-+91-9937148622 |

prerana_bgr@rediffmail.com |

  Sunday 23rd August 2026 |

| | | |

R.N.I. Regd No. ODIODI/2010/46693

Breaking News

ଓଡ଼ିଶାରେ ସାମ୍ବାଦିକଙ୍କ ପେନସନ ପାଇଁ ଦାବି ରେ ସମ୍ୱଲପୁରରେ ବରିଷ୍ଠ ସାମ୍ବାଦିକଙ୍କ ବୈଠକ ।   (23-Aug-2026)       ||      ସେବା ଭାରତୀ, ଓଡ଼ିଶା ପଶ୍ଚିମ ଦ୍ଵାରା ସୁପୋଷଣ ଜାଗରଣ ଅଭିଯାନ   (23-Aug-2026)       ||      ପ୍ରଥମ ଅଲ୍ ଓଡ଼ିଶା ଇକ୍ୱିପ୍ଡ ପାୱାରଲିଫ୍ଟିଂ ଚାମ୍ପିଅନଶିପ୍–୨୦୨୬ ସମ୍ପନ୍ନ   (23-Aug-2026)       ||      ସ୍ଵୟଂସେବକ ସଂଘ ବୁଢାରଜା ନଗରରେ ଯୁବ ସମ୍ମିଳନୀ    (23-Aug-2026)       ||      କୋଲହାପୁର ଏବଂ ଲଦାଖ ରେ ନୂଆ ହାଇକୋର୍ଟ ବେଞ୍ଚ ସ୍ଥାପନ କଲେ ସରକାର, ପଶ୍ଚିମ ଓଡ଼ିଶାର ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠା କୁ ଆଉ କେତେଦିନ ? — ଇଂ ରୋହିତ ପୂଜାରୀ    (23-Aug-2026)       ||      ଶହେ ଟଙ୍କା ନଦେବାରୁ ଯୁବକକୁ ବ୍ଲେଡରେ ମରଣାତ୍ମକ ଆକ୍ରମଣ   (23-Aug-2026)       ||      ମୋବାଇଲ୍ ମେଳା ୨.୦: ଟେକ୍ନୋଲୋଜି ଆଧାରିତ ପୁନରୁଦ୍ଧାର - ₹୪୫ ଲକ୍ଷ ଏବଂ ୧୧୫ ମୋବାଇଲ୍ ଫୋନ୍ ନାଗରିକଙ୍କୁ ଫେରସ୍ତ   (23-Aug-2026)       ||      *ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍ ର ମ୍ୟୁନିସପାଲିଟି ଜୋନ୍ ଉଦଘାଟିତ - ୨-୦ ଗୋଲ ରେ ରିଜର୍ଭ ପୋଲିସ ଦଳ ଵିଜୟୀ*-   (23-Aug-2026)       ||      ଦଣ୍ଡପାଟ ଯୁବ ସେବା ସଂଗଠନର ନୂତନ କର୍ମକର୍ତ୍ତା ଚୟନ ।   (23-Aug-2026)       ||      ବନ୍ୟା ବିପନ୍ନ ୪ ଜିଲ୍ଲା ପାଇଁ ଅଣ୍ଟା ଭିଡିଲା ଭାରତ ମସଲା ବାଣ୍ଟିଲା ୧୦,୦୦୦ ଶୁଖିଲା ଖାଦ୍ୟ ପ୍ୟାକେଟ୍   (23-Aug-2026)       ||      *ବ୍ରହ୍ମ କୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ ସୋନପୁର ଶାଖା ପକ୍ଷରୁ ରକ୍ତ ଦାନ ଶିବିର ଅନୁଷ୍ଠିତ*-   (23-Aug-2026)       ||      ଲଘୁଚାପ ବର୍ଷା ଯୋଗୁଁ ନବରଙ୍ଗପୁର ଜିଲ୍ଲାରେ ଜନଜୀବନ ଅସ୍ତବ୍ୟସ୍ତ   (23-Aug-2026)       ||      *ତେଲେଣ୍ଡା ଶ୍ରୀ ରଣେଶ୍ଵର ଶୈବ ପୀଠ ଓ ମାଁ ରାମଚଣ୍ଡୀ ଙ୍କ ଠାରେ ଗଙ୍ଗା ମହା ଜଳଶାୟୀ ଅନୁଷ୍ଠିତ*-   (23-Aug-2026)       ||      ରାଜସ୍ୱ ବିଭାଗର ବରିଷ୍ଠ ଅଧିକାରୀ ବୈଠକରେ ରାଜସ୍ବ ସେବା ପ୍ରଦାନରେ ସଂସ୍କାର ଉପରେ ଗୁରୁତ୍ବ   (22-Aug-2026)       ||      ବ୍ରାଉନ୍ ସୁଗାର ସହ ଗଞ୍ଜେଇ, ନଗଦ ଟଙ୍କା ଓ ମୋବାଇଲ ଜବତ : କିଙ୍ଗ୍ ପିନ୍ ଗିରଫ    (22-Aug-2026)       ||      ମହିଳା ଓ ଛାତ୍ରୀମାନଙ୍କୁ ସଶକ୍ତ କରିବା, ସେମାନଙ୍କ ଆଇନଗତ ଅଧିକାର, ସୁରକ୍ଷା ଓ ଆତ୍ମନିର୍ଭରତା ସମ୍ପର୍କରେ ସଚେତନ କରିବା ପାଇଁ କାର୍ଯ୍ୟକ୍ରମ    (22-Aug-2026)       ||      ମିଶନ ଜିରୋ-ସଫେଇ କାର୍ଯ୍ୟରେ ମୃତାହତ ଘଟଣାର ଅବସାନ ଶୀର୍ଷକ ଜାତୀୟ କର୍ମଶାଳାର ଆୟୋଜନ ♦️ମୋଦୀ ଜୀଙ୍କ ନେତୃତ୍ୱରେ ଦେଶର ଅର୍ଥନୀତି, ପ୍ରତିରକ୍ଷା ଏବଂ ବିଦେଶ ନୀତି ସହିତ ସମାନ ଗୁରୁତ୍ୱ ପାଇଛି ସ୍ୱଚ୍ଛତା   (22-Aug-2026)       ||      "ସାଇବର ସଚେତନତା ହିଁ ଡିଜିଟାଲ୍‌ ସୁରକ୍ଷାର ପ୍ରଥମ ପଦକ୍ଷେପ"   (22-Aug-2026)       ||      ଚରଦାରେ ଜିଲ୍ଲା ସ୍ତରୀୟ ସିନିଅର ଫୁଟବଲ୍ ଲିଗ, ଖୁର୍ଡିଆବାହଲ ଚାମ୍ପିଅନ   (22-Aug-2026)       ||      ଜିଲ୍ଲାପାଳ ମଧୁସୂଦନ ଦାସଙ୍କ ଖଡ଼ିଆଳ ଓ ବୋଡ଼େନ ଗସ୍ତ .ଅକ୍ସିଜେନ ବ୍ୟାଙ୍କ ଓ ସାପ୍ତାହିକ ବଜାର ଉଦଘାଟନ .ବର୍ଜ୍ୟବସ୍ତୁ ପରିଚାଳନା କେନ୍ଦ୍ର ଉଦଘାଟନ ଓ ବୃକ୍ଷ ରୋପଣ   (22-Aug-2026)       ||     

HOME   ଜିଲ୍ଲା

ମୋବାଇଲ୍ ମେଳା ୨.୦: ଟେକ୍ନୋଲୋଜି ଆଧାରିତ ପୁନରୁଦ୍ଧାର - ₹୪୫ ଲକ୍ଷ ଏବଂ ୧୧୫ ମୋବାଇଲ୍ ଫୋନ୍ ନାଗରିକଙ୍କୁ ଫେରସ୍ତ

23-Aug-2026



 

 

ସମ୍ବଲପୁର:(ସଂଜୀବ ପାଣିଗ୍ରାହୀ )ସମ୍ବଲପୁର ପୋଲିସ ନାଗରିକ-କୈନ୍ଦ୍ରିକ ଏବଂ ଟେକ୍ନୋଲୋଜି-ଚାଳିତ ପୋଲିସିଂ ଦିଗରେ ଆଉ ଏକ ବଡ଼ ପଦକ୍ଷେପ ନେଇଛି l ମୋବାଇଲ୍ ମେଳା ୨.୦ ମାଧ୍ୟମରେ ହଜି ଯାଇଥିବା ୧୧୫ଟି /ଚୋରି ହୋଇଥିବା ମୋବାଇଲ୍ ଫୋନ୍ ଉଦ୍ଧାର କରାଯାଇ ଏବଂ ବିଭିନ୍ନ ମାମଲାରେ ଜବତ ହୋଇଥିବା ୪୫ ଲକ୍ଷ ଟଙ୍କା ପ୍ରକୃତ ମାଲିକଙ୍କୁ ଫେରାଇ ଦିଆଯାଇଛି l 

 

ଏହା ପ୍ରମାଣିତ କରୁଛି ଯେ ଟେକ୍ନୋଲୋଜିକୁ ଦୈନନ୍ଦିନ ପୋଲିସିଂରେ ସାମିଲ କଲେ ହଜିଯାଇଥିବା ସମ୍ପତ୍ତି ଅନ୍ଧାରରେ ରହିବ ନାହିଁ l ଭାରତ ସରକାରଙ୍କ ଦୂରସଞ୍ଚାର ବିଭାଗର ସଞ୍ଚାର ସାଥୀ ପୋର୍ଟାଲର CEIR (Central Equipment Identity Register) ମାଧ୍ୟମରେ ଏହି ଚୋରି ହୋଇଥିବା ଓ ହଜି ଯାଇଥିବା ୧୧୫ଟି ଫୋନ୍ ଟ୍ରେସ୍ ଓ ଉଦ୍ଧାର କରାଯାଇଛି l

 

 ସମ୍ବଲପୁର ପୋଲିସ ହଜିଯାଇଥିବା ଫୋନ୍ ଗୁଡ଼ିକର IMEI ବିବରଣୀ ପୋର୍ଟାଲରେ ଅପଲୋଡ୍ କରି, ନିରନ୍ତର ଟେକ୍ନିକାଲ୍ ଫଲୋଅପ୍, ଡିଭାଇସ୍ ଆକ୍ଟିଭିଟି ବିଶ୍ଳେଷଣ ଏବଂ ବିଭିନ୍ନ ସଂସ୍ଥା ସହ ସମନ୍ୱୟ ରଖି ଏହି ଫୋନ୍ ଗୁଡ଼ିକୁ ଉଦ୍ଧାର କରିଛି l ଯାଞ୍ଚ ଏବଂ ଆଇନଗତ ପ୍ରକ୍ରିୟା ପୂରା ହେବା ପରେ ଏହି ଫୋନ୍ ଗୁଡ଼ିକୁ ପ୍ରକୃତ ମାଲିକଙ୍କୁ ଫେରାଇ ଦିଆଯାଇଛି ବୋଲି ସାମ୍ବାଦିକ ସମ୍ମିଳନୀ ରେ ସମ୍ବଲପୁର ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ଅଜୟ କୁମାର ମିଶ୍ର ସୂଚନା ଦେଇଛନ୍ତି l

 

ମୋବାଇଲ୍ ସହିତ ବିଭିନ୍ନ ମାମଲାରେ ଜବତ ୪୫,୦୦,୦୦୦/-ଟଙ୍କା ଟଙ୍କା ମଧ୍ୟ ଫେରାଇ ଦିଆଯାଇଛି l ଯେଉଁ ମାନେ ଜିଲ୍ଲା ର ବିଭିନ୍ନ ଥାନାରେ ଓ ସାଇବର ଥାନା ରେ ଅଭିଯୋଗ ରୁଜୁ କରିଥିଲେ ଓ ସେମାନଙ୍କୁ ଅର୍ଥ ଫେରସ୍ତ ଦିଆଯାଇଛି ସେମାନେ ହେଲେ l ରମେଶ ଚନ୍ଦ୍ର ବିଶ୍ୱାଳ — ୧୬ ଲକ୍ଷ ଟଙ୍କା, ମାନସ କୁମାର ମୁଖୋପାଧ୍ୟାୟ — ୧୨.୫୦ ଲକ୍ଷ ଟଙ୍କା, ଶ୍ୟାମ ଦୋରା — ୧୨ ଲକ୍ଷ ଟଙ୍କା, ଅଜୟ ମିଞ୍ଜ — ୪.୫୦ ଲକ୍ଷ ଟଙ୍କା l ମୋଟ୍: ୪୫ ଲକ୍ଷ ଟଙ୍କା ବୋଲି ସାମ୍ବାଦିକ ସମ୍ମିଳନୀ ରେ ସମ୍ବଲପୁର ଆରକ୍ଷୀ ଅଧିକ୍ଷକ ମୁକେଶ ଭାମୁ ଜଣାଇଛନ୍ତି l

 

ମୋବାଇଲ୍ ମେଳା ୨.୦ ର ସଫଳତା ସମ୍ବଲପୁର ପୋଲିସର ଟେକ୍ନୋଲୋଜି-ସକ୍ଷମ ତଦନ୍ତ, ଶୀଘ୍ର ସମ୍ପତ୍ତି ପୁନରୁଦ୍ଧାର ଏବଂ ଦାୟିତ୍ୱବାନ ପୋଲିସିଂ ଉପରେ ଗୁରୁତ୍ୱକୁ ଦର୍ଶାଉଛି l

 

ସମ୍ବଲପୁର ଆରକ୍ଷୀ ଅଧିକ୍ଷକ ମୁକେଶ ଭାମୁ, ଅତିରିକ୍ତ ଆରକ୍ଷୀ ଆରକ୍ଷୀ ଅଧିକ୍ଷକ ଅଜୟ କୁମାର ମିଶ୍ର, ଶ୍ରୀମନ୍ତ କୁମାର ବାରିକ, ସଦର ଏସଡିପିଓ ତୋଫାନ ବାଗ, ସାଇବର ଥାନା ର ଥାନାଧିକାରୀ ଈଶ୍ୱର ତାଣ୍ଡି ଙ୍କର ପ୍ରୟାସ ପ୍ରଶଂସାଯୋଗ୍ୟ l 

ଏହି ଅବସରରେ ଆରକ୍ଷୀ ଅଧିକ୍ଷକ ଶ୍ରୀ ଭାମୁ ଜନସାଧାରଣ ଙ୍କୁ ଅନୁରୋଧ କରିଛନ୍ତି ଯେ ଫୋନ୍ ହଜିଲେ ବା ଚୋରି ହେଲେ ତୁରନ୍ତ ଥାନାରେ ରିପୋର୍ଟ କରନ୍ତୁ ଏବଂ ସଠିକ୍ IMEI ନମ୍ବର ଦିଅନ୍ତୁ, ଯାହାଦ୍ୱାରା CEIR / ସଞ୍ଚାର ସାଥୀ ମାଧ୍ୟମରେ ଟ୍ରେସିଂ ଆରମ୍ଭ କରାଯାଇପାରିବ l ଆଜିର ଏହି ସାମ୍ବାଦିକ ସମ୍ବିଳନୀ ରେ ଜିଲ୍ଲା ପୋଲିସ ପ୍ରଶାସନ ପକ୍ଷରୁ ସାଇବର ଥାନା ଦ୍ୱାରା ଜବତ ଟଙ୍କା ଓ ମୋବାଇଲ ଗୁଡିକୁ ସମ୍ପୃକ୍ତ ବ୍ୟକ୍ତି ଙ୍କୁ ହସ୍ତାନ୍ତର କରାଯାଇଥିଲା l


News Comment




Photo in News

Advertisment
Lastest News
  ଜିଲ୍ଲା  
ଓଡ଼ିଶାରେ ସାମ୍ବାଦିକଙ୍କ ପେନସନ ପାଇଁ ଦାବି ରେ ସମ୍ୱଲପୁରରେ ବରିଷ୍ଠ ସାମ୍ବାଦିକଙ୍କ ବୈଠକ ।   23-Aug-2026
  ଜିଲ୍ଲା  
ସେବା ଭାରତୀ, ଓଡ଼ିଶା ପଶ୍ଚିମ ଦ୍ଵାରା ସୁପୋଷଣ ଜାଗରଣ ଅଭିଯାନ   23-Aug-2026
  ଜିଲ୍ଲା  
ପ୍ରଥମ ଅଲ୍ ଓଡ଼ିଶା ଇକ୍ୱିପ୍ଡ ପାୱାରଲିଫ୍ଟିଂ ଚାମ୍ପିଅନଶିପ୍–୨୦୨୬ ସମ୍ପନ୍ନ   23-Aug-2026
  ଜିଲ୍ଲା  
ସ୍ଵୟଂସେବକ ସଂଘ ବୁଢାରଜା ନଗରରେ ଯୁବ ସମ୍ମିଳନୀ   23-Aug-2026
  ଜିଲ୍ଲା  
କୋଲହାପୁର ଏବଂ ଲଦାଖ ରେ ନୂଆ ହାଇକୋର୍ଟ ବେଞ୍ଚ ସ୍ଥାପନ କଲେ ସରକାର, ପଶ୍ଚିମ ଓଡ଼ିଶାର ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠା କୁ ଆଉ କେତେଦିନ ? — ଇଂ ରୋହିତ ପୂଜାରୀ   23-Aug-2026
  ଜିଲ୍ଲା  
ଶହେ ଟଙ୍କା ନଦେବାରୁ ଯୁବକକୁ ବ୍ଲେଡରେ ମରଣାତ୍ମକ ଆକ୍ରମଣ   23-Aug-2026
  ଜିଲ୍ଲା  
ମୋବାଇଲ୍ ମେଳା ୨.୦: ଟେକ୍ନୋଲୋଜି ଆଧାରିତ ପୁନରୁଦ୍ଧାର - ₹୪୫ ଲକ୍ଷ ଏବଂ ୧୧୫ ମୋବାଇଲ୍ ଫୋନ୍ ନାଗରିକଙ୍କୁ ଫେରସ୍ତ   23-Aug-2026
  ଜିଲ୍ଲା  
*ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍ ର ମ୍ୟୁନିସପାଲିଟି ଜୋନ୍ ଉଦଘାଟିତ - ୨-୦ ଗୋଲ ରେ ରିଜର୍ଭ ପୋଲିସ ଦଳ ଵିଜୟୀ*-   23-Aug-2026
  ଜିଲ୍ଲା  
ଦଣ୍ଡପାଟ ଯୁବ ସେବା ସଂଗଠନର ନୂତନ କର୍ମକର୍ତ୍ତା ଚୟନ ।   23-Aug-2026
  ଜିଲ୍ଲା  
ବନ୍ୟା ବିପନ୍ନ ୪ ଜିଲ୍ଲା ପାଇଁ ଅଣ୍ଟା ଭିଡିଲା ଭାରତ ମସଲା ବାଣ୍ଟିଲା ୧୦,୦୦୦ ଶୁଖିଲା ଖାଦ୍ୟ ପ୍ୟାକେଟ୍   23-Aug-2026
  ଜିଲ୍ଲା  
*ବ୍ରହ୍ମ କୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ ସୋନପୁର ଶାଖା ପକ୍ଷରୁ ରକ୍ତ ଦାନ ଶିବିର ଅନୁଷ୍ଠିତ*-   23-Aug-2026
  ଜିଲ୍ଲା  
ଲଘୁଚାପ ବର୍ଷା ଯୋଗୁଁ ନବରଙ୍ଗପୁର ଜିଲ୍ଲାରେ ଜନଜୀବନ ଅସ୍ତବ୍ୟସ୍ତ   23-Aug-2026

You Might Also Like