-+91-9937148622 |

prerana_bgr@rediffmail.com |

  Sunday 23rd August 2026 |

| | | |

R.N.I. Regd No. ODIODI/2010/46693

Breaking News

*ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍ ର ମ୍ୟୁନିସପାଲିଟି ଜୋନ୍ ଉଦଘାଟିତ - ୨-୦ ଗୋଲ ରେ ରିଜର୍ଭ ପୋଲିସ ଦଳ ଵିଜୟୀ*-   (23-Aug-2026)       ||      ଦଣ୍ଡପାଟ ଯୁବ ସେବା ସଂଗଠନର ନୂତନ କର୍ମକର୍ତ୍ତା ଚୟନ ।   (23-Aug-2026)       ||      ବନ୍ୟା ବିପନ୍ନ ୪ ଜିଲ୍ଲା ପାଇଁ ଅଣ୍ଟା ଭିଡିଲା ଭାରତ ମସଲା ବାଣ୍ଟିଲା ୧୦,୦୦୦ ଶୁଖିଲା ଖାଦ୍ୟ ପ୍ୟାକେଟ୍   (23-Aug-2026)       ||      *ବ୍ରହ୍ମ କୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ ସୋନପୁର ଶାଖା ପକ୍ଷରୁ ରକ୍ତ ଦାନ ଶିବିର ଅନୁଷ୍ଠିତ*-   (23-Aug-2026)       ||      ଲଘୁଚାପ ବର୍ଷା ଯୋଗୁଁ ନବରଙ୍ଗପୁର ଜିଲ୍ଲାରେ ଜନଜୀବନ ଅସ୍ତବ୍ୟସ୍ତ   (23-Aug-2026)       ||      *ତେଲେଣ୍ଡା ଶ୍ରୀ ରଣେଶ୍ଵର ଶୈବ ପୀଠ ଓ ମାଁ ରାମଚଣ୍ଡୀ ଙ୍କ ଠାରେ ଗଙ୍ଗା ମହା ଜଳଶାୟୀ ଅନୁଷ୍ଠିତ*-   (23-Aug-2026)       ||      ରାଜସ୍ୱ ବିଭାଗର ବରିଷ୍ଠ ଅଧିକାରୀ ବୈଠକରେ ରାଜସ୍ବ ସେବା ପ୍ରଦାନରେ ସଂସ୍କାର ଉପରେ ଗୁରୁତ୍ବ   (22-Aug-2026)       ||      ବ୍ରାଉନ୍ ସୁଗାର ସହ ଗଞ୍ଜେଇ, ନଗଦ ଟଙ୍କା ଓ ମୋବାଇଲ ଜବତ : କିଙ୍ଗ୍ ପିନ୍ ଗିରଫ    (22-Aug-2026)       ||      ମହିଳା ଓ ଛାତ୍ରୀମାନଙ୍କୁ ସଶକ୍ତ କରିବା, ସେମାନଙ୍କ ଆଇନଗତ ଅଧିକାର, ସୁରକ୍ଷା ଓ ଆତ୍ମନିର୍ଭରତା ସମ୍ପର୍କରେ ସଚେତନ କରିବା ପାଇଁ କାର୍ଯ୍ୟକ୍ରମ    (22-Aug-2026)       ||      ମିଶନ ଜିରୋ-ସଫେଇ କାର୍ଯ୍ୟରେ ମୃତାହତ ଘଟଣାର ଅବସାନ ଶୀର୍ଷକ ଜାତୀୟ କର୍ମଶାଳାର ଆୟୋଜନ ♦️ମୋଦୀ ଜୀଙ୍କ ନେତୃତ୍ୱରେ ଦେଶର ଅର୍ଥନୀତି, ପ୍ରତିରକ୍ଷା ଏବଂ ବିଦେଶ ନୀତି ସହିତ ସମାନ ଗୁରୁତ୍ୱ ପାଇଛି ସ୍ୱଚ୍ଛତା   (22-Aug-2026)       ||      "ସାଇବର ସଚେତନତା ହିଁ ଡିଜିଟାଲ୍‌ ସୁରକ୍ଷାର ପ୍ରଥମ ପଦକ୍ଷେପ"   (22-Aug-2026)       ||      ଚରଦାରେ ଜିଲ୍ଲା ସ୍ତରୀୟ ସିନିଅର ଫୁଟବଲ୍ ଲିଗ, ଖୁର୍ଡିଆବାହଲ ଚାମ୍ପିଅନ   (22-Aug-2026)       ||      ଜିଲ୍ଲାପାଳ ମଧୁସୂଦନ ଦାସଙ୍କ ଖଡ଼ିଆଳ ଓ ବୋଡ଼େନ ଗସ୍ତ .ଅକ୍ସିଜେନ ବ୍ୟାଙ୍କ ଓ ସାପ୍ତାହିକ ବଜାର ଉଦଘାଟନ .ବର୍ଜ୍ୟବସ୍ତୁ ପରିଚାଳନା କେନ୍ଦ୍ର ଉଦଘାଟନ ଓ ବୃକ୍ଷ ରୋପଣ   (22-Aug-2026)       ||      ଦଣ୍ଡ ମୁକ୍ତ ଅଂଚଳ ରେ ଶିକ୍ଷକ ଙ୍କ ମାଡ଼ରେ ନବମ ଶ୍ରେଣୀ ଜନଜାତି ଛାତ୍ରଙ୍କ ହାତ ପାପୁଲି ଫୁଲିଲା ,   (22-Aug-2026)       ||      ବିନିକା ବ୍ଲକ ବିଜେଡି ସଭାପତିଙ୍କ ମାତୃ ବିୟୋଗ   (22-Aug-2026)       ||      ଟ୍ରେନ ରୁ ଖସିପଡି ଦଣ୍ଡପାଟ ଅଞ୍ଚଳ ଦାଦନ ଶ୍ରମିକ ଙ୍କ ମୃତ୍ୟୁ ।   (22-Aug-2026)       ||      ମହାନଦୀ ବ୍ରିଜ ଉପରୁ ମହାନଦୀ ପାଣିକୁ ଡେଇଁ ୨ନାବାଳିକାଙ୍କ ଆତ୍ମହତ୍ୟା ଉଦ୍ୟମ   (22-Aug-2026)       ||      ଖବର ଆଜିର   (22-Aug-2026)       ||      *ନବରଙ୍ଗପୁର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଜେଡିର ତୀବ୍ର ପ୍ରତିବାଦ*   (22-Aug-2026)       ||      ଫୋଟୋ ପ୍ରଦର୍ଶନୀ ରେ ଫଟୋ ଉପରେ କବିଙ୍କ କବିତା ପାଠ    (21-Aug-2026)       ||     

HOME   ଜିଲ୍ଲା

*ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍ ର ମ୍ୟୁନିସପାଲିଟି ଜୋନ୍ ଉଦଘାଟିତ - ୨-୦ ଗୋଲ ରେ ରିଜର୍ଭ ପୋଲିସ ଦଳ ଵିଜୟୀ*-

23-Aug-2026



(ମନୋରଞ୍ଜନ ତ୍ରିପାଠୀ )
ମ୍ୟୁନିସିପାଲିଟି ସଜୋନ୍ ସୁବର୍ଣ୍ଣପୁର ସିନିୟର୍ ଫୁଟବଲ ଲିଗ୍ ଆଜି ଗାନ୍ଧୀ ଷ୍ଟାଡିୟମ୍ ଠାରେ ଉଦ୍ଘାଟିତ ହୋଇଯାଇଛି l   ସୋନପୁର ରିଜର୍ଭ ପୋଲିସ ଦଳ ଓ ସୃଜନ ନାଗ ଫୁଟବଲ୍ ଏକାଡେମୀ ମଧ୍ୟରେ ଆଜି ଉଦଘାଟନୀ ମ୍ୟାଚ ଅନୁଷ୍ଠିତ ହୋଇଥିବା ବେଳେ ବିପକ୍ଷ ଦଳ ସୃଜନ ନାଗ ଫୁଟବଲ୍ ଏକାଡେମୀ କୁ ୨-୦ ଗୋଲ ରେ ହରାଇ ସୁବର୍ଣ୍ଣପୁର ରିଜର୍ଭ ପୋଲିସ ଦଳ ବିଜୟୀ ହୋଇଛି l ମ୍ୟାନ ଅଫ ଦି ମ୍ୟାଚ ଭାବେ ଵିଜୟୀ ଦଳ ର ୧୦ ନମ୍ୱର ଜର୍ସି କବି ମିସ୍ତ୍ରୀ ଙ୍କୁ ଅତିଥି ମାନଙ୍କ ଦ୍ୱାରା ପୁରସ୍କୃତ କରା ଯାଇଥିଲା l ଏହି ଅବସରରେ ଆଜି ମୁଖ୍ୟ ଅତିଥି ଭାବରେ ସୁବର୍ଣ୍ଣପୁର ଏସପି ଶ୍ରୀ ନାରାୟଣ ନାଏକ, ସମ୍ମାନିତ ଅତିଥି ଭାବେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ରାଜେନ୍ଦ୍ର ମାଝୀ, ଉପ ଜିଲ୍ଲାପାଳ ଡ଼ ସୌମ୍ୟ ରୂପା ରଥ, ପୌର ପରିଷଦ ପ୍ରାକ୍ତନ ଅଧ୍ୟକ୍ଷ କଇରୁ ସ୍ବାଇଁ, ଜିଲ୍ଲା କ୍ରୀଡା ଅଧିକାରୀ ଚିତ୍ତ ରଞ୍ଜନ ମିଶ୍ର, ସମାଜ ସେବୀ ଶ୍ରୀବତ୍ସ ମଲ୍ଲିକ , ଜିଲ୍ଲା କ୍ରିକେଟ୍ ସଂଘ ସଭାପତି ରାମ ଶଙ୍କର ସାହୁ ଯୋଗ ଦେଈ ଖେଳାଳି ଙ୍କୁ ଉତ୍ସାହିତ କରି ମ୍ୟାନ ଅଫ ଦି ମ୍ୟାଚ ଖେଳାଳି କବି ମିସ୍ତ୍ରୀ ଙ୍କୁ ପୁରସ୍କୃତ କରିଥିଲେ l   ସଞ୍ଜୀବ କୁମାର ସାହୁ ମୁଖ୍ୟ ରେଫରୀ ଭାବେ, ସୁଶାନ୍ତ ବାଗ, ସୁଦାମ ଜଗଦଲା , ଅନିତା ମହାନନ୍ଦ ଖେଳ ପରିଚାଳନା କରିଥିଲେ l ମ୍ୟାଚ କମିସନର ଭାବେ ଭୁକୁଲୁ ବକ୍ସି ଦାୟିତ୍ୱ ନିର୍ବାହ କରିଥିଲେ l  କ୍ରୀଡ଼ା ସଂଘ ଉପ ସଭା ପତି ତଥା ଭେଟରାନ ଖେଳାଳି ଚିତ୍ତ ରଞ୍ଜନ ତରା ସିଆ, ବରିଷ୍ଠ ସଦସ୍ୟ  ତଥା ଭେଟରାନ ଖେଳାଳି ଆଦିତ୍ୟ କିଶୋର ଦାନୀ ,  ପଦ୍ମନାଭ ଧରୁଆ, ଅଖୁଜ ବକ୍ସି, ଗଣେଶ ରାମ ମେହେର, ଏମ୍ ଡି ମୁସଲିମ, ଧରଣୀ ଧର ନାଏକ୍, ମନୋଜ୍ ବାଗ, ବାବୁଲା ବେବର୍ତ୍ତା ପ୍ରମୁଖ ଭେଟରାନ ଖେଳାଳି ମଞ୍ଚ ରେ ଉପସ୍ଥିତ ଥିଲେ l ଦିଗାମ୍ବର ଶତପଥୀ ଖେଳ ର ପ୍ରତ୍ୟକ୍ଷ ଧାରା ବିବରଣୀ ପ୍ରଦାନ କରିଥିବା ବେଳେ କ୍ରୀଡ଼ା ସଂଘ ବରିଷ୍ଠ ସଦସ୍ୟ ମନୋରଞ୍ଜନ ତ୍ରିପାଠୀ ସଭା ପରିଚାଳନା କରିଥିଲେ l ପୀୟୂଷ ପଣ୍ଡା ଙ୍କ ପ୍ରତ୍ୟକ୍ଷ ତତ୍ତ୍ୱl ବଧାନ ରେ ସମସ୍ତ କାର୍ଯ୍ଯ କ୍ରମ ଅନୁଷ୍ଟିତ ହୋଇଥିବା ବେଳେ ବିକାଶ ପଣ୍ତା ଧନ୍ଯବାଦ ଅର୍ପଣ କରିଥିଲେ l କ୍ରୀଡ଼ା ସଂଘ ର ସମସ୍ତ ସଦସ୍ୟ ସହଯୋଗ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
*ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍ ର ମ୍ୟୁନିସପାଲିଟି ଜୋନ୍ ଉଦଘାଟିତ - ୨-୦ ଗୋଲ ରେ ରିଜର୍ଭ ପୋଲିସ ଦଳ ଵିଜୟୀ*-   23-Aug-2026
  ଜିଲ୍ଲା  
ଦଣ୍ଡପାଟ ଯୁବ ସେବା ସଂଗଠନର ନୂତନ କର୍ମକର୍ତ୍ତା ଚୟନ ।   23-Aug-2026
  ଜିଲ୍ଲା  
ବନ୍ୟା ବିପନ୍ନ ୪ ଜିଲ୍ଲା ପାଇଁ ଅଣ୍ଟା ଭିଡିଲା ଭାରତ ମସଲା ବାଣ୍ଟିଲା ୧୦,୦୦୦ ଶୁଖିଲା ଖାଦ୍ୟ ପ୍ୟାକେଟ୍   23-Aug-2026
  ଜିଲ୍ଲା  
*ବ୍ରହ୍ମ କୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ ସୋନପୁର ଶାଖା ପକ୍ଷରୁ ରକ୍ତ ଦାନ ଶିବିର ଅନୁଷ୍ଠିତ*-   23-Aug-2026
  ଜିଲ୍ଲା  
ଲଘୁଚାପ ବର୍ଷା ଯୋଗୁଁ ନବରଙ୍ଗପୁର ଜିଲ୍ଲାରେ ଜନଜୀବନ ଅସ୍ତବ୍ୟସ୍ତ   23-Aug-2026
  ଜିଲ୍ଲା  
*ତେଲେଣ୍ଡା ଶ୍ରୀ ରଣେଶ୍ଵର ଶୈବ ପୀଠ ଓ ମାଁ ରାମଚଣ୍ଡୀ ଙ୍କ ଠାରେ ଗଙ୍ଗା ମହା ଜଳଶାୟୀ ଅନୁଷ୍ଠିତ*-   23-Aug-2026
  ଜିଲ୍ଲା  
ରାଜସ୍ୱ ବିଭାଗର ବରିଷ୍ଠ ଅଧିକାରୀ ବୈଠକରେ ରାଜସ୍ବ ସେବା ପ୍ରଦାନରେ ସଂସ୍କାର ଉପରେ ଗୁରୁତ୍ବ   22-Aug-2026
  ଜିଲ୍ଲା  
ବ୍ରାଉନ୍ ସୁଗାର ସହ ଗଞ୍ଜେଇ, ନଗଦ ଟଙ୍କା ଓ ମୋବାଇଲ ଜବତ : କିଙ୍ଗ୍ ପିନ୍ ଗିରଫ   22-Aug-2026
  ଜିଲ୍ଲା  
ମହିଳା ଓ ଛାତ୍ରୀମାନଙ୍କୁ ସଶକ୍ତ କରିବା, ସେମାନଙ୍କ ଆଇନଗତ ଅଧିକାର, ସୁରକ୍ଷା ଓ ଆତ୍ମନିର୍ଭରତା ସମ୍ପର୍କରେ ସଚେତନ କରିବା ପାଇଁ କାର୍ଯ୍ୟକ୍ରମ   22-Aug-2026
  ରାଜ୍ୟ  
ମିଶନ ଜିରୋ-ସଫେଇ କାର୍ଯ୍ୟରେ ମୃତାହତ ଘଟଣାର ଅବସାନ ଶୀର୍ଷକ ଜାତୀୟ କର୍ମଶାଳାର ଆୟୋଜନ ♦️ମୋଦୀ ଜୀଙ୍କ ନେତୃତ୍ୱରେ ଦେଶର ଅର୍ଥନୀତି, ପ୍ରତିରକ୍ଷା ଏବଂ ବିଦେଶ ନୀତି ସହିତ ସମାନ ଗୁରୁତ୍ୱ ପାଇଛି ସ୍ୱଚ୍ଛତା   22-Aug-2026
  ଜିଲ୍ଲା  
"ସାଇବର ସଚେତନତା ହିଁ ଡିଜିଟାଲ୍‌ ସୁରକ୍ଷାର ପ୍ରଥମ ପଦକ୍ଷେପ"   22-Aug-2026
  ଜିଲ୍ଲା  
ଚରଦାରେ ଜିଲ୍ଲା ସ୍ତରୀୟ ସିନିଅର ଫୁଟବଲ୍ ଲିଗ, ଖୁର୍ଡିଆବାହଲ ଚାମ୍ପିଅନ   22-Aug-2026

You Might Also Like