-+91-9937148622 |

prerana_bgr@rediffmail.com |

  Saturday 22nd August 2026 |

| | | |

R.N.I. Regd No. ODIODI/2010/46693

Breaking News

ମହିଳା ଓ ଛାତ୍ରୀମାନଙ୍କୁ ସଶକ୍ତ କରିବା, ସେମାନଙ୍କ ଆଇନଗତ ଅଧିକାର, ସୁରକ୍ଷା ଓ ଆତ୍ମନିର୍ଭରତା ସମ୍ପର୍କରେ ସଚେତନ କରିବା ପାଇଁ କାର୍ଯ୍ୟକ୍ରମ    (22-Aug-2026)       ||      ମିଶନ ଜିରୋ-ସଫେଇ କାର୍ଯ୍ୟରେ ମୃତାହତ ଘଟଣାର ଅବସାନ ଶୀର୍ଷକ ଜାତୀୟ କର୍ମଶାଳାର ଆୟୋଜନ ♦️ମୋଦୀ ଜୀଙ୍କ ନେତୃତ୍ୱରେ ଦେଶର ଅର୍ଥନୀତି, ପ୍ରତିରକ୍ଷା ଏବଂ ବିଦେଶ ନୀତି ସହିତ ସମାନ ଗୁରୁତ୍ୱ ପାଇଛି ସ୍ୱଚ୍ଛତା   (22-Aug-2026)       ||      "ସାଇବର ସଚେତନତା ହିଁ ଡିଜିଟାଲ୍‌ ସୁରକ୍ଷାର ପ୍ରଥମ ପଦକ୍ଷେପ"   (22-Aug-2026)       ||      ଚରଦାରେ ଜିଲ୍ଲା ସ୍ତରୀୟ ସିନିଅର ଫୁଟବଲ୍ ଲିଗ, ଖୁର୍ଡିଆବାହଲ ଚାମ୍ପିଅନ   (22-Aug-2026)       ||      ଜିଲ୍ଲାପାଳ ମଧୁସୂଦନ ଦାସଙ୍କ ଖଡ଼ିଆଳ ଓ ବୋଡ଼େନ ଗସ୍ତ .ଅକ୍ସିଜେନ ବ୍ୟାଙ୍କ ଓ ସାପ୍ତାହିକ ବଜାର ଉଦଘାଟନ .ବର୍ଜ୍ୟବସ୍ତୁ ପରିଚାଳନା କେନ୍ଦ୍ର ଉଦଘାଟନ ଓ ବୃକ୍ଷ ରୋପଣ   (22-Aug-2026)       ||      ଦଣ୍ଡ ମୁକ୍ତ ଅଂଚଳ ରେ ଶିକ୍ଷକ ଙ୍କ ମାଡ଼ରେ ନବମ ଶ୍ରେଣୀ ଜନଜାତି ଛାତ୍ରଙ୍କ ହାତ ପାପୁଲି ଫୁଲିଲା ,   (22-Aug-2026)       ||      ବିନିକା ବ୍ଲକ ବିଜେଡି ସଭାପତିଙ୍କ ମାତୃ ବିୟୋଗ   (22-Aug-2026)       ||      ଟ୍ରେନ ରୁ ଖସିପଡି ଦଣ୍ଡପାଟ ଅଞ୍ଚଳ ଦାଦନ ଶ୍ରମିକ ଙ୍କ ମୃତ୍ୟୁ ।   (22-Aug-2026)       ||      ମହାନଦୀ ବ୍ରିଜ ଉପରୁ ମହାନଦୀ ପାଣିକୁ ଡେଇଁ ୨ନାବାଳିକାଙ୍କ ଆତ୍ମହତ୍ୟା ଉଦ୍ୟମ   (22-Aug-2026)       ||      ଖବର ଆଜିର   (22-Aug-2026)       ||      *ନବରଙ୍ଗପୁର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଜେଡିର ତୀବ୍ର ପ୍ରତିବାଦ*   (22-Aug-2026)       ||      ଫୋଟୋ ପ୍ରଦର୍ଶନୀ ରେ ଫଟୋ ଉପରେ କବିଙ୍କ କବିତା ପାଠ    (21-Aug-2026)       ||      ଫୋଟୋଗ୍ରାଫି ପ୍ରଦର୍ଶନୀ ଉଦଯାପିତ ll ଫୋଟଗ୍ରାଫର ମାନଙ୍କୁ ସମ୍ବର୍ଦ୍ଧିତ କଲା ଜିଲ୍ଲା ସାମ୍ବାଦିକ ସଂଘ ll   (21-Aug-2026)       ||      କଣ୍ଟାବାଞ୍ଜିରେ ସମ୍ବିଧାନ ପ୍ରଣେତାଙ୍କୁ ଅସମ୍ମାନ ଅଭିଯୋଗ♦️ ଆମ୍ବେଦକର ଜୟନ୍ତୀ ମହୋତ୍ସବ କମିଟି ପକ୍ଷରୁ କାର୍ଯ୍ୟନିର୍ବାହୀ ଅଧିକାରୀ ଙ୍କୁ ୪ ଦଫା ଦାବିପତ୍ର ପ୍ରଦାନ    (21-Aug-2026)       ||      ଦୁର୍ଘଟଣା ସ୍ପଟ ପାଳଟିଛି ଏଫସିଆଇ ଛକ, ଟ୍ରକ୍ ଧକ୍କାରେ ଶ୍ରମିକର ମୃତ୍ୟୁ    (21-Aug-2026)       ||      ଚରଦାରେ ଜିଲ୍ଲା ସ୍ତରୀୟ ସିନିଅର ଫୁଟବଲ ପ୍ରତିଯୋଗିତା କଦଳିପାଲୀ ଓ ଖୁର୍ଡିଆବାହଲ ଫାଇନାଲକୁ ଉନ୍ନୀତ।   (21-Aug-2026)       ||      ସତଲମା ଜନଆରୋଗ୍ୟ କେନ୍ଦ୍ରର ସାଧାରଣ ବୈଠକ ଅନୁଷ୍ଠିତ   (21-Aug-2026)       ||      କୁତୁର୍ଲା ସରକାରୀ ବିଦ୍ୟାଳୟର ଅତିରିକ୍ତ ଶ୍ରେଣୀଗୃହ ନିର୍ମାଣରେ ବିଳମ୍ବ   (21-Aug-2026)       ||      ନାବାର୍ଡର ପ୍ରତିଷ୍ଠା ଦିବସ♦️  କୁମାରୀ ପ୍ରଧାନଙ୍କୁ ସାର୍ଟିଫିକେଟ୍ ଅଫ୍ ଏକ୍ସଲେନ୍ସ ସମ୍ମାନ ପ୍ରଦାନ   (21-Aug-2026)       ||      ବିଜେପୁରରେ ଚାଞ୍ଚଲ୍ୟ ଘଟଣା : ବାଇକ୍‌ରେ ଆସି ସୁନା ଲୁଟ୍‌, ଭୁଜାଲିରେ ଆକ୍ରମଣ ଅଭିଯୋଗ   (21-Aug-2026)       ||     

HOME   ଜିଲ୍ଲା

ଚରଦାରେ ଜିଲ୍ଲା ସ୍ତରୀୟ ସିନିଅର ଫୁଟବଲ୍ ଲିଗ, ଖୁର୍ଡିଆବାହଲ ଚାମ୍ପିଅନ

22-Aug-2026



ବିନିକା(ହିମାଂଶୁ ଶେଖର ପୁଟେଲ)ବିନିକା ବ୍ଲକ ଅଧିନସ୍ତ ଚରଦା ଠାରେ ଚାଲିଥିବା ସୁବର୍ଣ୍ଣପୁର ଜିଲ୍ଲା ସ୍ତରୀୟ ଫୁଟବଲ ପ୍ରତିଯୋଗିତା ଆଜି ଉଦଯାପିତ ହୋଇଯାଇଛି।ଶେଷ ତଥା ଫାଇନାଲ ମ୍ୟାଚରେ କଦଳିପାଲିକୁ ହରାଇ ଖୁର୍ଡ଼ିଆବାହାଲ ଚାମ୍ପିଅନ ହୋଇଛି ।ଅନୁଷ୍ଟିତ ଫାଇନାଲ ମ୍ୟାଚଟି ଅତ୍ୟନ୍ତ ରୋମାଞ୍ଚକର ରହିଥିଲା। ଉଭୟ ଦଳର ଖେଳାଳି ମାନେ ଚିତାକର୍ଷକ ଖେଳ ପ୍ରଦର୍ଶନ କରି ଦର୍ଶକ ମାନଙ୍କୁ ବାନ୍ଧି ରଖିବାରେ ସକ୍ଷମ ହୋଇଥିଲେ। ଦର୍ଶକ ମାନେ ମଧ୍ୟ ଖେଳକୁ ମନ ଭରି ଉପଭୋଗ କରି ଖେଳାଳି ମାନଙ୍କୁ କରତାଳି ମାରି ଉତ୍ସାହିତ କରିଥିଲେ ।ଶେଷରେ ଖୁର୍ଡିଆବାହାଲ ଦଳର ଖେଳାଳୀ ମାନେ ମ୍ୟାଚ ସରିବାର ନିର୍ଦ୍ଧାରିତ ସମୟ ପୂର୍ବରୁ ଉଚ୍ଚ କୋଟିର ଖେଳ ପ୍ରଦର୍ଶନ କରି ୨-୧ ଗୋଲରେ କଦଳିପାଳିକୁ ହରାଇ ବିଜୟୀ ମୁକୁଟ ପିନ୍ଧିବା ସହିତ ଚଳିତ ବର୍ଷ ଚାମ୍ପିଅନ ହୋଇଥିଲେ । ଉଦଯାପନୀ ତଥା ପୁରସ୍କାର ବିତରଣି ଉତ୍ସବରେ 
ଖୁର୍ଡ଼ିଆବାହାଲର ମନୋଜକୁ  ଶ୍ରେଷ୍ଠ ଖେଳାଳୀ ରୂପେ ପୁରସ୍କୃତ କରାଯାଇଥିଲା ସେହିପରି ବେଷ୍ଟ୍ ଗୋଲକିପର ଭାବେ ଖଇରମାଲ୍ର ଶ୍ରିତିକ୍,ଶ୍ରେଷ୍ଠ ଡିଫେଣ୍ଡର କଦଳିପାଳିର ବୁଲୁଙ୍କୁ ଅତିଥି ମାନେ ପୁରସ୍କାର ପ୍ରଦାନ କରିଥିଲେ। ଏଥିରେ ମୁଖ୍ୟ ଅତିଥି ଭାବେ ବିଜୁ ଯୁବ ଜନତା ଦଳ ଜିଲ୍ଲା ଯୁବ ସଭାପତି ଅଶୋକ ନନ୍ଦ,ସମ୍ମାନୀତ ଅତିଥି ରୂପେ ଜିଲ୍ଲା କ୍ରୀଡ଼ା ସାଂସଦ ସମ୍ପାଦକ ପୀୟୂଷ ପଣ୍ଡା, ଫୁଟବଲ୍ ସମ୍ପାଦକ ରାଜୀବ ସାହୁ ଯୋଗଦାନ କରିଥିଲେ। 
ଆଜି ମ୍ୟାଚକୁ ସୁମିତ୍ ମହାଲିଙ୍ଗ, ପରୀକ୍ଷିତ ଥପା,ଆନନ୍ଦ ବଢେଇ, ଚିକୁ ବଡ଼ପଣ୍ଡା ରେଫରୀ ଭାବେ ଦାୟିତ୍ୱ ନିର୍ବାହ କରିଥିବା ବେଳେ ଜିତେନ୍ଦ୍ରିୟ ଥନାପତି ମ୍ୟାଚ କମିଶନର ଦାୟିତ୍ଵ ନେଇଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ମହିଳା ଓ ଛାତ୍ରୀମାନଙ୍କୁ ସଶକ୍ତ କରିବା, ସେମାନଙ୍କ ଆଇନଗତ ଅଧିକାର, ସୁରକ୍ଷା ଓ ଆତ୍ମନିର୍ଭରତା ସମ୍ପର୍କରେ ସଚେତନ କରିବା ପାଇଁ କାର୍ଯ୍ୟକ୍ରମ   22-Aug-2026
  ରାଜ୍ୟ  
ମିଶନ ଜିରୋ-ସଫେଇ କାର୍ଯ୍ୟରେ ମୃତାହତ ଘଟଣାର ଅବସାନ ଶୀର୍ଷକ ଜାତୀୟ କର୍ମଶାଳାର ଆୟୋଜନ ♦️ମୋଦୀ ଜୀଙ୍କ ନେତୃତ୍ୱରେ ଦେଶର ଅର୍ଥନୀତି, ପ୍ରତିରକ୍ଷା ଏବଂ ବିଦେଶ ନୀତି ସହିତ ସମାନ ଗୁରୁତ୍ୱ ପାଇଛି ସ୍ୱଚ୍ଛତା   22-Aug-2026
  ଜିଲ୍ଲା  
"ସାଇବର ସଚେତନତା ହିଁ ଡିଜିଟାଲ୍‌ ସୁରକ୍ଷାର ପ୍ରଥମ ପଦକ୍ଷେପ"   22-Aug-2026
  ଜିଲ୍ଲା  
ଚରଦାରେ ଜିଲ୍ଲା ସ୍ତରୀୟ ସିନିଅର ଫୁଟବଲ୍ ଲିଗ, ଖୁର୍ଡିଆବାହଲ ଚାମ୍ପିଅନ   22-Aug-2026
  ଜିଲ୍ଲା  
ଜିଲ୍ଲାପାଳ ମଧୁସୂଦନ ଦାସଙ୍କ ଖଡ଼ିଆଳ ଓ ବୋଡ଼େନ ଗସ୍ତ .ଅକ୍ସିଜେନ ବ୍ୟାଙ୍କ ଓ ସାପ୍ତାହିକ ବଜାର ଉଦଘାଟନ .ବର୍ଜ୍ୟବସ୍ତୁ ପରିଚାଳନା କେନ୍ଦ୍ର ଉଦଘାଟନ ଓ ବୃକ୍ଷ ରୋପଣ   22-Aug-2026
  ଜିଲ୍ଲା  
ଦଣ୍ଡ ମୁକ୍ତ ଅଂଚଳ ରେ ଶିକ୍ଷକ ଙ୍କ ମାଡ଼ରେ ନବମ ଶ୍ରେଣୀ ଜନଜାତି ଛାତ୍ରଙ୍କ ହାତ ପାପୁଲି ଫୁଲିଲା ,   22-Aug-2026
  ଜିଲ୍ଲା  
ବିନିକା ବ୍ଲକ ବିଜେଡି ସଭାପତିଙ୍କ ମାତୃ ବିୟୋଗ   22-Aug-2026
  ଜିଲ୍ଲା  
ଟ୍ରେନ ରୁ ଖସିପଡି ଦଣ୍ଡପାଟ ଅଞ୍ଚଳ ଦାଦନ ଶ୍ରମିକ ଙ୍କ ମୃତ୍ୟୁ ।   22-Aug-2026
  ଜିଲ୍ଲା  
ମହାନଦୀ ବ୍ରିଜ ଉପରୁ ମହାନଦୀ ପାଣିକୁ ଡେଇଁ ୨ନାବାଳିକାଙ୍କ ଆତ୍ମହତ୍ୟା ଉଦ୍ୟମ   22-Aug-2026
  ଜିଲ୍ଲା  
ଖବର ଆଜିର   22-Aug-2026
  ଜିଲ୍ଲା  
*ନବରଙ୍ଗପୁର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଜେଡିର ତୀବ୍ର ପ୍ରତିବାଦ*   22-Aug-2026
  ଜିଲ୍ଲା  
ଫୋଟୋ ପ୍ରଦର୍ଶନୀ ରେ ଫଟୋ ଉପରେ କବିଙ୍କ କବିତା ପାଠ   21-Aug-2026

You Might Also Like

                               
  ଜିଲ୍ଲା  

ଖବର ଆଜିର