-+91-9937148622 |

prerana_bgr@rediffmail.com |

  Saturday 22nd August 2026 |

| | | |

R.N.I. Regd No. ODIODI/2010/46693

Breaking News

ଖବର ଆଜିର   (22-Aug-2026)       ||      *ନବରଙ୍ଗପୁର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଜେଡିର ତୀବ୍ର ପ୍ରତିବାଦ*   (22-Aug-2026)       ||      ଫୋଟୋ ପ୍ରଦର୍ଶନୀ ରେ ଫଟୋ ଉପରେ କବିଙ୍କ କବିତା ପାଠ    (21-Aug-2026)       ||      ଫୋଟୋଗ୍ରାଫି ପ୍ରଦର୍ଶନୀ ଉଦଯାପିତ ll ଫୋଟଗ୍ରାଫର ମାନଙ୍କୁ ସମ୍ବର୍ଦ୍ଧିତ କଲା ଜିଲ୍ଲା ସାମ୍ବାଦିକ ସଂଘ ll   (21-Aug-2026)       ||      କଣ୍ଟାବାଞ୍ଜିରେ ସମ୍ବିଧାନ ପ୍ରଣେତାଙ୍କୁ ଅସମ୍ମାନ ଅଭିଯୋଗ♦️ ଆମ୍ବେଦକର ଜୟନ୍ତୀ ମହୋତ୍ସବ କମିଟି ପକ୍ଷରୁ କାର୍ଯ୍ୟନିର୍ବାହୀ ଅଧିକାରୀ ଙ୍କୁ ୪ ଦଫା ଦାବିପତ୍ର ପ୍ରଦାନ    (21-Aug-2026)       ||      ଦୁର୍ଘଟଣା ସ୍ପଟ ପାଳଟିଛି ଏଫସିଆଇ ଛକ, ଟ୍ରକ୍ ଧକ୍କାରେ ଶ୍ରମିକର ମୃତ୍ୟୁ    (21-Aug-2026)       ||      ଚରଦାରେ ଜିଲ୍ଲା ସ୍ତରୀୟ ସିନିଅର ଫୁଟବଲ ପ୍ରତିଯୋଗିତା କଦଳିପାଲୀ ଓ ଖୁର୍ଡିଆବାହଲ ଫାଇନାଲକୁ ଉନ୍ନୀତ।   (21-Aug-2026)       ||      ସତଲମା ଜନଆରୋଗ୍ୟ କେନ୍ଦ୍ରର ସାଧାରଣ ବୈଠକ ଅନୁଷ୍ଠିତ   (21-Aug-2026)       ||      କୁତୁର୍ଲା ସରକାରୀ ବିଦ୍ୟାଳୟର ଅତିରିକ୍ତ ଶ୍ରେଣୀଗୃହ ନିର୍ମାଣରେ ବିଳମ୍ବ   (21-Aug-2026)       ||      ନାବାର୍ଡର ପ୍ରତିଷ୍ଠା ଦିବସ♦️  କୁମାରୀ ପ୍ରଧାନଙ୍କୁ ସାର୍ଟିଫିକେଟ୍ ଅଫ୍ ଏକ୍ସଲେନ୍ସ ସମ୍ମାନ ପ୍ରଦାନ   (21-Aug-2026)       ||      ବିଜେପୁରରେ ଚାଞ୍ଚଲ୍ୟ ଘଟଣା : ବାଇକ୍‌ରେ ଆସି ସୁନା ଲୁଟ୍‌, ଭୁଜାଲିରେ ଆକ୍ରମଣ ଅଭିଯୋଗ   (21-Aug-2026)       ||      ରିଜିଓନାଲ କରାଟେ ପ୍ରତିଯୋଗିତାରେ ଅଭିଳାଶାଙ୍କୁ ସ୍ୱର୍ଣ୍ଣ ପଦକ ସିଆଇଏସ୍‌ସିଇ ନେସନାଲ ଯିବେ ଅଭିଳାଶା   (21-Aug-2026)       ||      ଡିଏନ୍‌ଏ କଲେଜରେ ପରିବେଶ ସଚେତନତା କାର୍ଯ୍ୟକ୍ରମ   (21-Aug-2026)       ||      ରେଙ୍ଗାଲି ପୁଲିସର ବଡ଼ ସଫଳତା: ୧୩ ଚୋରି ବାଇକ୍ ଉଦ୍ଧାର, ୫ ଅଭିଯୁକ୍ତ ଗିରଫ   (20-Aug-2026)       ||      ପାର୍ବତୀ ଗିରି ଡିଗ୍ରୀ ମହାବିଦ୍ୟାଳୟରେ ନିଶାମୁକ୍ତ ଯୁବା ,ବିକଶିତ ଭାରତ କାର୍ଯ୍ୟକ୍ରମ    (20-Aug-2026)       ||      ସ୍ୱାସ୍ଥ୍ୟସେବାରୁ ସ୍ୱାସ୍ଥ୍ୟ ନ୍ୟାୟ : ସ୍ୱାସ୍ଥ୍ୟ ଅଧିକାରର ନୂତନ ପରିକଳ୍ପନା ଶୀର୍ଷକ ଆଲୋଚନା ସମାନ ଓ ଗୁଣାତ୍ମକ ସ୍ୱାସ୍ଥ୍ୟସେବାକୁ ମାନବାଧିକାରର ଅବିଚ୍ଛିନ୍ନ ଅଂଶ କରିବାକୁ ଆହ୍ୱାନ ସୁସ୍ଥ ପରିବେଶ ଓ ସାମାଜିକ ସୁରକ୍ଷା ଭଳି ବିଷୟ ସ୍ୱାସ୍ଥ୍ୟ ସହ ଗଭୀର ଭାବେ ଜଡ଼ିତ ଗୁଣାତ୍ମକ ସ୍ୱାସ୍ଥ୍ୟସେବା ସ୍ୱାସ୍ଥ୍ୟ ଅଧିକାର ହେଲେ ଏହା ନ୍ୟାୟରେ ପରିଣତ ହେବ    (20-Aug-2026)       ||      ଅତ୍ୟାବଶ୍ଯକ ସାମଗ୍ରୀର ଦର ବୃଦ୍ଧି ର ପ୍ରତିବାଦ ସୁବର୍ଣ୍ଣପୁର ଜିଲ୍ଲା କଂଗ୍ରେସ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ।   (20-Aug-2026)       ||      ବିଶିପାଲି ରେ କୋଶଲି ନାଟ୍ୟ ମହର୍ଷି ଭଗବାନ ସାହୁଙ୍କ ଜୟନ୍ତୀ ପାଳିତ   (20-Aug-2026)       ||      ଆଶ୍ରା ବୃଦ୍ଧାଶ୍ରମର ପ୍ରଥମ ବାର୍ଷିକୋତ୍ସବ ପାଳିତ   (20-Aug-2026)       ||      ମୁଖ୍ୟମନ୍ତ୍ରୀ ସଡକ ଯୋଜନାର ରାସ୍ତା କାମ ନିମ୍ନମାନ, ମାସ ନପୁରୁଣୁ ପିଚୁ ଉଠିଲା   (20-Aug-2026)       ||     

HOME   ଜିଲ୍ଲା

ଖବର ଆଜିର

22-Aug-2026



♦️ ଓଡ଼ିଶାରେ ୨,୭୮୦ କୋଟି ଟଙ୍କାର ଶିଳ୍ପ ନିବେଶ: ଖୋଲିବ ୧୪ ହଜାରରୁ ଉର୍ଦ୍ଧ୍ୱ ନିଯୁକ୍ତି ସୁଯୋଗ, ମଞ୍ଜୁର ହେଲା ୧୪ଟି ପ୍ରକଳ୍ପ।

♦️ଭୁବନେଶ୍ୱର:୭ ଜିଲ୍ଲାରେ ବନ୍ୟା ବିପତ୍ତି: ୧୩ ଲକ୍ଷରୁ ଅଧିକ ପ୍ରଭାବିତ, ଜୋରଦାର ହେଲା ରିଲିଫ୍‌ ଓ ରେସ୍କ୍ୟୁ କାର୍ଯ୍ୟ।

♦️ବନ୍ୟାର ମାଡ଼ ଏବେ ରୋଷେଇ ଘରେ; ପରିବା ଦର ଦେଖି ଚିନ୍ତାରେ ଖାଉଟି, ବିମ୍ ସବୁଠାରୁ ମହଙ୍ଗା,୧୬୦ରେ ହେଉଛି ବିକ୍ରି।

♦️ଇଓଡବ୍ଲୁ ଓ ଏସଟିଏଫ୍ ଆଇଜି ହେଲେ ହିମାଂଶୁ ଲାଲ, ସତ୍ୟବ୍ରତ ଭୋଇ ଗୁଇନ୍ଦା ଆଇଜି।

♦️ବଢ଼ିଲା ଜେଲ୍ କର୍ମଚାରୀ ଓ ଅଧିକାରୀମାନଙ୍କ ବାର୍ଷିକ ପୋଷାକ ଭତ୍ତା। ବର୍ଷକୁ ଅତିରିକ୍ତ ୯୬.୨୨ ଲକ୍ଷ ଟଙ୍କା ଖର୍ଚ୍ଚ ହେବ।

♦️ଭୁବନେଶ୍ୱର  : ସପ୍ତାହେ ପ୍ରବଳ ବର୍ଷିବ । ୨୭ ତାରିଖ ଯାଏ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ।

♦️ଭୁବନେଶ୍ୱର:ଅନଲାଇନ ଅଟୋ ଚାଳକଙ୍କ ହିଂସାତ୍ମକ ଆଚରଣ ଘଟଣା, କ୍ଷମା ମାଗିଲା ସଂଘ।

♦️ରାଜଧାନୀରେ ହିଂସାତ୍ମକ ଆନ୍ଦୋଳନ: ଅଟୋ-ଟ୍ୟାକ୍ସି ଡ୍ରାଇଭର ସଂଘ ସଭାପତି  ଦୀନବନ୍ଧୁ ନାୟକ ଗିରଫ।

♦️ଓଡ଼ିଆ ସଙ୍ଗୀତ ଜଗତରେ ଅପୂରଣୀୟ କ୍ଷତି: ଆଉ ନାହାନ୍ତି କିମ୍ବଦନ୍ତୀ କଣ୍ଠଶିଳ୍ପୀ ପ୍ରଣବ ପଟ୍ଟନାୟକ; ୮୮ ବର୍ଷରେ ପରଲୋକ।

♦️୨୦୨୬-୨୭ ଶିକ୍ଷାବର୍ଷ ପାଇଁ BAMS,PG ନାମ ଲେଖା: ପୁରୀ, ଗଞ୍ଜାମ ଓ ବଲାଙ୍ଗୀରରେ ଥିବା ଆୟୁର୍ବେଦ କଲେଜକୁ ମିଳିଲା ଅନୁମତି।

♦️ହୀରାକୁଦରେ କମୁଛି ଜଳସ୍ତର; ଆଉ ୪ ଗେଟ୍ ବନ୍ଦ, ୧୧ ଗେଟ୍ ଦେଇ ଚାଲିଛି ଜଳ ନିଷ୍କାସନ।

♦️ମହାନଦୀ ଜଳ ବିବାଦ ମାମଲାରେ ଗୁରୁତ୍ୱପୂର୍ଣ୍ଣ ଅଗ୍ରଗତି,ପରବର୍ତ୍ତୀ ଶୁଣାଣି ସେପ୍ଟେମ୍ବର ୧୭ରେ।

♦️ବନ୍ୟା ପ୍ରଭାବିତ ଅଞ୍ଚଳରେ ଛାତ୍ରଛାତ୍ରୀଙ୍କ ସୁରକ୍ଷାକୁ ପ୍ରାଥମିକତା ,ଆଜି ଭଦ୍ରକ ଜିଲ୍ଲାର ୧୩୯ଟି ସ୍କୁଲ ଛୁଟି।

♦️ନୂଆପଡା,ଖଡ଼ିଆଳ ବନଖଣ୍ଡର ବଡ ସଫଳତା: ୭ କେଜି ବଜ୍ରକପ୍ତା ଉଦ୍ଧାର, ୩ ଚୋରା ଚାଲାଣକାରୀ ଗିରଫ।

♦️କଟକ,ଜଗତପୁରରେ ୧୨୭ ଗ୍ରାମ ହେରୋଇନ ଜବତ, ଟିଣପିଟା ସାହିର ଏସ୍‌.କେ. ଇସ୍‌ମାଇଲ (୨୮) ଗିରଫ।

♦️ହାଇଦ୍ରାବାଦ ହିଟ୍ ଆଣ୍ଡ ରନ୍‌: ଧନୀ ସାଂସଦଙ୍କ ପୁଅର ଦାମୀ କାର ଧକ୍କାରେ ଚାଲିଗଲା ଗରିବ ଓଡ଼ିଆ ଝିଅଙ୍କ ଜୀବନ।

♦️ଅନୁଗୋଳ:ଜନବସତି ମୁହାଁ ହାତୀପଲ, ଆତଙ୍କରେ ସରଧାପୁରବାସୀ।

♦️ଷ୍ଟାର୍ ଏୟାରର ଫ୍ଲାଇଟ୍ ବନ୍ଦ ନିଷ୍ପତ୍ତିରେ ପରିବର୍ତ୍ତନ, ପୁଣି ଯୋଡ଼ିହେବ ଭୁବନେଶ୍ୱର-ହାଇଦ୍ରାବାଦ ରୁଟ୍।

♦️ଆପଣଙ୍କ ନାଁରେ କେତୋଟି ସିମ୍ ଅଛି ? ଅଗଷ୍ଟ ୨୪ରୁ ହେବ କଡ଼ାକଡ଼ି ଯାଞ୍ଚ।

♦️ସଂରକ୍ଷଣ ବିରୋଧରେ ଜନ୍ତର ମନ୍ତରରେ ଆନ୍ଦୋଳନ, ପ୍ରଦର୍ଶନକାରୀଙ୍କୁ ଉଠାଇ ନେଲା ପୋଲିସ।

♦️ବିଚାରପତି ପାଇଁ ୩ ନୁହେଁ ୧ ବର୍ଷର ଓକିଲାତି ଅଭ୍ୟାସ ଆବଶ୍ୟକ: ରାୟ ବଦଳାଇଲେ ସୁପ୍ରିମକୋର୍ଟ।

♦️ଦ୍ୱିତୀୟ ବିବାହ କଲେ ବଲିଉଡ୍ ଅଭିନେତା ଅର୍ଜୁନ ରାମପାଲ: ଗାବ୍ରିଏଲାଙ୍କ ପ୍ରେମରେ ଦିୱାନା ହୋଇଯାଇଥିଲେ ଡ୍ୟାସିଂ ଷ୍ଟାର୍।

♦️୧୬ କୋଟିରେ ବିକ୍ରି ହେଲା ଗାନ୍ଧିଜୀଙ୍କ ଚିଠି।ଅକ୍ସନ ହାଉସ୍ ସାଫ୍ରୋନାର୍ଟ ପକ୍ଷରୁ ଏହି ନିଲାମ କରାଯାଇଥିଲା

///କାଞ୍ଚନ ପ୍ରଭା ନନ୍ଦ 


News Comment




Photo in News

Advertisment
Lastest News
  ଜିଲ୍ଲା  
ଖବର ଆଜିର   22-Aug-2026
  ଜିଲ୍ଲା  
*ନବରଙ୍ଗପୁର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଜେଡିର ତୀବ୍ର ପ୍ରତିବାଦ*   22-Aug-2026
  ଜିଲ୍ଲା  
ଫୋଟୋ ପ୍ରଦର୍ଶନୀ ରେ ଫଟୋ ଉପରେ କବିଙ୍କ କବିତା ପାଠ   21-Aug-2026
  ଜିଲ୍ଲା  
ଫୋଟୋଗ୍ରାଫି ପ୍ରଦର୍ଶନୀ ଉଦଯାପିତ ll ଫୋଟଗ୍ରାଫର ମାନଙ୍କୁ ସମ୍ବର୍ଦ୍ଧିତ କଲା ଜିଲ୍ଲା ସାମ୍ବାଦିକ ସଂଘ ll   21-Aug-2026
  ଜିଲ୍ଲା  
କଣ୍ଟାବାଞ୍ଜିରେ ସମ୍ବିଧାନ ପ୍ରଣେତାଙ୍କୁ ଅସମ୍ମାନ ଅଭିଯୋଗ♦️ ଆମ୍ବେଦକର ଜୟନ୍ତୀ ମହୋତ୍ସବ କମିଟି ପକ୍ଷରୁ କାର୍ଯ୍ୟନିର୍ବାହୀ ଅଧିକାରୀ ଙ୍କୁ ୪ ଦଫା ଦାବିପତ୍ର ପ୍ରଦାନ   21-Aug-2026
  ଜିଲ୍ଲା  
ଦୁର୍ଘଟଣା ସ୍ପଟ ପାଳଟିଛି ଏଫସିଆଇ ଛକ, ଟ୍ରକ୍ ଧକ୍କାରେ ଶ୍ରମିକର ମୃତ୍ୟୁ   21-Aug-2026
  ଜିଲ୍ଲା  
ଚରଦାରେ ଜିଲ୍ଲା ସ୍ତରୀୟ ସିନିଅର ଫୁଟବଲ ପ୍ରତିଯୋଗିତା କଦଳିପାଲୀ ଓ ଖୁର୍ଡିଆବାହଲ ଫାଇନାଲକୁ ଉନ୍ନୀତ।   21-Aug-2026
  ଜିଲ୍ଲା  
ସତଲମା ଜନଆରୋଗ୍ୟ କେନ୍ଦ୍ରର ସାଧାରଣ ବୈଠକ ଅନୁଷ୍ଠିତ   21-Aug-2026
  ଜିଲ୍ଲା  
କୁତୁର୍ଲା ସରକାରୀ ବିଦ୍ୟାଳୟର ଅତିରିକ୍ତ ଶ୍ରେଣୀଗୃହ ନିର୍ମାଣରେ ବିଳମ୍ବ   21-Aug-2026
  ଜିଲ୍ଲା  
ନାବାର୍ଡର ପ୍ରତିଷ୍ଠା ଦିବସ♦️  କୁମାରୀ ପ୍ରଧାନଙ୍କୁ ସାର୍ଟିଫିକେଟ୍ ଅଫ୍ ଏକ୍ସଲେନ୍ସ ସମ୍ମାନ ପ୍ରଦାନ   21-Aug-2026
  ଜିଲ୍ଲା  
ବିଜେପୁରରେ ଚାଞ୍ଚଲ୍ୟ ଘଟଣା : ବାଇକ୍‌ରେ ଆସି ସୁନା ଲୁଟ୍‌, ଭୁଜାଲିରେ ଆକ୍ରମଣ ଅଭିଯୋଗ   21-Aug-2026
  ଜିଲ୍ଲା  
ରିଜିଓନାଲ କରାଟେ ପ୍ରତିଯୋଗିତାରେ ଅଭିଳାଶାଙ୍କୁ ସ୍ୱର୍ଣ୍ଣ ପଦକ ସିଆଇଏସ୍‌ସିଇ ନେସନାଲ ଯିବେ ଅଭିଳାଶା   21-Aug-2026

You Might Also Like

  ଜିଲ୍ଲା  

ଖବର ଆଜିର