-+91-9937148622 |

prerana_bgr@rediffmail.com |

  Saturday 22nd August 2026 |

| | | |

R.N.I. Regd No. ODIODI/2010/46693

Breaking News

ମହିଳା ଓ ଛାତ୍ରୀମାନଙ୍କୁ ସଶକ୍ତ କରିବା, ସେମାନଙ୍କ ଆଇନଗତ ଅଧିକାର, ସୁରକ୍ଷା ଓ ଆତ୍ମନିର୍ଭରତା ସମ୍ପର୍କରେ ସଚେତନ କରିବା ପାଇଁ କାର୍ଯ୍ୟକ୍ରମ    (22-Aug-2026)       ||      ମିଶନ ଜିରୋ-ସଫେଇ କାର୍ଯ୍ୟରେ ମୃତାହତ ଘଟଣାର ଅବସାନ ଶୀର୍ଷକ ଜାତୀୟ କର୍ମଶାଳାର ଆୟୋଜନ ♦️ମୋଦୀ ଜୀଙ୍କ ନେତୃତ୍ୱରେ ଦେଶର ଅର୍ଥନୀତି, ପ୍ରତିରକ୍ଷା ଏବଂ ବିଦେଶ ନୀତି ସହିତ ସମାନ ଗୁରୁତ୍ୱ ପାଇଛି ସ୍ୱଚ୍ଛତା   (22-Aug-2026)       ||      "ସାଇବର ସଚେତନତା ହିଁ ଡିଜିଟାଲ୍‌ ସୁରକ୍ଷାର ପ୍ରଥମ ପଦକ୍ଷେପ"   (22-Aug-2026)       ||      ଚରଦାରେ ଜିଲ୍ଲା ସ୍ତରୀୟ ସିନିଅର ଫୁଟବଲ୍ ଲିଗ, ଖୁର୍ଡିଆବାହଲ ଚାମ୍ପିଅନ   (22-Aug-2026)       ||      ଜିଲ୍ଲାପାଳ ମଧୁସୂଦନ ଦାସଙ୍କ ଖଡ଼ିଆଳ ଓ ବୋଡ଼େନ ଗସ୍ତ .ଅକ୍ସିଜେନ ବ୍ୟାଙ୍କ ଓ ସାପ୍ତାହିକ ବଜାର ଉଦଘାଟନ .ବର୍ଜ୍ୟବସ୍ତୁ ପରିଚାଳନା କେନ୍ଦ୍ର ଉଦଘାଟନ ଓ ବୃକ୍ଷ ରୋପଣ   (22-Aug-2026)       ||      ଦଣ୍ଡ ମୁକ୍ତ ଅଂଚଳ ରେ ଶିକ୍ଷକ ଙ୍କ ମାଡ଼ରେ ନବମ ଶ୍ରେଣୀ ଜନଜାତି ଛାତ୍ରଙ୍କ ହାତ ପାପୁଲି ଫୁଲିଲା ,   (22-Aug-2026)       ||      ବିନିକା ବ୍ଲକ ବିଜେଡି ସଭାପତିଙ୍କ ମାତୃ ବିୟୋଗ   (22-Aug-2026)       ||      ଟ୍ରେନ ରୁ ଖସିପଡି ଦଣ୍ଡପାଟ ଅଞ୍ଚଳ ଦାଦନ ଶ୍ରମିକ ଙ୍କ ମୃତ୍ୟୁ ।   (22-Aug-2026)       ||      ମହାନଦୀ ବ୍ରିଜ ଉପରୁ ମହାନଦୀ ପାଣିକୁ ଡେଇଁ ୨ନାବାଳିକାଙ୍କ ଆତ୍ମହତ୍ୟା ଉଦ୍ୟମ   (22-Aug-2026)       ||      ଖବର ଆଜିର   (22-Aug-2026)       ||      *ନବରଙ୍ଗପୁର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଜେଡିର ତୀବ୍ର ପ୍ରତିବାଦ*   (22-Aug-2026)       ||      ଫୋଟୋ ପ୍ରଦର୍ଶନୀ ରେ ଫଟୋ ଉପରେ କବିଙ୍କ କବିତା ପାଠ    (21-Aug-2026)       ||      ଫୋଟୋଗ୍ରାଫି ପ୍ରଦର୍ଶନୀ ଉଦଯାପିତ ll ଫୋଟଗ୍ରାଫର ମାନଙ୍କୁ ସମ୍ବର୍ଦ୍ଧିତ କଲା ଜିଲ୍ଲା ସାମ୍ବାଦିକ ସଂଘ ll   (21-Aug-2026)       ||      କଣ୍ଟାବାଞ୍ଜିରେ ସମ୍ବିଧାନ ପ୍ରଣେତାଙ୍କୁ ଅସମ୍ମାନ ଅଭିଯୋଗ♦️ ଆମ୍ବେଦକର ଜୟନ୍ତୀ ମହୋତ୍ସବ କମିଟି ପକ୍ଷରୁ କାର୍ଯ୍ୟନିର୍ବାହୀ ଅଧିକାରୀ ଙ୍କୁ ୪ ଦଫା ଦାବିପତ୍ର ପ୍ରଦାନ    (21-Aug-2026)       ||      ଦୁର୍ଘଟଣା ସ୍ପଟ ପାଳଟିଛି ଏଫସିଆଇ ଛକ, ଟ୍ରକ୍ ଧକ୍କାରେ ଶ୍ରମିକର ମୃତ୍ୟୁ    (21-Aug-2026)       ||      ଚରଦାରେ ଜିଲ୍ଲା ସ୍ତରୀୟ ସିନିଅର ଫୁଟବଲ ପ୍ରତିଯୋଗିତା କଦଳିପାଲୀ ଓ ଖୁର୍ଡିଆବାହଲ ଫାଇନାଲକୁ ଉନ୍ନୀତ।   (21-Aug-2026)       ||      ସତଲମା ଜନଆରୋଗ୍ୟ କେନ୍ଦ୍ରର ସାଧାରଣ ବୈଠକ ଅନୁଷ୍ଠିତ   (21-Aug-2026)       ||      କୁତୁର୍ଲା ସରକାରୀ ବିଦ୍ୟାଳୟର ଅତିରିକ୍ତ ଶ୍ରେଣୀଗୃହ ନିର୍ମାଣରେ ବିଳମ୍ବ   (21-Aug-2026)       ||      ନାବାର୍ଡର ପ୍ରତିଷ୍ଠା ଦିବସ♦️  କୁମାରୀ ପ୍ରଧାନଙ୍କୁ ସାର୍ଟିଫିକେଟ୍ ଅଫ୍ ଏକ୍ସଲେନ୍ସ ସମ୍ମାନ ପ୍ରଦାନ   (21-Aug-2026)       ||      ବିଜେପୁରରେ ଚାଞ୍ଚଲ୍ୟ ଘଟଣା : ବାଇକ୍‌ରେ ଆସି ସୁନା ଲୁଟ୍‌, ଭୁଜାଲିରେ ଆକ୍ରମଣ ଅଭିଯୋଗ   (21-Aug-2026)       ||     

HOME   ଜିଲ୍ଲା

ଜିଲ୍ଲାପାଳ ମଧୁସୂଦନ ଦାସଙ୍କ ଖଡ଼ିଆଳ ଓ ବୋଡ଼େନ ଗସ୍ତ .ଅକ୍ସିଜେନ ବ୍ୟାଙ୍କ ଓ ସାପ୍ତାହିକ ବଜାର ଉଦଘାଟନ .ବର୍ଜ୍ୟବସ୍ତୁ ପରିଚାଳନା କେନ୍ଦ୍ର ଉଦଘାଟନ ଓ ବୃକ୍ଷ ରୋପଣ

22-Aug-2026



ନୂଆପଡ଼ା (ରାମନାଥ ପଣ୍ଡା )
ନୂଆପଡ଼ା ଜିଲ୍ଲାପାଳ ମଧୁସୂଦନ ଦାସ ଖଡ଼ିଆଳ ବ୍ଲକ ଓ ବୋଡ଼େନ ବ୍ଲକ  ଗସ୍ତ କରି ଖଡ଼ିଆଳର ଖୁଦପେଜ ପଞ୍ଚାୟତରେ ଅକ୍ସିଜେନ ବ୍ୟାଙ୍କ, ବର୍ଜ୍ୟ ବସ୍ତୁ ପରିଚାଳନା କେନ୍ଦ୍ର ଓ ସାପ୍ତାହିକ ବଜାର ଉଦଘାଟନ ତଥା ବୃକ୍ଷ ରୋପଣ କରିଥିବାବେଳେ ବୋଡ଼େନ ବ୍ଲକ ପଲସଦା ପଞ୍ଚାୟତର ବୁଢ଼ାପଡା ଗ୍ରାମର ଏକ ବଡ ପଡ଼ିଆରେ ବୃକ୍ଷ ରୋପଣ କରିଥିଲେ । ନୂଆପଡ଼ା ଜିଲ୍ଲା ପ୍ରତି ଜିଲ୍ଲାପାଳଙ୍କ ବିଭିନ୍ନ ଅବଦାନ,ବିଭିନ୍ନ ସମସ୍ୟାର ତୁରନ୍ତ ସମାଧାନ ଦିଗରେ ପ୍ରୟାସ ଏବଂ ଉନ୍ନୟନ କାର୍ଯ୍ୟ ପ୍ରତି ତୀକ୍ଷ୍ଣ ଦୃଷ୍ଟି,ପଞ୍ଚାୟତ ପାଇଁ ଯଥେଷ୍ଟ ସରକାରୀ ପାଣ୍ଠି ଯୋଗାଇବା ତଥା  ଉଚିତ୍ କାର୍ଯ୍ୟାନୁଷ୍ଠାନ ପାଇଁ ଆଜି ଖୁଦ ପେଜ ସରପଂଚ ଯଶୋଦା ଶତପଥୀ ନିଜ ପଞ୍ଚାୟତ  ତରଫରୁ ଜିଲ୍ଲାପାଳଙ୍କୁ ସମ୍ବର୍ଦ୍ଧିତ କରିବା ଦେଖିବାକୁ ମିଳିଥିଲା । ଜିଲ୍ଲାପାଳ ନିଜ ବକ୍ତବ୍ୟରେ ସୁସ୍ଥ ମଣିଷ ଓ ସୁସ୍ଥ ସମାଜ ପାଇଁ ଆବଶ୍ୟକୀୟ ପ୍ରତ୍ୟେକ ବିଷୟକୁ ଉପସ୍ଥାପନ କରିବା ସହିତ ପ୍ରଶାସନ ସହ ସମସ୍ତେ ଯୋଡ଼ି ହୋଇ ରହିଲେ ଶାସନ ବ୍ୟବସ୍ଥା ସହଜ ଓ ସୁବିଧା ଜନକ ହୋଇଥାଏ ସମସ୍ତଙ୍କ ପାଇଁ ବୋଲି ପ୍ରକାଶ କରିଛନ୍ତି।ସମାଜ ସେବୀ ରାଧେ ଶ୍ୟାମ ଶତପଥୀ ଜିଲ୍ଲାପାଳ ଓ ପ୍ରଶାସନର ପ୍ରଶଂସା କରିବାସହ ଶେଷରେ ଧନ୍ୟବାଦ୍ ଅର୍ପଣ କରିଥିଲେ।ପୁଣି ବୋଡ଼େନ ବ୍ଲକ ବୁଢ଼ାପଡା ଗ୍ରାମରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅବସରରେ ଗୁରୁ କୃପା ସାଂସ୍କୃତିକ ଅନୁଷ୍ଠାନ ପକ୍ଷରୁ ସଭାପତି ମାୟାଧର ସୁନାନି ଓ  ସବିତା ସାଗରଙ୍କ ନେତୃତ୍ୱରେ ଜିଲ୍ଲାପାଳଙ୍କୁ ଉପଢୋକନ ସହ ମାନ ପତ୍ର ଦେଇ ସମ୍ବର୍ଦ୍ଧିତ କରିଥିଲେ ।ଉକ୍ତ ସମସ୍ତ କାର୍ଯ୍ୟ କ୍ରମରେ ଜିଲ୍ଲାପାଳଙ୍କ ସହିତ ଅତିରିକ୍ତ ଜିଲ୍ଲାପାଳ ସୁବାସ ଚନ୍ଦ୍ର ରାଇତା,ବିଡ଼ିଓ ମିଳନ କୁମାର ଝାଙ୍କର,ବିଡ଼ିଓ ଚିନ୍ମୟ କୁମାର ସାଗର,ଜିଲ୍ଲା ପରିଷଦ ସଭ୍ୟ ମାଲ୍ୟବନ୍ତ ସୁନା,ବିଜେଡି ଜିଲ୍ଲା ସଭାପତି ଅବନୀ ରଞ୍ଜନ ଯୋଶୀ,ଜିଲ୍ଲା ସଂଯୋଜକ ଅନିଲ କୁମାର ଲେଙ୍କା, ପାର୍ଥ ସାରଥି ଦୋରା,ଜିଲ୍ଲାର ପ୍ରଥମ ସ୍ବଚ୍ଛତା ମିତ୍ର ତଥା ୟାର ଅନୁଷ୍ଠାନ ସଭାପତି ସମାଜ ସେବୀ ମହେନ୍ଦ୍ର କୁମାର ଯୋଶୀ,ଡି ଆର୍ ସି ଏସ ଶିବ ପ୍ରସାଦ ସ୍ୱାଇଁ, ଉପ ନିର୍ଦ୍ଦେଶକ ଜିଲ୍ଲା ଉଦ୍ୟାନ କୃଷି ହରେକୃଷ୍ଣ ହାଁସଦା,ସରପଂଚ ଚାତୁରୀ ବେହେରା,ସମିତିସଭ୍ୟ ମାୟାଧର ସୁନାନି,ବି ଆର୍ ସି ହେରାମ୍ୱ ବିଶ୍ଵାଳ. ପି ଇ ଓ ହିରଣ୍ୟ ମୟୀ ଚଲାନ,ବିଭିନ୍ନ ବିଭାଗୀୟ ଜିଲ୍ଲା ସ୍ତରୀୟ ଅଧିକାରୀ ଓ ଗଣ ମାଧ୍ୟମ ପ୍ରତିନିଧି ଯୋଗଦାନ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ମହିଳା ଓ ଛାତ୍ରୀମାନଙ୍କୁ ସଶକ୍ତ କରିବା, ସେମାନଙ୍କ ଆଇନଗତ ଅଧିକାର, ସୁରକ୍ଷା ଓ ଆତ୍ମନିର୍ଭରତା ସମ୍ପର୍କରେ ସଚେତନ କରିବା ପାଇଁ କାର୍ଯ୍ୟକ୍ରମ   22-Aug-2026
  ରାଜ୍ୟ  
ମିଶନ ଜିରୋ-ସଫେଇ କାର୍ଯ୍ୟରେ ମୃତାହତ ଘଟଣାର ଅବସାନ ଶୀର୍ଷକ ଜାତୀୟ କର୍ମଶାଳାର ଆୟୋଜନ ♦️ମୋଦୀ ଜୀଙ୍କ ନେତୃତ୍ୱରେ ଦେଶର ଅର୍ଥନୀତି, ପ୍ରତିରକ୍ଷା ଏବଂ ବିଦେଶ ନୀତି ସହିତ ସମାନ ଗୁରୁତ୍ୱ ପାଇଛି ସ୍ୱଚ୍ଛତା   22-Aug-2026
  ଜିଲ୍ଲା  
"ସାଇବର ସଚେତନତା ହିଁ ଡିଜିଟାଲ୍‌ ସୁରକ୍ଷାର ପ୍ରଥମ ପଦକ୍ଷେପ"   22-Aug-2026
  ଜିଲ୍ଲା  
ଚରଦାରେ ଜିଲ୍ଲା ସ୍ତରୀୟ ସିନିଅର ଫୁଟବଲ୍ ଲିଗ, ଖୁର୍ଡିଆବାହଲ ଚାମ୍ପିଅନ   22-Aug-2026
  ଜିଲ୍ଲା  
ଜିଲ୍ଲାପାଳ ମଧୁସୂଦନ ଦାସଙ୍କ ଖଡ଼ିଆଳ ଓ ବୋଡ଼େନ ଗସ୍ତ .ଅକ୍ସିଜେନ ବ୍ୟାଙ୍କ ଓ ସାପ୍ତାହିକ ବଜାର ଉଦଘାଟନ .ବର୍ଜ୍ୟବସ୍ତୁ ପରିଚାଳନା କେନ୍ଦ୍ର ଉଦଘାଟନ ଓ ବୃକ୍ଷ ରୋପଣ   22-Aug-2026
  ଜିଲ୍ଲା  
ଦଣ୍ଡ ମୁକ୍ତ ଅଂଚଳ ରେ ଶିକ୍ଷକ ଙ୍କ ମାଡ଼ରେ ନବମ ଶ୍ରେଣୀ ଜନଜାତି ଛାତ୍ରଙ୍କ ହାତ ପାପୁଲି ଫୁଲିଲା ,   22-Aug-2026
  ଜିଲ୍ଲା  
ବିନିକା ବ୍ଲକ ବିଜେଡି ସଭାପତିଙ୍କ ମାତୃ ବିୟୋଗ   22-Aug-2026
  ଜିଲ୍ଲା  
ଟ୍ରେନ ରୁ ଖସିପଡି ଦଣ୍ଡପାଟ ଅଞ୍ଚଳ ଦାଦନ ଶ୍ରମିକ ଙ୍କ ମୃତ୍ୟୁ ।   22-Aug-2026
  ଜିଲ୍ଲା  
ମହାନଦୀ ବ୍ରିଜ ଉପରୁ ମହାନଦୀ ପାଣିକୁ ଡେଇଁ ୨ନାବାଳିକାଙ୍କ ଆତ୍ମହତ୍ୟା ଉଦ୍ୟମ   22-Aug-2026
  ଜିଲ୍ଲା  
ଖବର ଆଜିର   22-Aug-2026
  ଜିଲ୍ଲା  
*ନବରଙ୍ଗପୁର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଜେଡିର ତୀବ୍ର ପ୍ରତିବାଦ*   22-Aug-2026
  ଜିଲ୍ଲା  
ଫୋଟୋ ପ୍ରଦର୍ଶନୀ ରେ ଫଟୋ ଉପରେ କବିଙ୍କ କବିତା ପାଠ   21-Aug-2026

You Might Also Like

                               
  ଜିଲ୍ଲା  

ଖବର ଆଜିର