ବୋର୍ଡ ପରୀକ୍ଷାରେ ୨୧୧ ଜଣ A1 ଗ୍ରେଡ଼ ପାଇଥିବା ମେଧାବୀ ଛାତ୍ରଛାତ୍ରୀ ଙ୍କୁ ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ବର୍ଦ୍ଧନା    (27-Jun-2026)       ||      ସୁଜାତା ଙ୍କୁ ସାକ୍ଷାତ କରି ସ୍ୱାଗତ ଜଣାଇଲେ ଗିରିରାଜ   (27-Jun-2026)       ||      ବଙ୍ଗୋମୁଣ୍ଡା ମଣ୍ଡି ରେ ପଡ଼ିଛି ଧାନ ବିଜେଡ଼ି ର ବିକ୍ଷୋଭ ପ୍ରଦର୍ଶନ   (27-Jun-2026)       ||     

HOME   ଜିଲ୍ଲା

ବଲାଙ୍ଗିର: ବିଜ୍ଞାନ ଶିକ୍ଷକଙ୍କ କର୍ମଶାଳା

11-Feb-2021



ବଲାଙ୍ଗିର: ପୁଇଁନ୍ତଲା ବ୍ଲକ ଅନ୍ତର୍ଗତ ବାଲାଜି କଲେଜ ଠାରେ ବିଜ୍ଞାନ ଶିକ୍ଷକ କର୍ମଶାଳା ଭାରତୀୟ ବିଜ୍ଞାନ ଓ ପ୍ରଯୁକ୍ତି ବିଜ୍ଞାନ ପରିଷଦ ଭାରତ ସରକାରଙ୍କ ସହଯୋଗରେ ଅନୁଷ୍ଠିତ ହୋଇଯାଇଛି । ଏହି କର୍ମଶାଳାରେ ୫୦ଜଣ ବିଜ୍ଞାନ ଶିକ୍ଷକ ଓ ଶିକ୍ଷୟତ୍ରୀ ଭାଗ ନେଇଥିଲେ । ଉକ୍ତ କର୍ମଶାଳାରେ ଗବେଷକ ଭାବେ କର୍ଣ୍ଣାଟକ ବେଙ୍ଗେଲୁରୁ ସହରରୁ ଆସିଥିବା ଡ. ନରେନ୍ଦ୍ର ନାୟକ ଯୋଗଦେଇ ବିଜ୍ଞାନ ଦ୍ୱାରା ସତ୍ୟକୁ ଉନ୍ମୋଚନ କରି ସମାଜରେ ଥିବା କୁସଂସ୍କାରକୁ ଦୂର କରିବା ସହ ତଥାକଥିତ ଭଣ୍ଡବାବା ମାନଙ୍କର ଚମତ୍କାରକୁ ଲୋକ ଲୋଚନକୁ ଆଣିବା ଏହି କାର୍ଯ୍ୟକ୍ରମର ଉଦ୍ଦେଶ୍ୟ ବୋଲି କହିଥିଲେ । ଏହି ଦୁଇ ଦିନିଆ କର୍ମଶାଳାରେ ସମାଜରୁ ଅନ୍ଧବିଶ୍ୱାସ ରୂପକ ପ୍ରାନ୍ତ ଧାରଣ ଦୂରିକରଣ ପାଇଁ  ବିଜ୍ଞାନ ସମ୍ମତ ବିଭିନ୍ନ ଜ୍ଞାନ କୌଶଳ ଶିକ୍ଷକ ଶିକ୍ଷୟତ୍ରୀମାନଙ୍କୁ ତାଲିମ ଦିଆଯାଇଥିଲା । ଏହା ସହ ଦୈନନ୍ଦିନ ଜିବନରେ ବୈଜ୍ଞାନିକ ପଦ୍ଧତି ଓ ବିଚାରଧାରାର ଉପଯୋଗ କରିବା ଦିଗରେ ଛାତ୍ର ଛାତ୍ରୀମାନଙ୍କୁ  ଆଗେଇ ନେବା ପାଇଁ ସମସ୍ତ ଶିକ୍ଷକ ଶିକ୍ଷୟତ୍ରୀମାନଙ୍କୁ ଗୁରୁତ୍ୱପୂର୍ଣ୍ଣ ପରାମର୍ଶ ଦିଆଯାଇଥିଲା । ଆୟୋଜକ ସାମନ୍ତ ଚନ୍ଦ୍ର ଶେଖର ବିଜ୍ଞନ କ୍ଲବ ବାଲେଶ୍ୱରର ସଭାପତି ଇଂ ମିଲନ କୁମାର ରାଉଳ ଏହି କର୍ମଶାଳାର ମୁଖ୍ୟ ଉଦ୍ଦେଶ୍ୟ ସଂପର୍କରେ ବକ୍ତବ୍ୟ ରଖିଥିଲେ । ଏହି କାର୍ଯ୍ୟକ୍ରମରେ ବାଲାଜି କଲେଜର ନିର୍ଦ୍ଦେଶକ ଅଭିଳାଶ ଅଗ୍ରୱାଲ, ସାମନ୍ତ ଚନ୍ଦ୍ର ଶେଖର ବିଜ୍ଞନ କ୍ଲବର ମାନସ କୁମାର ରାଉଳ, ଖୋଜ ଟିମ୍ ର ଅନିଲ କୁମାର ନନ୍ଦ , ଅଶ୍ୱିନୀ ଷଡଙ୍ଗି, ଶିବ ପ୍ରସାଦ ତ୍ରିପାଠି, ବିଶ୍ୱଜିତ ପ୍ରଧାନ, ରଂଜିତ ମିଶ୍ର ପ୍ରମୁଖ କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସ୍କର୍ପିଓ ଗାଡିରେ ୨୨କେଜି ଗଞ୍ଜେଇ ଚାଲାଣ, ଜଣେ ଗିରଫ   29-Jun-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲା ସିଭିଲ ସୋସାଇଟିର ବୈଠକ    29-Jun-2026
  ଜିଲ୍ଲା  
ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଦେବସ୍ନାନ ପୂର୍ଣ୍ଣିମା ପାଳିତ   29-Jun-2026
  ଜିଲ୍ଲା  
*ମଦ ବିକ୍ରୀ ବନ୍ଦ ସହ ଗ୍ରାମ ର ବିଭିନ୍ନ ସମସ୍ୟା ନେଇ ମହିଳାଙ୍କ ବଜ୍ର ଶପଥ*   29-Jun-2026
  ଜିଲ୍ଲା  
ବାଟରେ ଅଟକିଗଲା ଆମ୍ବୁଲାନ୍ସ, ଏକ କିଲୋମିଟର ଦୂରକୁ ଷ୍ଟ୍ରେଚରରେ ବୁହାହେଲେ ରୋଗୀ   29-Jun-2026
  ଜିଲ୍ଲା  
ଅତାବିରାରେ କାର୍ଯ୍ୟକର୍ତ୍ତାଙ୍କ ସହ ମନ୍ କି ବାତ୍‌ର ୧୩୫ତମ ସଂସ୍କରଣ ଶୁଣିଲେ ସାଂସଦ ପ୍ରଦୀପ ପୁରୋହିତ   29-Jun-2026
  ଜିଲ୍ଲା  
ବରପାଲି ପୋଲିସର ସଫଳତା: ଚୋରି ମାମଲାରେ ଦୁଇ ଅଭିଯୁକ୍ତ ଗିରଫ, ମୋଟରସାଇକେଲ ଉଦ୍ଧାର   29-Jun-2026
  ଜିଲ୍ଲା  
ପରିବର୍ତ୍ତନର ସ୍ୱର ଡ଼ଃ ସୋନିଆ ଗୋଲ୍ଡି ଅଗ୍ରୱାଲ   29-Jun-2026
  ଜିଲ୍ଲା  
ବଲାଙ୍ଗୀର ସ୍ଥିତ ସାଲେପାଲି ଠାରେ "ଆମ୍ବେଦକର ଭବନ ନିର୍ମାଣ" ଉଦ୍ଦେଶ୍ୟରେ ଏକ ଉଦ୍ଘାଟନୀ ଉତ୍ସବ ପାଳିତ   28-Jun-2026
  ଜିଲ୍ଲା  
ମାଓବାଦୀଙ୍କ ଦ୍ବାରା ମାଟି ତଳେ ପୋତା ଯାଇଥିବା ବହୁ ମାରାଶାସ୍ତ୍ର ଜବତ   28-Jun-2026
  ଜିଲ୍ଲା  
ଜିଲ୍ଲାରେ ପୋଲିଓ ଟୀକାକରଣ ଅଭିଯାନ ଆରମ୍ଭ   28-Jun-2026
  ଜିଲ୍ଲା  
ବିନିକା:ସ୍ମାର୍ଟ ଲାଇବ୍ରେରୀକୁ ପୂରିଲା ୪ବର୍ଷ ୧୫ଦିନ,ପ୍ରଶାସନର ଅଣଦେଖା   28-Jun-2026

You Might Also Like