-+91-9937148622 |

prerana_bgr@rediffmail.com |

  Sunday 23rd August 2026 |

| | | |

R.N.I. Regd No. ODIODI/2010/46693

Breaking News

କୁଦୋପାଲି ରଣଭୂମିରେ ବୀର ଛବିଳ ସାଏ ସ୍ମୃତି କମିଟିର ବୈଠକ   (23-Aug-2026)       ||      ଅସ୍ଥେୟ ଓ ଅପରିଗ୍ରହ ପରି ସଦଗୁଣ ମାନବକୁ ମହା ମାନବରେ ପରିବର୍ତ୍ତିତ କରେ ରାଷ୍ଟ୍ର ନିର୍ମାଣରେ ଯୁବ ପ୍ରସ୍ତୁତି ଶିବିର    (23-Aug-2026)       ||      ଓଡ଼ିଶାରେ ସାମ୍ବାଦିକଙ୍କ ପେନସନ ପାଇଁ ଦାବି ରେ ସମ୍ୱଲପୁରରେ ବରିଷ୍ଠ ସାମ୍ବାଦିକଙ୍କ ବୈଠକ ।   (23-Aug-2026)       ||      ସେବା ଭାରତୀ, ଓଡ଼ିଶା ପଶ୍ଚିମ ଦ୍ଵାରା ସୁପୋଷଣ ଜାଗରଣ ଅଭିଯାନ   (23-Aug-2026)       ||      ପ୍ରଥମ ଅଲ୍ ଓଡ଼ିଶା ଇକ୍ୱିପ୍ଡ ପାୱାରଲିଫ୍ଟିଂ ଚାମ୍ପିଅନଶିପ୍–୨୦୨୬ ସମ୍ପନ୍ନ   (23-Aug-2026)       ||      ସ୍ଵୟଂସେବକ ସଂଘ ବୁଢାରଜା ନଗରରେ ଯୁବ ସମ୍ମିଳନୀ    (23-Aug-2026)       ||      କୋଲହାପୁର ଏବଂ ଲଦାଖ ରେ ନୂଆ ହାଇକୋର୍ଟ ବେଞ୍ଚ ସ୍ଥାପନ କଲେ ସରକାର, ପଶ୍ଚିମ ଓଡ଼ିଶାର ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠା କୁ ଆଉ କେତେଦିନ ? — ଇଂ ରୋହିତ ପୂଜାରୀ    (23-Aug-2026)       ||      ଶହେ ଟଙ୍କା ନଦେବାରୁ ଯୁବକକୁ ବ୍ଲେଡରେ ମରଣାତ୍ମକ ଆକ୍ରମଣ   (23-Aug-2026)       ||      ମୋବାଇଲ୍ ମେଳା ୨.୦: ଟେକ୍ନୋଲୋଜି ଆଧାରିତ ପୁନରୁଦ୍ଧାର - ₹୪୫ ଲକ୍ଷ ଏବଂ ୧୧୫ ମୋବାଇଲ୍ ଫୋନ୍ ନାଗରିକଙ୍କୁ ଫେରସ୍ତ   (23-Aug-2026)       ||      *ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍ ର ମ୍ୟୁନିସପାଲିଟି ଜୋନ୍ ଉଦଘାଟିତ - ୨-୦ ଗୋଲ ରେ ରିଜର୍ଭ ପୋଲିସ ଦଳ ଵିଜୟୀ*-   (23-Aug-2026)       ||      ଦଣ୍ଡପାଟ ଯୁବ ସେବା ସଂଗଠନର ନୂତନ କର୍ମକର୍ତ୍ତା ଚୟନ ।   (23-Aug-2026)       ||      ବନ୍ୟା ବିପନ୍ନ ୪ ଜିଲ୍ଲା ପାଇଁ ଅଣ୍ଟା ଭିଡିଲା ଭାରତ ମସଲା ବାଣ୍ଟିଲା ୧୦,୦୦୦ ଶୁଖିଲା ଖାଦ୍ୟ ପ୍ୟାକେଟ୍   (23-Aug-2026)       ||      *ବ୍ରହ୍ମ କୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ ସୋନପୁର ଶାଖା ପକ୍ଷରୁ ରକ୍ତ ଦାନ ଶିବିର ଅନୁଷ୍ଠିତ*-   (23-Aug-2026)       ||      ଲଘୁଚାପ ବର୍ଷା ଯୋଗୁଁ ନବରଙ୍ଗପୁର ଜିଲ୍ଲାରେ ଜନଜୀବନ ଅସ୍ତବ୍ୟସ୍ତ   (23-Aug-2026)       ||      *ତେଲେଣ୍ଡା ଶ୍ରୀ ରଣେଶ୍ଵର ଶୈବ ପୀଠ ଓ ମାଁ ରାମଚଣ୍ଡୀ ଙ୍କ ଠାରେ ଗଙ୍ଗା ମହା ଜଳଶାୟୀ ଅନୁଷ୍ଠିତ*-   (23-Aug-2026)       ||      ରାଜସ୍ୱ ବିଭାଗର ବରିଷ୍ଠ ଅଧିକାରୀ ବୈଠକରେ ରାଜସ୍ବ ସେବା ପ୍ରଦାନରେ ସଂସ୍କାର ଉପରେ ଗୁରୁତ୍ବ   (22-Aug-2026)       ||      ବ୍ରାଉନ୍ ସୁଗାର ସହ ଗଞ୍ଜେଇ, ନଗଦ ଟଙ୍କା ଓ ମୋବାଇଲ ଜବତ : କିଙ୍ଗ୍ ପିନ୍ ଗିରଫ    (22-Aug-2026)       ||      ମହିଳା ଓ ଛାତ୍ରୀମାନଙ୍କୁ ସଶକ୍ତ କରିବା, ସେମାନଙ୍କ ଆଇନଗତ ଅଧିକାର, ସୁରକ୍ଷା ଓ ଆତ୍ମନିର୍ଭରତା ସମ୍ପର୍କରେ ସଚେତନ କରିବା ପାଇଁ କାର୍ଯ୍ୟକ୍ରମ    (22-Aug-2026)       ||      ମିଶନ ଜିରୋ-ସଫେଇ କାର୍ଯ୍ୟରେ ମୃତାହତ ଘଟଣାର ଅବସାନ ଶୀର୍ଷକ ଜାତୀୟ କର୍ମଶାଳାର ଆୟୋଜନ ♦️ମୋଦୀ ଜୀଙ୍କ ନେତୃତ୍ୱରେ ଦେଶର ଅର୍ଥନୀତି, ପ୍ରତିରକ୍ଷା ଏବଂ ବିଦେଶ ନୀତି ସହିତ ସମାନ ଗୁରୁତ୍ୱ ପାଇଛି ସ୍ୱଚ୍ଛତା   (22-Aug-2026)       ||      "ସାଇବର ସଚେତନତା ହିଁ ଡିଜିଟାଲ୍‌ ସୁରକ୍ଷାର ପ୍ରଥମ ପଦକ୍ଷେପ"   (22-Aug-2026)       ||     

HOME   ଜିଲ୍ଲା

ପ୍ରଥମ ଅଲ୍ ଓଡ଼ିଶା ଇକ୍ୱିପ୍ଡ ପାୱାରଲିଫ୍ଟିଂ ଚାମ୍ପିଅନଶିପ୍–୨୦୨୬ ସମ୍ପନ୍ନ

23-Aug-2026



 

 

ସମ୍ବଲପୁର: (ସଂଜୀବ ପାଣିଗ୍ରାହୀ ).ଓଡ଼ିଶାରେ ପାୱାରଲିଫ୍ଟିଂ କ୍ରୀଡ଼ାକୁ ଆହୁରି ଲୋକପ୍ରିୟ ଓ ଶକ୍ତିଶାଳୀ କରିବା ଉଦ୍ଦେଶ୍ୟରେ ଆୟୋଜିତ ପ୍ରଥମ ଅଲ୍ ଓଡ଼ିଶା ଇକ୍ୱିପ୍ଡ ପାୱାରଲିଫ୍ଟିଂ ଚାମ୍ପିଅନଶିପ୍–୨୦୨୬ ସଫଳତାର ସହ ସମ୍ପନ୍ନ ହୋଇଛି।

ଏହି ଚାମ୍ପିଅନଶିପ୍‌ରେ ଓଡ଼ିଶାର ବିଭିନ୍ନ ଅଞ୍ଚଳରୁ ମୋଟ ୭୬ ଜଣ ପ୍ରତିଯୋଗୀ ଅଂଶଗ୍ରହଣ କରିଥିଲେ। ଖୋର୍ଦ୍ଧା, କଟକ, ସୁନ୍ଦରଗଡ଼, ରାଉରକେଲା ଷ୍ଟିଲ୍ ପ୍ଲାଣ୍ଟ, ବଲାଙ୍ଗୀର, ଝାରସୁଗୁଡ଼ା ଓ ପୁରୀର ପାୱାରଲିଫ୍ଟରମାନେ ଏଥିରେ ନିଜର ଦକ୍ଷତା ପ୍ରଦର୍ଶନ କରିଥିଲେ।

ଚାମ୍ପିଅନଶିପ୍‌ରେ ସମ୍ବଲପୁରର ସୋମନାଥ ପଟ୍ଟନାୟକ ନିଜର ଶକ୍ତି ଓ ଉତ୍କୃଷ୍ଟ ପ୍ରଦର୍ଶନ ପାଇଁ ‘ଚାମ୍ପିଅନ୍ ଅଫ୍ ଚାମ୍ପିଅନ୍ / ଷ୍ଟ୍ରଙ୍ଗମ୍ୟାନ୍ ଅଫ୍ ଓଡ଼ିଶା’ ଭାବେ ବିଜୟୀ ହୋଇଥିବା ବେଳେ ସୁନ୍ଦରଗଡ଼ର କଲ୍ୟାଣୀ ସିଂହ ‘ଷ୍ଟ୍ରଙ୍ଗ୍ ୱୁମ୍ୟାନ୍ ଅଫ୍ ଓଡ଼ିଶା’ ଭାବେ ବିଜୟୀ ହୋଇଛନ୍ତି।

ଏହି କାର୍ଯ୍ୟକ୍ରମରେ ଶ୍ରୀ ସୁଧୀର ରଞ୍ଜନ ବହିଦାର ମୁଖ୍ୟ ଅତିଥି ଭାବେ ଯୋଗଦେଇଥିବା ବେଳେ ପାୱାରଲିଫ୍ଟିଂ ଆସୋସିଏସନ୍ ଓଡ଼ିଶାର ଜେନେରାଲ୍ ସେକ୍ରେଟାରୀ ଶ୍ରୀମତୀ ସଙ୍ଗୀତା ସିଂହ ସମ୍ମାନୀତ ଅତିଥି ଭାବରେ ଯୋଗ ଦେଇଥିଲେ ।ଚାମ୍ପିଅନଶିପ୍‌ରେ ମୁଖ୍ୟ ରେଫରୀ ଭାବେ ଗୌତମ ଅଡ୍ଜୁଆଡ଼, ତରଣଦୀପ ସିଂହ, ସନ୍ତୋଷ ବାରିକ ଓ ସୁଦୀପ ମହାରଣା ଦାୟିତ୍ୱ ତୁଲାଇଥିଲେ।

ଏହି ଚାମ୍ପିଅନଶିପ୍‌ର ସଫଳ ଆୟୋଜନରେ ସୁଧୀର ପଟ୍ଟନାୟକ, ଶିଶିର ବହିଦାର, ଦିବ୍ୟ ବେହେରା, ଶ୍ରିମୟୀ ସାହୁ, ସଂଘମିତ୍ରା ସୋନୁ, ନବୀନ ବାଗଙ୍କ ସମେତ ଅନ୍ୟ ସଦସ୍ୟମାନେ ସକ୍ରିୟ ସହଯୋଗ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
କୁଦୋପାଲି ରଣଭୂମିରେ ବୀର ଛବିଳ ସାଏ ସ୍ମୃତି କମିଟିର ବୈଠକ   23-Aug-2026
  ଜିଲ୍ଲା  
ଅସ୍ଥେୟ ଓ ଅପରିଗ୍ରହ ପରି ସଦଗୁଣ ମାନବକୁ ମହା ମାନବରେ ପରିବର୍ତ୍ତିତ କରେ ରାଷ୍ଟ୍ର ନିର୍ମାଣରେ ଯୁବ ପ୍ରସ୍ତୁତି ଶିବିର   23-Aug-2026
  ଜିଲ୍ଲା  
ଓଡ଼ିଶାରେ ସାମ୍ବାଦିକଙ୍କ ପେନସନ ପାଇଁ ଦାବି ରେ ସମ୍ୱଲପୁରରେ ବରିଷ୍ଠ ସାମ୍ବାଦିକଙ୍କ ବୈଠକ ।   23-Aug-2026
  ଜିଲ୍ଲା  
ସେବା ଭାରତୀ, ଓଡ଼ିଶା ପଶ୍ଚିମ ଦ୍ଵାରା ସୁପୋଷଣ ଜାଗରଣ ଅଭିଯାନ   23-Aug-2026
  ଜିଲ୍ଲା  
ପ୍ରଥମ ଅଲ୍ ଓଡ଼ିଶା ଇକ୍ୱିପ୍ଡ ପାୱାରଲିଫ୍ଟିଂ ଚାମ୍ପିଅନଶିପ୍–୨୦୨୬ ସମ୍ପନ୍ନ   23-Aug-2026
  ଜିଲ୍ଲା  
ସ୍ଵୟଂସେବକ ସଂଘ ବୁଢାରଜା ନଗରରେ ଯୁବ ସମ୍ମିଳନୀ   23-Aug-2026
  ଜିଲ୍ଲା  
କୋଲହାପୁର ଏବଂ ଲଦାଖ ରେ ନୂଆ ହାଇକୋର୍ଟ ବେଞ୍ଚ ସ୍ଥାପନ କଲେ ସରକାର, ପଶ୍ଚିମ ଓଡ଼ିଶାର ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠା କୁ ଆଉ କେତେଦିନ ? — ଇଂ ରୋହିତ ପୂଜାରୀ   23-Aug-2026
  ଜିଲ୍ଲା  
ଶହେ ଟଙ୍କା ନଦେବାରୁ ଯୁବକକୁ ବ୍ଲେଡରେ ମରଣାତ୍ମକ ଆକ୍ରମଣ   23-Aug-2026
  ଜିଲ୍ଲା  
ମୋବାଇଲ୍ ମେଳା ୨.୦: ଟେକ୍ନୋଲୋଜି ଆଧାରିତ ପୁନରୁଦ୍ଧାର - ₹୪୫ ଲକ୍ଷ ଏବଂ ୧୧୫ ମୋବାଇଲ୍ ଫୋନ୍ ନାଗରିକଙ୍କୁ ଫେରସ୍ତ   23-Aug-2026
  ଜିଲ୍ଲା  
*ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍ ର ମ୍ୟୁନିସପାଲିଟି ଜୋନ୍ ଉଦଘାଟିତ - ୨-୦ ଗୋଲ ରେ ରିଜର୍ଭ ପୋଲିସ ଦଳ ଵିଜୟୀ*-   23-Aug-2026
  ଜିଲ୍ଲା  
ଦଣ୍ଡପାଟ ଯୁବ ସେବା ସଂଗଠନର ନୂତନ କର୍ମକର୍ତ୍ତା ଚୟନ ।   23-Aug-2026
  ଜିଲ୍ଲା  
ବନ୍ୟା ବିପନ୍ନ ୪ ଜିଲ୍ଲା ପାଇଁ ଅଣ୍ଟା ଭିଡିଲା ଭାରତ ମସଲା ବାଣ୍ଟିଲା ୧୦,୦୦୦ ଶୁଖିଲା ଖାଦ୍ୟ ପ୍ୟାକେଟ୍   23-Aug-2026

You Might Also Like