-+91-9937148622 |

prerana_bgr@rediffmail.com |

  Sunday 23rd August 2026 |

| | | |

R.N.I. Regd No. ODIODI/2010/46693

Breaking News

ବନ୍ୟା ବିପନ୍ନ ୪ ଜିଲ୍ଲା ପାଇଁ ଅଣ୍ଟା ଭିଡିଲା ଭାରତ ମସଲା ବାଣ୍ଟିଲା ୧୦,୦୦୦ ଶୁଖିଲା ଖାଦ୍ୟ ପ୍ୟାକେଟ୍   (23-Aug-2026)       ||      *ବ୍ରହ୍ମ କୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ ସୋନପୁର ଶାଖା ପକ୍ଷରୁ ରକ୍ତ ଦାନ ଶିବିର ଅନୁଷ୍ଠିତ*-   (23-Aug-2026)       ||      ଲଘୁଚାପ ବର୍ଷା ଯୋଗୁଁ ନବରଙ୍ଗପୁର ଜିଲ୍ଲାରେ ଜନଜୀବନ ଅସ୍ତବ୍ୟସ୍ତ   (23-Aug-2026)       ||      *ତେଲେଣ୍ଡା ଶ୍ରୀ ରଣେଶ୍ଵର ଶୈବ ପୀଠ ଓ ମାଁ ରାମଚଣ୍ଡୀ ଙ୍କ ଠାରେ ଗଙ୍ଗା ମହା ଜଳଶାୟୀ ଅନୁଷ୍ଠିତ*-   (23-Aug-2026)       ||      ରାଜସ୍ୱ ବିଭାଗର ବରିଷ୍ଠ ଅଧିକାରୀ ବୈଠକରେ ରାଜସ୍ବ ସେବା ପ୍ରଦାନରେ ସଂସ୍କାର ଉପରେ ଗୁରୁତ୍ବ   (22-Aug-2026)       ||      ବ୍ରାଉନ୍ ସୁଗାର ସହ ଗଞ୍ଜେଇ, ନଗଦ ଟଙ୍କା ଓ ମୋବାଇଲ ଜବତ : କିଙ୍ଗ୍ ପିନ୍ ଗିରଫ    (22-Aug-2026)       ||      ମହିଳା ଓ ଛାତ୍ରୀମାନଙ୍କୁ ସଶକ୍ତ କରିବା, ସେମାନଙ୍କ ଆଇନଗତ ଅଧିକାର, ସୁରକ୍ଷା ଓ ଆତ୍ମନିର୍ଭରତା ସମ୍ପର୍କରେ ସଚେତନ କରିବା ପାଇଁ କାର୍ଯ୍ୟକ୍ରମ    (22-Aug-2026)       ||      ମିଶନ ଜିରୋ-ସଫେଇ କାର୍ଯ୍ୟରେ ମୃତାହତ ଘଟଣାର ଅବସାନ ଶୀର୍ଷକ ଜାତୀୟ କର୍ମଶାଳାର ଆୟୋଜନ ♦️ମୋଦୀ ଜୀଙ୍କ ନେତୃତ୍ୱରେ ଦେଶର ଅର୍ଥନୀତି, ପ୍ରତିରକ୍ଷା ଏବଂ ବିଦେଶ ନୀତି ସହିତ ସମାନ ଗୁରୁତ୍ୱ ପାଇଛି ସ୍ୱଚ୍ଛତା   (22-Aug-2026)       ||      "ସାଇବର ସଚେତନତା ହିଁ ଡିଜିଟାଲ୍‌ ସୁରକ୍ଷାର ପ୍ରଥମ ପଦକ୍ଷେପ"   (22-Aug-2026)       ||      ଚରଦାରେ ଜିଲ୍ଲା ସ୍ତରୀୟ ସିନିଅର ଫୁଟବଲ୍ ଲିଗ, ଖୁର୍ଡିଆବାହଲ ଚାମ୍ପିଅନ   (22-Aug-2026)       ||      ଜିଲ୍ଲାପାଳ ମଧୁସୂଦନ ଦାସଙ୍କ ଖଡ଼ିଆଳ ଓ ବୋଡ଼େନ ଗସ୍ତ .ଅକ୍ସିଜେନ ବ୍ୟାଙ୍କ ଓ ସାପ୍ତାହିକ ବଜାର ଉଦଘାଟନ .ବର୍ଜ୍ୟବସ୍ତୁ ପରିଚାଳନା କେନ୍ଦ୍ର ଉଦଘାଟନ ଓ ବୃକ୍ଷ ରୋପଣ   (22-Aug-2026)       ||      ଦଣ୍ଡ ମୁକ୍ତ ଅଂଚଳ ରେ ଶିକ୍ଷକ ଙ୍କ ମାଡ଼ରେ ନବମ ଶ୍ରେଣୀ ଜନଜାତି ଛାତ୍ରଙ୍କ ହାତ ପାପୁଲି ଫୁଲିଲା ,   (22-Aug-2026)       ||      ବିନିକା ବ୍ଲକ ବିଜେଡି ସଭାପତିଙ୍କ ମାତୃ ବିୟୋଗ   (22-Aug-2026)       ||      ଟ୍ରେନ ରୁ ଖସିପଡି ଦଣ୍ଡପାଟ ଅଞ୍ଚଳ ଦାଦନ ଶ୍ରମିକ ଙ୍କ ମୃତ୍ୟୁ ।   (22-Aug-2026)       ||      ମହାନଦୀ ବ୍ରିଜ ଉପରୁ ମହାନଦୀ ପାଣିକୁ ଡେଇଁ ୨ନାବାଳିକାଙ୍କ ଆତ୍ମହତ୍ୟା ଉଦ୍ୟମ   (22-Aug-2026)       ||      ଖବର ଆଜିର   (22-Aug-2026)       ||      *ନବରଙ୍ଗପୁର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଜେଡିର ତୀବ୍ର ପ୍ରତିବାଦ*   (22-Aug-2026)       ||      ଫୋଟୋ ପ୍ରଦର୍ଶନୀ ରେ ଫଟୋ ଉପରେ କବିଙ୍କ କବିତା ପାଠ    (21-Aug-2026)       ||      ଫୋଟୋଗ୍ରାଫି ପ୍ରଦର୍ଶନୀ ଉଦଯାପିତ ll ଫୋଟଗ୍ରାଫର ମାନଙ୍କୁ ସମ୍ବର୍ଦ୍ଧିତ କଲା ଜିଲ୍ଲା ସାମ୍ବାଦିକ ସଂଘ ll   (21-Aug-2026)       ||      କଣ୍ଟାବାଞ୍ଜିରେ ସମ୍ବିଧାନ ପ୍ରଣେତାଙ୍କୁ ଅସମ୍ମାନ ଅଭିଯୋଗ♦️ ଆମ୍ବେଦକର ଜୟନ୍ତୀ ମହୋତ୍ସବ କମିଟି ପକ୍ଷରୁ କାର୍ଯ୍ୟନିର୍ବାହୀ ଅଧିକାରୀ ଙ୍କୁ ୪ ଦଫା ଦାବିପତ୍ର ପ୍ରଦାନ    (21-Aug-2026)       ||     

HOME   ଜିଲ୍ଲା

ବନ୍ୟା ବିପନ୍ନ ୪ ଜିଲ୍ଲା ପାଇଁ ଅଣ୍ଟା ଭିଡିଲା ଭାରତ ମସଲା ବାଣ୍ଟିଲା ୧୦,୦୦୦ ଶୁଖିଲା ଖାଦ୍ୟ ପ୍ୟାକେଟ୍

23-Aug-2026



କଟକ,(ତପନ ମହାନ୍ତି ସାମ୍ବାଦିକ ):କେବଳ ବ୍ୟବସାୟ ନୁହେଁ ଲୋକଙ୍କ  ସହିତ ସୁଖ ଦୁଃଖ ର ସାଥୀ ହୋଇ ଆସିଛି ଭାରତ ମସଲା କମ୍ପାନୀ। ସାମାଜିକ  ଦାୟିତ୍ୱବୋଧତାକୁ କମ୍ପାନୀର ଏକ ଅଙ୍ଗ ଭାବେ ଗ୍ରହଣ କରି ଦୈବ ଦୁର୍ବିପାକ ସମୟରେ ଲୋକଙ୍କ ସେବା ପାଈଁ ନିଜର କର୍ତ୍ତବ୍ୟ ସମ୍ପାଦନା କରିଆସୁଛି। ଏହି ପରିପ୍ରେକ୍ଷୀରେ ୪ ଟି ଜିଲ୍ଲାର ବନ୍ୟା ପ୍ରପୀଡିତ ପରିବାରଙ୍କୁ ସାଧ୍ୟମତେ ୧୦,୦୦୦ ପ୍ୟାକେଟ୍ ଶୁଖିଲା ଖାଦ୍ୟ ସାମଗ୍ରୀ ଯୋଗାଇ ଦିଆଯାଇଛି। ଵିଶେଷ କରି କେନ୍ଦ୍ରାପଡ଼ା, ବାଲେଶ୍ୱର, ଯାଜପୁର ଓ ଭଦ୍ରକ ଜିଲ୍ଲାର ବନ୍ୟାରେ ପ୍ରଭାବିତ ହୋଇଥିବା ପରିବାର ଙ୍କୁ ଏହି ଖାଦ୍ୟ ବଣ୍ଟାଯାଇଛି।

ସମ୍ପୃକ୍ତ ଜିଲ୍ଲାର ଜିଲ୍ଲାପାଳ ତଥା ଜିଲ୍ଲା ମାଜିଷ୍ଟ୍ରେଟ୍‌ଙ୍କ ମାଧ୍ୟମରେ ଏହି ରିଲିଫ୍ ସାମଗ୍ରୀ ବନ୍ୟା ପ୍ରଭାବିତ ବିଭିନ୍ନ ବ୍ଲକ୍‌କୁ ପଠାଯାଇଛି। ବନ୍ୟାରେ ପ୍ରଭାବିତ ପରିବାରଗୁଡ଼ିକ ଯେପରି ଆବଶ୍ୟକ ଖାଦ୍ୟ ସାମଗ୍ରୀ ସମୟୋଚିତ ଭାବେ ପାଇପାରିବେ, ସେଥିପାଇଁ ଜିଲ୍ଲା ପ୍ରଶାସନ ସହ ସମନ୍ୱୟ ରକ୍ଷା କରି ଏହି ସହାୟତା ପ୍ରଦାନ କରାଯାଇଛି। ୧୯୯୯ ମସିହା ମହାବାତ୍ୟା ରେ କମ୍ପାନୀ ସହଯୋଗ ର ହାତ ବଢ଼ାଇ ଏକ ବିରାଟ ଦାୟିତ୍ୱ ସମ୍ପାଦନା କରିଥିବା ବେଳେ ଆଗକୁ ସବୁବେଳେ ଏହି ଧାରା ଅବ୍ୟାହତ ରହିବ ବୋଲି କମ୍ପାନୀର ଅଧ୍ୟକ୍ଷ ଶ୍ରୀଯୁକ୍ତ ସୁରେନ୍ଦ୍ର ନାଥ ପଣ୍ଡା କହିଛନ୍ତି|


News Comment




Photo in News

Advertisment
Lastest News
  ଜିଲ୍ଲା  
ବନ୍ୟା ବିପନ୍ନ ୪ ଜିଲ୍ଲା ପାଇଁ ଅଣ୍ଟା ଭିଡିଲା ଭାରତ ମସଲା ବାଣ୍ଟିଲା ୧୦,୦୦୦ ଶୁଖିଲା ଖାଦ୍ୟ ପ୍ୟାକେଟ୍   23-Aug-2026
  ଜିଲ୍ଲା  
*ବ୍ରହ୍ମ କୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ ସୋନପୁର ଶାଖା ପକ୍ଷରୁ ରକ୍ତ ଦାନ ଶିବିର ଅନୁଷ୍ଠିତ*-   23-Aug-2026
  ଜିଲ୍ଲା  
ଲଘୁଚାପ ବର୍ଷା ଯୋଗୁଁ ନବରଙ୍ଗପୁର ଜିଲ୍ଲାରେ ଜନଜୀବନ ଅସ୍ତବ୍ୟସ୍ତ   23-Aug-2026
  ଜିଲ୍ଲା  
*ତେଲେଣ୍ଡା ଶ୍ରୀ ରଣେଶ୍ଵର ଶୈବ ପୀଠ ଓ ମାଁ ରାମଚଣ୍ଡୀ ଙ୍କ ଠାରେ ଗଙ୍ଗା ମହା ଜଳଶାୟୀ ଅନୁଷ୍ଠିତ*-   23-Aug-2026
  ଜିଲ୍ଲା  
ରାଜସ୍ୱ ବିଭାଗର ବରିଷ୍ଠ ଅଧିକାରୀ ବୈଠକରେ ରାଜସ୍ବ ସେବା ପ୍ରଦାନରେ ସଂସ୍କାର ଉପରେ ଗୁରୁତ୍ବ   22-Aug-2026
  ଜିଲ୍ଲା  
ବ୍ରାଉନ୍ ସୁଗାର ସହ ଗଞ୍ଜେଇ, ନଗଦ ଟଙ୍କା ଓ ମୋବାଇଲ ଜବତ : କିଙ୍ଗ୍ ପିନ୍ ଗିରଫ   22-Aug-2026
  ଜିଲ୍ଲା  
ମହିଳା ଓ ଛାତ୍ରୀମାନଙ୍କୁ ସଶକ୍ତ କରିବା, ସେମାନଙ୍କ ଆଇନଗତ ଅଧିକାର, ସୁରକ୍ଷା ଓ ଆତ୍ମନିର୍ଭରତା ସମ୍ପର୍କରେ ସଚେତନ କରିବା ପାଇଁ କାର୍ଯ୍ୟକ୍ରମ   22-Aug-2026
  ରାଜ୍ୟ  
ମିଶନ ଜିରୋ-ସଫେଇ କାର୍ଯ୍ୟରେ ମୃତାହତ ଘଟଣାର ଅବସାନ ଶୀର୍ଷକ ଜାତୀୟ କର୍ମଶାଳାର ଆୟୋଜନ ♦️ମୋଦୀ ଜୀଙ୍କ ନେତୃତ୍ୱରେ ଦେଶର ଅର୍ଥନୀତି, ପ୍ରତିରକ୍ଷା ଏବଂ ବିଦେଶ ନୀତି ସହିତ ସମାନ ଗୁରୁତ୍ୱ ପାଇଛି ସ୍ୱଚ୍ଛତା   22-Aug-2026
  ଜିଲ୍ଲା  
"ସାଇବର ସଚେତନତା ହିଁ ଡିଜିଟାଲ୍‌ ସୁରକ୍ଷାର ପ୍ରଥମ ପଦକ୍ଷେପ"   22-Aug-2026
  ଜିଲ୍ଲା  
ଚରଦାରେ ଜିଲ୍ଲା ସ୍ତରୀୟ ସିନିଅର ଫୁଟବଲ୍ ଲିଗ, ଖୁର୍ଡିଆବାହଲ ଚାମ୍ପିଅନ   22-Aug-2026
  ଜିଲ୍ଲା  
ଜିଲ୍ଲାପାଳ ମଧୁସୂଦନ ଦାସଙ୍କ ଖଡ଼ିଆଳ ଓ ବୋଡ଼େନ ଗସ୍ତ .ଅକ୍ସିଜେନ ବ୍ୟାଙ୍କ ଓ ସାପ୍ତାହିକ ବଜାର ଉଦଘାଟନ .ବର୍ଜ୍ୟବସ୍ତୁ ପରିଚାଳନା କେନ୍ଦ୍ର ଉଦଘାଟନ ଓ ବୃକ୍ଷ ରୋପଣ   22-Aug-2026
  ଜିଲ୍ଲା  
ଦଣ୍ଡ ମୁକ୍ତ ଅଂଚଳ ରେ ଶିକ୍ଷକ ଙ୍କ ମାଡ଼ରେ ନବମ ଶ୍ରେଣୀ ଜନଜାତି ଛାତ୍ରଙ୍କ ହାତ ପାପୁଲି ଫୁଲିଲା ,   22-Aug-2026

You Might Also Like